ଖେଳ

‘କୋହଲିଙ୍କୁ ବିଶ୍ରାମ ଦରକାର’

ମୁମ୍ବାଇ,୨୦।୪: ଭାରତୀୟ କ୍ରିକେଟର୍‌ ଦଳର ପୂର୍ବତନ ଅଧିନାୟକ ବିରାଟ କୋହଲି କେବେ ଏକ ଶତକ ସ୍କୋର କରିବେ, ଏହି ପ୍ରଶ୍ନ ଏବେ ପୁରୁଣା ହୋଇଯାଇଛି। ଏବେ ପ୍ରଶଂସକମାନେ ତାଙ୍କଠାରୁ ଏକ ଭଲ ଇନିଂସ ଆଶା କରୁଛନ୍ତି। ଟିମ ଇଣ୍ଡିଆ ଏବଂ...

ରାହୁଲ୍‌ଙ୍କୁ ଡବଲ୍‌ ଝଟ୍‌କା

ମୁମ୍ବାଇ,୨୦।୪: ଲକ୍ଷ୍ନୌ ସୁପର ଜିଆଣ୍ଟସ ଅଧିନାୟକ କେ.ଏଲ ରାହୁଲଙ୍କୁ ଡବଲ୍‌ ଝଟକା ଲାଗିଛି। ଆଇପିଏଲ ୨୦୨୨ର ଏକ ମ୍ୟାଚରେ ତାଙ୍କ ଦଳ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁକୁ ୧୮ ରନରେ ପରାସ୍ତ କରିଛି। ଏହା ପରେ ରାହୁଲଙ୍କୁ ଆଇପିଏଲ ଆଚରଣ ବିଧି...

ଆର୍‌ସିବି ବିଜୟୀ…

ମୁମ୍ବାଇ, ୧୯।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୩୧ ତମ ମ୍ୟାଚ୍‌ରେ ମଙ୍ଗଳବାର ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି) ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ୍‌(ଏଲ୍‌ଏସ୍‌ଜି) ବିପକ୍ଷରେ ବିଜୟ ହାସଲ କରିଛି ।  ଧାର୍ଯ୍ୟ ୧୮୨ ରନ୍ ଲକ୍ଷ୍ୟର ପିଛା କରି ଏଲଏସଜି...

‘କାର୍ତ୍ତିକଙ୍କ ବୟସ ଦେଖ ନାହିଁ, ଖେଳ ଦେଖ’

ନୂଆଦିଲ୍ଲୀ,୧୯।୪: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌-୨୦୨୨ରେ ଦମ୍‌ଦାର ଫର୍ମରେ ନଜର ଆସୁଛନ୍ତି ଉଇକେଟକିପର ବ୍ୟାଟ୍ସମ୍ୟାନ୍‌ ଦିନେଶ କାର୍ତ୍ତିକ। ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରର ଏହି ବ୍ୟାଟ୍ସମ୍ୟାନ୍‌ ଏଯାବତ ୬ ମ୍ୟାଚ୍‌ ଖେଳିଥିବା ବେଳେ ୧୯୭ ରନ୍‌ କରିଛନ୍ତି। ତାଙ୍କର ହାରାହାରି ୧୯୭ ଏବଂ...

୫ ବର୍ଷ ପରେ ‘ଗୋଲ୍ଡେନ୍‌ ଡକ୍‌’ରେ ଆଉଟ୍‌

ମୁମ୍ବାଇ,୧୯।୪: ଦୀର୍ଘ ଦିନରୁ ଖରାପ ଫର୍ମ ଦେଇ ଗତି କରୁଛନ୍ତି ଭାରତ ତଥା ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି)ର ପୂର୍ବତନ ଅଧିନାୟକ ବିରାଟ କୋହଲି। ଏକ ସମୟରେ ‘ରନ୍‌ ମେସିନ’ ଭାବେ ପରିଚିତ ଏହି କ୍ରିକେଟର ଲଗାତାର ଭାବେ ବ୍ୟାଟିଂରେ ଫେଲ୍‌...

ପ୍ଲେସିସିଙ୍କ ବିସ୍ଫୋରକ ବ୍ୟାଟିଂ, ଏଲ୍‌ଏସ୍‌ଜି ପାଇଁ ବିଜୟ ଲକ୍ଷ୍ୟ ୧୮୨…

ମୁମ୍ବାଇ, ୧୯।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୩୧ ତମ ମ୍ୟାଚ୍‌ରେ ମଙ୍ଗଳବାର ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି) ବିପକ୍ଷରେ ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ୍‌(ଏଲ୍‌ଏସ୍‌ଜି) ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ମହାରାଷ୍ଟ୍ର ମୁମ୍ବାଇର ଡ. ଡି.ଓ୍ବାଇ....

ଟସ୍‌ ଜିତିଲା ଏଲ୍‌ଏସ୍‌ଜି, ବୋଲିଂ ନିଷ୍ପତ୍ତି…

ମୁମ୍ବାଇ, ୧୯।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୩୧ ତମ ମ୍ୟାଚ୍‌ରେ ମଙ୍ଗଳବାର ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି) ବିପକ୍ଷରେ ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ୍‌(ଏଲ୍‌ଏସ୍‌ଜି) ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ମହାରାଷ୍ଟ୍ର ମୁମ୍ବାଇର ଡ. ଡି.ଓ୍ବାଇ....

ହ୍ୟାଟ୍ରିକ୍‌ ପରେ ପୁରୁଣା ଷ୍ଟାଇଲ୍‌ରେ ପୋଜ୍‌: ୨୦୨୨ରେ ୨୦୧୯ କଥାକୁ ମନେପକାଇଲେ…

ମୁମ୍ବାଇ,୧୯।୪: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୨ରେ ହ୍ୟାଟ୍ରିକ୍‌ ନେଇ ଚର୍ଚ୍ଚାରେ ରାଜସ୍ଥାନ ରୟାଲ୍ସ ବୋଲର ୟୁଜବେନ୍ଦ୍ର ଚହଲ। ବ୍ରାବୋନ ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା ମ୍ୟାଚ୍‌ରେ ଚଳିତ ଆଇପିଏଲ୍‌ର ପ୍ରଥମ ହ୍ୟାଟ୍ରିକ୍‌ ନେଇଛନ୍ତି ସେ। ଏହାକୁ ନେଇ ତାଙ୍କ ଦଳ କୋଲକାତା...

ଆଇସିୟୁରେ ଜୀବନ ସହ ସଂଗ୍ରାମ କରୁଛନ୍ତି ଏହି କ୍ରିକେଟର

ନୂଆଦିଲ୍ଲୀ,୧୯।୪: କ୍ରିକେଟଜଗତରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ନେଦରଲ୍ୟାଣ୍ଡ ଦଳର ମୁଖ୍ୟ ପ୍ରଶିକ୍ଷକ ତଥା ଅଷ୍ଟ୍ରେଲିଆର ପୂର୍ବତନ ଉଇକେଟ କିପର୍‌ ରଆନ୍‌ କ୍ୟାମ୍ପବେଲଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ରହିଛି। ଶନିବାର ତାଙ୍କୁ ହୃଦ୍‌ଘାତ ହେବା ପରେ ୟୁକେର ଏକ ଡାକ୍ତରଖାନାରେ...

କରୋନା ସଙ୍କଟ, ଡିସି-ପିବିକେଏସ୍‌ ମ୍ୟାଚ୍‌ ପୁଣେରୁ ମୁମ୍ବାଇ ସ୍ଥାନାନ୍ତର…

ମୁମ୍ବାଇ, ୧୯।୪ : ଆଇପିଏଲ ୨୦୨୨ରେ କରୋନା ସଂକ୍ରମଣ ଘଟିଛି। ସୋମବାର ଦିନ ଦିଲ୍ଲୀ କ୍ୟାପିଟାଲର ଖେଳାଳି ମିଚେଲ ମାର୍ଶ କରୋନା ସଂକ୍ରମିତ ହୋଇଥିବା ଜଣାପଡିଛି। ଏହା ବ୍ୟତୀତ ଦଳର ଫିଜିଓ ପାଟ୍ରିକ ଫରହାର୍ଟ ଏବଂ ଦଳର ଡାକ୍ତର ସାଲଭି...

ଚହଲ ହ୍ୟାଟ୍ରିକ୍‌ ନେବା ପରେ ସ୍ତ୍ରୀଙ୍କ ଥିଲା ଏମିତି ପ୍ରତିକ୍ରିୟା: ଦେଖନ୍ତୁ ଭିଡିଓ

ମୁମ୍ବାଇ,୧୯।୪: ଆଇପିଏଲ୍‌ ୨୦୨୨ରେ ରାଜସ୍ଥାନ ରୟାଲ୍ସ ବୋଲର୍‌ ୟୁଜଭେନ୍ଦ୍ର ଚହଲ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ହ୍ୟାଟ୍ରିକ ନେଇଛନ୍ତି। ବ୍ରାବୋର୍ନ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଚହଲ ଚଳିତ ଆଇପିଏଲ୍‌ର ପ୍ରଥମ ହ୍ୟାଟ୍ରିକ୍‌ ନେଇ ନିଜ ଦଳକୁ ବିଜୟ ଦେବାରେ...

ଜନ୍ମଦିନରେ ରାହୁଲଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରେମିକା: ଜବାବରେ ମିଳିଲା…

ଭାରତୀୟ କ୍ରିକେଟର୍‌ କେ.ଏଲ ରାହୁଲ ଏବେ ଜବରଦସ୍ତ ଫର୍ମରେ ଅଛନ୍ତି। ଆଇପିଏଲ୍‌ ୨୦୨୨ରେ ସେ ଚମତ୍କାର ବ୍ୟାଟିଂ କରୁଛନ୍ତି। ଗତକାଲି ଅର୍ଥାତ୍‌ ଏପ୍ରିଲ ୧୮ରେ ସେ ତାଙ୍କ ୩୦ତମ ଜନ୍ମଦିନ ପାଳନ କରିଛନ୍ତି। ଜନ୍ମଦିନରେ ତାଙ୍କୁ ସାଥୀ ଖେଳାଳିଙ୍କ ସହ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri