ଖେଳ

କାନପୁର ଟେଷ୍ଟରେ ପଦାର୍ପଣ କରିବେ ଶ୍ରେୟାସ

କାନପୁର,୨୪।୧୧: ଲୋକେଶ ରାହୁଲ ଆହତ ହେବାରୁ ମଧ୍ୟକ୍ରମରେ ଜଣେ ନୂଆ ବ୍ୟାଟରଙ୍କ ପାଇଁ ବାଟ ଫିଟିଛି। ଖାଲି ଥିବା ସ୍ଥାନରେ ଶ୍ରେୟାସ ଆୟାର ଟେଷ୍ଟ ପଦାର୍ପଣ କରିବେ। ଏହା ସ୍ପଷ୍ଟ କରିଛନ୍ତି ଭାରତୀୟ ଦଳର କାମଚଳା ଅଧିନାୟକ ଅଜିଙ୍କ୍ୟ ରାହାନେ।...

ବାପା ହେଲେ ଭୁବନେଶ୍ୱର

ଲକ୍ଷ୍ନୌ,୨୪।୧୧: ଭାରତୀୟ କ୍ରିକେଟ୍‌ ଦଳର ଦ୍ରୁତ ବୋଲର୍‌ ଭୁବନେଶ୍ୱର କୁମାର ପିତା ହେବାର ସୌଭାଗ୍ୟ ଲାଭ କରିଛନ୍ତି। ବୁଧବାର ଦିଲ୍ଲୀର ଏକ ଘରୋଇ ହସ୍ପିଟାଲରେ ତାଙ୍କ ସ୍ତ୍ରୀ ନୁପୁର ନାଗର ଏକ କନ୍ୟା ସନ୍ତାନ ଜନ୍ମ ଦେଇଛନ୍ତି। ବିବାହ ବାର୍ଷିକୀ...

ଘର ବିକିଲେ ହରଭଜନ ସିଂ

ମୁମ୍ବାଇ,୨୪।୧୧: ଭାରତର କିମ୍ବଦନ୍ତୀ ଅଫ ସ୍ପିନର ହରଭଜନ ସିଂ ବେଶ୍‌ ଲୋକପ୍ରିୟ ବ୍ୟକ୍ତିତ୍ୱ। ସେ ସୋସିଆଲ ମିଡିଆରେ ବହୁତ ସକ୍ରିୟ ଏବଂ ତାଙ୍କ ପ୍ରଶଂସକଙ୍କ ସହ ସବୁବେଳେ ଯୋଡି ରହିବାକୁ ପସନ୍ଦ କରନ୍ତି। ନିକଟରେ ହରଭଜନ ମୁମ୍ବାଇରେ ଥିବା ନିଜର...

ବିଶ୍ୱର ୫ ଦୁର୍ଭାଗ୍ୟଶାଳୀ କ୍ରିକେଟର୍‌

ଦେଶ ପାଇଁ ଥରେ ବିଶ୍ୱକପ ଖେଳିବା ଏବଂ ଟ୍ରଫି ଜିତିବା ପ୍ରତ୍ୟେକ କ୍ରିକେଟରଙ୍କ ସ୍ବପ୍ନ ଥାଏ। କିନ୍ତୁ ବିଶ୍ୱରେ ଅନେକ କ୍ରିକେଟର ଅଛନ୍ତି, ଯେଉଁମାନେ ଦେଶ ପାଇଁ ଭଲ ଖେଲିଥିଲେ ମଧ୍ୟ ବିଶ୍ୱକପ୍‌ ଦଳରେ ସ୍ଥାନ ପାଇ ପାରି ନ...

ଡ୍ରେସିଂ ରୁମ୍‌ରେ ରାହୁଲ ଦ୍ରାଭିଡଙ୍କ ଉପସ୍ଥିତିକୁ ନେଇ ପୂଜାରାଙ୍କ ବଡ଼ ଖୁଲାସା

କାନପୁର,୨୪।୧୧:ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ଗୁରୁବାର ଠାରୁ କାନପୁରରେ ଆରମ୍ଭ ହେବ। ରାହୁଲ ଦ୍ରାବିଡଙ୍କ ଟିମ ଇଣ୍ଡିଆର ମୁଖ୍ୟ କୋଚଭାବରେ ଏହା ପ୍ରଥମ ଟେଷ୍ଟ ସିରିଜ ହେବ। ଏଭଳି ପରିସ୍ଥିତିରେ ସେ ଜିତିବା ପାଇଁ ଏକ ସ୍ବତନ୍ତ୍ର...

ଗୌତମ ଗମ୍ଭୀରଙ୍କୁ ହତ୍ୟା ଧମକ

ନୂଆଦିଲ୍ଲୀ,୨୪।୧୧:ପୂର୍ବ ଦିଲ୍ଲୀ ନିର୍ବାଚନମଣ୍ଡଳୀର ଭାଜପା ସାଂସଦ ତଥା ପୂର୍ବତନ କ୍ରିକେଟର ଗୌତମ ଗମ୍ଭୀରଙ୍କୁ ହତ୍ୟା ଧମକ ଦିଆଯାଇଛି। ଗମ୍ଭୀର ଦିଲ୍ଲୀ ପୋଲିସରେ ଏନେଇ ଅଭିଯୋଗ କରିଛନ୍ତି। ସେ କହିଛନ୍ତି ଯେ, ତାଙ୍କୁ ‘ଆଇଏସ କଶ୍ମୀର’ ପକ୍ଷରୁ ହତ୍ୟା ଧମକ ଦିଆଯାଇଛି।...

କାତାରକୁ ଫିଫା ବିଶ୍ୱକପ୍‌ ଆୟୋଜନ ଅଧିକାର ପଛରେ ପୂର୍ବତନ ସିଆଇଏ ଏଜେଣ୍ଟ

ଓ୍ବାଶିଂଟନ,୨୩।୧୧: ସିଆଇଏର ଜଣେ ପୂର୍ବତନ ଅଧିକାରୀ ବର୍ଷ ବର୍ଷ ଧରି ୨୦୨୨ ଫୁଟ୍‌ବଲ ବିଶ୍ୱକପ୍‌ ଆୟୋଜକ କାତାର ପାଇଁ କାର୍ଯ୍ୟ କରୁଥିବା ତଦନ୍ତରୁ ଜଣାପଡ଼ିଛି। ଫୁଟ୍‌ବଲ ବିଶ୍ୱକପ୍‌ ଆୟୋଜନ ଅଧିକାର ହାସଲ କରିବା ଲାଗି କାତାରକୁ ଯୁକ୍ତରାଷ୍ଟ୍ର ଆମେରିକା (ୟୁଏସ୍‌ଏ)...

ବ୍ୟାଟିଂ କରିପାରୁନାହାନ୍ତି, ଅଧିନାୟକ ଦାୟିତ୍ୱ ମିଳୁଛି

ନୂଆଦିଲ୍ଲୀ,୨୩।୧୧: ତିନିମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜରେ ନ୍ୟୁଜିଲାଣ୍ଡକୁ ହରାଇ କ୍ଲିନ୍‌ ସୁଇପ୍‌ କରିଛି ଟିମ୍‌ ଇଣ୍ଡିଆ। ଏବେ ଉଭୟ ଦଳ ମଧ୍ୟରେ ଗୁରୁବାରଠାରୁ ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ଆରମ୍ଭ ହେବ। ପ୍ରଥମ ଟେଷ୍ଟରେ ଭାରତୀୟ ଟେଷ୍ଟ ଟିମ୍‌ର...

ଟିମ୍‌ ଇଣ୍ଡିଆର ସଦସ୍ୟଙ୍କୁ ଘୁଷୁରି, ଗୋମାଂସ ଖାଇବା ମନା

ନୂଆଦିଲ୍ଲୀ,୨୩।୧୧: ଆସନ୍ତା ଗୁରୁବାରଠାରୁ ନ୍ୟୁଜିଲାଣ୍ଡ ସହ ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ ଖେଳିବାକୁ ଯାଉଛି ଭାରତୀୟ ଦଳ। କାନପୁର ଟେଷ୍ଟ ପୂର୍ବରୁ ଏକ ନିର୍ଦ୍ଦିଷ୍ଟ ଜାତୀୟ ଗଣମାଧ୍ୟମ ହାତରେ ଲାଗିଛି ଟିମ୍‌ ଇଣ୍ଡିଆର ‘କ୍ୟାଟରିଂ ଆବଶ୍ୟକତା ଓ ମେନ୍ୟୁ’।...

୨ ବର୍ଷ ହେଲା ଶତକ ଅପେକ୍ଷାରେ କୋହଲି

ନୂଆଦିଲ୍ଲୀ,୨୩।୧୧: ଭାରତୀୟ ରନ୍‌ ମେସିନ ବିରାଟ କୋହଲି ଆଜିକୁ ଠିକ୍‌ ୨ ବର୍ଷ ତଳେ ଅନ୍ତିମ ଅନ୍ତର୍ଜାତୀୟ ଶତକ ହାସଲ କରିଥିଲେ। ୨୦୧୯ ନଭେମ୍ବର ୨୩ ତାରିଖ ଠାରୁ ତାଙ୍କ ବ୍ୟାଟରୁ ରନ୍‌ ବାହାରୁ ଥିଲେ ମଧ୍ୟ ସେ କୌଣସି...

ଟେଷ୍ଟ ସିରିଜ୍‌ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ଶକ୍ତ ଧକ୍କା

କାନପୁର,୨୩।୧୧: ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ଶକ୍ତ ଧକ୍କା ଲାଗିଛି। ଆହତ ସମସ୍ୟା କାରଣରୁ ବାଦ୍‌ ପଡ଼ିଛନ୍ତି ସିନିୟର ଭାରତୀୟ ଓପନର ଲୋକେଶ ରାହୁଲ। ତାଙ୍କ ବାମ ଜଙ୍ଘରେ...

ଗୋଟିଏ ବଲ୍‌ରେ ପାକିସ୍ତାନକୁ ଜିତିବାକୁ ଥିଲା ୨ ରନ୍‌: ଘଟିଲା ହାଇଡ୍ରାମା, ଦେଖନ୍ତୁ ଭିଡିଓ

ଢାକା,୨୩।୧୧: ତୃତୀୟ ତଥା ଅନ୍ତିମ ଟି -୨୦ରେ ଏକ ରୋମାଞ୍ଚକର ମ୍ୟାଚରେ ପାକିସ୍ତାନ ବାଂଲାଦେଶକୁ ୫ ଉଇକେଟରେ ପରାସ୍ତ କରିଛି। ଶେଷ ବଲରେ ମହମ୍ମଦ ନୱାଜ ଗୋଟିଏ ଚୌକା ସହ ଦଳକୁ ବିଜୟ ପ୍ରଦାନ କରିଥିଲେ। ଏହି ଓଭରରେ ମୋଟ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri