ଖେଳ

‘୧୫ ମହଲା ବାଲକୋନିରେ ମୋତେ ଟାଙ୍ଗି ଦେଇଥିଲେ’

ନୂଆଦିଲ୍ଲୀ,୮।୪: ଚଳିତ ଆଇପିଏଲ ସିଜନରେ ରାଜସ୍ଥାନ ରୟାଲ୍ସ ପକ୍ଷରୁ ପ୍ରତିନିଧିତ୍ୱ କରିବା ପୂର୍ବରୁ ୟୁଜବେନ୍ଦ୍ର ଚହଲ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ପାଇଁ ଖେଳିଥିଲେ। ରାଜସ୍ଥାନ ରୟାଲ୍ସ ପକ୍ଷରୁ ଶୁକ୍ରବାର ଟୁଇଟ୍‌ କରାଯାଇଥିବା ଭିଡିଓରେ ଚହଲ...

ଆଇପିଏଲ ୨୦୨୨: ଅରେଞ୍ଜ-ପର୍ପଲ କ୍ୟାପ୍‌ ରେସ୍‌ରେ ଅଛନ୍ତି କେଉଁ ଖେଳାଳି ଜାଣନ୍ତୁ

ପୁଣେ,୮।୪: ଆଇପିଏଲ ୨୦୨୨ରେ ଏପର୍ଯ୍ୟନ୍ତ ୧୫ଟି ମ୍ୟାଚ ଖେଳାଯାଇଛି। ଏହି ସମୟ ମଧ୍ୟରେ କୋଲକାତା ନାଇଟ ରାଇଡର୍ସ ପଏଣ୍ଟ ଟେବୁଲ ଶୀର୍ଷରେ ଅଛି। କେକେଆର୍‌ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟ୍ସ ୬-୬ ପଏଣ୍ଟ ପାଇଛନ୍ତ। କିନ୍ତୁ ନେଟ ରନ ହାର...

ଆଶ୍ଚର୍ଯ୍ୟଜନକ ଖୁଲାସା କଲେ ଚହଲ

ପୁଣେ,୮।୪: ଟିମ ଇଣ୍ଡିଆର ସ୍ପିନର ୟୁଜଭେନ୍ଦ୍ର ଚହଲ ଦୀର୍ଘ ଦିନ ଧରି ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ରେ ଖେଳୁଛନ୍ତି। ସେ ୨୦୧୪ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି)ରେ ଯୋଗଦେବା ପୂର୍ବରୁ ମୁମ୍ବାଇ ଇଣ୍ଡିଆନ୍ସର ଅଂଶ ଥିଲେ। ଚଳିତ ଆଇପିଏଲ୍‌ରେ...

‘କ୍ରୁନାଲ, ମୋ ମଧ୍ୟରେ ଯାହା ଘଟିଗଲା’

ନବି ମୁମ୍ବାଇ,୮।୪: ଟିମ୍‌ ଇଣ୍ଡିଆ ଏବଂ ଲକ୍ଷ୍ନୌ ସୁପର ଜ୍ୟାଣ୍ଟ୍ସ (ଏଲ୍‌ଏସ୍‌ଜି) ଅଲରାଉଣ୍ଡର ଦୀପକ ହୁଡା ଦୀର୍ଘ ଦିନ ପରେ କ୍ରୁନାଲ ପାଣ୍ଡ୍ୟାଙ୍କ ସହ ବିବାଦ ଉପରେ ମୁହଁ ଖୋଲିଛନ୍ତି। କୌତୁହଳର କଥା ହେଲା, ପ୍ରାୟ ବର୍ଷେ ତଳେ କ୍ରୁନାଲ...

ଦଣ୍ଡିତ ହେଲେ ପନ୍ତ

ନବି ମୁମ୍ବାଇ,୮।୪: ଦିଲ୍ଲୀ କ୍ୟାପିଟାଲ୍ସ ଅଧିନାୟକ ରିଷଭ ପନ୍ତଙ୍କୁ ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ ବିପକ୍ଷ ମ୍ୟାଚ୍‌ରେ ଧିମା ବୋଲିଂ ହାର ପାଇଁ ଦଣ୍ଡିତ କରାଯାଇଛି। ତାଙ୍କ ମ୍ୟାଚ୍‌ ଫି’ରୁ ୧୨ ଲକ୍ଷ ଟଙ୍କା କାଟ କରାଯିବ ବୋଲି ଆଇପିଏଲ ପକ୍ଷରୁ...

ଛକା ମାରି ଲକ୍ଷ୍ନୌକୁ ଜିତାଇଲେ

ମୁମ୍ବାଇ,୭।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ଗୁରୁବାର ୧୫ତମ ମ୍ୟାଚରେ ଦିଲ୍ଲୀକୁ ୬ ଉଇକେଟରେ ପରାସ୍ତ କରିଛି ଲକ୍ଷ୍ନୌ ସୁପର ଜିଆଣ୍ଟ୍ସ। ଚଳିତ ଆଇପିଏଲ୍‌ ସିଜନରେ ଲକ୍ଷ୍ନୌ ତୃତୀୟ ବିଜୟ ସହ ପଏଣ୍ଟ ଟେବୁଲ ତାଲିକାରେ ଦ୍ୱିତୀୟ ସ୍ଥାନରେ ପହଞ୍ଚିଛି। ଲକ୍ଷ୍ନୌ...

୧୪୯ରେ ଅଟକିଲା ଦିଲ୍ଲୀ

ମୁମ୍ବାଇ,୭।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ଗୁରୁବାର ୧୫ତମ ମ୍ୟାଚରେ ଲକ୍ଷ୍ନୌ ସୁପର ଜିଆଣ୍ଟ୍ସ ଅଧିନାୟକ ଲୋକେଶ ରାହୁଲ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ। ଏହାକୁ ସଠିକ୍‌ ପ୍ରମାଣ କରିଥିଲେ ବୋଲର। ଦିଲ୍ଲୀ ବ୍ୟାଟିଂ କରିବାକୁ ଆସି ନିର୍ଦ୍ଧାରିତ ୨୦...

ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଲା ଲକ୍ଷ୍ନୌ, ବାଦ୍‌ ପଡ଼ିଲେ ମନୀଷ

ମୁମ୍ବାଇ,୭।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ଗୁରୁବାର ୧୫ତମ ମ୍ୟାଚରେ ଲକ୍ଷ୍ନୌ ସୁପର ଜିଆଣ୍ଟ୍ସ ଅଧିନାୟକ ଲୋକେଶ ରାହୁଲ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ରିଷଭ ପନ୍ତ ନେତୃତ୍ୱାଧୀନ ଦିଲ୍ଲୀ କ୍ୟାପିଟାଲ ବ୍ୟାଟିଂ କରିବ। ଲକ୍ଷ୍ନୌ ଗୋଟିଏ...

‘କୁମିନ୍ସ ଏଭଳି ଖେଳିବେ ଆଶା ନ ଥିଲା’

ପୁଣେ,୭।୪: ୧୫ ବଲରେ ପାଟ କୁମିନ୍ସଙ୍କ ୫୬ ରନ୍‌ର ବିସ୍ଫୋରକ ପାଳି ପ୍ରତିପକ୍ଷ ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ରୋହିତ ଶର୍ମାଙ୍କୁ ଚକିତ କରି ଦେଇଛି। କୁମିନ୍ସଙ୍କ ଯୋଗୁ କୋଲକାତା ନାଇଟ୍‌ ରାଇଡର୍ସ ୫ ଉଇକେଟରେ ମୁମ୍ବାଇକୁ ହରାଇ ଦେଇଥିଲା। “ସେ...

କେକେଆର୍‌ର ବିଜୟ ପରେ ଶାହାରୁଖ ଲେଖିଲେ ଏମିତି

ମୁମ୍ବାଇ,୭।୪: ଆଇପିଏଲ୍‌ ୨୦୨୨ରେ ବୁଧବାର ଖେଳାଯାଇଥିବା ମ୍ୟାଚକୁ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌) ୫ ଉଇକେଟରେ ଜିତି ନେଇଛି। ଲଢ଼ୁଆ ବ୍ୟାଟିଂ ଯୋଗୁ ଦଳ ମୁମ୍ବାଇ ଇଣ୍ଡିଆନ୍ସଠାରୁ ମ୍ୟାଚ୍‌ ଛଡ଼ାଇ ନେଇଥିଲା। ତେବେ ଏହି ବିଜୟକୁ ନେଇ ଖୁସିବ୍ୟକ୍ତ କରିଛନ୍ତି ବଲିଉଡ୍‌...

ଦଣ୍ଡିତ ହେଲେ ରାଣା

ମୁମ୍ବାଇ,୭।୪: କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌) ବ୍ୟାଟର ନୀତିଶ ରାଣା ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚ୍‌ରେ ଲିବେଲ ୧ ନିୟମ ଭଙ୍ଗ କରିଛନ୍ତି। ଏଥିଯୋଗୁ ବିସିସିଆଇ ତାଙ୍କୁ ଭର୍ତ୍ସନା କରିବା ସହ ତାଙ୍କ ମ୍ୟାଚ୍‌ ଫି’ର ୧୦ ପ୍ରତିଶତ...

୬୦ ବର୍ଷ ପରେ ପୂର୍ବତନ ଭାରତୀୟ ଅଧିନାୟକଙ୍କ ମୁଣ୍ଡରୁ ବାହାରିଲା ଟାଇଟାନିୟମ ପ୍ଲେଟ

ମୁମ୍ବାଇ,୭।୪: ପୂର୍ବତନ ଭାରତୀୟ ଅଧିନାୟକ ନରି କଣ୍ଟ୍ରାକ୍ଟରଙ୍କ ମୁଣ୍ଡରୁ ଏକ ଲୁହା ପ୍ଲେଟ୍‌ ବାହାର କରାଯାଇଛି। ୧୯୬୨ ଓ୍ବେଷ୍ଟଇଣ୍ଡିଜ ଗସ୍ତରେ ଚାରଲି ଗ୍ରିଫିଥ୍‌ଙ୍କ ଏକ ବାଉନ୍ସର ତାଙ୍କ ମୁଣ୍ଡରେ ବାଜିଥିଲା। ଏଥିଯୋଗୁ ଅସ୍ତ୍ରୋପଚାର କରାଯାଇ ତାଙ୍କ ମୁଣ୍ଡରେ ଟାଇଟନିୟମ ପ୍ଲେଟ୍‌...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri