ଖେଳ

ବିଶ୍ୱରେକର୍ଡ କଲେ ପାକିସ୍ତାନ ବ୍ୟାଟ୍ସମ୍ୟାନ୍‌

କରାଚି,୧୭।୩: ଅଷ୍ଟ୍ରେଲିଆ ବିପକ୍ଷ କରାଚି ଟେଷ୍ଟରେ ପାକିସ୍ତାନ ଅଧିନାୟକ ବାବର ଆଜାମ ଚମତ୍କାର ପ୍ରଦର୍ଶନ କରିଛନ୍ତି। ୫୦୬ ରନର ଲକ୍ଷ୍ୟର ଜବାବରେ ପାକିସ୍ତାନ ଦଳ ଚତୁର୍ଥ ଇନିଂସରେ ଏକ ସମୟରେ ୨୧ ରନରେ ୨ ଉଇକେଟ ହରାଇଥିଲା। ଏହା ପରେ...

ଅଷ୍ଟ୍ରେଲିଆ ମୁହଁରୁ ବିଜୟ ଛଡାଇ ଆଣିଲା ପାକିସ୍ତାନ

କରାଚି,୧୬।୩: ଅସମ୍ଭବକୁ ସମ୍ଭବ କରି ଦେଖାଇଛି ପାକିସ୍ତାନ କ୍ରିକେଟ ଦଳ। ୧୭୨ ଓଭର ବ୍ୟାଟିଂ କରି ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚକୁ ପରାଜୟରୁ ବଞ୍ଚାଇ ଦେଇଛି। ଜିତିବା ପାଇଁ ପାକିସ୍ତାନକୁ ଅଷ୍ଟ୍ରେଲିଆ ୫୦୬ ରନ୍‌ର ଟାର୍ଗେଟ ଦେଇଥିଲା। ଏହା ଏକ ଏପରି...

ବିଶ୍ୱର ପ୍ରଥମ ମହିଳା କ୍ରିକେଟର ଭାବେ କୀର୍ତ୍ତିମାନ ରଚିଲେ ଝୁଲନ

ନୂଆଦିଲ୍ଲୀ,୧୬।୩: ନ୍ୟୁଜିଲାଣ୍ଡରେ ଖେଳାଯାଉଥିବା ଆଇସିସି ଦିନିକିଆ ମହିଳା ବିଶ୍ୱକପ୍‌ରେ ଭାରତର ଝୁଲନ ଗୋସ୍ବାମୀ ବିଶ୍ୱ ରେକର୍ଡର ଅଧିକାରୀ କରିଛନ୍ତି। ଇଂଲଣ୍ଡ ବିପକ୍ଷ ମ୍ୟାଚ୍‌ରେ ଝୁଲନ ଦିନିକିଆରେ ୨୫୦ ଉଇକେଟ ନେବାର କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ଏହି ଉପଲବ୍ଧି ହାସଲ କରିବାରେ...

ଆଉ ନାହାନ୍ତି ଡବ୍ଲ୍ୟୁଡବ୍ଲ୍ୟୁଇ ସୁପରଷ୍ଟାର ରେସଲର୍‌

ୱାଶିଂଟନ,୧୬।୩: ଆଉ ନାହାନ୍ତି ଡବ୍ଲ୍ୟୁଡବ୍ଲ୍ୟୁଇ ଚାମ୍ପିଅନ ତଥା ଲିଜେଣ୍ଡ ରେସଲର୍‌ ସ୍କଟ ହଲ୍‌। ୬୩ ବର୍ଷ ବୟସରେ ତାଙ୍କ ଦେହାନ୍ତ ହୋଇଛି। ଗତ ସପ୍ତାହରେ ହଲ୍‌ଙ୍କ ହିପ୍‌ ରିପ୍ଲେସମେଣ୍ଟ ସର୍ଜରୀ କରାଯାଇଥିଲା। ହେଲେ ଏହି ସମୟରେ ରକ୍ତ ଜମାଟ ବାନ୍ଧିବା...

ପୁଣି ହାରିଲା ଭାରତ

ଖ୍ରୀଷ୍ଟଚର୍ଚ୍ଚ,୧୬।୩: ଦିନିକିଆ ମହିଳା ବିଶ୍ୱକପ -୨୦୨୨ର ଏକ ମ୍ୟାଚରେ ବୁଧବାର ଇଂଲଣ୍ଡ ଭାରତୀୟ ମହିଳା କ୍ରିକେଟ ଦଳକୁ ୪ ଉଇକେଟରେ ପରାସ୍ତ କରିଛି। ଟୁର୍ନାମେଣ୍ଟରେ ମିତାଲି ରାଜଙ୍କ ଅଧିନାୟକତ୍ୱରେ ଭାରତୀୟ ଦଳର ଏହା ହେଉଛି ଦ୍ୱିତୀୟ ପରାଜୟ। ୩୬.୨ ଓଭରରେ...

ଖସିଲେ ବିରାଟ କୋହଲି

ନୂଆଦିଲ୍ଲୀ,୧୬।୩: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜ ପରେ ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ ପ୍ରକାଶ କରିଛି। ଭାରତୀୟ ଦ୍ରୁତ ବୋଲର ଜଶପ୍ରୀତ ବୁମ୍‌ରା ବୋଲିଂରେ ୬ ପାହ୍ୟା ଉନ୍ନତି କରି ଷଷ୍ଠ ସ୍ଥାନରେ ପହଞ୍ଚିଛନ୍ତି। ଏଥିସହିତ ବିରାଟ...

ଆଇପିଏଲ୍‌ରେ କେହି କିଣି ନ ଥିଲେ; ଏବେ ଢାକା ପ୍ରିମିୟର ଲିଗ୍‌ରେ ଦମ୍‌ ଦେଖାଇବେ…

ମୁମ୍ବାଇ,୧୫।୩: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ବିକ୍ରି ହୋଇ ନ ଥିବା ୭ ଭାରତୀୟ କ୍ରିକେଟର ଢାକା ପ୍ରିମିୟର ଲିଗ(ଡିପିଏଲ)ରେ ଭାଗ ନେବେ। ଏମାନଙ୍କ ମଧ୍ୟରେ ଅଛନ୍ତି ଟିମ ଇଣ୍ଡିଆର ନୂଆ ଟେଷ୍ଟ ସ୍ପେଶାଲିଷ୍ଟ ହନୁମା ବିହାରୀ, ବେଙ୍ଗଲ ଅଧିନାୟକ ଅଭିମନ୍ୟୁ...

ଏଥର ବାୟୋ ବବଲ୍‌ ନିୟମ ଭାଙ୍ଗିବା ପଡ଼ିବ ମହଙ୍ଗା: ଦେବାକୁ ହେବ କୋଟିଏ ଜରିମାନା, ମ୍ୟାଚ୍‌ରୁ ବ୍ୟାନ୍‌…

ନୂଆଦିଲ୍ଲୀ,୧୫।୩: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ଆରମ୍ଭ ହେବାକୁ ଆଉ ଦୁଇ ସପ୍ତାହରୁ କମ୍‌ ଦିନ ବାକି। ଏହାକୁ ନେଇ ସମସ୍ତ ଟିମ୍‌ ନିଜ ନିଜର ରଣନୀତି ପ୍ରସ୍ତୁତରେ ବ୍ୟସ୍ତ ଥିବା ବେଳେ ଆଇପିଏଲ୍‌କୁ ନେଇ ନୂଆ ତଥ୍ୟ ସାମ୍ନାକୁ ଆସିଛି।...

ପୁଣିଥରେ ଆଇପିଏଲ୍‌କୁ ଫେରିଲେ ଏହି ଅଷ୍ଟ୍ରେଲିୟ ଅଲରାଉଣ୍ଡର; ଦିଲ୍ଲୀ ଟିମ୍‌ରେ…

ମୁମ୍ବାଇ,୧୫।୩: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ଆଗାମୀ ସଂସ୍କରଣରେ ଅଷ୍ଟ୍ରେଲିଆର ପୂର୍ବତନ ଅଲରାଉଣ୍ଡର ଶେନ ଓ୍ବାଟ୍‌ସନଙ୍କୁ ନୂତନ ଦାୟତ୍ୱ ମିଳିଛି। ସେ ଦିଲ୍ଲୀ କ୍ୟାପିଟାଲ୍ସ ପକ୍ଷରୁ ସହକାରୀ ପ୍ରଶିକ୍ଷକ ଭାବେ ଦାୟିତ୍ୱ ତୁଲାଇବେ। ଏହାପୂର୍ବରୁ ୪୦ ବର୍ଷୀୟ ରିକି ପଣ୍ଟିଂଙ୍କୁ(ମୁଖ୍ୟ କୋଚ୍‌),...

ଆଇପିଏଲ୍‌ ପୂର୍ବରୁ ମୁମ୍ବାଇ ଇଣ୍ଡିଆନ୍ସକୁ ଲାଗିପାରେ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୩: ଆସନ୍ତା ୨୬ ତାରିଖରୁ ଆରମ୍ଭ ହେବାକୁ ଯାଉଛି ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)। ଏହାପୂର୍ବରୁ ମୁମ୍ବାଇ ଇଣ୍ଡିଆନକୁ ବଡ଼ ଝଟ୍‌କା ଲାଗିପାରେ ବୋଲି କୁହାଯାଉଛି। ଆହତ ସମସ୍ୟା ଦେଇ ଗତି କରୁଥିବା ଦଳର ଷ୍ଟାର ଖେଳାଳି ସୂର୍ଯ୍ୟ କୁମାର ଯାଦବ...

ପ୍ଲେ-ଅଫ୍‌ରେ ମ୍ୟାଚ୍‌ ଟାଇ ହେଲେ ସୁପର ଓଭର ବିନା ବି ବାହାରିବ ଫଳାଫଳ

ମୁମ୍ବାଇ,୧୫।୩: ଆସନ୍ତା ୨୬ ତାରିଖରୁ ଆରମ୍ଭ ହେବାକୁ ଯାଉଛି ୧୫ତମ ଆଇପିଏଲ। ଏହି ସିଜନର ପ୍ଲେ-ଅଫ୍‌ସ କିମ୍ବା ଫାଇନାଲ ମ୍ୟାଚ୍‌ ଟାଇ ହେଲେ ବିନା ସୁପର ଓଭରରେ ମଧ୍ୟ ଫଳାଫଳ ନିର୍ଣ୍ଣୟ ହୋଇପାରିବ। ସୁପର ଓଭର କିମ୍ବା ଲଗାତାର ସୁପର...

ପ୍ରଥମ ଖେଳାଳି ଭାବେ ଡବ୍ଲ୍ୟୁଟିସିରେ ରେକର୍ଡ

ବେଙ୍ଗାଲୁରୁ,୧୫।୩: ଭାରତୀୟ ଅଫ୍‌ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ କ୍ୟାରିୟରରେ ଆଉ ଏକ ସଫଳତା ହାସଲ କରିଛନ୍ତି। ଶ୍ରୀଲଙ୍କା ବିପକ୍ଷ ଦିବାରାତ୍ର ତଥା ଦ୍ୱିତୀୟ ଟେଷ୍ଟରେ ଅଶ୍ୱିନ ଉଭୟ ଇନିଂସରେ ମୋ ୬ ଉଇକେଟ ନେଇଥିଲେ। ଏଥିସହିତ ସେ ଡବ୍ଲ୍ୟୁଟିସି ଟେଷ୍ଟ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri