ଖେଳ

କୋହଲିଙ୍କ ଫର୍ମକୁ ନେଇ ମୁହଁ ଖୋଲିଲେ ଗାଙ୍ଗୁଲି

ମୁମ୍ବାଇ,୧୬।୫: ଆଇପିଏଲ ୨୦୨୨ରେ ଭାରତୀୟ ଦଳର ୨ ସୁପରଷ୍ଟାର ଖେଳାଳି ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କ ଖରାପ ଫର୍ମ ଜାରି ରହିଛି। ଆଇପିଏଲ ପରେ ଭାରତକୁ ଚଳିତ ବର୍ଷ ଟି-୨୦ ବିଶ୍ୱକପ ଖେଳିବାକୁ ପଡିବ। ଏହା ପୂର୍ବରୁ ଦୁଇ...

କେବେ ନିଜ ମାତାପିତାଙ୍କୁ ଭେଟି ନ ଥିଲେ ଆଣ୍ଡ୍ର୍ୟୁ ସାଇମଣ୍ଡସ

କାନବେରା,୧୬।୫:ବିଶ୍ୱର ସର୍ବଶ୍ରେଷ୍ଠ ଅଲରାଉଣ୍ଡର ଆଣ୍ଡ୍ର୍ୟୁ ସାଇମଣ୍ଡସ ଏକ କାର ଦୁର୍ଘଟଣାରେ ମୃତ୍ୟୁବରଣ କରିଛନ୍ତି। ତାଙ୍କୁ ମାତ୍ର ୪୬ ବର୍ଷ ବୟସ ହୋଇଥିଲା। ତାଙ୍କ ମୃତ୍ୟୁକୁ ନେଇ ଜଗତରେ ଶୋକର ଛାୟା ଖେଳିଯାଇଛି। କ୍ରିକେଟ୍‌ରେ ସାଇମଣ୍ଡସ ଅନେକ ବଡ଼ ସଫଳତା ହାସଲ...

ଦ୍ୱିତୀୟକୁ ଡେଇଁଲା ରାଜସ୍ଥାନ

ମୁମ୍ବାଇ,୧୫।୫: ସ୍ଥାନୀୟ ବ୍ରାବୋର୍ନ ଷ୍ଟାଡିୟମରେ ରବିବାର ରାତିରେ ଖେଳାଯାଇଥିବା ଆଇପିଏଲ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୨୪ ରନ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟ୍ସକୁ ପରାସ୍ତ କରିଛିି। ରାଜସ୍ଥାନ ୨୦ ଓଭରରେ ୬ ଉଇକେଟ ହରାଇ ୧୭୮ ରନ୍‌ କରିଥିଲା। ଜବାବରେ ଲକ୍ଷ୍ନୌ...

ଲକ୍ଷ୍ନୌକୁ ୧୭୯ ରନ୍‌ର ଟାର୍ଗେଟ୍‌

ମୁମ୍ବାଇ,୧୫।୫: ଆଇପିଏଲ ୨୦୨୨ର ୬୩ତମ ମ୍ୟାଚ୍‌ ଲକ୍ଷ୍ନୌ ସୁପର ଜିଆଣ୍ଟସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଲାଯାଉଛି। ଏହି ମ୍ୟାଚ୍‌ରେ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ରାଜସ୍ଥାନ ରୟାଲ୍ସ ନିର୍ଦ୍ଧାରିତ ଓଭରରେ ୬ ଉଇକେଟ୍‌ ହରାଇ ୧୭୮ ରନ୍‌...

ଇତିହାସ ରଚିଥିବା ବ୍ୟାଡମିଣ୍ଟନ ଖେଳାଳିଙ୍କ ସହ ଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୩।୫: ଭାରତର ପୁରୁଷ ବ୍ୟାଡମିଣ୍ଟନ ଦଳ ରବିବାର ଏକପାଖିଆ ଫାଇନାଲରେ ୧୪ଥର ଚାମ୍ପିୟନ ଇଣ୍ଡୋନେସିଆକୁ ୩-୦ରେ ପରାସ୍ତ କରି ପ୍ରଥମ ଥର ପାଇଁ ଥୋମାସ କପ ଟାଇଟଲ ଜିତି ଇତିହାସ ରଚିଛି। ଭାରତୀୟ ଦଳର ଐତିହାସିକ ପ୍ରଦର୍ଶନ ପରେ ପ୍ରଧାନମନ୍ତ୍ରୀ...

ଚେନ୍ନାଇକୁ ହରାଇ ଶୀର୍ଷରେ ଗୁଜରାଟ ଟାଇଟନ୍ସ

ମୁମ୍ବାଇ,୧୫।୫: ସ୍ଥାନୀୟ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ରବିବାର ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ୬୨ତମ ମ୍ୟାଚରେ ଗୁଜରାଟ ଟାଇଟନ୍ସ ୭ ଉଇକେଟ ଚେନ୍ନାଇ ସୁପର କିଙ୍ଗ୍ସକୁ ହରାଇ ଦେଇଛି। ଏହି ବିଜୟ ସହ ଗୁଜରାଟ ୨୦ ପଏଣ୍ଟ ସହ ଶୀର୍ଷସ୍ଥାନ ବଜାୟ ରଖିଛି।...

ଟସ୍‌ ଜିତିଲା ରାଜସ୍ଥାନ ରୟାଲ୍ସ

ପୁଣେ,୧୫।୫: ଆଇପିଏଲ ୨୦୨୨ରେ ଆଉ ଅଳ୍ପ କିଛି ଲିଗ ମ୍ୟାଚ ବାକି ଅଛି। ପ୍ଲେ ଅଫ ପାଇଁ ରେସ୍‌ ମଧ୍ୟ ରୋଚକ ସ୍ଥିତିରେ ପହଞ୍ଚିଛି। ଏହି ପରିସ୍ଥିତିରେ ରବିବାର ଆଇପିଏଲ୍‌ର ୬୩ତମ ମ୍ୟାଚ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ ଏବଂ ରାଜସ୍ଥାନ...

କଳା ଫିତା ବାନ୍ଧି ପଡ଼ିଆକୁ ଓହ୍ଲାଇଲେ ଖେଳାଳି

ମୁମ୍ବାଇ,୧୫।୫: ଆଇପିଏଲ୍‌ ୨୦୨୨ର ୬୨ତମ ମ୍ୟାଚ୍‌ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଏବଂ ଗୁଜରାଟ ଟାଇଟାନ୍ସ (ଜିଟି) ମଧ୍ୟରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଉଭୟ ଦଳର ଖେଳାଳିମାନେ କାର ଦୁର୍ଘଟଣାରେ ପ୍ରାଣ ହରାଇଥିବା ଅଷ୍ଟ୍ରେଲିଆର ପୂର୍ବତନ ଅଲରାଉଣ୍ଡର ଆଣ୍ଡ୍ର୍ୟୁ ସାଇମଣ୍ଡସଙ୍କ...

ଗୁଜରାଟ ଆଗରେ ୧୩୪ ରନ୍‌ର ଟାର୍ଗେଟ୍‌

ମୁମ୍ବାଇ,୧୫।୫: ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ରବିବାର ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ୬୨ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ଗୁଜରାଟ ଟାଇଟନ୍ସ ମଧ୍ୟରେ ଖେଳାଯାଉଛି। ଚେନ୍ନାଇ ସୁପର କିଙ୍ଗ୍ସ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି...

ଇତିହାସ ରଚିଲା ଭାରତ, ପ୍ରଥମ ଥର ପାଇଁ ଜିତିଲା ଥୋମାସ୍‌ କପ୍‌…

ନୂଆଦିଲ୍ଲୀ, ୧୫।୫ : ଥୋମାସ କପ୍‌ର ଅନ୍ତିମ ମ୍ୟାଚରେ ଇଣ୍ଡୋନେସିଆକୁ ପରାସ୍ତ କରି ଭାରତ ଇତିହାସ ସୃଷ୍ଟି କରିଛି। ଏହି ଟୁର୍ନାମେଣ୍ଟରେ ୧୪ ଥର ଜିତିଥିବା ଦଳକୁ ଭାରତ ପରାସ୍ତ କରିଛି। ପ୍ରଥମ ମ୍ୟାଚରେ ଲକ୍ଷ୍ମୀ ସେନ ଏବଂ ସତଭିକ...

ଟସ୍‌ ଜିତିଲା ସିଏସ୍‌କେ, ବ୍ୟାଟିଂ ନିଷ୍ପତ୍ତି…

ମୁମ୍ବାଇ, ୧୫।୫: ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୬୨ତମ ମ୍ୟାଚ୍‌ରେ ରବିବାର ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ) ଗୁଜରାଟ ଟାଇଟନ୍ସ୍‌୍‌(ଜିଟି୍‌) ବିପକ୍ଷରେ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ମହାରାଷ୍ଟ୍ର ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ...

ଆଜି ଲକ୍ଷ୍ନୌ-ରାଜସ୍ଥାନ ଲଢ଼େଇ

ମୁମ୍ବାଇ,୧୫।୫: ଗୁଜରାଟ ଟାଇଟନ୍ସ ପ୍ରଥମ ଟିମ୍‌ ଭାବେ ପ୍ଲେ ଅଫ୍‌ରେ ସ୍ଥାନ ପାଇଥିବା ବେଳେ ଅନ୍ୟ ଟିମ୍‌ ମଧ୍ୟରେ ଲଢ଼େଇ ଜାରି ରହିଛି। ଏହି କ୍ରମରେ ରବିବାର ରାଜସ୍ଥାନ ରୟାଲ୍ସକୁ ଭେଟିବ ଲକ୍ଷ୍ନୌ ସୁପର ଜିଆଣ୍ଟ୍ସ। ଲଗାତାର ୪ଟି ମ୍ୟାଚ୍‌ରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri