ଖେଳ

ରୁଟ୍‌ ନେତୃତ୍ୱ ଛାଡ଼ିଦେବା ଉଚିତ

ମେଲବୋର୍ନ,୨୯।୧୨: ଚଳିତ ଆଶେସ ସିରିଜ୍‌ର ତୃତୀୟ ତଥା ମେଲବୋର୍ନ ଟେଷ୍ଟରେ ଇଂଲଣ୍ଡ ଏକ ଇନିଂସ ଓ ୧୪ ରନ୍‌ରେ ଅଷ୍ଟ୍ରେଲିଆଠାରୁ ପରାଜୟ ବରଣ କରିଛି। ଏଭଳି ଆତ୍ମସମର୍ପଣ ପରେ ଇଂଲଣ୍ଡ ଅଧିନାୟକ ଜୋ ରୁଟ୍‌ଙ୍କୁ ଅଧିନାୟକ ପଦ ଛାଡ଼ିଦେବାକୁ କହିଛନ୍ତି...

ଜାହିର, ଇଶାନ୍ତଙ୍କୁ ପଛରେ ପକାଇଲେ

ସେଞ୍ଚୁରିଆନ,୨୮।୧୨: ଏଠାରେ ଚାଲିଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ପାଳିରେ ୫ ଉଇକେଟ ନେଇଛନ୍ତି ଭାରତୀୟ ପେସର ମହମ୍ମଦ ଶାମି। ଏଥିସହ ସେ ଟେଷ୍ଟ କ୍ରିକେଟ କ୍ୟାରିୟରରେ ୨୦୦ ଉଇକେଟ ପୂରଣ କରିଛନ୍ତି। ଏହି ମାଇଲଷ୍ଟୋନ ଛୁଇଁବାରେ...

ଦକ୍ଷିଣ ଆଫ୍ରିକାକୁ ୧୯୭ରେ ରୋକି ଦେଲେ

ସେଞ୍ଚୁରିଆନ,୨୮।୧୨: ପ୍ରଥମ ଇନିଂସରେ ୩୨୭ ରନ୍‌ କରିଥିବା ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାକୁ ୧୯୭ ରନ୍‌ରେ ରୋକି ଦେଇଛି। ଫଳରେ ପ୍ରଥମ ଇନିଂସରେ ୧୩୦ ରନ୍‌ ଅଗ୍ରଣୀ ହାସଲ କରିଛି ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଦଳ। ଭାରତୀୟ ବୋଲରଙ୍କ ମହମ୍ମଦ...

ଟିମ୍‌ ଇଣ୍ଡିଆକୁ ଶକ୍ତ ଧକ୍କା

ସେଞ୍ଚୁରିଆନ,୨୮।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟରେ ଭାରତୀୟ ଦଳକୁ ମଙ୍ଗଳବାର ଏକ ଶକ୍ତ ଧକ୍କା ଲାଗିଛି। ପେସ୍‌ ବୋଲିଂ ବିଭାଗର କର୍ଣ୍ଣଧାର ଯଶପ୍ରୀତ ବୁମରା ଆହତ ହୋଇଛନ୍ତି। ତୃତୀୟ ଦିନର ଦ୍ୱିତୀୟ ସେସନରେ ବୋଲିଂ କଲା ବେଳେ...

କ୍ୟାରିୟରର ଅନଲକି ଓଭର

କାନବେରା,୨୮।୧୨: ଅଷ୍ଟ୍ରେଲିଆନ ପେସର ଆଣ୍ଡ୍ର୍ୟୁ ଟାଏ ଚଳିତ ବିଗ୍‌ ବାଶ ଲିଗ୍‌ (ବିବିଏଲ)ରେ କ୍ୟାରିୟରର ଅନଲକି ଓଭର ପକାଇଛନ୍ତି। ପର୍ଥ ସ୍କଚର୍ସ ପାଇଁ ଖେଳୁଥିବା ଟାଏ ମଙ୍ଗଳବାର ସିଡ୍‌ନୀ ଥଣ୍ଡର ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରେ ୧୫ତମ ଓଭରରେ ବୋଲିଂ କରିବାକୁ...

ବଡ଼ ବିପର୍ଯ୍ୟୟ ଦେଖିଲା ଟିମ୍‌ ଇଣ୍ଡିଆ

ସେଞ୍ଚୁରିଆନ,୨୮।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ତଥା ସେଞ୍ଚୁରିଆନ ଟେଷ୍ଟରେ ଟିମ୍‌ ଇଣ୍ଡିଆକୁ ପ୍ରଥମ ଇନିଂସରେ ବଡ଼ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହେବାକୁ ପଡ଼ିଛି। ପ୍ରଥମ ଦିନ ଶେଷ ସୁଦ୍ଧା ୩ ଉଇକେଟ ହରାଇ ୨୭୨ ରନ୍‌ କରିଥିବା ଭାରତୀୟ...

ଦିନେ ଭାରତର ମଜା ଉଡାଇଥିଲେ, ଏବେ ପାଇଲେ ମୁହଁତୋଡ ଜବାବ

ନୂଆଦିଲ୍ଲୀ,୨୮।୧୨: ମେଲବୋର୍ନରେ ଖେଳାଯାଇଥିବା ତୃତୀୟ ଟେଷ୍ଟରେ ଇଂଲଣ୍ଡକୁ ଏକ ଇନିଂସ ଏବଂ ୧୪ ରନ୍‌ରେ ପରାସ୍ତ କରି ଅଷ୍ଟ୍ରେଲିଆ ଆଶେସ ସିରିଜ ଜିତିଛି। ଦ୍ୱିତୀୟ ଇନିଂସରେ ଇଂଲଣ୍ଡର ପୁରା ଦଳ ମାତ୍ର ୬୮ ରନ୍‌ରେ ଅଲଆଉଟ୍‌ ହୋଇଥିଲା। ଏହି ବିଜୟ...

ଦ୍ୱିତୀୟଥର ବାପା ହେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୨୮।୧୨: ପୂର୍ବତନ ଟିମ ଇଣ୍ଡିଆର ଅଲରାଉଣ୍ଡର ଇରଫାନ ପଠାନ ଦ୍ୱିତୀୟ ଥର ବାପା ହୋଇଛନ୍ତି। ଶିଶୁର ଏକ ଫଟୋ ଶେୟାର କରି ସେ ତାଙ୍କ ପ୍ରଶଂସକଙ୍କୁ ଏହି ଖୁସି ଖବର ଦେଇଛନ୍ତି। ସେ କହିଛନ୍ତି, ସଫା ଏବଂ ମୁଁ ଆମର...

ଲଜ୍ଜାଜନକ ରେକର୍ଡ ହାସଲ କଲା ଇଂଲଣ୍ଡ: ୧୪୪ ବର୍ଷ ଟେଷ୍ଟ ଇତିହାସରେ ଦ୍ୱିତୀୟଥର ଘଟିଲା ଏମିତି

ମେଲବୋର୍ନ,୨୮।୧୨: ଆଶେସ ସିରିଜର ତୃତୀୟ ଟେଷ୍ଟ ମ୍ୟାଚରେ ଅଷ୍ଟ୍ରେଲିଆ ଭ୍ରମଣକାରୀ ଦଳ ଇଂଲଣ୍ଡକୁ ଏକ ଇନିଂସ ଏବଂ ୧୪ ରନ୍‌ରେ ପରାସ୍ତ କରିଛି । ଜୋ ରୁଟଙ୍କ ଅଧିନାୟକତ୍ୱରେ ଥିବା ଇଂଲଣ୍ଡ ଦଳ ମେଲବୋର୍ନ ଟେଷ୍ଟରେ ଅଷ୍ଟ୍ରେଲିଆଠାରୁ ଲଜ୍ଜାଜନକ ପରାଜୟ...

୭ ରନ୍‌ରେ ୬ ଉଇକେଟ୍‌ ନେଇ ଐତିହାସିକ ମୁଲାଗ ପଦକ ଜିତିଲେ ଏହି କ୍ରିକେଟର୍‌

ମେଲବୋର୍ନ,୨୮।୧୨: ଅଷ୍ଟ୍ରେଲିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ ଖେଳାଯାଉଛି। ପ୍ରଥମ ଟେଷ୍ଟ ଖେଳୁଥିବା ଫାଷ୍ଟ ବୋଲର ସ୍କଟ ବୋଲାଣ୍ଡ ମାତ୍ର ସାତ ରନ ଦେଇ ୬ଟି ଉଇକେଟ ନେଇଥିଲେ। ତୃତୀୟ ଆଶେସ ଟେଷ୍ଟର ତୃତୀୟ ଦିନରେ ମଧ୍ୟାହ୍ନ ଭୋଜନ ପୂର୍ବରୁ ଅଷ୍ଟ୍ରେଲିଆ ଇଂଲଣ୍ଡକୁ...

ଚଳିତ ବର୍ଷ ବିରାଟ କୋହଲିଙ୍କ ପ୍ରତି ରନ୍‌ର ମୂଲ୍ୟ ଏତିକି ଟଙ୍କା

ନୂଆଦିଲ୍ଲୀ,୨୮।୧୨:୨୦୨୧ ବର୍ଷ ଶେଷ ହେବାକୁ ଯାଉଛି। ଟିମ ଇଣ୍ଡିଆ ପାଇଁ ଚଳିତବର୍ଷ ଯାଇନାହିଁ । ଦଳ ୨ ଟି ଆଇସିସି ଟ୍ରଫି ଜିତିବାରେ ବଞ୍ଚିତ ହୋଇଛି। ପ୍ରଥମ ଦଳ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ (ଡବ୍ଲ୍ୟୁଟିସି) ର ଫାଇନାଲରେ ନ୍ୟୁଜିଲାଣ୍ଡଠାରୁ ପରାସ୍ତ...

ସୌରଭ ଗାଙ୍ଗୁଲି କରୋନା ପଜିଟିଭ୍‌…

କୋଲକାତା, ୨୮।୧୨: ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲିଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ତାଙ୍କୁ ଚିକିତ୍ସା ଲାଗି କୋଲକାତାର ଉଡ୍‌ ଲାଣ୍ଡସ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କର ନମୁନା ପରୀକ୍ଷା ସୋମବାର କରାଯାଇଥିଲା। ଏହା ପଜିଟିଭ୍‌ ଆସିଥିଲା। ପୂର୍ବରୁ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri