ଖେଳ

୨୩ ରନ୍‌ରେ ଏମ୍‌ଆଇ ପରାଜିତ…

ମୁମ୍ବାଇ, ୨।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ଶନିବାର ରାଜସ୍ଥାନ ରୟାଲର୍‌ସ(ଆର୍‌ଆର୍‌) ବିପକ୍ଷରେ ମୁମ୍ବାଇ ଇଣ୍ଡିଆନ୍ସ୍‌(ଏମ୍‌ଆଇ) ରନ୍‌ରେ ପରାଜିତ ହୋଇଛି। ଏମ୍‌ଆଇ ୮ ଓ୍ବିକେଟ ହରାଇ ନିର୍ଦ୍ଧାରିତ ୨୦ ଓଭରରେ ୧୭୦ ରନ୍‌ କରିବାକୁ ସକ୍ଷମ ହୋଇଛି। ଏମ୍‌ଆଇ...

ଟସ୍‌ ଜିତିଲା ଡିସି, ପ୍ରଥମେ ବୋଲିଂ…

ମୁମ୍ବାଇ, ୨।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ଶନିବାର ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ବିପକ୍ଷରେ ଗୁଜୁରାଟ ଟାଇଟନ୍ସ(ଜିଟି) ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ମହାରାଷ୍ଟ୍ରର ପୁଣେ ସ୍ଥିତ କ୍ରିକେଟ ଆସୋସିଏଶନ୍‌ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ...

ଥାମ୍ପିଙ୍କ ଗୋଟିଏ ଓଭରରେ ୨୬ ରନ୍‌

ମୁମ୍ବାଇ,୨।୪: ଡିୱାଇ ପାଟିଲ ଷ୍ଟାଡିୟମରେ ଶନିବାର ମୁମ୍ବାଇ ଇଣ୍ଡିଆନ୍ସ- ରାଜସ୍ଥାନ ରୟାଲ୍ସ ମଧ୍ୟରେ ମ୍ୟାଚ୍‌ ଜାରି ରହିଛି। ଏଥିରେ ଧୂଆଁଧାର ବ୍ୟାଟିଂ କରି ଚର୍ଚ୍ଚାରେ ଅଛନ୍ତି ଜୋସ୍‌ ବଟ୍‌ଲର। ସେ ୬୬ ବଲ୍‌ରେ ନିଜର ଶତକ ପୂରଣ କରିଛନ୍ତି। ଏଥିରେ...

ଟୁର୍ନାମେଣ୍ଟର ପ୍ରଥମ ଶତକ

ମୁମ୍ବାଇ,୨।୪: ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଶନିବାର ଖେଳାଯାଉଥିବା ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ବ୍ୟାଟ୍ସମ୍ୟାନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ମ୍ୟାଚ୍‌ରେ ଜୋସ୍‌ ବଟଲର୍‌ଙ୍କ ଶତକ ଏବଂ ଶିମ୍‌ରନ ହେଟମେୟର ବିସ୍ଫୋରକ ୩୫ ରନ ବଳରେ ରାଜସ୍ଥାନ ପୁଣିଥରେ ବଡ଼ ସ୍କୋର...

ବଟଲରଙ୍କ ବିସ୍ଫୋରକ ବ୍ୟାଟିଂ, ଏମ୍‌ଆଇ ପାଇଁ ବିଜୟ ଲକ୍ଷ୍ୟ ୧୯୪…

ମୁମ୍ବାଇ, ୨।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ଶନିବାର ରାଜସ୍ଥାନ ରୟାଲର୍‌ସ(ଆର୍‌ ଆର୍‌) ବିପକ୍ଷରେ ମୁମ୍ବାଇ ଇଣ୍ଡିଆନ୍ସ୍‌(ଏମ୍‌ଆଇ) ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ମହାରାଷ୍ଟ୍ର ନଭି ମୁମ୍ବାଇର ଡି.ଓ୍ବାଇ, ପାଟିଲ ସ୍ପୋର୍ଟସ୍‌ ଷ୍ଟାଡିୟମ୍‌ରେ ଖେଳାଯାଉଥିବା...

ଟସ୍‌ ଜିତିଲା ଏମ୍‌ଆଇ, ବୋଲିଂ ନିଷ୍ପତ୍ତି…

ମୁମ୍ବାଇ, ୨।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ଶନିବାର ରାଜସ୍ଥାନ ରୟାଲର୍‌ସ(ଆର୍‌ ଆର୍‌) ବିପକ୍ଷରେ ମୁମ୍ବାଇ ଇଣ୍ଡିଆନ୍ସ୍‌(ଏମ୍‌ଆଇ) ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ମହାରାଷ୍ଟ୍ର ନଭି ମୁମ୍ବାଇର ଡି.ଓ୍ବାଇ, ପାଟିଲ ସ୍ପୋର୍ଟସ୍‌ ଷ୍ଟାଡିୟମ୍‌ରେ ଖେଳାଯାଉଥିବା...

୧୩୭ରନ୍‌ରେ ଅଟକିଲା ପଞ୍ଜାବ

ମୁମ୍ବାଇ,୧।୪: ପଞ୍ଜାବ କିଙ୍ଗସକୁ ୧୩୭ ରନ୍‌ରେ ଅଟକାଇଛି କୋଲକାତା ନାଇଟ୍‌ ରାଇଡର୍ସ । ମୁମ୍ବାଇର ୱାଙ୍ଖଡେ ଷ୍ଟାଡିୟମରେ ଖେଳାଯାଉଥିବା ଆଇପିଏଲ୍‌ର ୮ମ ମୁକାବିଲାରେ ପୁଣିଥରେ କୋଲକାତା ଲାଗି ଚମକିଛନ୍ତି ଉମେଶ ଯାଦବ। ଉମେଶଙ୍କ ୪ ଉଇକେଟ ସଫଳତା ବଳରେ ପଞ୍ଜାବ...

ଟସ୍‌ ଜିତି ଶ୍ରେୟସଙ୍କ ବୋଲିଂ ନିଷ୍ପତ୍ତି: ୧୨୦ରେ ଗଲାଣି ପଞ୍ଜାବର ୮ ଉଇକେଟ୍‌

ମୁମ୍ବାଇ,୧।୪: ଆଇପିଏଲ୍‌ ୨୦୨୨ର ୮ମ ମୁକାବିଲା କୋଲକାତା ନାଇଟ ରାଇଡର୍ସ ଓ ପଞ୍ଜାବ କିଙ୍ଗ୍ସ ମଧ୍ୟରେ ଶୁକ୍ରବାର ଖେଳାଯାଉଛି। ମୁମ୍ବାଇର ୱାଙ୍ଖଡେ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ କୋଲକାତା ଅଧିନାୟକ ଶ୍ରେୟସ ଆୟର ଟସ ଜିତିଛନ୍ତି। ଏଥିସହ ସବୁ ଅଧିନାୟକଙ୍କ...

ମ୍ୟାଚ୍‌ ଜିତିବାର ଥିଲେ ଟସ୍‌ ଜିତ

ନୂଆଦିଲ୍ଲୀ,୧।୪: ମାର୍ଚ୍ଚ ୨୬ରୁ ଆରମ୍ଭ ହୋଇଛି ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)। ଟୁର୍ନାମେଣ୍ଟ ଆରମ୍ଭ ହେବା ଦିନରୁ ଟସ୍‌ ଜିତିବା ହିଁ ବିଜୟର ଫର୍ମୁଲା ପାଲଟିଛି। କାରଣ ଏଯାବତ ହୋଇଥିବା ଲିଗ୍‌ରେ ମୋଟ ୭ ମୁକାବିଲା ଖେଳାଯାଇଥିବା ବେଳେ ସେଥିରୁ ୬...

‘ମାତ୍ର ୩ ଟଙ୍କା ପାଇଁ ହୋଇଥିଲେ କ୍ରିକେଟର୍‌’

କ୍ରିକେଟ ଦୁନିଆର ସର୍ବଶ୍ରେଷ୍ଠ ଅଧିନାୟକଙ୍କ କଥା ଆସେ, ଅଜିତ ୱାଡେକରଙ୍କ ନାମ ନିଶ୍ଚିତ ଭାବେ ଆସେ। ବିଦେଶୀ ମାଟିରେ ଭାରତର ପ୍ରଥମ ଟେଷ୍ଟ ସିରିଜ ଜିତିଥିବା କ୍ୟାପଟେନ ୱାଡେକର ୧୯୪୧ ମସିହା, ଏପ୍ରିଲ ୧ରେ ଜନ୍ମ ହୋଇଥିଲେ। ସେ ମୁମ୍ବାଇରେ...

କୋହଲି, ଆମଲାଙ୍କ ରେକର୍ଡ ଭାଙ୍ଗିଲେ

କରାଚୀ,୧।୪: ଅଷ୍ଟ୍ରେଲିଆ ବିପକ୍ଷ ସିରିଜ୍‌ ପାକିସ୍ତାନ ଅଧିନାୟକ ବାବର ଆଜାମଙ୍କ ପାଇଁ ରେକର୍ଡ ବ୍ରେକିଂ ସାବ୍ୟସ୍ତ ହୋଇଛି। ପ୍ରଥମ ଦିନିକିଆରେ ଦ୍ରୁତତମ ବ୍ୟାଟର ଭାବେ ୪ ହଜାର ରନ୍‌ ପୂରଣ କରିଥିବା ବାବର ଦ୍ୱିତୀୟ ମ୍ୟାଚ୍‌ରେ ମଧ୍ୟ ଖେଳିଛନ୍ତି ଶତକୀୟ...

ହୃଦୟ ଜିତିଲା ଗମ୍ଭୀରଙ୍କ କ୍ୟାପଶନ

ମୁମ୍ବାଇ,୧।୪: ଚେନ୍ନାଇ ସୁପର କିଙ୍ଗ୍ସକୁ ୬ ଉଇକେଟରେ ପରାସ୍ତ କରି ବିଜୟ ସ୍ବାଦ ଚାଖିଛି ନୂଆ ଫ୍ରାଞ୍ଚାଇଜ ଲକ୍ଷ୍ନୌ ସୁପର ଜ୍ୟାଣ୍ଟ୍ସ। ମ୍ୟାଚ୍‌ ପରେ ଏକତ୍ରିତ ହୋଇଥିଲେ ଦୁଇ ମହାନ ଖେଳାଳି ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri