ଖେଳ

୩୧ ଲକ୍ଷ ଟଙ୍କା ସହାୟତା କରି ବାଳକଙ୍କ ଜୀବନ ବଞ୍ଚାଇଲେ

ନୂଆଦିଲ୍ଲୀ,୨୨।୨: ଟିମ ଇଣ୍ଡିଆର ଓପନିଂ ବ୍ୟାଟ୍ସମ୍ୟାନ ଲୋକେଶ ରାହୁଲ ଏକ ମହାନ କାମ କରିଛନ୍ତି। ଏକ ବିରଳ ରୋଗରେ ଆକ୍ରାନ୍ତ ଥିବା ୧୧ ବର୍ଷୀୟ ବାଳକ ବରଦର ଅସ୍ତ୍ରୋପଚାର ପାଇଁ ରାହୁଲ ସହାୟତାର ହାତ ବଢ଼ାଇଛନ୍ତି। ବରଦ ଅପ୍ଲାଷ୍ଟିକ ଏନିମିଆ...

ଦୁନିଆ ପାଇଁ ‘କିଙ୍ଗ କୋହଲି’, ହେଲେ ମୋ ପାଇଁ ତୁ ‘ଚିକୁ’ ହୋଇ ରହିବୁ: ଯୁବରାଜ

ନୂଆଦିଲ୍ଲୀ,୨୨।୨: ଦୁନିଆ ପାଇଁ ତୁ କିଙ୍ଗ କୋହଲି ହୋଇଥାଇପାରୁ, ହେଲେ ମୋ’ ପାଇଁ ସର୍ବଦା ଚିକୁ ହୋଇ ରହିବୁ। କିଛି ଏଭଳି ଢଙ୍ଗରେ କୋହଲିଙ୍କ ଉଦ୍ଦେଶ୍ୟରେ ବାର୍ତ୍ତା ଦେଇଛନ୍ତି ଟିମ୍‌ ଇଣ୍ଡିଆର ପୂର୍ବତନ ଅଲରାଉଣ୍ଡର ଯୁବରାଜ ସିଂହ। ଶୁକ୍ରବାର ସୋସିଆଲ...

ଶ୍ରୀଲଙ୍କା ବିପକ୍ଷ ସିିରିଜ ପୂର୍ବରୁ ଭାରତକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୨।୨: ଫେବୃୟାରୀ ୨୪ରୁ ଶ୍ରୀଲଙ୍କା ବିପକ୍ଷରେ ଟିମ୍‌ ଇଣ୍ଡିଆ ୩ ଟି-୨୦ ଏବଂ ୨ ଟେଷ୍ଟ ମ୍ୟାଚ୍‌ ସିରିଜ ଖେଳିବ। ହେଲେ ଏହା ପୂର୍ବରୁ ଭାରତୀୟ ଟିମ୍‌କୁ ଲାଗିଛି ଝଟ୍‌କା। ଷ୍ଟାର ବୋଲର ଦୀପକ ଚହର ଏବେ ସିରିଜରୁ ବାଦ୍‌...

ଟି-୨୦ରେ ଯାହା କରିପାରିଲେନି କ୍ରିସ ଗେଲ୍‌, ତାହା କରିଦେଖାଇବେ ରୋହିତ ଶର୍ମା !

ନୂଆଦିଲ୍ଲୀ,୨୨।୨: ଭାରତର ତାରକା ବ୍ୟାଟ୍ସମ୍ୟାନ୍‌ ରୋହିତ ଶର୍ମା ନିଜର ବିସ୍ଫୋରକ ବ୍ୟାଟିଂ ପାଇଁ ସାରା ବିଶ୍ୱରେ ଜଣାଶୁଣା। ସେ ଦୁନିଆର ପ୍ରତ୍ୟେକ ମଇଦାନରେ ରନ୍‌ ସ୍କୋର କରିଛନ୍ତି। ନିକଟରେ ତାଙ୍କ ଅଧିନାୟକତ୍ୱରେ ଟିମ୍‌ ଇଣ୍ଡିଆ ଦିନିକିଆ ଏବଂ ଟି-୨୦ ସିରିଜରେ...

ପୁଷ୍ପା ଅବତାରରେ ୟୁଜବେନ୍ଦ୍ର ଚହଲ: କହିଲେ ଫାୟାର ହୁଁ ମେଁ…

ଲକ୍ଷ୍ନୌ,୨୨।୨: ଶ୍ରୀଲଙ୍କା ବିପକ୍ଷ ଟି-୨୦ ସିରିଜ୍‌ ଆରମ୍ଭ ହେବା ପୂର୍ବରୁ ଭାରତୀୟ ଟିମ୍‌ ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌରେ ପହଞ୍ଚିଛି। ଏଠାରେ ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ପ୍ରଥମ ଟି-୨୦ ମ୍ୟାଚ୍‌ ଖେଳାଯିବ। ତେବେ ଭାରତୀୟ ଟିମ୍‌ ଅଭ୍ୟାସ କରିବା ପୂର୍ବରୁ...

‘କାହା କ୍ୟାରିୟରକୁ କ୍ଷତି ପହଞ୍ଚାଇବା ମୋ ଉଦ୍ଦେଶ୍ୟ ନୁହେଁ’

ମୁମ୍ବାଇ,୨୨।୨: ଶ୍ରୀଲଙ୍କା ବିପକ୍ଷ ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ ଲାଗି ଘୋଷିତ ଭାରତୀୟ ଦଳରୁ ବାଦ୍‌ ପଡ଼ିବା ପରେ ଉଇକେଟକିପର ରିଦ୍ଧିମାନ ଶାହାଙ୍କୁ ସାକ୍ଷାତ୍‌କାର ଦେବା ପାଇଁ ଧମକାଇ ଥିଲେ ଜଣେ ଜର୍ନାଲିଷ୍ଟ। ଖବରଦାତାଙ୍କ ଧମକପୂର୍ଣ୍ଣ ହ୍ବାଟ୍ସଆପ୍‌ ମେସେଜର...

ତଦନ୍ତ ପାଇଁ ଏଜେନ୍ସି ନିଯୁକ୍ତ କରିପାରେ ବିସିସିଆଇ

ନୂଆଦିଲ୍ଲୀ,୨୨।୨: ସାକ୍ଷାତ୍‌କାର ପାଇଁ ଜଣେ ଜର୍ନାଲିଷ୍ଟ ଧମକ ଦେଉଥିବା ହ୍ବାଟ୍ସଆପ୍‌ ଚାଟ୍‌ ସ୍କ୍ରିନଶଟ୍‌କୁ ଶେୟାର କରିବା ପରେ ରିଦ୍ଧିମାନ ଶାହାଙ୍କୁ ବିଭିନ୍ନ ମହଲରୁ ସମର୍ଥନ ମିଳୁଛି। ତାଙ୍କ ଅଭିଯୋଗର ତଦନ୍ତ କରିବା ପାଇଁ ଏକ ବେସରକାରୀ ଏଜେନ୍ସିକୁ ନିଯୁକ୍ତ କରିବାକୁ...

ବୋଲିଂ କୋଚ୍‌ ଭାବେ ଅଗରକରଙ୍କୁ ଚାହୁଁଛନ୍ତି ସିନିୟର ଖେଳାଳି

ମୁମ୍ବାଇ,୨୨।୨: ଭାରତୀୟ ଦଳର ବୋଲିଂ କୋଚ୍‌ ଭାବେ ପୂର୍ବତନ ଭାରତୀୟ ପେସର ଅଜିତ୍‌ ଅଗରକରଙ୍କୁ ନିଯୁକ୍ତ କରାଯାଉ ବୋଲି ସିନିୟର ଖେଳାଳି ଚାହୁଁଛନ୍ତି। ଏବେ ଟିମ୍‌ ଇଣ୍ଡିଆର ବୋଲିଂ କୋଚ୍‌ ଦାୟିତ୍ୱରେ ଅଛନ୍ତି ପୂର୍ବତନ ଭାରତୀୟ ପେସର ପାରସ ମାମବ୍ରେ।...

କ୍ୟାଚ୍‌ ଛାଡ଼ିବାରୁ ସାଥି ଖେଳାଳିଙ୍କୁ ଚାପୁଡା ମାରିଲେ

କରାଚୀ,୨୨।୨: ବିଭିନ୍ନ କାରଣ ଯୋଗୁ ଚଳିତ ପାକିସ୍ତାନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌) ବିବାଦରେ ଘେରି ହୋଇ ରହିଛି। ବ୍ୟକ୍ତିଗତ କାରଣ ଯୋଗୁ ବିଦେଶୀ ଖେଳାଳି ଆଲେକ୍ସ ହେଲ୍ସ ଓ ପଲ ଷ୍ଟ୍ରିଲିଙ୍ଗ୍‌ ଲିଗ୍‌ରୁ ଓହରିବା ପରେ ଅଷ୍ଟ୍ରେଲିଆନ ଅଲରାଉଣ୍ଡର ଜେମ୍ସ...

‘ହାର୍ଦ୍ଦିକଙ୍କ ଠାରୁ ଆଗରେ ଅଛନ୍ତି ଭେଙ୍କଟଶ’

ନୂଆଦିଲ୍ଲୀ,୨୨।୨: ନିକଟରେ ଶେଷ ହୋଇଥିବା ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଟି୨୦ ସିରିଜ୍‌ରେ ଭେଙ୍କଟଶ ଆୟାରଙ୍କ ଅଲରାଉଣ୍ଡ ପ୍ରଦର୍ଶନରେ ପ୍ରଭାବିତ ହୋଇଛନ୍ତି ପୂର୍ବତନ ଭାରତୀୟ ଓପନର ଓ୍ବାସିମ ଜାଫର। ଏପରିକି କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌) ଅଲରାଉଣ୍ଡର ହାର୍ଦ୍ଦିକଙ୍କ ଠାରୁ ଆଗରେ ଥିବା...

୧୦୦ ଯୁବକଙ୍କ ସହ ଡେଟ୍‌ରେ ଗଲେଣି ଯୁବତୀ, କିନ୍ତୁ…

ସାଧାରଣତଃ ନିଜ ମତମୁତାବକ ସାଥୀ ପାଇବା ପାଇଁ ପ୍ରଥମେ ଡେଟ୍‌ରେ ଯିବାକୁ ପସନ୍ଦ କରନ୍ତି ପ୍ରେମିକା-ପ୍ରେମିକ। କିନ୍ତୁ ପୂର୍ବ ମିସ୍‌ ଗ୍ରେଟ୍‌ ବ୍ରିଟେନ୍‌ ରହିଥିବା ଏପ୍ରିଲ୍‌ ବନ୍‌ବରୀ ଏ ପର୍ଯ୍ୟନ୍ତ ୧୦୦ରୁ ଅଧିକ ଯୁବକଙ୍କ ସହ ଡେଟ୍‌ରେ ଗଲେଣି କିନ୍ତୁ...

ପାକିସ୍ତାନରେ କୋହଲିଙ୍କ ପୋଷ୍ଟର୍‌, ପ୍ରଶଂସକ କହିଲେ ଆମେ ଚାହୁଁଛୁ…

ଇସଲାମାବାଦ୍‌,୨୧।୧:ନିକଟରେ ପାକିସ୍ତାନର ଷ୍ଟାଡିୟମରେ ପ୍ରଶଂସକମାନେ ପୂର୍ବତନ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ପୋଷ୍ଟର ନେଇ ପହଞ୍ଚିଥିଲେ। ପାକିସ୍ତାନ ସୁପର ଲିଗରେ କୋହଲିଙ୍କ ପୋଷ୍ଟର ଧରି କିଛି ପ୍ରଶଂସକ ଷ୍ଟାଡିୟମରେ ନଜର ଆସିଥିଲେ। ପାକିସ୍ତାନୀ ପ୍ରଶଂସକମାନେ ଚାହୁଁଛନ୍ତି ଯେ କୋହଲି ପାକିସ୍ତାନ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri