ଖେଳ

ଆଇପିଏଲ୍‌ ବାୟୋ-ବବଲ୍‌ରେ କରୋନାର ଏଣ୍ଟ୍ରି

ମୁମ୍ବାଇ,୧୫।୪: ଆଇପିଏଲ୍‌ ବାୟୋବବଲ୍‌ରେ କରୋନାର ଏଣ୍ଟ୍ରି। ଚଳିତ ସିଜନରେ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି)ର ଫିଜିଓ ପାଟ୍ରିକ ଫାରହାର୍ଟ କୋଭିଡ-୧୯ ସଂକ୍ରମିତ ହୋଇଛନ୍ତି। ଏନେଇ ଆଇପିଏଲ୍‌ ପକ୍ଷରୁ ପକାଶିତ ମିଡିଆ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି। କରୋନା ମହାମାରୀକୁ ନେଇ ଗତ ସିଜନ ବେଶ...

୭ଟାରେ ପଡ଼ିବ ଟସ୍‌: ଜାଣନ୍ତୁ କେବେ, କେଉଁଠି ଦେଖିବେ ହାଇଦ୍ରାବାଦ- କୋଲକାତା ଲଢ଼େଇ

ମୁମ୍ବାଇ,୧୫।୪: ଆଇପିଏଲ୍‌ ୨୦୨୨ର ୨୫ତମ ମୁକାବିଲା ଶୁକ୍ରବାର ସନରାଇଜର୍ସ ହାଇଦ୍ରାବାଦ ଏବଂ କୋଲକାତା ନାଇଟ୍‌ ରାଇଡର୍ସ ମଧ୍ୟରେ ଖେଳାଯିବ। ପ୍ରାରମ୍ଭିକ ମ୍ୟାଚ୍‌ରେ ପରାଜୟ ସତ୍ତ୍ୱେ କେନ୍‌ ଓ୍ବିଲିୟମସନଙ୍କ ନେତୃତ୍ୱାଧୀନ ଟିମ୍‌ ଲଗାତାର ଦୁଇ ମ୍ୟାଚ୍‌ରେ ବିଜେତା ହୋଇଛି। ସେହିଭଳି ଶ୍ରେୟସ...

ଅଧିନାୟକ ପଦ ଛାଡିଲେ ରୁଟ୍‌

ଲଣ୍ଡନ,୧୫।୪: ଇଂଲଣ୍ଡର କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ଜୋ ରୁଟ ଟେଷ୍ଟ ଦଳର ଅଧିନାୟକ ପଦରୁ ଇସ୍ତଫା ଦେଇଛନ୍ତି। ଟେଷ୍ଟ ମ୍ୟାଚରେ ଇଂଲଣ୍ଡ ଦଳର ଖରାପ ପ୍ରଦର୍ଶନ ଯୋଗୁ ସେ ଏପରି ନିଷ୍ପତ୍ତି ନେଇଥିବା ଜଣାପଡିଛି। ରୁଟ ଦୀର୍ଘ ସମୟ ଧରି ଇଂଲଣ୍ଡର...

ଆଖିପିଛୁଳାରେ ଭାଙ୍ଗିଦେଲେ ଷ୍ଟମ୍ପ୍‌: ପ୍ରଶଂସକ ଆଶ୍ଚର୍ଯ୍ୟ

ପୁଣେ,୧୫।୪: ଆଇପିଏଲ ୨୦୨୨ରେ ଗୁରୁବାର ଖେଳାଯାଇଥିବା ଏକ ମ୍ୟାଚରେ ଗୁଜରାଟ ଟାଇଟାନ୍ସ ରାଜସ୍ଥାନ ରୟାଲ୍ସକୁ ୩୭ ରନରେ ପରାସ୍ତ କରିଛି। ଏହି ମ୍ୟାଚରେ ଗୁଜରାଟ ଟାଇଟାନ୍ସର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଝଲକ ଦେଖିବାକୁ ମିଳିଛି। ସମସ୍ତ ତିନୋଟି ବିଭାଗ ବ୍ୟାଟିଂ,...

ଆଇପିଏଲ୍‌ ପଏଣ୍ଟ ଟେବୁଲ ଶୀର୍ଷରେ ଗୁଜରାଟ: ଏହି ଖେଳାଳିଙ୍କ ପାଖରେ ପର୍ପଲ, ଅରେଞ୍ଜ୍‌ କ୍ୟାପ୍‌

ପୁଣେ,୧୫।୪: ଆଇପିଏଲ୍‌ ୨୦୨୨ର ପଏଣ୍ଟ ଟେବୁଲରେ ଗୁଜରାଟ ଟାଇଟାନ୍ସ ଶୀର୍ଷରେ ପହଞ୍ଚିଛି। ଗୁରୁବାର ଅନୁଷ୍ଠିତ ମ୍ୟାଚରେ ରାଜସ୍ଥାନ ରୟାଲ୍ସକୁ ପରାସ୍ତ କରି ଗୁଜରାଟ ଶୀର୍ଷ ସ୍ଥାନ ହାସଲ କରିଛି। ଏହାପୂର୍ବରୁ ରାଜସ୍ଥାନ ଶୀର୍ଷରେ ଥିଲା। ଏବେ ଗୁଜରାଟ ୫ଟି ମ୍ୟାଚରେ...

ସଚିନଙ୍କ ପାଦ ଛୁଇଁଲେ ଏହି ମହାନ କ୍ରିକେଟର୍‌

ପୁଣେ,୧୫।୪: ଆଇପିଏଲ ୨୦୨୨ର ୨୩ତମ ମ୍ୟାଚରେ ପଞ୍ଜାବ କିଙ୍ଗସ ମୁମ୍ବାଇ ଇଣ୍ଡିଆନ୍ସକୁ ୧୨ ରନ ବ୍ୟବଧାନରେ ପରାସ୍ତ କରିଛି। ଏହି ବିଜୟ ପରେ ସୋସିଆଲ ମିଡିଆରେ ଜଣ୍ଟି ରୋଡସ ଏବଂ ସଚିନ ତେନ୍ଦୁଲକରଙ୍କ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି।...

୬ ଦିନ ମଧ୍ୟରେ ଜିରୋରୁ ହିରୋ ହେଲେ ଏହି କ୍ରିକେଟର୍‌

ପୁଣେ,୧୫।୪: ଆଇପିଏଲ ୨୦୨୨ ଆଇପିଏଲ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ କ୍ରିକେଟର୍‌ ଓଡିଆନ ସ୍ମିଥଙ୍କୁ ବହୁ ଉତ୍‌ଥାନ-ପତନ ଦେଇ ଗତି କରିବାକୁ ପଡିଛି। ଚଳିତବର୍ଷ ସେ ପଞ୍ଜାବ ପକ୍ଷରୁ ଖେଳୁଛନ୍ତି। ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଅନ୍ତିମ ୨ଟି ବଲରେ ୨ଟି ଛକା ଖାଇବା ପରେ...

ଶୀର୍ଷରେ ପହଞ୍ଚିଲା ଗୁଜରାଟ

ମୁମ୍ବାଇ, ୧୪ା୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ଗୁରୁବାର ଅନୁଷ୍ଠିତ ମ୍ୟାଚରେ ଗୁଜରାଟ ଟାଇଟାନ୍ସ ୩୭ ରନରେ ରାଜସ୍ଥାନ ରୟାଲ୍ସକୁ ପରାସ୍ତ କରିଛି। ଏଥିସହ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ଗୁଜରାଟ ଦଳ ବିଜୟ ପଥକୁ ଫେରିଛି। ଲକ୍ଷ୍ନୌ, ଦିଲ୍ଲୀ ଓ ପଞ୍ଜାବକୁ...

୧୯୩ ରନ୍‌ର ଟାର୍ଗେଟ୍‌ ଦେଲା ଗୁଜରାଟ

ମୁମ୍ବାଇ,୧୪।୩: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ଗୁରୁବାର ୨୪ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଅଧିନାୟକ ସଞ୍ଜୁ ସାମସନ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ପ୍ରାରମ୍ଭରୁ ମାପ୍‌ଚୁପ୍‌ ବୋଲିଂ କରିଥିଲେ ବୋଲର। ହେଲେ ଗୁଜରାଟ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ୮୭...

ଅବସର ନେଲେ ଏହି ଷ୍ଟାର ଖେଳାଳି

ଲଡର୍‌ସ,୧୪ା୪: ଇଂଲଣ୍ଡ ବୋଲର ଆନ୍ୟା ଶ୍ରୁବସୋଲ ଗୁରୁବାର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ଏଥିସହ ତାଙ୍କର ୧୪ ବର୍ଷର ଅନ୍ତର୍ଜାତୀୟ କ୍ୟାରିୟର ଶେଷ ହୋଇଛି। ୨୦୧୭ ବିଶ୍ୱକପ୍‌ ଚାମ୍ପିୟନ ଇଂଲଣ୍ଡ ଦଳର ସଦସ୍ୟ ଅନ୍ତର୍ଜାତୀୟ ସ୍ତରରେ ୧୭୩ ମ୍ୟାଚ୍‌...

ଟସ୍‌ ଜିତି ବୋଲିଂ କରିବ ରାଜସ୍ଥାନ

ମୁମ୍ବାଇ,୧୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ଗୁରୁବାର ୨୪ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଅଧିନାୟକ ସଞ୍ଜୁ ସାମସନ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ହାର୍ଦ୍ଦିକ ପାଣ୍ଡ୍ୟା ନେତୃତ୍ୱାଧୀନ ଗୁଜରାଟ ଟାଇଟାନ୍ସ କ୍ୟାପିଟାଲ ବ୍ୟାଟିଂ କରିବ। ଗୁଜରାଟ ଟାଇଟାନ୍ସ...

ଅର୍ଥ ଦଣ୍ଡରେ ଦଣ୍ଡିତ ହେଲେ ରୋହିତ

ପୁଣେ,୧୪ା୪: ପଞ୍ଜାବ କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚ୍‌ରେ ଧିମା ବୋଲିଂ ହାର ପାଇଁ ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ରୋହିତ ଶର୍ମା ଏବଂ ଦଳର ଅନ୍ୟ ସଦସ୍ୟଙ୍କୁ ଅର୍ଥ ଦଣ୍ଡରେ ଦଣ୍ଡିତ କରାଯାଇଛି। ବୁଧବାର ରାତିରେ ଖେଳାଯାଇଥିବା ମ୍ୟାଚ୍‌କୁ ପଞ୍ଜାବ ୧୨...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri