ଖେଳ

ବାରବାଟୀ ମ୍ୟାଚ୍‌: ଆଜି ପହଞ୍ଚିବେ ଦୁଇ ଟିମ୍‌

ଭୁବନେଶ୍ୱର,୧୦।୬(ବ୍ୟୁରୋ): କଟକ ବାରବାଟୀ ଷ୍ଟାଡିୟମରେ ଆସନ୍ତା ୧୨ ତାରିଖରେ ହେବାକୁ ଥିବା ଭାରତ ଏବଂ ଦକ୍ଷିଣ ଆଫ୍ରିକା ଟି-୨୦ କ୍ରିକେଟ୍‌ ମ୍ୟାଚ୍‌ ପାଇଁ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। ଉଭୟ ଦଳର ଖେଳାଳି ଶୁକ୍ରବାର ଅପରାହ୍ନ ପ୍ରାୟ ୧ଟା...

ପ୍ରଥମ ଦିନରେ ଟିକେଟ ଶେଷ

କଟକ ଅଫିସ, ୧୦ା୬: ବାରବାଟୀ ଷ୍ଟାଡିୟମରେ ଆସନ୍ତା ୧୨ ତାରିଖରେ ଖେଳାଯିବାକୁ ଥିବା ଭାରତ-ଦକ୍ଷିଣ ଆଫ୍ରିକା ଅନ୍ତର୍ଜାତୀୟ ଟି୨୦ମ୍ୟାଚ୍‌ ପାଇଁ ପ୍ରଥମ ଦିନରେ ଟିକେଟ ବିକ୍ରି ଶେଷ ହୋଇଛି। ଗୁରୁବାର ସକାଳ ୯ଟାରୁ କାଉଣ୍ଟରରେ ଟିକେଟ୍‌ ବିକ୍ରି ଆରମ୍ଭ ହୋଇଥିଲା।...

ମିଲର-ଡୁସେନ ଛଡ଼ାଇ ନେଲେ ମ୍ୟାଚ୍‌

ନୂଆଦିଲ୍ଲୀ,୯।୬: ୨୧୧ ରନ୍‌ର ବିଶାଳ ଟାର୍ଗେଟ ଛିଡ଼ା କରିବା ସତ୍ତ୍ୱେ ଭାରତ ବିଜୟ ସ୍ବାଦ ଚାଖିପାରି ନାହିଁ। ସ୍ଥାନୀୟ ଅରୁଣ ଜେଟଲି ଷ୍ଟାଡିୟମରେ ଗୁରୁବାର ଦକ୍ଷିଣ ଆଫ୍ରିକା ୫ ବଲ ପୂର୍ବରୁ ୭ ଉଇକେଟରେ ମ୍ୟାଚ୍‌କୁ ଜିତି ନେଇଛି। ଦକ୍ଷିଣ...

ଦକ୍ଷିଣ ଆଫ୍ରିକାର ଆଗରେ ୨୧୨ ରନ୍‌ର ଟାର୍ଗେଟ୍‌

ନୂଆଦିଲ୍ଲୀ,୯।୬: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ ଗୁରୁବାର ଆରମ୍ଭ ହୋଇଯାଇଛି। ଅରୁଣ ଜେଟ୍‌ଲି ଷ୍ଟାଡିୟମରେ ଆରମ୍ଭ ହୋଇଥିବା ସିରିଜ୍‌ର ପ୍ରଥମ ମ୍ୟାଚରେ ଦକ୍ଷିଣ ଆଫ୍ରିକା ଅଧିନାୟକ ଟେମ୍ବା ବାଭୁମା ଟସ୍‌ ଜିତି...

ଟସ୍‌ ଜିତି ଦକ୍ଷିଣ ଆଫ୍ରିକାର ବୋଲିଂ ନିଷ୍ପତ୍ତି

ନୂଆଦିଲ୍ଲୀ,୯।୬: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟିି-୨୦ ଶୃଙ୍ଖଳା ଗୁରୁବାର ଆରମ୍ଭ ହୋଇଛି। ଅରୁଣ ଜେଟଲି ଷ୍ଟାଡିୟମରେ ଆରମ୍ଭ ହୋଇଥିବା ପ୍ରଥମ ମ୍ୟାଚରେ ଦକ୍ଷିଣ ଆଫ୍ରିକା ଅଧିନାୟକ ଟେମ୍ବା ବାଭୁମା ଟସ୍‌ ଜିତି ପ୍ରଥମେ...

ଆଜି ଖେଳାଯିବ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି୨୦: ଜାଣନ୍ତୁ କେବେ, କେଉଁଠି ଆଉ କେତେବେଳେ ଦେଖିବେ…

ନୂଆଦିଲ୍ଲୀ,୯।୬: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ ଗୁରୁବାରଠାରୁ ଆରମ୍ଭ ହେବ। ପ୍ରଥମ ମୁକାବିଲାରୁ ଭାରତୀୟ ଟିମ୍‌ରେ ପରିବର୍ତ୍ତନ କରାଯାଇଛି। ଅଧିନାୟକ ରୋହିତ ଶର୍ମାଙ୍କୁ ଆରାମ ଦିଆଯାଇଥିବା ବେଳେ ଋଷଭ ପନ୍ତଙ୍କ ଏହି ଦାୟିତ୍ୱ ତୁଲାଇବେ।...

ବାରବାଟୀ ମ୍ୟାଚ୍‌ ଖେଳିବେନି ରାହୁଲ

ନୂଆଦିଲ୍ଲୀ,୮ା୬: ଓଡ଼ିଶା କ୍ରିକେଟ ପ୍ରେମୀଙ୍କ ପାଇଁ ନୈରାଶଜନକ ଖବର। ଦକ୍ଷିଣ ଆଫ୍ରିକା ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଦଳକୁ ଲାଗିଛି ଏକ ବଡ଼ ଝଟ୍‌କା। ବାରବାଟୀ ମ୍ୟାଚ୍‌ ଖେଳିବେନି ଅଧିନାୟକ କେ.ଏଲ୍‌ ରାହୁଲ। ପ୍ରଥମ ମୁକାବିଲା ଗୁରୁବାର ଦିଲ୍ଲୀର...

ଥୋମାସ କପ୍‌ ବିଜେତାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୬(ବ୍ୟୁରୋ): ଥୋମାସ କପ୍‌ ବିଜେତା ଭାରତୀୟ ପୁରୁଷ ବ୍ୟାଡମିଣ୍ଟନ ଟିମ୍‌କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବର୍ଦ୍ଧିତ କରିଛନ୍ତି। ଏହା ସହ ଥୋମାସ କପ୍‌ ଜିତିଥିବା ଭାରତୀୟ ଦଳର ସମସ୍ତ ଖେଳାଳିଙ୍କୁ ୧୦ ଲକ୍ଷ ଟଙ୍କା ଲେଖାଏ ପୁରସ୍କାର ପ୍ରଦାନ କରାଯାଇଛି।...

ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ୟାସ ଘୋଷଣା କଲେ ମିତାଲି

ନୂଆଦିଲ୍ଲୀ,୮।୬: ଭାରତୀୟ ମହିଳା କ୍ରିକେଟର ଟେଷ୍ଟ ଏବଂ ଦିନିକିଆ ଟିମ୍‌ର ଅଧିନାୟକ ମିତାଲି ରାଜ ଅନ୍ତର୍ଜାତୀୟ କ୍ରିକେଟର ସବୁ ଫର୍ମାଟରୁ ସନ୍ୟାସ ଘୋଷଣା କରିଛନ୍ତି। ୩୯ ବର୍ଷୀୟ ମିତାଲି ଅନ୍ତର୍ଜାତୀୟ କ୍ରିକେଟରେ ପ୍ରତିନିଧିତ୍ୱ କରି ଅନେକ ରେକର୍ଡ ନିଜ ନାମରେ...

ଝିଅଙ୍କ ଲାଗି ପ୍ରାର୍ଥନା କରିବାକୁ କହିଲେ ଆସିଫ

ନୂଆଦିଲ୍ଲୀ,୮।୬: ପାକିସ୍ତାନ କ୍ରିକେଟର ଆସିଫ ଆଫ୍ରିଦିଙ୍କ ଝିଅ ଅସୁସ୍ଥ। ତାଙ୍କୁ ଗୁରୁତର ଭାବେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏହାକୁ ନେଇ ସେ ଏକ ପୋଷ୍ଟ କରି ପ୍ରଶଂସକଙ୍କୁ ଜଣାଇବା ସହ ଝିଅଙ୍କ ଲାଗି ପ୍ରାର୍ଥନା କରିବାକୁ ଅପିଲ କରିଛନ୍ତି। ପୋଷ୍ଟକୁ...

ଏହି ୭ କମ୍ପାନୀରୁ ରୋଜଗାର କରୁଛନ୍ତି ଧୋନୀ

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ନିକଟରେ ଡ୍ରୋନ ଷ୍ଟାର୍ଟଅପ ଗରୁଡ ଏରୋସ୍ପେସରେ ଅଂଶଧନ କିଣିଛନ୍ତି। ୨୬ଟି ସହରରେ ଏହି କମ୍ପାନୀର ୩୦୦ରୁ ଅଧିକ ଡ୍ରୋନ ଏବଂ ୫୦୦ ପାଇଲଟ କାର୍ଯ୍ୟ କରୁଛନ୍ତି। ନିକଟରେ ପ୍ରଧାନମନ୍ତ୍ରୀ...

ବିଶ୍ୱର ଏକମାତ୍ର କ୍ରିକେଟର୍‌ ଭାବେ ଏମିତି ଉପଲବ୍ଧି ହାସଲ କଲେ ବିରାଟ କୋହଲି

ନୂଆଦିଲ୍ଲୀ,୮।୬:ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ବିରାଟ କୋହଲିଙ୍କ ବ୍ୟାଟ୍‌ ହୁଏତ ପଡ଼ିଆରେ ଚାଲୁନାହିଁ, କିନ୍ତୁ ସେ ସୋସିଆଲ ମିଡିଆରେ ପ୍ରାୟତଃ ଚର୍ଚ୍ଚାରେ ଅଛନ୍ତି। ଇନଷ୍ଟାଗ୍ରାମରେ ପ୍ରଥମ କ୍ରିକେଟର ଭାବେ ତାଙ୍କ ଫଲୋଅର୍ସ ସଂଖ୍ୟା ୨୦୦ ମିଲିୟନରେ ପହଞ୍ଚିଛି। ଏପରି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri