ଖେଳ

ଆଇପିଏଲ୍‌ରେ ଉଇକେଟକିପିଂ କରିବେ ରାୟୁଡୁ

ନୂଆଦିଲ୍ଲୀ,୪।୨: ଆସନ୍ତା ୧୨ ଓ ୧୩ ତାରିଖରେ ବାଙ୍ଗାଲୁରୁଠାରେ ହେବାକୁ ଥିବା ଆଇପିଏଲ୍‌ ଅକଶନ ପ୍ରକ୍ରିୟା ଲାଗି ଗତ ସୋମବାର ଚୂଡ଼ାନ୍ତ ଖେଳାଳିଙ୍କ ତାଲିକା ଘୋଷଣା କରିଛି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିାଇ)। ଚୂଡ଼ାନ୍ତ ତାଲିକାରେ ସ୍ଥାନ ପାଇଥିବା...

ଟିମ୍‌ ଇଣ୍ଡିଆ ପାଇଁ ରେକର୍ଡ ମ୍ୟାଚ୍‌

ଅହମ୍ମଦାବାଦ୍‌,୪।୨: ଆସନ୍ତା ୬ ତାରିଖରେ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆ ମ୍ୟାଚ୍‌ରେ ଓହ୍ଲାଇବା କ୍ଷଣି ଏକ ସ୍ବତନ୍ତ୍ର ରେକର୍ଡ କରିବ ଟିମ୍‌ ଇଣ୍ଡିଆ। ଭାରତୀୟ ଦଳ ପାଇଁ ଏହା ହେବାକୁ ଯାଉଛି ଏକ ହଜାର ତମ...

ବିଶ୍ୱକପ୍‌ ଫାଇନାଲ୍‌ ପୂର୍ବରୁ ଖେଳାଳିଙ୍କୁ ଗୁରୁମନ୍ତ୍ର ଦେଲେ ବିରାଟ କୋହଲି

ଅହମଦାବାଦ୍‌,୪।୨:ଭାରତୀୟ ଦଳ ଅଷ୍ଟ୍ରେଲିଆକୁ ପରାସ୍ତ କରି ଅଷ୍ଟମ ଥର ପାଇଁ ଅଣ୍ଡର -୧୯ ବିଶ୍ୱକପ ଫାଇନାଲରେ ପ୍ରବେଶ କରିଛି । ଫେବୃୟାରୀ ୫ରେ ଶନିବାର ଟାଇଟଲ ପାଇଁ ଇଂଲଣ୍ଡକୁ ଭେଟିବ ଭାରତ। ଏହି ବଡ ମ୍ୟାଚ ପୂର୍ବରୁ ସିନିୟର ଦଳର...

ପୂଜାରା, ରାହାନେଙ୍କ ଫର୍ମ ଉପରେ ମୁହଁ ଖୋଲିଲେ ଗାଙ୍ଗୁଲି

ନୂଆଦିଲ୍ଲୀ,୩।୨: ବରିଷ୍ଠ ଟେଷ୍ଟ ବ୍ୟାଟର ଚେତେଶ୍ୱର ପୂଜାରା ଓ ଅଜିଙ୍କ୍ୟ ରାହାନେ ଏବେ ଫର୍ମରେ ନାହାନ୍ତି। ଦକ୍ଷିଣ ଆଫ୍ରିକା ବିପକ୍ଷ ସିରିଜ୍‌ରେ ଦୁହେଁ ୬ଟି ଇନିଂସ ଖେଳି କେବଳ ଗୋଟିଏ ଅର୍ଦ୍ଧଶତକ ହାସଲ କରିପାରିଥିଲେ। ଏଥିଯୋଗୁ ଟେଷ୍ଟ ଦଳରେ ଏମାନଙ୍କ...

ଆଇପିଏଲ୍‌କୁ ନେଇ ବଡ଼ ଖୁଲାସା କଲେ ଗାଙ୍ଗୁଲି

ନୂଆଦିଲ୍ଲୀ,୩।୨: କ୍ରିକେଟ ବୋର୍ଡ ଅଫ ଇଣ୍ଡିଆ (ବିସିସିଆଇ) ସଭାପତି ସୌରଭ ଗାଙ୍ଗୁଲି ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ)ର ୧୫ତମ ସିଜନକୁ ନେଇ ଏକ ବଡ଼ ଖୁଲାସା କରିଛନ୍ତି। ଆଇପିଏଲ ୨୦୨୨ର ଲିଗ ମ୍ୟାଚ କେବଳ ମହାରାଷ୍ଟ୍ରରେ ଖେଳାଯିବ ନକ୍‌ଆଉଟ୍‌ ମୁକାବିଲା...

ନୂଆ ଅବତାରରେ ଧୋନୀ

ନୂଆଦିଲ୍ଲୀ,୩।୨:ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ କ୍ରିକେଟ୍‌ରୁ ଅବସର ନେଇସାରି ଥିଲେ ମଧ୍ୟ ତାଙ୍କ କ୍ରେଜ୍‌ କମିନି। ଭାରତର ଅନ୍ୟତମ ସଫଳ ଅଧିନାୟକ ଧୋନୀଙ୍କୁଏବେ ନୂଆ ଅବତାରରେ ଦେଖିବାକୁ ମିଳିବ। ଗ୍ରାଫିକ ଉପନ୍ୟାସ ‘ଅଥର୍ବ’ରେ ସେ ନଜର ଆସିବେ।...

ଐତିହାସିକ ମ୍ୟାଚ୍‌ ପୂର୍ବରୁ ସଙ୍କଟରେ ଭାରତୀୟ ଦଳ

ଅହମଦାବାଦ୍‌,୩।୨:ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ୩ଟି ଦିନିକିଆ ସିରିଜ ଫେବୃୟାରୀ ୬ରୁ ଆରମ୍ଭ ହେବାକୁ ଯାଉଛି। କିନ୍ତୁ ଏହା ପୂର୍ବରୁ ମଧ୍ୟ ଟଭାରତୀୟ ଦଳର ଅଧିକାଂଶ ଖେଳାଳି କରୋନା ଆକ୍ରାନ୍ତ ହୋଇଛନ୍ତି। ଶିଖର ଧାୱନ, ଶ୍ରେୟାସ ଆୟର, ଋତୁରାଜ ଗାଇକ୍ୱାଡ,...

କୋଚଙ୍କ ଭବିଷ୍ୟବାଣୀ ହେଲା ସତ

ଆଣ୍ଟିଗୁଆ,୩।୨: ଅଷ୍ଟ୍ରେଲିଆ ବିପକ୍ଷ ଅଣ୍ଡର -୧୯ ବିଶ୍ୱକପ୍‌ ସେମିଫାଇନାଲର ଗୋଟିଏ ଦିନ ପୂର୍ବରୁ ୟଶ ଧୁଲଙ୍କୁ ଦିଲ୍ଲୀର ଦୁଇ ବରିଷ୍ଠ ଖେଳାଳି ବିରାଟ କୋହଲି ଏବଂ ଉନ୍ମୁକ ଚାନ୍ଦଙ୍କ ବିଷୟରେ ମନେ ପକାଇ ଦିଆଯାଇଥିଲା। କାରଣ ଏହି ଦୁଇ ଖେଳାଳି...

ଅନ୍ଧାରରେ ଭାରତ-ଓ୍ବେଷ୍ଟଇଣ୍ଡିଜ ସିରିଜ୍‌

ଅହମ୍ମଦାବାଦ୍‌,୨।୨: ଆସନ୍ତା ୬ ତାରିଖରୁ ଭାରତ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଆରମ୍ଭ ହେବାକୁ ଯାଉଥିବା ସୀମିତ ଓଭର ସିରିଜ୍‌ ଉପରେ କଳାବାଦଲ ଦେଖା ଦେଇଛି। ୩ ଖେଳାଳିଙ୍କ ସହ ଭାରତୀୟ ଦଳର ମୋଟ ୬ ସଦସ୍ୟ କୋଭିଡ୍‌-୧୯ରେ ସଂକ୍ରମିତ ଥିବା...

ଅଷ୍ଟ୍ରେଲିଆକୁ ୨୯୧ ରନ୍‌ ମଧ୍ୟରେ ରୋକିବା ଦରକାର

ଆଣ୍ଟିଗୁଆ,୨।୨: ଚଳିତ ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ ଫାଇନାଲରେ ସ୍ଥାନ ପକ୍କା କରିବା ପାଇଁ ଅଷ୍ଟ୍ରେଲିଆ ଆଗରେ ୨୯୧ ରନ୍‌ର ଟାଗେର୍ଟ ଛିଡ଼ା କରିଛି ଭାରତୀୟ ଦଳ। ଟସ୍‌ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିବା ଟିମ୍‌ ଇଣ୍ଡିଆକୁ ଭଲ...

୧୭ ଭାରତୀୟ ଖେଳାଳିଙ୍କ ବେସ୍‌ ପ୍ରାଇସ୍‌ ୨ କୋଟି

ନୂଆଦିଲ୍ଲୀ,୨।୨: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ର ପରବର୍ତ୍ତୀ ସଂସ୍କରଣ ଲାଗି ଆସନ୍ତା ୧୨ ଓ ୧୩ ତାରିଖରେ ବାଙ୍ଗାଲୁରୁରେ ମେଗା ଅକ୍‌ଶନ ହେବ। ଖେଳାଳିଙ୍କ ସର୍ବାଧିକ ବେସ୍‌ ପ୍ରାଇସ୍‌ ୨ କୋଟି ଟଙ୍କା ରଖାଯାଇଛି। ଏହି ବେସ୍‌ ପ୍ରାଇସ୍‌ରେ ମୋଟ...

ଶସ୍ତାରେ ଓପନରଙ୍କୁ ହରାଇଲା ଟିମ୍‌ ଇଣ୍ଡିଆ

ଆଣ୍ଟିଗୁଆ,୨।୨: ଏଠାରେ ବୁଧବାର ଖେଳାଯାଉଥିବା ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ର ସେମିଫାଇନାଲରେ ଖୁବ୍‌ ଶସ୍ତାରେ ଦୁଇ ଓପନରଙ୍କୁ ହରାଇଛି ଟିମ୍‌ ଇଣ୍ଡିଆ। ଅଷ୍ଟ୍ରେଲିଆ ବୋଲିଂ ଆଗରେ ଭାରତୀୟ ଦଳ ଏପର୍ଯ୍ୟନ୍ତ ୧୩ ଓଭରରେ ୨ ଉଇକେଟ ହରାଇ ୪୧ ରନ୍‌...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri