ଖେଳ

‘ଧୋନୀଙ୍କୁ ବାଂଲାଦେଶର କ୍ୟାପଟେନ କରିଦେଲେ ସେମାନେ ବିଶ୍ୱ ଚାମ୍ପିୟନ ହୋଇଯିବେ ନାହିଁ’

କରାଚୀ,୧୮।୨: ଚଳିତ ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ)ରେ କରାଚୀ କିଙ୍ଗ୍ସ ତା’ର ସବୁଠୁ ଖରାପ ପ୍ରଦର୍ଶନ ଜାରି ରହିଛି। ଲଗାତାର ୮ ମ୍ୟାଚ୍‌ରେ ପରାସ୍ତ ହୋଇସାରିଛି ବାବର ଆଜାମଙ୍କ ନେତୃତ୍ୱାଧୀନ ଦଳ। ବୁଧବାର କିଙ୍ଗ୍ସ ତା’ର ୮ମ ମ୍ୟାଚ୍‌ରେ ଅନ୍ତିମ...

‘ମିଡ୍‌ଲ ଅର୍ଡରରେ ଫିଟ୍‌ ହେଉ ନାହାନ୍ତି ଶ୍ରେୟାସ’

କୋଲକାତା,୧୮।୨: ଆଇପିଏଲ ଅକ୍‌ଶନରେ ୧୨.୨୫ କୋଟି ଟଙ୍କାରେ ବିକ୍ରି ହୋଇଥିବା ଶ୍ରେୟାସ ଆୟାର ଭାରତୀୟ ଟି୨୦ ଦଳରେ ଫିଟ୍‌ ହେଉ ନାହାନ୍ତି। ଟିମ୍‌ ଇଣ୍ଡିଆରେ ସ୍ଥାନ ପକ୍କା କରିବା ପାଇଁ ତାଙ୍କୁ ବୋଲିଂ ଦକ୍ଷତା ବୃଦ୍ଧି କରିବାକୁ ପଡ଼ିବ। କାରଣ...

ଟିମ୍‌ ଇଣ୍ଡିଆକୁ ଫେରିବା ପଥରେ ରାହାନେ

ମୁମ୍ବାଇ,୧୮।୨: ଟେଷ୍ଟ କ୍ୟାରିୟରର ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଥିବା ବେଳେ ଭାରତୀୟ ବ୍ୟାଟର ଅଜିଙ୍କ୍ୟ ରାହାନେ ଚଳିତ ଘରୋଇ ସିଜନର ପ୍ରଥମ ମ୍ୟାଚ୍‌ରେ ଶତକ ହାସଲ କରିଛନ୍ତି। ଅହମ୍ମଦାବାଦରେ ସୌରାଷ୍ଟ୍ର ବିପକ୍ଷ ମ୍ୟାଚ୍‌ରେ ଗୁରୁବାର ଠାରୁ ଆରମ୍ଭ ହୋଇଥିବା ମ୍ୟାଚ୍‌ରେ...

ସ୍ବପ୍ନ ସାକାର କରିବା ଦିଗରେ ଆଉ ପାଦେ ଆଗେଇଲେ

ନୂଆଦିଲ୍ଲୀ,୧୭।୨: ଚଳିତ ସପ୍ତାହରେ ଆଇପିଏଲ୍‌ କଣ୍ଟ୍ରାକ୍ଟ ପାଇଥିବା ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ ଚାମ୍ପିୟନ ଦଳର ଅଧିନାୟକ ୟଶ ଧୂଲ ନିଜ ସ୍ବପ୍ନକୁ ସାକାର କରିବା ଦିଗରେ ଆଉ ପାଦେ ଆଗେଇଛନ୍ତି। ୧୮ ମାସ ମଧ୍ୟରେ ଜାତୀୟ ଦଳ ପାଇଁ...

‘ମୁର୍ଖଙ୍କ ଭଳି କାର୍ଯ୍ୟ କଲେ, ପରିଣାମ ଭୋଗିବାକୁ ପଡ଼େ’

ନୂଆଦିଲ୍ଲୀ,୧୭।୨: ମିଷ୍ଟର ଆଇପିଏଲ ଭାବେ ଜଣାଶୁଣା ସୁରେଶ ରାଇନା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ର ଆଗାମୀ ସଂସ୍କରଣରେ ଖେଳିବେ ନାହିଁ। ଇତିହାସରେ ପ୍ରଥମ ଥର ପାଇଁ ଏଭଳି ହେବାକୁ ଯାଉଛି। ବେଙ୍ଗାଲୁରୁଠାରେ ଆୟୋଜିତ ଦୁଇ ଦିନିଆ ମେଗା ଅକଶନରେ ରାଇନାଙ୍କୁ...

ଆଇପିଏଲ ନିଲାମରେ ୧୦.୭୫ କୋଟି ଟଙ୍କାରେ ବିକ୍ରି ହେବା ଖୁସିରେ ୧୫ ହଜାର ଟଙ୍କାର ପିଜ୍ଜା ମଗାଇଲେ ଏହି କ୍ରିକେଟର୍‌

କୋଲକତା,୧୭।୨: ଆଇପିଏଲ ନିଲାମ ୨୦୨୨ରେ, ହାଇଦ୍ରାବାଦ ଦଳ ୧୦.୭୫ କୋଟି ଟଙ୍କା ଦେଇ ଓ୍ବେଷ୍ଟଇଣ୍ଡିଜ୍‌ର ନିକୋଲାସ ପୁରାନ କିଣିଛି। ଗତ ସିଜନରେ ପଞ୍ଜାବ ପକ୍ଷରୁ ଖେଳିଥିବା ପୁରନ ଏବେ ହାଇଦ୍ରାବାଦ ପାଇଁ ଖେଳୁଥିବାର ନଜର ଆସିବେ। ନିଲାମରେ ୧୦.୭୫ କୋଟି...

‘ରବିଙ୍କ ପାଖରେ କିଛି ଭିନ୍ନ ଅଛି’

କୋଲକାତା,୧୭।୨: ଯୁବ ଲେଗ୍‌ ସ୍ପିନର ରବି ବିଷ୍ଣୋଇ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି୨୦ ମ୍ୟାଚ୍‌ରେ ଚମତ୍କାର ବୋଲିଂ କରିଥିଲେ। ଜୋଦପୁରର ୨୧ ବର୍ଷୀୟ ସ୍ପିନର ୪ ଓଭରରେ ୧୭ ରନ୍‌ ବିନିମୟରେ ହାତେଇଥିଲେ ୨ ଉଇକେଟ। ତାଙ୍କ ବୋଲିଂରେ ପ୍ରତିପକ୍ଷ...

ଟିମ୍‌ ଇଣ୍ଡିଆ ପାଇଁ ଖରାପ ଖବର

କୋଲକାତା,୧୭।୨: ସ୍ଥାନୀୟ ଇଡେନ ଗାର୍ଡେନ୍ସଠାରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ବୁଧବାର ଖେଳାଯାଇଥିବା ପ୍ରଥମ ଟି୨୦ ମ୍ୟାଚ୍‌ରେ ଭାରତ ୬ ଉଇକେଟରେ ବିଜୟ ହାସଲ କରିଛି। କିନ୍ତୁ ଏହି ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆର ଦୁଇ ଖେଳାଳି ଆହତ ହୋଇଛନ୍ତି। ସେମାନେ ହେଲେ ଦୀପକ...

୯୦ ବର୍ଷ ପରେ ଦକ୍ଷିଣ ଆଫ୍ରିକା କ୍ରିକେଟ୍‌ରେ ଘଟିଲା ଏମିତି

ଖ୍ରୀଷ୍ଟଚର୍ଚ୍ଚ,୧୭।୨: ନ୍ୟୁଜିଲାଣ୍ଡ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ପ୍ରଥମ ଟେଷ୍ଟରେ ଭ୍ରମଣକାରୀ ଦଳ ଏକ ନିଆରା ରେକର୍ଡ ହାସଲ କରିଛନ୍ତି। ଦକ୍ଷିଣ ଆଫ୍ରିକା ଦଳ ପ୍ରଥମ ପାଳିରେ ମାତ୍ର ୯୫ ରନ୍‌ ଅଲଆଉଟ୍‌ ହୋଇଯାଇଥିଲା। ୯୦ ବର୍ଷ ପରେ...

କୋହଲିଙ୍କ କଥା ମାନିଲେ ରୋହିତ: ଦେଖନ୍ତୁ ଭିଡିଓ

କୋଲକତା,୧୭।୨: ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଟି-୨୦ ମ୍ୟାଚ୍‌ର ଭାରତ ବିଜୟ ହାସଲ କରିଛି। ଓପନର୍‌ ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଟିମ ଇଣ୍ଡିଆ ସିରିଜର ୱେଷ୍ଟଇଣ୍ଡିଜକୁ ୬ ଉଇକେଟ୍‌ରେ ପରାସ୍ତ କରିଛି। ଏହି ବିଜୟ ସହିତ ଭାରତୀୟ...

ବୋଲିଂରେ ରବି ବ୍ୟାଟିଂରେ ସୂର୍ଯ୍ୟ ଚମକିଲେ

କୋଲକାତା,୧୬।୨: ପ୍ରଥମେ ବୋଲରଙ୍କ ମାପଚୁପ ବୋଲିଂ ବଳରେ ଓ୍ବେଷ୍ଟଇଣ୍ଡିଜକୁ ୧୫୭/୭ରେ ରୋକି ଦେଇଥିଲା ଟିମ୍‌ ଇଣ୍ଡିଆ। ତା’ ପରେ ଅଧିନାୟକ ରୋହିତ ଶର୍ମା ଓ ସୂର୍ଯ୍ୟକୁମାର ଯାଦବଙ୍କ ବିସ୍ଫୋରକ ବ୍ୟାଟିଂ ପାଳି ଯୋଗୁ ଭାରତୀୟ ଦଳ ପ୍ରଥମ ଟି୨୦ ମ୍ୟାଚ୍‌ରେ...

କୋହଲିଙ୍କୁ ନେଇ ବଡ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟର୍‌ ବିରାଟ କୋହଲିଙ୍କ ପାଇଁ ଗତ କିଛି ବର୍ଷ ହେବ ଭଲ ଚାଲି ନାହିଁ। ୨୦୧୯ଠାରୁ ବିରାଟ ଏକ ଶତକ ସ୍କୋର କରିବାରେ ସକ୍ଷମ ହୋଇନାହାଁନ୍ତି। ଏହା ବ୍ୟତୀତ ସମସ୍ତ ତିନୋଟି ଫର୍ମାଟର ଅଧିନାୟକତ୍ୱ ବିରାଟଙ୍କ ହାତରୁ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri