ଖେଳ

ପାକିସ୍ତାନୀ କ୍ରିକେଟରଙ୍କ ନାମରେ ସାଙ୍ଘାତିକ ଅଭିଯୋଗ

କରାଚୀ, ୨୧।୧୨ : ପାକିସ୍ତାନ ଟେଷ୍ଟ ଲେଗ୍‌ ସ୍ପିନର ୟାସିର ଶାହା ଓ ତାଙ୍କର ଜଣେ ସାଙ୍ଗଙ୍କ ବିରୋଧରେ ନାବାଳିକାଙ୍କୁ ଅପହରଣ, ଯୌନ ନିର୍ଯାତନା ଏବଂ ଧମକାଇଥିବା ଅଭିଯୋଗ ହୋଇଛି। ଏ ନେଇ ଲାହୋରର ଶାଲିମାର ଥାନାରେ ମାମଲା ରୁଜୁ...

କୋହଲିଙ୍କ ବ୍ୟାଟିଂ ଉପରେ କାମ କରୁଛନ୍ତି ଡ୍ରାଭିଡ୍‌

ସେଞ୍ଚୁରିଆନ,୨୦।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ ପୂର୍ବରୁ ସେଞ୍ଚୁରିଆନଠାରେ ପୂର୍ବ ଦୁଇ ଦିନ ଭଳି ସୋମବାର ମଧ୍ୟ ନେଟ୍ସରେ ଝାଳ ବୁହାଇଛନ୍ତି ଭରତୀୟ ଦଳର ଖେଳାଳି। ଏହାର କିଛି ଫଟୋ ଶେୟାର କରିଛି ବିସିସିଆଇ।...

ଦୁଇ ଥର ପାକିସ୍ତାନ ଗସ୍ତ କରିବ ନ୍ୟୁଜିଲାଣ୍ଡ

କରାଚୀ,୨୦।୧୨: ଚଳିତ ବର୍ଷ ପାକିସ୍ତାନରେ ସୀମିତ ଓଭର ସିରିଜ୍‌ ଆରମ୍ଭ ହେବା ପୂର୍ବରୁ ସ୍ବଦେଶ ଫେରିଯାଇଥିଲା ନ୍ୟୁଜିଲାଣ୍ଡ। ବାତିଲ ହୋଇଥିବା ସେହି ସିରିଜ୍‌ ଲାଗି ନ୍ୟୁଜିଲାଣ୍ଡ ୨୦୨୨-୨୩ ସିଜନରେ ଦୁଇ ଥର ପାକିସ୍ତାନ ଗସ୍ତ କରିବ। ଏ ନେଇ ପାକିସ୍ତାନ...

ତ୍ରିଶତକ ହାସଲ କଲେ ଶୋଏବ ମଲିକଙ୍କ ଭଣଜା

କରାଚୀ,୨୦।୧୨: ପାକିସ୍ତାନର ପୂର୍ବତନ ଅଧିନାୟକ ଶୋଏବ ମଲିକଙ୍କ ଭଣଜା ମହମ୍ମଦ ହୁରାଇରା ସୋମବାର ଇତିହାସ ରଚିଛନ୍ତି। ସେ ଦେଶର ଦ୍ୱିତୀୟ ସର୍ବକନିଷ୍ଠ କ୍ରିକେଟର ଭାବେ କୁଏଦ-ଏର-ଆଜାମ ଟ୍ରଫିରେ ହାସଲ କରିଛନ୍ତି ତ୍ରିଶତକ। ଚଳିତ ସିଜନରେ ପ୍ରଥମ ଶ୍ରେଣୀ ପଦାର୍ପଣ କରିଥିବା...

ପନ୍ତଙ୍କୁ ମିଳିଲା ବଡ଼ ଦାୟିତ୍ୱ: ମୁଖ୍ୟମନ୍ତ୍ରୀ କଲେ ଭିଡିଓ କଲ୍‌

ଡେରାଡୁନ,୨୦।୧୨: ଭାରତୀୟ ଦଳର ଉଇକେଟ କିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କୁ ଉତ୍ତରାଖଣ୍ଡର ବ୍ରାଣ୍ଡ ଆମ୍ବାସାଡର କରାଯାଇଛି। ରାଜ୍ୟ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ଏହା ଘୋଷଣା କରିଛନ୍ତି। ଏହା ପରେ ପନ୍ତ କହିଛନ୍ତି ଯେ, ତାଙ୍କ ରାଜ୍ୟରେ କ୍ରୀଡା ଏବଂ...

ବିଶ୍ୱରେକର୍ଡ ହାସଲ କଲେ ଏହି କ୍ରିକେଟର୍‌

ଆଡିଲେଡ,୨୦।୧୨: ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ଆଶେସ ସିରିଜର ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ ଆଡିଲେଡରେ ଖେଳାଯାଉଛି। ଏହି ମ୍ୟାଚରେ ଇଂଲଣ୍ଡ ବୋଲର ଜେମ୍ସ ଆଣ୍ଡରସନ ଏକ ନିଆରା ସଫଳତା ହାସଲ କରିଛନ୍ତି । ତାଙ୍କ ପୂର୍ବରୁ ଟେଷ୍ଟ କ୍ରିକେଟରେ ଦୁନିଆର...

୧୪୪ ବର୍ଷ କ୍ରିକେଟ୍‌ ଇତିହାସରେ ମାତ୍ର ଥରେ ଏପରି ଘଟିଥିଲା

ଟେଷ୍ଟ କ୍ରିକେଟ ହେଉଛି ଖେଳର ସର୍ବପୁରାତନ ଫର୍ମାଟ। କିନ୍ତୁ ଦିନିକିଆ, ଟି-୨୦ର ଆଗମନ ପରଠାରୁ ଏହାର ରୋମାଞ୍ଚକ ପୂର୍ବ ଅପେକ୍ଷା କମ ରହିଛି। କିନ୍ତୁ ୭୩ ବର୍ଷ ପୂର୍ବେ, ୧୯୪୮ରେ, ଏକ ଟେଷ୍ଟ ମ୍ୟାଚ୍‌ ଖେଳାଯାଇଥିଲା ଯାହା ଟି୨୦ ଏବଂ...

ଛିଙ୍କୁ ଛିଙ୍କୁ ଚେୟାରରୁ ଗଳିପଡିଲେ ଏହି କ୍ରିକେଟର୍‌, ସାଥୀ ଖେଳାଳି ଭୟଭୀତ: ଦେଖନ୍ତୁ ଭିଡିଓ

ଆଡିଲେଡ୍‌,୨୦।୧୨: ପାଞ୍ଚ ମ୍ୟାଚ ବିଶିଷ୍ଟ ଆଶେସ ସିରିଜ ୨୦୨୦-୨୧ର ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ଇଂଲଣ୍ଡ ବିପକ୍ଷରେ ଅଷ୍ଟ୍ରେଲିଆ ୪୦୦ରୁ ଅଧିକ ରନର ଅଗ୍ରଣୀ ହାସଲ କରିଛି। ଆଡିଲେଡର ଓଭାଲରେ ଦୁଇ ଦଳ ମଧ୍ୟରେ ଏହି ମ୍ୟାଚ ଦିନରାତି ଖେଳାଯାଉଛି ।...

ଐତିହାସିକ ରୌପ୍ୟ ସହ ଫେରିଲେ ଶ୍ରୀକାନ୍ତ

ନୂଆଦିଲ୍ଲୀ,୧୯।୧୨: ଭାରତୀୟ ଷ୍ଟାର ପୁରୁଷ ଶଟଲର କିଡାମ୍ବି ଶ୍ରୀକାନ୍ତ ଚଳିତ ବିଡବ୍ଲ୍ୟୁଏଫ୍‌ ବିଶ୍ୱ ଚାମ୍ପିୟନଶିପ୍‌ରେ ରୌପ୍ୟ ପଦକରେ ସନ୍ତୁଷ୍ଟ ରହିଛନ୍ତି। ରବିବାର ସ୍ପେନର ହୁଏଲଭାଠାରେ ଖେଳାଯାଇଥିବା ଫାଇନାଲରେ ତାଙ୍କୁ ହରାଇ ସ୍ବର୍ଣ୍ଣ ପଦକ ହାତେଇ ନେଇଛନ୍ତି ସିଙ୍ଗାପୁରର ଲୋ କେନ...

୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ ଲାଗି ଘୋଷଣା ହେଲା ଭାରତୀୟ ଦଳ

ନୂଆଦିଲ୍ଲୀ,୧୯।୧୨: ଆସନ୍ତା ବର୍ଷ ଜାନୁୟାରୀ ୧୪ରୁ ଫେବୃୟାରୀ ୫ ତାରିଖ ପର୍ଯ୍ୟନ୍ତ କାରିବିୟାନ ଦେଶ(ଓ୍ବେଷ୍ଟଇଣ୍ଡିଜ)ରେ ହେବାକୁ ଯାଉଛି ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌। ଏଥିଲାଗି ରବିବାର ୧୭ ଜଣିଆ ଭାରତୀୟ ଦଳ ଘୋଷଣା କରିଛି ବିସିସିଆଇ। ଦିଲ୍ଲୀ ବ୍ୟାଟର ୟଶ...

ସଚିନ, ପଣ୍ଟିଂଙ୍କୁ ପଛରେ ପକାଇଲେ ରୁଟ

ଆଡିଲେଡ୍‌,୧୯।୧୨: ସଚିନ ତେନ୍ଦୁଲକର, ରିକି ପଣ୍ଟିଂ, ସୁନିଲ ଗାଭାସ୍କରଙ୍କ ଭଳି କିମ୍ବଦନ୍ତୀଙ୍କୁ ପଛରେ ପକାଇଛନ୍ତି ଇଂଲଣ୍ଡ ଅଧିନାୟକ ଜୋ ରୁଟ୍‌। ଗୋଟିଏ ବର୍ଷରେ ଟେଷ୍ଟ ଫର୍ମାଟରେ ୧,୬୦୦ରୁ ଅଧିକ ରନ୍‌ କରିବାରେ ସେ ବିଶ୍ୱର ଚତୁର୍ଥ କ୍ରିକେଟର। ଆଡିଲେଡ୍‌ ଓଭାଲଠାରେ...

ଜୀବନରେ ସ୍ତ୍ରୀ ଏବଂ ପ୍ରେମିକା ଚାପ ଦିଅନ୍ତି: ଗାଙ୍ଗୁଲି

ନୂଆଦିଲ୍ଲୀ,୧୯।୧୨: ବିରାଟ କୋହଲିଙ୍କ ସ୍ଥାନରେ ରୋହିତ ଶର୍ମାଙ୍କୁ ଭାରତ ଦିନିକିଆ ଦଳର ଅଧିନାୟକ କରାଯିବା ପରଠାରୁ ବିସିସିଆଇର ସଭାପତି ସୌରଭ ଗାଙ୍ଗୁଲିଙ୍କୁ ନେଇ ଚର୍ଚ୍ଚା ଲାଗି ରହିଛି। ଏପର୍ଯ୍ୟନ୍ତ ବିବାଦ ସୃଷ୍ଟି କରିବା ଭଳି ସେଭଳି କିଛି କହି ନ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri