ଖେଳ

କିଏ ସେଇ ‘ସିଏସ୍‌କେ ଗର୍ଲ’; ଧୋନୀଙ୍କ ଛକା ଦେଖି ଯିଏ…

ମୁମ୍ବାଇ,୨୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୨ରେ ସୋମବାର ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ପଞ୍ଜାବ କିଙ୍ଗ୍ସ ମଧ୍ୟରେ କଡ଼ା ମୁକାବିଲା ଦେଖିବାକୁ ମିଳିଥିଲା। ଶେଷ ଓଭରରେ ମ୍ୟାଚ୍‌କୁ ପଞ୍ଜାବ ଟିମ୍‌ ଜିତି ନେଇଥିଲା। ହେଲେ ଏହି ମ୍ୟାଚ୍‌ ବେଳେ ଜଣେ...

ମୁମ୍ବାଇର ଅଧିନାୟକ ପଦ ଛାଡ଼ିଦେବେ ରୋହିତ! ଅଧା ସିଜନରୁ ନେତୃତ୍ୱ ଛାଡ଼ିବା ତାଲିକା ଲମ୍ବା…

ମୁମ୍ବାଇ,୨୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ଚଳିତ ସଂସ୍କରଣରେ ମୁମ୍ବାଇ ଇଣ୍ଡିଆନ୍ସର ପ୍ରଦର୍ଶନ ବେଶ ନୈରାଶ୍ୟଜନକ ରହିଛି। ପ୍ରଥମ ଥର ପାଇଁ ଦଳ ଏଯାବତ ଖେଳିଥିବା ୮ ମୁକାବିଲାରେ ପରାଜିତ ହୋଇଛି। ଏଭଳି ପ୍ରଦର୍ଶନକୁ ଦୃଷ୍ଟିରେ ରଖି ରୋହିତ ଶର୍ମା ମୁମ୍ବାଇର...

ଟସ୍‌ ଜିତିଲା ଆର୍‌ସିବି, ବୋଲିଂ ନିଷ୍ପତ୍ତି…

ମୁମ୍ବାଇ, ୨୬।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ୩୯ ତମ ମ୍ୟାଚ୍‌ରେ ମଙ୍ଗଳବାର ରାଜସ୍ଥାନ ରୟାଲର୍‌ସ(ଆର୍‌ଆର୍‌) ବିପକ୍ଷରେ ରୟାଲ ଚ୍ୟାଲେଞ୍ଜର ବାଙ୍ଗାଲୋର୍‌(ଆର୍‌ସିବି) ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ମହାରାଷ୍ଟ୍ର ପୁୁଣେର କ୍ରିକେଟ ଆସୋସିଏଶନ ଷ୍ଟାଡିୟମ୍‌ରେ...

ବିଦ୍ୟୁତ୍‌ କାଟ୍‌କୁ ନେଇ ପ୍ରଶ୍ନ ଉଠାଇଲେ ଧୋନୀଙ୍କ ସ୍ତ୍ରୀ

ରାଞ୍ଚି,୨୬।୨: ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଉଥିବାବେଳେ ବିଦ୍ୟୁତ୍‌ କାଟ୍‌ ଲୋକଙ୍କ ସମସ୍ୟାକୁ ଆହୁରି ବଢାଇ ଦେଇଛି। ନିକଟରେ ଭାରତର ପୂର୍ବତନ କ୍ରିକେଟ ଅଧିନାୟକ ଏମଏସ ଧୋନୀଙ୍କ ସ୍ତ୍ରୀ ସାକ୍ଷୀ ଧୋନୀ ବିଦ୍ୟୁତ୍‌ କାଟ୍‌କୁ ନେଇ ଏକ ଟୁଇଟ କରିଛନ୍ତି।...

୩ଟି ବଡ଼ ସଫଳତା ହାସଲ କଲେ ଶିଖର ଧାୱନ

ମୁମ୍ବାଇ,୨୬।୪: ଆଇପିଏଲ ୨୦୨୨ର ୩୮ତମ ମ୍ୟାଚରେ ପଞ୍ଜାବ କିଙ୍ଗ୍ସର ଓପନର୍‌ ଶିଖର ଧାୱନ  ୩ଟି ବଡ଼ ସଫଳତା ହାସଲ କରିଛନ୍ତି। ଏହି ମ୍ୟାଚ୍‌ରେ ୩୬ ବର୍ଷୀୟ ଧାୱନ ଆଇପିଏଲରେ ନିଜର ୨୦୦ତମ ମ୍ୟାଚ ଖେଳିବାକୁ ଓହ୍ଲାଇଥିଲେ। ଚେନ୍ନାଇ ସୁପର କିଙ୍ଗ୍ସ...

୨୮ ବର୍ଷ ସାନ ଯୁବତୀଙ୍କୁ ବିବାହ କରିବେ ୬୬ ବର୍ଷୀୟ କ୍ରିକେଟର୍‌

କୋଲକତା,୨୬।୪:ଭାରତର ପୂର୍ବତନ କ୍ରିକେଟର ତଥା ସମୀକ୍ଷକ ଅରୁଣ ଲାଲ ୬୬ ବର୍ଷ ବୟସରେ ଦ୍ୱିତୀୟ ଥର ବିବାହ କରିବାକୁ ଯାଉଛନ୍ତି। ତାଙ୍କର ଭାବି ସ୍ତ୍ରୀ ବୁଲବୁଲ ସାହାଙ୍କୁ ୩୮ ବର୍ଷ ବୟସ। ଉଭୟଙ୍କ ବୟସରେ ୨୮ ବର୍ଷର ପାର୍ଥକ୍ୟ ଅଛି।...

ସଂଘର୍ଷ କରି ହାରିଲା ଚେନ୍ନାଇ

ମୁମ୍ବାଇ,୨୫।୪: ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମ୍‌ରେ ସୋମବାର ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ୩୮ତମ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ସଂଘର୍ଷ କରି ୧୧ରନ୍‌ରେ ପରାସ୍ତ ହୋଇଛି। ଶେଷ ବଲ୍‌ରେ ୧୩ ରନ୍‌ ଆବଶ୍ୟକ ଥିବା ବେଳେ ଚେନ୍ନାଇ ସୁପରକିଙ୍ଗ୍ସର ଅଧିନାୟକ ରବୀନ୍ଦ୍ର...

ଚେନ୍ନାଇକୁ ୧୮୮ରନ୍‌ର ଟାର୍ଗେଟ ଦେଲା ପଞ୍ଜାବ

ମୁମ୍ବାଇ,୨୫।୪: ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମ୍‌ରେ ସୋମବାର ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ୩୮ତମ ମ୍ୟାଚରେ ଚେନ୍ନାଇ ସୁପରକିଙ୍ଗ୍ସ ଅଧିନାୟକ ରବିନ୍ଦ୍ର ଜାଡେଜା ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଫଳରେ ପଞ୍ଜାବ କିଙ୍ଗ୍ସ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ଓଭରରେ...

ବାୟୋ-ବବଲ ମୁକ୍ତ ହୋଇପାରେ ଦକ୍ଷିଣ ଆଫ୍ରିକା ବିପକ୍ଷ ସିରିଜ

ନୂଆଦିଲ୍ଲୀ, ୨୫ା୪: କ୍ରିକେଟରମାନଙ୍କ ମାନସିକ ଅବସ୍ଥାର ହିତ ଦୃଷ୍ଟିରୁ ଆସନ୍ତା ଦକ୍ଷିଣ ଆଫ୍ରିକା ବିପକ୍ଷ ୫ ମ୍ୟାଚ ବିଶିଷ୍ଟ ଟି୨୦ ସିରିଜରେ ବାୟୋ-ବବଲ ରହି ନ ପାରେ। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ତରଫରୁ ଏହି ସୂଚନା ଦିଆଯାଇଛି।...

ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଲା ଚେନ୍ନାଇ

ମୁମ୍ବାଇ,୨୫।୪: ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମ୍‌ରେ ସୋମବାର ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ୩୮ତମ ମ୍ୟାଚ ପଞ୍ଜାବ କିଙ୍ଗ୍ସ ଓ ଚେନ୍ନାଇ ସୁପରକିଙ୍ଗ୍ସ ମଧ୍ୟରେ ଖେଳାଯାଉଛି। ଚେନ୍ନାଇ ସୁପରକିଙ୍ଗ୍ସ ଅଧିନାୟକ ରବିନ୍ଦ୍ର ଜାଡେଜା ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ...

ଆର୍‌ସିବିର ପିଛା ଛାଡୁନି ୨୩ ଏପ୍ରିଲ

ମୁମ୍ବାଇ,୨୫।୪: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି) ଏବଂ ଏପ୍ରିଲ ୨୩ ତାରିଖ ମଧ୍ୟରେ ଏକ ସଂଯୋଗ ରହିଛି। ଗତ ଶନିବାର ତଥା ଏପ୍ରିଲ ୨୩ ତାରିଖରେ ସନ୍‌ରାଇଜର୍ସ ହାଇଦ୍ରାବାଦ୍‌ ବିପକ୍ଷ ମ୍ୟାଚ୍‌ରେ ଆର୍‌ସିବି ୬୮ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା। ତେବେ...

ରାହୁଲଙ୍କୁ ଜୋରିମନା

ମୁମ୍ବାଇ,୨୫।୪: କେ.ଏଲ ରାହୁଲଙ୍କ ନେତୃତ୍ୱାଧୀନ ଲକ୍ଷ୍ନୌ ସୁପର ଜିଆଣ୍ଟସ ମୁମ୍ବାଇ ଇଣ୍ଡିଆନ୍ସ ଉପରେ ଆଇପିଏଲ ୨୦୨୨ର ପଞ୍ଚମ ବିଜୟ ହାସଲ କରିଛି। ତେବେ ଏହି ବିଜୟ ପରେ ଲକ୍ଷ୍ନୌର ଦଳକୁ ଦଣ୍ଡିତ କରାଯାଇଛି। ଅଧିନାୟକ କେ.ଏଲ ରାହୁଲ ଏବଂ ବାକି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri