ଖେଳ

‘କୋହଲି ଆଇପିଏଲ୍‌ରୁ ଓହରି ଯିବା ଉଚିତ୍‌’

ମୁମ୍ବାଇ,୨୭।୪: ଆଇପିଏଲ୍‌ ୨୦୨୨ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁର ପୂର୍ବତନ ଅଧିନାୟକ ବିରାଟ କୋହଲିଙ୍କ ଖରାପ ଫର୍ମ ଜାରି ରହିଛି। କୋହଲି ୯ଟି ମ୍ୟାଚ୍‌ରେ ହାରାହାରି ୧୬ରେ ମାତ୍ର ୧୨୮ ରନ ସ୍କୋର କରିବାରେ ସକ୍ଷମ ହୋଇଛନ୍ତି। ଭାରତୀୟ ଦଳର ପୂର୍ବତନ...

କୋହଲିଙ୍କ ଖରାପ ଫର୍ମକୁ ନେଇ ବଡ଼ ବୟାନ

ପୁଣେ,୨୭।୪: ଦୀର୍ଘଦିନରୁ ବ୍ୟାଟିଂରେ ବିଫଳ ହେଉଛନ୍ତି ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବିରାଟ କୋହଲି। ଆଇପିଏଲ୍‌ର ଚଳିତ ସିଜନରେ କୋହଲି ୫ ଇନିଂସରେ ୯, ୦,୦, ୧୨,୧ ରନ୍‌ କରିଛନ୍ତି। ତଥାପି ସେ ଖୁବ୍‌ଶୀଘ୍ର ଫର୍ମକୁ ଫେରିବେ ବୋଲି କହିଛନ୍ତି ରୟାଲ ଚ୍ୟାଲେଞ୍ଜର୍ସ...

ଇତିହାସ ରଚିଲେ ଅଶ୍ୱିନ

ମୁମ୍ବାଇ,୨୭।୪: ଟିମ ଇଣ୍ଡିଆର ତାରକା ଅଫ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଭାରତର ଅନ୍ୟତମ ସଫଳ ବୋଲର ଅଟନ୍ତି। ଆର ଅଶ୍ୱିନ କେବଳ ଟେଷ୍ଟ କ୍ରିକେଟରେ ନୁହେଁ ଦିନିକିଆରେ ମଧ୍ୟ ବ୍ୟାଟ୍ସମ୍ୟାନ୍‌ଙ୍କୁ ଅସୁବିଧାରେ ପକାଇଥାନ୍ତି। ଏଥର ଅଶ୍ୱିନ ଆଇପିଏଲରେ ରାଜସ୍ଥାନ ରୟାଲ୍ସର...

ଆର୍‌ଆର୍‌ ବିଜୟୀ…

ମୁମ୍ବାଇ, ୨୬।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ମଙ୍ଗଳବାର ରାଜସ୍ଥାନ ରୟାଲର୍‌ସ(ଆର୍‌ଆର୍‌) ରୟାଲ ଚ୍ୟାଲେଞ୍ଜର ବାଙ୍ଗାଲୋର୍‌(ଆର୍‌ସିବି) ବିପକ୍ଷରେ  ବିଜୟ ହାସଲ କରିଛି ।  ଧାର୍ଯ୍ୟ ୧୪୫ ରନ୍ ଲକ୍ଷ୍ୟର ପିଛା କରି  ଆର୍‌ସିବି ୧୯.୩  ଓଭରରେ   ୧୦ ୱିକେଟ...

ସିଏସ୍‌କେକୁ ବଡ଼ ଝଟ୍‌କା; ଅଲରାଉଣ୍ଡର ମୋଇନ ଅଲି…

ମୁମ୍ବାଇ,୨୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ଚଳିତ ସିଜନରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)କୁ ଲାଗିଛି ବଡ଼ ଝଟ୍‌କା। ଦଳର ଅଲରାଉଣ୍ଡର ମୋଇନ ଅଲି ଆହତ ହେବା କାରଣରୁ ଆଗାମୀ କିଛି ମ୍ୟାଚ୍‌ ପାଇଁ ଉପଲବ୍ଧ ରହିବେ ନାହିଁ। ଗୋଇଠିଜନିତ ଆହତ...

ଆର୍‌ସିବି ପାଇଁ ବିଜୟ ଲକ୍ଷ୍ୟ ୧୪୫ …

ମୁମ୍ବାଇ, ୨୬।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ମଙ୍ଗଳବାର ରାଜସ୍ଥାନ ରୟାଲର୍‌ସ(ଆର୍‌ଆର୍‌) ବିପକ୍ଷରେ ରୟାଲ ଚ୍ୟାଲେଞ୍ଜର ବାଙ୍ଗାଲୋର୍‌(ଆର୍‌ସିବି) ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ମହାରାଷ୍ଟ୍ର ପୁୁଣେର କ୍ରିକେଟ ଆସୋସିଏଶନ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ...

କିଏ ସେଇ ‘ସିଏସ୍‌କେ ଗର୍ଲ’; ଧୋନୀଙ୍କ ଛକା ଦେଖି ଯିଏ…

ମୁମ୍ବାଇ,୨୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୨ରେ ସୋମବାର ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ପଞ୍ଜାବ କିଙ୍ଗ୍ସ ମଧ୍ୟରେ କଡ଼ା ମୁକାବିଲା ଦେଖିବାକୁ ମିଳିଥିଲା। ଶେଷ ଓଭରରେ ମ୍ୟାଚ୍‌କୁ ପଞ୍ଜାବ ଟିମ୍‌ ଜିତି ନେଇଥିଲା। ହେଲେ ଏହି ମ୍ୟାଚ୍‌ ବେଳେ ଜଣେ...

ମୁମ୍ବାଇର ଅଧିନାୟକ ପଦ ଛାଡ଼ିଦେବେ ରୋହିତ! ଅଧା ସିଜନରୁ ନେତୃତ୍ୱ ଛାଡ଼ିବା ତାଲିକା ଲମ୍ବା…

ମୁମ୍ବାଇ,୨୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ଚଳିତ ସଂସ୍କରଣରେ ମୁମ୍ବାଇ ଇଣ୍ଡିଆନ୍ସର ପ୍ରଦର୍ଶନ ବେଶ ନୈରାଶ୍ୟଜନକ ରହିଛି। ପ୍ରଥମ ଥର ପାଇଁ ଦଳ ଏଯାବତ ଖେଳିଥିବା ୮ ମୁକାବିଲାରେ ପରାଜିତ ହୋଇଛି। ଏଭଳି ପ୍ରଦର୍ଶନକୁ ଦୃଷ୍ଟିରେ ରଖି ରୋହିତ ଶର୍ମା ମୁମ୍ବାଇର...

ଟସ୍‌ ଜିତିଲା ଆର୍‌ସିବି, ବୋଲିଂ ନିଷ୍ପତ୍ତି…

ମୁମ୍ବାଇ, ୨୬।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ୩୯ ତମ ମ୍ୟାଚ୍‌ରେ ମଙ୍ଗଳବାର ରାଜସ୍ଥାନ ରୟାଲର୍‌ସ(ଆର୍‌ଆର୍‌) ବିପକ୍ଷରେ ରୟାଲ ଚ୍ୟାଲେଞ୍ଜର ବାଙ୍ଗାଲୋର୍‌(ଆର୍‌ସିବି) ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ମହାରାଷ୍ଟ୍ର ପୁୁଣେର କ୍ରିକେଟ ଆସୋସିଏଶନ ଷ୍ଟାଡିୟମ୍‌ରେ...

ବିଦ୍ୟୁତ୍‌ କାଟ୍‌କୁ ନେଇ ପ୍ରଶ୍ନ ଉଠାଇଲେ ଧୋନୀଙ୍କ ସ୍ତ୍ରୀ

ରାଞ୍ଚି,୨୬।୨: ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଉଥିବାବେଳେ ବିଦ୍ୟୁତ୍‌ କାଟ୍‌ ଲୋକଙ୍କ ସମସ୍ୟାକୁ ଆହୁରି ବଢାଇ ଦେଇଛି। ନିକଟରେ ଭାରତର ପୂର୍ବତନ କ୍ରିକେଟ ଅଧିନାୟକ ଏମଏସ ଧୋନୀଙ୍କ ସ୍ତ୍ରୀ ସାକ୍ଷୀ ଧୋନୀ ବିଦ୍ୟୁତ୍‌ କାଟ୍‌କୁ ନେଇ ଏକ ଟୁଇଟ କରିଛନ୍ତି।...

୩ଟି ବଡ଼ ସଫଳତା ହାସଲ କଲେ ଶିଖର ଧାୱନ

ମୁମ୍ବାଇ,୨୬।୪: ଆଇପିଏଲ ୨୦୨୨ର ୩୮ତମ ମ୍ୟାଚରେ ପଞ୍ଜାବ କିଙ୍ଗ୍ସର ଓପନର୍‌ ଶିଖର ଧାୱନ  ୩ଟି ବଡ଼ ସଫଳତା ହାସଲ କରିଛନ୍ତି। ଏହି ମ୍ୟାଚ୍‌ରେ ୩୬ ବର୍ଷୀୟ ଧାୱନ ଆଇପିଏଲରେ ନିଜର ୨୦୦ତମ ମ୍ୟାଚ ଖେଳିବାକୁ ଓହ୍ଲାଇଥିଲେ। ଚେନ୍ନାଇ ସୁପର କିଙ୍ଗ୍ସ...

୨୮ ବର୍ଷ ସାନ ଯୁବତୀଙ୍କୁ ବିବାହ କରିବେ ୬୬ ବର୍ଷୀୟ କ୍ରିକେଟର୍‌

କୋଲକତା,୨୬।୪:ଭାରତର ପୂର୍ବତନ କ୍ରିକେଟର ତଥା ସମୀକ୍ଷକ ଅରୁଣ ଲାଲ ୬୬ ବର୍ଷ ବୟସରେ ଦ୍ୱିତୀୟ ଥର ବିବାହ କରିବାକୁ ଯାଉଛନ୍ତି। ତାଙ୍କର ଭାବି ସ୍ତ୍ରୀ ବୁଲବୁଲ ସାହାଙ୍କୁ ୩୮ ବର୍ଷ ବୟସ। ଉଭୟଙ୍କ ବୟସରେ ୨୮ ବର୍ଷର ପାର୍ଥକ୍ୟ ଅଛି।...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri