ଖେଳ

ବାଥରୁମ୍‌ ଟଓ୍ବେଲରୁ ମିଳିଲା ରକ୍ତ ଚିହ୍ନ

କୋ ସାମୁଇ(ଥାଇଲାଣ୍ଡ),୬।୩: ନିକଟରେ ପ୍ରାଣ ହରାଇଥିବା କିମ୍ବଦନ୍ତୀ ଅଷ୍ଟ୍ରେଲିଆନ କ୍ରିକେଟର ଶେନ ଓ୍ବର୍ନଙ୍କ ଘର ଚଟାଣ ଏବଂ ବାଥ ଟଓ୍ବେଲରୁ ମିଳିଛି ରକ୍ତ ଚିହ୍ନ। ପୂର୍ବତନ ଲେଗ୍‌ ସ୍ପିନରଙ୍କ ମୃତଦେହ ମିଳିବା ପରେ ପୋଲିସ ତାଙ୍କ ଭିଲାରେ ସର୍ଚ୍ଚ କରିବାରୁ...

ଅଶ୍ୱିନଙ୍କୁ ମିଳିଗଲା ୪୩୫ ନଂ ଉଇକେଟ

ମୋହାଲି,୬।୩: କିମ୍ବଦନ୍ତୀ କପିଳ ଦେବଙ୍କ ୪୩୪ ଟେଷ୍ଟ ଉଇକେଟ ରେକର୍ଡକୁ ପଛରେ ପକାଇଛନ୍ତି ଭେଟେରାନ ଅଫ୍‌ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ। ଏଥିସହ ସେ ୮୫ତମ ମ୍ୟାଚ୍‌ରେ ଭାରତ ପାଇଁ ସର୍ବାଧିକ ଟେଷ୍ଟ ଉଇକେଟ ନେଇଥିବା ବୋଲରଙ୍କ ମଧ୍ୟରେ ଦ୍ୱିତୀୟ ସ୍ଥାନ...

୬ ମାସର ଝିଅକୁ କାଖରେ ଧରି ମ୍ୟାଚ୍‌ ଖେଳିବାକୁ ଷ୍ଟାଡିୟମକୁ ଆସିଲେ ଅଧିନାୟିକା

ଖ୍ରୀଷ୍ଟଚର୍ଚ୍ଚ,୬।୩: କୌଣସି ମହିଳା ଖେଳାଳିଙ୍କ ମା ହେବା ପରେ ଖେଳକୁ ଫେରିବା ସହଜ କଥା ନୁହେଁ। ସମୟ ସମୟରେ, ଅନେକ କ୍ରୀଡ଼ାରେ ମହିଳାମାନେ ମା’ ହେବା ପରେ ଟ୍ରାକ୍‌କୁ ଫେରି ଜବରଦସ୍ତ ପ୍ରଦର୍ଶନ କରିଛନ୍ତି। ଏବେ ନ୍ୟୁଜିଲାଣ୍ଡରେ ମହିଳା ବିଶ୍ୱକପ...

ବିଶ୍ୱକପ୍‌ରେ ପାକିସ୍ତାନ ବିପକ୍ଷ ପ୍ରଥମ ମ୍ୟାଚ୍‌ ଜିତିଲା ଭାରତ

ମାଉଣ୍ଟ ମଙ୍ଗାନୁଇ,୬।୩: ଆଇସିସି ମହିଳା ବିଶ୍ୱକପ୍‌ ୨୦୨୨ର ପ୍ରଥମ ମୁକାବିଲାରେ ପାକିସ୍ତାନକୁ ହରାଇଛି ଭାରତ। ରବିବାର ଭାରତ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଦଳ ୫୦ ଓଭରରେ ୭ ଉଇକେଟ ହରାଇ ୨୪୪ ରନ୍‌ କରିଥିଲା।...

ଶ୍ରୀଲଙ୍କା ୧୭୪ରେ ଅଲଆଉଟ୍‌; ଭାରତ ଦେଲା ଫଲୋଅନ୍‌

ମୋହାଲି,୬।୩: ଏଠାରେ ଚାଲୁଥିବା ପ୍ରଥମ ଟେଷ୍ଟରେ ଶ୍ରୀଲଙ୍କାକୁ ଫଲୋଅନ୍‌ ଦେଇଛି ଭାରତ । ଶୁକ୍ରବାରଠାରୁ ଆରମ୍ଭ ହୋଇଥିବା ଏହି ଟେଷ୍ଟରେ ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲା ଟିମ୍‌ ଇଣ୍ଡିଆ । ବ୍ୟାଟ୍ସମ୍ୟାନମାନଙ୍କ ଦମ୍‌ଦାର ବ୍ୟାଟିଂ ଯୋଗୁ ଦଳ ଶ୍ରୀଲଙ୍କା...

ବ୍ୟାଟିଂ ପରେ ବୋଲିଂରେ ଆଉ ଏକ କୀର୍ତ୍ତିମାନ ରଚିଲେ ଜାଡେଜା

ମୋହାଲି,୬।୩: ଶ୍ରୀଲଙ୍କା ବିପକ୍ଷରେ ଏଠାରେ ଖେଳାଯାଉଥିବା ପ୍ରଥମ ଟେଷ୍ଟରେ ଚମକିଛନ୍ତି ରବୀନ୍ଦ୍ର ଜାଡେଜା । ପ୍ରଥମେ ବ୍ୟାଟିଂ ପରେ ଏବେ ବୋଲିଂରେ ଦମ୍‌ଦାର ପ୍ରଦର୍ଶନ କରିଛନ୍ତି ସେ । ଶନିବାର ଭାରତ ପାଇଁ ୭ମ ଉଇକେଟରେ ସର୍ବାଧିକ ବ୍ୟକ୍ତିଗତ ସ୍କୋର...

ମହାନ କ୍ରିକେଟର ସଚିନଙ୍କ ସମକକ୍ଷ ହେଲେ ମିତାଲି

ନୂଆଦିଲ୍ଲୀ,୬।୩: ଆଇସିସି ମହିଳା ବିଶ୍ୱକପ୍‌ ୨୦୨୨ରେ ରବିବାର ଭାରତ ତା’ର ଅଭିଯାନ ଆରମ୍ଭ କରିଛି। ପାକିସ୍ତାନ ସହ ମୁକାବିଲାରେ ଭାରତ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ତେବେ ଏହି ମ୍ୟାଚ୍‌ରେ ଅଧିନାୟକ ମିତାଲି ରାଜ ମଇଦାନକୁ...

ଦିବ୍ୟାଙ୍ଗ କ୍ରୀଡ଼ାବିତ୍‌ ରାଖାଲଙ୍କୁ ସମ୍ବର୍ଦ୍ଧନା

ଭଦ୍ରକ ଅଫିସ/ଭଣ୍ଡାରିପୋଖରୀ,୬।୩ (ଡି.ଏନ.ଏ.): ଭୁବନେଶ୍ୱର ରେଳବାଇ ଇନ୍‌ଡୋର ଷ୍ଟାଡିୟମରେ ଫେବୃୟାରୀ ୨୫ରୁ ୨୭ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ୧୪ତମ ଜାତୀୟ ହ୍ବୁଇଲ ଚେୟାର ଫ୍ୟାନ୍‌ସିଂ ଚାମ୍ପିୟାନଶିପ୍‌ରେ ଭଣ୍ଡାରିପୋଖରୀ ବ୍ଲକ ଅଧୀନ ତେସିଙ୍ଗା ଗ୍ରାମର ଦିବ୍ୟାଙ୍ଗ ରାଖାଲ କୁମାର ସେଠି କୃତିତ୍ୱ...

ଦେଶ ପାଇଁ ଆଣିଲେ ଗୌରବ

ବାଲେଶ୍ୱର ଅଫିସ, ୬।୩: ବାଲେଶ୍ୱର ରେମୁଣା ଥାନା ମନ୍ଦାରପୁର ପଞ୍ଚାୟତ ଜଗନ୍ନାଥପୁର ଗ୍ରାମର ୨୨ବର୍ଷୀୟା ପଦ୍ମାବତୀ ସିଂ ଭାରତୀୟ ଟେନିସ୍‌ କ୍ରିକେଟ ଟିମ୍‌ରେ ସାମିଲ ହୋଇ ଦେଶ, ରାଜ୍ୟ ତଥା ଜିଲା ପାଇଁ ଗୌରବ ଆଣି ଦେଇଛନ୍ତି। ଫେବୃୟାରୀ ୨୧ରୁ ୨୮...

ଦୃଢ଼ ସ୍ଥିତିରେ ଭାରତ

ମୋହାଲି,୫।୩: ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟେଷ୍ଟର ଦ୍ୱିତୀୟ ଦିନର ଖେଳ ସମାପ୍ତ ହୋଇଛି। ଭାରତୀୟ ଦଳ ଶନିବାର ୮ ଉଇକେଟ ହରାଇ ୫୭୪ ରନ୍‌ କରି ପାଳି ଘୋଷଣା କରିଥିଲା। ଏହା ପରେ ବ୍ୟାଟିଂ କରିବାକୁ ଆସିଥିବା ଶ୍ରୀଲଙ୍କା ଦଳ...

ଏହି କାରଣରୁ ବଡ଼ ଇନିଂସ ଖେଳିପାରୁନାହାନ୍ତି କୋହଲି

ମୋହାଲି,୫।୩: ଶ୍ରୀଲଙ୍କା ବିପକ୍ଷରେ ଭାରତ ଖେଳୁଥିବା ପ୍ରଥମ ଟେଷ୍ଟ ପୂର୍ବତନ ଅଧିନାୟକ ବିରାଟ କୋହଲିଙ୍କ ପାଇଁ ସ୍ବତନ୍ତ୍ର ଥିଲା। କାରଣ ଏହା ତାଙ୍କ କ୍ୟାରିୟରର ୧୦୦ତମ ଟେଷ୍ଟ ମ୍ୟାଚ୍‌ ଥିଲା । ପ୍ରଶଂସକମାନେ ଖାସ୍‌ ଦିନକୁ ଖାସ୍‌ କରିବାକୁ ଯାଇ...

ବିଶ୍ୱ ରେକର୍ଡ ସାଙ୍ଗକୁ କପିଲ ଦେବଙ୍କୁ ପଛରେ ପକାଇଲେ

ମୋହାଲି,୫।୩: ଭାରତୀୟ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟେଷ୍ଟରେ ଦମଦାର ବ୍ୟାଟିଂ କରିଛନ୍ତି । ପ୍ରଥମ ଇନିଂସରେ ଅପରାଜିତ ୧୭୫ ରନ୍‌ର ଇନିଂସ ଖେଳି ଜାଡେଜା ଏକାଧିକ ରେକର୍ଡ ନିଜ ନାମରେ କରିଛନ୍ତି । ସେ କିମ୍ବଦନ୍ତୀ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri