ଖେଳ

ଏହି ବ୍ୟାଟ୍ସମ୍ୟାନ୍‌ଙ୍କ ଛକାରେ ରକ୍ତ ଜୁଡୁବୁଡୁ ହେଲେ ଦର୍ଶକ: ଦେଖନ୍ତୁ ଭିଡିଓ

ସିଡନୀ,୧୫।୧୧: ଅଷ୍ଟ୍ରେଲୀୟ ବ୍ୟାଟ୍ସମ୍ୟାନ ବେନ ମ୍ୟାକଡେରମୋଟଙ୍କ ଏକ ଛକାରେ ଜଣେ ପ୍ରଶଂସକ ରକ୍ତ ଜୁଡୁବୁଡୁ ହୋଇଛନ୍ତି। ପ୍ରଶଂସକ ଜଣଙ୍କ ବଲ୍‌ଟି ଧରିବାକୁ ଚେଷ୍ଟା କରୁଥିଲେ, କିନ୍ତୁ ସେ ଧରିପାରି ନ ଥିଲେ। ବଲ ସିଧାସଳଖ ତାଙ୍କ କପାଳକୁ ଆଘାତ କରିଥିଲା।...

ପୁଣି ଭାରତ-ପାକିସ୍ତାନ ମହାମୁକାବିଲା: ଜାଣନ୍ତୁ କେବେ ଖେଳାଯିବ

ନୂଆଦିଲ୍ଲୀ,୧୫।୧୨: ପୁଣି ଭାରତ ଏବଂ ପାକିସ୍ତାନ ମଧ୍ୟରେ ମହାମୁକାବିଲା ଦେଖିବାକୁ ମିଳିବ। ଏଥର ପୁରୁଷ ନୁହେଁ,ମହିଳା କ୍ରିକେଟ ଦଳ ସାମ୍ନାସାମ୍ନି ହେବେ। ଆସନ୍ତା ବର୍ଷ ମାର୍ଚ୍ଚ ୬ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଆଇସିସି ମହିଳା କ୍ରିକେଟ ବିଶ୍ୱକପ ୨୦୨୨...

ରୋହିତଙ୍କ ବିନା ସିରିଜ୍‌ ଜିତିବା କଷ୍ଟକର

ମୁମ୍ବାଇ,୧୫।୧୨: ଆସନ୍ତା ୨୬ ତାରିଖରୁ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଆରମ୍ଭ ହେବାକୁ ଥିବା ଟେଷ୍ଟ ସିରିଜ୍‌ରୁ ଆହତ ହୋଇ ବାଦ୍‌ ପଡ଼ିଛନ୍ତି ରୋହିତ ଶର୍ମା। ଉପ ଅଧିନାୟକଙ୍କ ଅନୁପସ୍ଥିତି ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ପାଇଁ ଟେଷ୍ଟ ସିରିଜ୍‌...

ଛୁଟି ମାଗି ନାହାନ୍ତି କୋହଲି

ନୂଆଦିଲ୍ଲୀ, ୧୪ା୧୨- ଆସନ୍ତା ଦକ୍ଷିଣ ଆଫ୍ରିକା ଟୁର୍‌ ସମୟରେ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜ ନ ଖେଳି ଟେଷ୍ଟ ଅଧିନାୟକ ବିରାଟ କୋହଲି ଛୁଟିରେ ଯାଇପାରନ୍ତି। ଏଭଳି ମିଡିଆ ରିପୋର୍ଟକୁ ଖଣ୍ଡନ କରିଛନ୍ତି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର...

୫ ମ୍ୟାଚ୍‌ରେ ଋତୁରାଜଙ୍କ ଚତୁର୍ଥ ଶତକ

ରାଜକୋଟ,୧୪।୧୨: ଚଳିତ ବିଜୟ ହଜାରେ ଟ୍ରଫିରେ ମହାରାଷ୍ଟ୍ର ଅଧିନାୟକ ତଥା ଓପନର ଋତୁରାଜ ଗାଏକ୍ୱାଡ ତାଙ୍କର ଦମ୍‌ଦାର ଫର୍ମ ଜାରି ରଖିଛନ୍ତି। ସେ ଏପର୍ଯ୍ୟନ୍ତ ୫ଟି ମ୍ୟାଚ୍‌ ଖେଳି ୪ଟି ଶତକ ଅର୍ଜନ କରିଛନ୍ତି। ମଙ୍ଗଳବାର ଅନୁଷ୍ଠିତ ଛତିଶଗଡ଼ ବିପକ୍ଷ...

୬୦ ବଲରେ ୧୦୦

ହୋବାର୍ଟ,୧୪।୧୨: ଅଷ୍ଟ୍ରେଲିଆକୁ ଟି୨୦ ବିଶ୍ୱକପ୍‌ ଜିତାଇଥିବା ମିଚେଲ ମାର୍ଶ ମଙ୍ଗଳବାର ବିଗ୍‌ ବାଶ ଲିଗ୍‌ (ବିବିଏଲ)ରେ ଦୁର୍ଦ୍ଦଶ ଶତକୀୟ ପାଳି ଖେଳିଛନ୍ତି। ପର୍ଥ ସ୍କଚର୍ସ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ଅଲରାଉଣ୍ଡର ୬୦ ବଲରେ ଖେଳିଥିଲେ ୧୦୦ ରନ୍‌ର ଅପରାଜିତ ଇନିଂସ।...

ଆଫଗାନିସ୍ତାନ ସହ ଦିନିକିଆ ସିରିଜ୍‌ ଖେଳିବ ଭାରତ

ମୁମ୍ବାଇ,୧୪।୧୨: ଆଗାମୀ ବର୍ଷ ଆଫଗାନିସ୍ତାନ ସହ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ ଖେଳିବ ଭାରତୀୟ ଦଳ। ଏହି ସିରିଜ୍‌ ଆଗାମୀ ବର୍ଷ ମାର୍ଚ୍ଚରେ ଖେଳାଯିବ ବୋଲି ଦର୍ଶାଯାଇଛି ଆଫଗାନିସ୍ତାନ କ୍ରିକେଟ ବୋର୍ଡ (ଏସିବି) ପକ୍ଷରୁ ପ୍ରକାଶ ପାଇଥିବା ପରବର୍ତ୍ତୀ...

ବଡ଼ ଉପଲବ୍ଧି ହାସଲ କଲା ପାକିସ୍ତାନ

କରାଚି,୧୪।୧୨: ପାକିସ୍ତାନ କ୍ରିକେଟ ଦଳ ଟି-୨୦ ଅନ୍ତର୍ଜାତୀୟ କ୍ରିକେଟରେ ଏକ ନୂତନ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ୱେଷ୍ଟଇଣ୍ଡିଜ ବିପକ୍ଷରେ ପ୍ରଥମ ଟି -୨୦ ମ୍ୟାଚ ଜିତିବା ପରେ ପାକିସ୍ତାନ ଗୋଟିଏ ବର୍ଷରେ ସର୍ବାଧିକ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ ବିଜୟ...

କୋହଲି କଲେ ଆଶ୍ଚର୍ଯ୍ୟ, ବିସିସିଆଇର ଚିନ୍ତା ବଢିଲା!

ନୂଆଦିଲ୍ଲୀ,୧୪।୧୨:ନିକଟରେ ବିସିସିଆଇ ବିରାଟ କୋହଲିଙ୍କୁ ଦିନିକିଆ ଅଧିନାୟକରୁ ହଟାଇ ରୋହିତ ଶର୍ମାଙ୍କୁ ନୂତନ ଅଧିନାୟକ ଦାୟିତ୍ୱ ଦେଇଛି। ଏହାକୁ ନେଇ ଟିମ ଇଣ୍ଡିଆରେ କିଛି ବିବାଦ ଲାଗି ରହିଛି। ବିରାଟ କୋହଲି ବିସିସିଆଇର ଏହି ନିଷ୍ପତ୍ତି ଉପରେ ଖପ୍ପା ଅଛନ୍ତି...

ବିଶ୍ୱରେକର୍ଡ କଲେ ଏହି କ୍ରିକେଟର୍‌

କରାଚି,୧୪।୧୨: ପାକିସ୍ତାନର ଉଇକେଟ କିପର ବ୍ୟାଟ୍ସମ୍ୟାନ ମହମ୍ମଦ ରିଜୱାନ ଟି-୨୦ ଅନ୍ତର୍ଜାତୀୟ ସ୍ତରରେ ଭଲ ପ୍ରଦର୍ଶନ ଜାରି ରଖିଛନ୍ତି। ରିଜୱାନ ମଧ୍ୟ ଟି -୨୦ ବିଶ୍ୱକପ ୨୦୨୧ରେ ଚମତ୍କାର ପ୍ରଦର୍ଶନ କରିଥିଲେ। ସେ ସୋମବାର ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦...

ଭାରତୀୟ ଦଳରେ ଫାଟ, ଦକ୍ଷିଣ ଆଫ୍ରିକା ସିରିଜ୍‌ରୁ ଓହରିଯିବେ କୋହଲି!

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ସିରିଜ ଡିସେମ୍ବର ୨୬ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ ଆରମ୍ଭ ପୂର୍ବରୁ ମଧ୍ୟ ଅନେକ ଘଟଣାକ୍ରମ ସାମ୍ନାକୁ ଆସୁଛି। ବିରାଟ କୋହଲି ଦକ୍ଷିଣ ଆଫ୍ରିକା ବିପକ୍ଷ ଦିନିକିଆ ସିରିଜରୁ ଓହରିଯିବାକୁ...

ସଚିନ ନୁହେଁ, ଏହି ଭାରତୀୟ ବ୍ୟାଟ୍ସମ୍ୟାନ୍‌ଙ୍କୁ ଭୟ କରୁଥିଲେ ଶୋଏବ ଅଖତର

ନୂଆଦିଲ୍ଲୀ,୧୩।୧୨: ପାକିସ୍ତାନର ପୂର୍ବତନ ଦ୍ରୁତ ବୋଲର ଶୋଏବ ଅଖତର ବିଶ୍ୱର ବଡ଼ ବଡ଼ ବ୍ୟାଟ୍ସମ୍ୟାନ୍‌ଙ୍କୁ ନିଜ ଦ୍ରୁତ ବୋଲିଂରେ ଆଉଟ୍‌ କରିଛନ୍ତି। ଅନେକ ବ୍ୟାଟ୍ସମ୍ୟାନ୍‌ ତାଙ୍କ ବିପକ୍ଷରେ ଖେଳିବା ସହଜ ନ ଥିଲା। ନିକଟରେ ଶୋଏବ ଅଖତର ପ୍ରକାଶ କରିଛନ୍ତି...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri