ଖେଳ

ରାଜ୍ୟ ଦଳରେ ଗଞ୍ଜାମର ୫ ପ୍ରତିଯୋଗୀ

ବ୍ରହ୍ମପୁର ଅଫିସ,୨୮।୩: ୩୨ତମ ଜାତୀୟସ୍ତରୀୟ ଟେନିସ ବଲ କ୍ରିକେଟ (ପୁରୁଷ ଓ ମହିଳା) ଚାମ୍ପିୟନଶିପ୍‌ ପ୍ରତିଯୋଗିତା ଆସନ୍ତା ୨୮ରୁ ୩୧ ପର୍ଯ୍ୟନ୍ତ ମହାରାଷ୍ଟ୍ରର ନାଗପୁରଠାରେ ଅନୁଷ୍ଠିତ ହେବ। ଏଥିନିମନ୍ତେ ଗଞ୍ଜାମ ଜିଲା ଟେନିସ ବଲ କ୍ରିକେଟ ସଂଘର ୫ ଜଣ ପ୍ରତିଯୋଗୀ...

୧୨ ଲକ୍ଷ ଟଙ୍କା ଜୋରିମନା ଦେବେ ରୋହିତ ଶର୍ମା

ମୁମ୍ବାଇ,୨୮।୩: ଆଇପିଏଲ ୨୦୨୨ର ଦ୍ୱିତୀୟ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରି ମୁମ୍ବାଇ ଏହି ମ୍ୟାଚରେ ଦିଲ୍ଲୀ ସମ୍ମୁଖରେ ୧୭୮ରନ ଟାର୍ଗେଟ ରଖିଥିଲା। ଏହାର ଜବାବରେ ଦିଲ୍ଲୀ ମୁମ୍ବାଇ ଇଣ୍ଡିଆନ୍ସକୁ ୪ ଉଇକେଟରେ...

୧୨ ବଲ୍‌ରେ ହିରୋରୁ ଜିରୋ ପାଲଟିଲେ ଏହି କ୍ରିକେଟର୍‌

ମୁମ୍ବାଇ,୨୮।୩: ଆଇପିଏଲ୍‌ ୨୦୨୨ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ଦଳର ପୁରୁଣା ଅଭ୍ୟାସ ବଦଳି ନାହିଁ। ରବିବାର ପଞ୍ଜାବ କିଙ୍ଗସ ବିପକ୍ଷରେ ୨୦୫ ରନ ସ୍କୋର କରିବା ସତ୍ତ୍ୱେ ଦଳ ମ୍ୟାଚ ହାରିଛି। ଓଡିନ ସ୍ମିଥ ମାତ୍ର ୮ଟି ବଲରେ...

୨୦୦ ଟପିବା ପରେ ବି ଜିତି ପାରିଲା ନାହିଁ ଆର୍‌ସିବି

ମୁମ୍ବାଇ,୨୭।୩: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି) ୨୦୫ ରନ୍‌ କରିବା ପରେ ବି ବିଜୟ ସାଦ ଚାଖି ପାରି ନାହିଁ। ୨୦୬ ରନ୍‌ର ବିଜୟ ଲକ୍ଷ୍ୟକୁ ପଞ୍ଜାବ କିଙ୍ଗ୍ସ ଗୋଟିଏ ଓଭର ପୁର୍ବରୁ ୫ ଉଇକେଟରେ ଜିତି ନେଇଛି। ଶିଖର...

ପାଓ୍ବରପ୍ଲେରେ ଧୋଇଲେ ମୟଙ୍କ, ଶିଖର

ମୁମ୍ବାଇ,୨୭।୩: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଦ୍ୱାରା ଧାର୍ଯ୍ୟ ୨୦୬ ରନ୍‌ର ବିଜୟ ଲକ୍ଷ୍ୟ ପିଛା କରୁଥିବା ପଞ୍ଜାବ କିଙ୍ଗ୍ସକୁ ପାଓ୍ବାରପ୍ଲେରେ ବିସ୍ଫୋରକ ଆରମ୍ଭ ଦେଇଛନ୍ତି ଶିଖର ଧାଓ୍ବନ ଏବଂ ମୟଙ୍କ ଅଗ୍ରଓ୍ବାଲ। ଦୁହେଁ ୬ ଓଭରରେ ୬୪ ରନ୍‌...

ଛକା, ଚୌକା ବର୍ଷା କଲେ ଡୁ’ପ୍ଲେସି, କାର୍ତ୍ତିକ

ମୁମ୍ବାଇ,୨୭।୩: ସ୍ଥାନୀୟ ଡି ଓ୍ବାଇ ପାଟିଲ ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଖେଳାଯାଇଥିବା ପଞ୍ଜାବ କଙ୍ଗ୍ସ ବିପକ୍ଷ ମ୍ୟାଚ୍‌ରେ ୮୮ ରନ୍‌ର ବିସ୍ଫୋରକ ପାଳି ଖେଳିଛନ୍ତି ନୂଆ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି) ଅଧିନାୟକ ଫାଫ ଡୁ’ପ୍ଲେସି। ଆରମ୍ଭରୁ ଧିମା ବ୍ୟାଟିଂ...

ମୁମ୍ବାଇ ପାଟିରୁ ଛଡ଼ାଇ ଆଣିଲେ ମ୍ୟାଚ୍‌

ମୁମ୍ବାଇ,୨୭।୩: ସର୍ବାଧିକ ୫ ଥର ଆଇପିଏଲ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଏଥର ବି ବିଜୟ ସହ ଆଇପିଏଲ ସିଜନ୍‌ ଆରମ୍ଭ କରିପାରିନାହିଁ। ୧୭୮ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ ଛିଡ଼ା କରିବା ପରେ ଦିଲ୍ଲୀ କ୍ୟାପିଟାଲ୍ସର ଅଧା ଦଳକୁ ୭୨ ରନ୍‌...

ମୁମ୍ବାଇକୁ ୧୭୭ରେ ପହଞ୍ଚାଇଲା ଇଶାନଙ୍କ ବିସ୍ଫୋରକ ଅର୍ଦ୍ଧଶତକ

ମୁମ୍ବାଇ,୨୭।୩: ଚଳିତ ଆଇପିଏଲର ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଚାଲିଥିବା ଲିଗ୍‌ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସକୁ ଭଲ ଆରମ୍ଭ ଦେଇଥିଲେ ରୋହିତ ଶର୍ମା ଏବଂ ଇଶାନ କିଷନ। ଦୁହେଁ ୮ ଓଭରରେ ୬୭ ରନ୍‌ କରିଥିଲେ। କିନ୍ତୁ ରୋହିତ ଶର୍ମା (୪୧)...

ସିନ୍ଧୁଙ୍କୁ ଆଉ ଏକ ଟ୍ରଫି

ନୂଆଦିଲ୍ଲୀ,୨୭।୩: ଷ୍ଟାର ମହିଳା ଶଟଲର ପି ଭି ସିନ୍ଧୁ ରବିବାର କ୍ୟାରିୟରରେ ଆଉ ଏକ ଟାଇଟଲ ହାସଲ କରିଛନ୍ତି। ସେ ଥାଇଲାଣ୍ଡର ବୁସାନାନ ଓଙ୍ଗବାମରୁନଫାନଙ୍କୁ ଫାଇନାଲରେ ହରାଇ ହାତେଇଛନ୍ତି ସୁଇସ୍‌ ଓପନ ଟ୍ରଫି। ସିନ୍ଧୁ ପ୍ରତିପକ୍ଷ ଖେଳାଳିଙ୍କୁ ୨୧-୧୬, ୨୧-୮...

ଭାରତର ପରାଜୟ ଦେଖି ନାଚିଲେ ଓ୍ବେଷ୍ଟଇଣ୍ଡିଜ୍‌ ଖେଳାଳି: ଦେଖନ୍ତୁ ଭିଡିଓ

ଖ୍ରୀଷ୍ଟଚର୍ଚ୍ଚ,୨୭।୩: ମହିଳା ଦିନିକିଆ ବିଶ୍ୱକପ ୨୦୨୨ରୁ ଟିମ ଇଣ୍ଡିଆ ବାଦ୍‌ ପଡିଛି। ଶେଷ ଲିଗ ମ୍ୟାଚରେ ଦକ୍ଷିଣ ଆଫ୍ରିକା ଭାରତକୁ ତିନି ଉଇକେଟ୍‌ରେ ପରାସ୍ତ କରିଛି। ଭାରତୀୟ ଦଳର ପରାଜୟରେ ଓ୍ବେଷ୍ଟଇଣ୍ଡିଜ୍‌ ଦଳ ଅତ୍ୟନ୍ତ ଖୁସି ହୋଇଛି। ଟିମ ଇଣ୍ଡିଆର...

ଦିଲ୍ଲୀ ପାଖରେ ନାହାନ୍ତି ବିଦେଶୀ ଖେଳାଳି

ମୁମ୍ବାଇ,୨୭।୩: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୫ତମ ସଂସ୍କରଣ ଆରମ୍ଭ ହେବାର ଗୋଟିଏ ଦିନ ପରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ବ୍ରାବୋର୍ନେ ଷ୍ଟାଡିୟମରେ ରବିବାର ଅପରାହ୍ନରେ ମୁମ୍ବାଇ ବିପକ୍ଷ ମ୍ୟାଚ୍‌ରେ ମାତ୍ର ୨ ବିଦେଶୀ ଖେଳାଳି(ଟିମ୍‌ ସେଫର୍ଟ...

ଇତିହାସ ରଚିଲେ ମିତାଲି

ଖ୍ରୀଷ୍ଟଚର୍ଚ୍ଚ,୨୭।୩: ଆଇସିସି ମହିଳା ବିଶ୍ୱକପରେ ଭାରତ ଦକ୍ଷିଣ ଆଫ୍ରିକାଠାରୁ ପରାସ୍ତ ହୋଇ ବିଶ୍ୱକପ୍‌ ସେମିଫାଇନାଲ୍‌ରୁ ବାଦ୍‌ ପଡିଛି। ଶେଷ ଲିଗ୍‌ ମ୍ୟାଚରେ ଟିମ ଇଣ୍ଡିଆର ଅଧିନାୟକ ମିତାଲି ରାଜ ତାଙ୍କ ପାଇଁ ଆଉ ଏକ ସଫଳତା ହାସଲ କରିଛନ୍ତି। ଖ୍ରୀଷ୍ଟଚର୍ଚର...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri