ଖେଳ

ଶ୍ରୀଲଙ୍କାକୁ ୨୦୦ ରନ୍‌ର ଟାର୍ଗେଟ୍‌

ଲକ୍ଷ୍ନୌ,୨୪।୨: ଅଟଳ ବିହାରୀ ବାଜପେୟୀକ୍ରିକେଟ ଷ୍ଟାଡିୟମରେ ଗୁରୁବାର ଭାରତ-ଶ୍ରୀଲଙ୍କା ଟି-୨୦ ସିରିଜର ପ୍ରଥମ ମ୍ୟାଚରେ ଭାରତ ନିର୍ଦ୍ଧାରିତ ୨୦ ଓଭରରେ ୨ ଉଇକେଟ ହରାଇ ୧୯୯ ରନ୍‌ କରିଛି। ଏନେଇ ଶ୍ରୀଲଙ୍କା ଆଗରେ ୨୦୦ ରନ୍‌ର ବିଜୟ ଲକ୍ଷ୍ୟ ରଖିଛି...

ଟସ୍‌ ଜିତି ବୋଲିଂ କରିବ ଶ୍ରୀଲଙ୍କା

ଲକ୍ଷ୍ନୌ,୨୪।୨: ଅଟଳ ବିହାରୀ ବାଜପେୟୀ ଏକାନା କ୍ରିକେଟ ଷ୍ଟାଡିୟମରେ ଭାରତ-ଶ୍ରୀଲଙ୍କା ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଗୁରୁବାର ଆରମ୍ଭ ହୋଇଯାଇଛି। ଶ୍ରୀଲଙ୍କା ଟସ୍‌ ଜତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଆହତ କାରଣରୁ ପ୍ରଥମ ଟି-୨୦ରେ ଦଳରୁ ବାଦ...

ଶାହାଙ୍କୁ ଡ୍ରାଭିଡ୍‌ କିଛି ଭୁଲ କହି ନାହାନ୍ତି

ନୂଆଦିଲ୍ଲୀ,୨୪।୨: ଟେଷ୍ଟ ଫର୍ମାଟରୁ ସନ୍ନ୍ୟାସ କଥା ଚିନ୍ତା କରିବାକୁ ଉଇକେଟକିପର ରିଦ୍ଧିମାନ ଶାହାଙ୍କୁ ପରାମର୍ଶ ଦେଇଥିଲେ ମୁଖ୍ୟକୋଚ୍‌ ରାହୁଲ ଡ୍ରାଭିଡ୍‌। ଏହି ଘଟଣାରେ ମୁଖ୍ୟ କୋଚ୍‌ ଡ୍ରାଭିଡ୍‌ଙ୍କ ପ୍ରତି ସମର୍ଥନ ଜାହିର କରିଛନ୍ତି ପୂର୍ବତନ ଉତ୍ତର ଜୋନ ଚୟନକର୍ତ୍ତା ତଥା...

ଓ୍ବାଙ୍ଖଡେ ଷ୍ଟାଡିୟମରେ ମୁମ୍ବାଇ ଇଣ୍ଡିଆନ୍ସ ଖେଳିବା ଉପରେ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୨୪।୨: ଆଗାମୀ ଆଇପିଏଲ ଲାଗି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) କାର୍ଯ୍ୟସୂଚୀ ପ୍ରସ୍ତୁତି ଚୂଡ଼ାନ୍ତ କରିବାରେ ଲାଗିଛି। ପୂରା ଆଇପିଏଲ ମହାରାଷ୍ଟ୍ରରେ ଖେଳାଯିବାକୁ ଥିବା ବେଳେ ୫ ଥର ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ କାହିଁକି ତା’ର ଘରୋଇ ଭେନ୍ୟୁ ଓ୍ବାଙ୍ଖଡେ...

କ୍ରିକେଟ ଇତିହାସର ଅଭୂଲା ଦିନ

ନୂଆଦିଲ୍ଲୀ,୨୪।୨: ଠିକ୍‌ ୧୨ ବର୍ଷ ତଳେ ଅର୍ଥାତ ୨୦୧୦ ଫେବୃୟାରୀ ୨୪ ତାରିଖରେ ସଚିନ ତେନ୍ଦୁଲକର ପୃଥିବୀର ପ୍ରଥମ ପୁରୁଷ ଭାବେ ଦିନିକିଆରେ ଦ୍ୱିଶତକ ହାସଲ କରିଥିଲେ। ଗ୍ବାଲିୟରର କ୍ୟାପଟେନ ରୂପ ସିଂ ଷ୍ଟାଡିୟମରେ ଦକ୍ଷିଣ ଆଫ୍ରିକା ବିପକ୍ଷ ମ୍ୟାଚ୍‌ରେ...

ଅଗରକରଙ୍କୁ ମିଳିଲା ନୂଆ ଦାୟିତ୍ୱ

ନୂଆଦିଲ୍ଲୀ,୨୩।୨: ପୂର୍ବତନ ଭାରତୀୟ ପେସର ଅଜିତ ଅଗରକରଙ୍କୁ ବୋଲିଂ କୋଚ୍‌ ଭାବେ ନିଯୁକ୍ତ କରିଛି ଦିଲ୍ଲୀ କ୍ୟାପିଟାଲ୍ସ। ଏ ନେଇ ଦିଲ୍ଲୀ ଫ୍ରାଞ୍ଚାଇଜ ପକ୍ଷରୁ ସ୍ପଷ୍ଟ କରାଯାଇଛି। ପୂର୍ବତନ ପେସର ଏବେ ମୁଖ୍ୟ କୋଚ୍‌ ରିକି ପଣ୍ଟିଂ, ବୋଲିଂ କୋଚ୍‌...

ଟି୨୦ ର଼୍ୟାଙ୍କିଙ୍ଗ୍‌ରେ ବଡ଼ ଜମ୍ପ ମାରିଲେ

ଦୁବାଇ,୨୩।୨: ଭାରତୀୟ କ୍ରିକେଟ ଦଳର ମଧ୍ୟକ୍ରମର ବ୍ୟାଟର ସୂର୍ଯ୍ୟକୁମାର ଯାଦବ ଓ ଭେଙ୍କଟଶ ଆୟାର ଆଇସିସି ଟି୨୦ ର଼୍ୟାଙ୍କିଙ୍ଗ୍‌ରେ ବଡ଼ ଜମ୍ପ ମାରିଛନ୍ତି। ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ରେ ଭଲ ପ୍ରଦର୍ଶନ ପାଇଁ ଦୁହେଁ ଆଇସିସି ଟି୨୦...

ବାଦ୍‌ ପଡ଼ିଲେ ହସରଙ୍ଗା

ନୂଆଦିଲ୍ଲୀ,୨୩।୨: ଭାରତ ବିପକ୍ଷରେ ଟି-୨୦ ସିରିଜ ଖେଳିବା ପୂର୍ବରୁ ଶ୍ରୀଲଙ୍କା ଟିମ୍‌କୁ ଲାଗିଛି ଝଟ୍‌କା। ଦଳର କିମ୍ବଦନ୍ତୀ ଖେଳାଳି ଓ୍ବାନିଣ୍ଡୁ ହସରଙ୍ଗା ଏହି ସିରିଜରୁ ବାଦ୍‌ ପଡ଼ିଛନ୍ତି। ଅଷ୍ଟ୍ରେଲିଆରେ ମଙ୍ଗଳବାର କରାଯାଇଥିବା ରାପିଡ୍‌ ଆଣ୍ଟିଜେନ୍‌ ଟେଷ୍ଟରେ ତାଙ୍କ ରିପୋର୍ଟ ପଜିଟିଭ୍‌...

‘ପୂଜାରା, ରାହାନେଙ୍କୁ ବାଦ୍‌ ଦିଆଯିବା ଉଚିତ ନ ଥିଲା’

ନୂଆଦିଲ୍ଲୀ,୨୩।୨: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ରୁ ବାଦ୍‌ ପଡ଼ିଥିବା ଚେତେଶ୍ୱର ପୂଜାରା ଓ ଅଜିଙ୍କ୍ୟ ରାହାନେଙ୍କ ସମର୍ଥନରେ ବାହାରିଛନ୍ତି ପୂର୍ବତନ ଭାରତୀୟ କ୍ରିକେଟର ଅଜୟ ଜାଡେଜା। ଏହି ଭେଟେରାନ ଯୋଡ଼ିକୁ ଦଳରୁ ବାଦ୍‌ ଦିଆଯିବା ଉଚିତ ନୁହେଁ ବୋଲି ସେ...

ହାରିବା ପରେ ଅମ୍ପାୟରଙ୍କୁ ମାଡ଼

ମେକ୍ସିକୋ,୨୩।୨: ଜର୍ମାନ ଟେନିସ ଖେଳାଳି ଆଲେକ୍ସଜାଣ୍ଡର ଜେରେଭ ପରାଜୟ ପରେ ଚିୟାର ଅମ୍ପାୟରଙ୍କୁ ଲଗାତାର ରାକେଟ୍‌ରେ ମାଡ଼ ମାରିଛନ୍ତି। ଏଭଳି ଘଟଣା ଘଟିଛି ଚଳିତ ମେକ୍ସିକାନ ଓପନର ପୁରୁଷ ଡବଲ୍ସ ଟୁର୍ନାମେଣ୍ଟର ପ୍ରି କ୍ୱାର୍ଟର ଫାଇନାଲ ମ୍ୟାଚ୍‌ରେ। ବ୍ରାଜିଲ ଖେଳାଳି...

ଟିମ୍‌ ଇଣ୍ଡିଆକୁ ଡବଲ୍‌ ଝଟ୍‌କା

ନୂଆଦିଲ୍ଲୀ,୨୩।୨: ଗୁରୁବାରଠାରୁ ଶ୍ରୀଲଙ୍କା ବିପକ୍ଷରେ ଟି-୨୦ ସିରିଜ ଖେଳିବ ଭାରତ। ଏହା ପୂର୍ବରୁ ଟିମ୍‌ ଇଣ୍ଡିଆକୁ ଡବଲ୍‌ ଝଟ୍‌କା ଲାଗିଛି। ଦଳର ଦୁଇ ଷ୍ଟାର ଖେଳାଳି ଏହି ସିରିଜରୁ ବାଦ ପଡ଼ିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜରେ ଦମଦାର ବ୍ୟାଟିଂ...

ରୋହିତ ଶର୍ମାଙ୍କୁ ଟ୍ରୋଲ୍‌ କଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୩।୨: ଭାରତୀୟ କ୍ରିକେଟ ଦଳ ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଏବେ ଗୋଟିଏ ପରେ ଗୋଟିଏ ସଫଳତା ହାସଲ କରିଚାଲିଛି। ୱେଷ୍ଟଇଣ୍ଡିଜକୁ ପରାସ୍ତ କରିବା ପରେ ଟିମ ଇଣ୍ଡିଆ ବର୍ତ୍ତମାନ ଶ୍ରୀଲଙ୍କୁକୁ ହରାଇବାକୁ ପ୍ରସ୍ତୁତ ହେଉଛି। ଦୁଇ ଦଳ ମଧ୍ୟରେ ୩...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri