ଖେଳ

ରାଗିଗଲେ ରୋହିତ ଶର୍ମା, କହିଦେଲେ ଏମିତି କଥା

ପୁଣେ,୭।୪: ଇଣ୍ଡିଆନ୍‌ ପ୍ରିମିୟମ ଲିଗ୍‌(ଆଇପିଏଲ୍‌) ଇତିହାସରେ ସବୁଠୁ ସଫଳ ଟିମ୍‌ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଚଳିତ ଆରପିଏଲ୍‌ ଭଲ ଚାଲିନାହିଁ। ଦଳ ପ୍ରଥମ ୩ଟି ମ୍ୟାଚ୍‌ରେ ପରାଜୟବରଣ କରିଛି। ତୃତୀୟ ମ୍ୟାଚ୍‌ରେ ଦଳ କୋଲକତାଠାରୁ ୫ ଉଇକେଟ୍‌ରେ ପରାଜିତ ହୋଇଛି।...

ଗୋଟିଏ ଓଭରରେ ୩୫ ରନ୍‌: ରାହୁଲଙ୍କ ସମକକ୍ଷ ହେଲେ କୁମିନ୍ସ

ପୁଣେ,୭।୪: ଆଇପିଏଲ ୨୦୨୨ର ୧୪ତମ ମ୍ୟାଚ ମୁମ୍ବାଇ ଇଣ୍ଡିଆନ୍ସ ଏବଂ କୋଲକାତା ନାଇଟ ରାଇଡର୍ସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚ୍‌କୁ କେକେଆର୍‌ ୫ ଉଇକେଟରେ ଜିତିଛି। ଏମସିଏସ ଷ୍ଟାଡିୟମ ପୁଣେରେ ଅନୁଷ୍ଠିତ ମ୍ୟାଚରେ ପ୍ରଥମେ ବ୍ୟାଟିଂ କରି ମୁମ୍ବାଇ ୪...

କୁମିନ୍ସ ଛଡ଼ାଇ ନେଲେ ମ୍ୟାଚ୍‌

ପୁଣେ,୬।୪: ପାଟ କୁମିନ୍ସଙ୍କ ବିସ୍ଫୋରକ ଅର୍ଦ୍ଧଶତକ ରନ୍‌ର ପାଳି ବଳରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ୫ ଉଇକେଟରେ ମୁମ୍ବାଇ ଇଣ୍ଡିଆନ୍ସକୁ ହରାଇ ଦେଇଛି। ୧୬୨ ରନ୍‌ର ଟାର୍ଗେଟ୍‌ ଛିଡ଼ା କରିବା ପରେ ଆରମ୍ଭରୁ ଭଲ ବୋଲିଂ ଯୋଗୁ କେକେଆର...

ମୁମ୍ବାଇକୁ ଭଲ ଫିନିଶିଂ ଦେଲେ ପୋଲାର୍ଡ

ପୁଣେ,୬।୪: କୋଲକାତା ନାଇଟ୍‌ ରାଇଡର୍ସ(କେକେଆର) ଆଗରେ ୧୬୨ ରନ୍‌ର ଟାର୍ଗେଟ ଛିଡ଼ା କରିଛି ମୁମ୍ବାଇ ଇଣ୍ଡିଆନ୍ସ। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ମୁମ୍ବାଇ ପ୍ରାରମ୍ଭିକ ବ୍ୟାଟିଂ ବିଫଳତା ଯୋଗୁ ବଡ଼ ସ୍କୋର ହାସଲ କରିପାରି ନ ଥିଲା। ମାତ୍ର...

ଆରମ୍ଭରୁ ରାଜସ୍ଥାନକୁ ଶକ୍ତ ଧକ୍କା

ନୂଆଦିଲ୍ଲୀ,୬।୪: ଚଳିତ ଆଇପିଏଲରେ ମଙ୍ଗଳବାର ପ୍ରଥମ ଥର ପାଇଁ ପରାଜୟ ସ୍ବାଦ ଚାଖିଥିବା ରାଜସ୍ଥାନ ରୟାଲ୍ସକୁ ବୁଧବାର ଆଉ ଏକ ଶକ୍ତ ଧକ୍କା ଲାଗିଛି। ଅଷ୍ଟ୍ରେଲିଆନ ବୋଲିଂ ଅଲରାଉଣ୍ଡର ନାଥନ କୁଲ୍ଟର ନାଇନ ପୂରା ଆଇପିଏଲରୁ ବାଦ୍‌ ପଡ଼ିଛନ୍ତି। ସନରାଇଜର୍ସ...

ବେବି ଏବିଙ୍କୁ ପଦାର୍ପଣ ସୁଯୋଗ, ଫେରିଲେ କୁମିନ୍ସ

ପୁଣେ,୬।୪: ସ୍ଥାନୀୟ ଡି ଓ୍ବାଇ ପାଟିଲ ଷ୍ଟାଡିୟମରେ ବୁଧବାର ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌) ଅଧିନାୟକ ଶ୍ରେୟାସ ଆୟାର ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛନ୍ତି। ଏହି ମ୍ୟାଚ୍‌ ଜରିଆରେ ଆଇପିଏଲ ପଦାର୍ପଣ କରିବାକୁ ଯାଉଛନ୍ତି...

ଜଣେ ଝିଅ ରିଜେକ୍ଟ କରିବା ପରେ ଶିଖର ଧାଓ୍ବନ କହିଥିଲେ ଏମିତି କଥା

ମୁମ୍ବାଇ,୬।୪:ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ୨୦୨୨ରେ ପଞ୍ଜାବ କିଙ୍ଗ୍ସ ପାଇଁ ଖେଳୁଥିବା ଶିଖର ଧାୱନ ଜଣେ ଅତି ଶାନ୍ତ ସ୍ବଭାବର ବ୍ୟକ୍ତି ଭାବେ ଜଣାଶୁଣା। ଧାୱନ ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ସେ ପ୍ରଶଂସକଙ୍କ ସହ ଅନେକ ଭିଡିଓ ଏବଂ...

ପରବର୍ତ୍ତୀ ମ୍ୟାଚ୍‌ରେ ଖେଳିବେ ଓ୍ବାର୍ନର, ନର୍ଟଜେ

ମୁମ୍ବାଇ,୬।୪: ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ ବିପକ୍ଷରେ ଗୁରୁବାର ହେବାକୁ ଥିବା ମ୍ୟାଚ୍‌ରେ ଡେଭିଡ୍‌ ଓ୍ବାର୍ନର ଏବଂ ପେସର ଅନରିଚ ନର୍ଟଜେ ଖେଳିବେ। ଏ ନେଇ ଦିଲ୍ଲୀ କ୍ୟାପିଟାଲ ଦଳର ଆସିଷ୍ଟାଣ୍ଟ କୋଚ ଶେନ ଓ୍ବାଟଶନ ବୁଧବାର ସ୍ପଷ୍ଟ କରିଛନ୍ତି। “ଓ୍ବାର୍ନରଙ୍କ...

‘କାର୍ତ୍ତିକଙ୍କୁ ଅନ୍ତର୍ଜାତୀୟ କ୍ରିକେଟକୁ ଫେରିବା ଦରକାର’

ମୁମ୍ବାଇ,୬।୪: ଦୀନେଶ କାର୍ତ୍ତିକଙ୍କ ମ୍ୟାଚ୍‌ ଓ୍ବିନିଂ ପାଳି ଯୋଗୁ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ୪ ଉଇକେଟରେ ରାଜସ୍ଥାନ ରୟାଲ୍ସକୁ ହରାଇ ଦେଇଛି। ସଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହେଉଥିବା ବେଳେ ସେ ୨୩ ବଲରେ ଖେଳିଥିଲେ ୪୪ ରନ୍‌ର...

ଏହି କ୍ରିକେଟର୍‌ଙ୍କ ମସାଜ୍‌ କଲେ ବିରାଟ କୋହଲି: ଦେଖନ୍ତୁ ଭିଡିଓ

ମୁମ୍ବାଇ,୬।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଆଇପିଏଲ ୨୦୨୨ର ତୃତୀୟ ମ୍ୟାଚରେ ରାଜସ୍ଥାନ ରୟାଲ୍ସକୁ ପରାସ୍ତ କରି ଚାରି ଉଇକେଟ ବିଜୟ ହାସଲ କରିଥିଲା। ୩ଟି ମ୍ୟାଚ୍‌ରେ ଏହା ଆରସିବିର ଦ୍ୱିତୀୟ ବିଜୟ ଥିଲା। ଏହି ବିଜୟ ପରେ ବେଙ୍ଗାଲୁରୁ ପଏଣ୍ଟ...

ସ୍ମୃତି ମନ୍ଧାନା ଉଠିଲେ, ଖସିଲେ ମିତାଲି ରାଜ

ଦୁବାଇ, ୬।୪- ଆଇସିସି ମହିଳା ଦିନିକିଆ ର଼୍ୟାଙ୍କିଙ୍ଗ୍‌ରେ ଭାରତୀୟ ଅଧିନାୟିକା ମିତାଲି ରାଜ ଗୋଟିଏ ସ୍ଥାନ ତଳକୁ ଖସିଛନ୍ତି। ମାତ୍ର ଷ୍ଟାର ଓପନର ସ୍ମୃତି ମନ୍ଧାନା ଉପରକୁ ଉଠିଛନ୍ତି। ଏବେ ର଼୍ୟାଙ୍କିଙ୍ଗ୍‌ରେ ମିତାଲି ୭ମ ଓ ମନ୍ଧାନା ୯ମ ସ୍ଥାନରେ...

ଆରସିବି ୪ ୱିକେଟରେ ବିଜୟୀ…

ମୁମ୍ବାଇ, ୫।୪ :  ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ମଙ୍ଗଳବାର  ରୟାଲ ଚ୍ୟାଲେଞ୍ଜର ବାଙ୍ଗାଲୋର୍‌(ଆର୍‌ସିବି) ରାଜସ୍ଥାନ ରୟାଲର୍‌ସ(ଆର୍‌ଆର୍‌) ଠାରୁ ୪ ୱିକେଟରେ ବିଜୟ ହାସଲ କରିଛି ।  ଧାର୍ଯ୍ୟ ଲକ୍ଷ୍ୟର ପିଛା କରି ଆରସିବି ୧୯.୧ ଓଭରରେ  ୬ ୱିକେଟ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri