ଖେଳ

ଏହି ବଲିଉଡ୍‌ ଅଭିନେତାଙ୍କୁ ବିବାହ କରିବାକୁ ଚାହୁଁଛନ୍ତି ମିଥାଲି ରାଜ୍‌

ଭାରତୀୟ ମହିଳା କ୍ରିକେଟର୍‌ ମିଥାଲି ରାଜ ଏବେ ଦିନିକିଆ ଏବଂ ଟେଷ୍ଟ ଫର୍ମାଟରେ ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟକ ଅଛନ୍ତି। ସେ ୨୨ ବର୍ଷ ଧରି ଅନ୍ତର୍ଜାତୀୟ ସ୍ତରରେ କ୍ରିକେଟ୍‌ ଖେଳୁଛନ୍ତି। ନିକଟରେ ସେ କପିଲ ଶର୍ମାଙ୍କ କମେଡି...

କ୍ୟାରିୟର ଶେଷ କରି ଦେଇଥିଲା ଦୁର୍ଘଟଣା, ବର୍ଷକ ପରେ ଜିତିଲେ ଟ୍ରଫି

ଡେନପାସାର(ଇଣ୍ଡୋନେସିଆ),୨୨।୧୧: ନେଦରଲାଣ୍ଡର ଆଣ୍ଡେର୍ସ ଆଣ୍ଟୋସେନଙ୍କୁ ହରାଇ ଇଣ୍ଡୋନେସିଆ ମାଷ୍ଟର୍ସ ଟାଇଟଲ ହାତେଇଛନ୍ତି ବିଶ୍ୱ ଚାମ୍ପିୟନ କେଣ୍ଟୋ ମୋମୋଟା। ଗତବର୍ଷ କାର ଦୁର୍ଘଟଣାରେ ଆହତ ହେବା ପରେ ଏହା ତାଙ୍କ କ୍ୟାରିୟରର ପ୍ରଥମ ଟାଇଟଲ। ମୋମୋଟା ପ୍ରତିପକ୍ଷ ଖେଳାଳିଙ୍କୁ ସିଧାସଳଖ (୨୧-୧୭,...

ପାକିସ୍ତାନ ସହ ସମକକ୍ଷ ହେଲା ଭାରତ

କୋଲକାତା,୨୨।୧୧: ରୋହିତ ଶର୍ମାଙ୍କ ନେତୃତ୍ୱାଧୀନ ଟିମ୍‌ ଇଣ୍ଡିଆ ଟି୨୦ ବିଶ୍ୱକପ୍‌ ଉପବିଜେତା ନ୍ୟୁଜିଲାଣ୍ଡ ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ରେ କ୍ଲିନ ସୁଇପ୍‌ ହାସଲ କରିଛି। ୩ରୁ ଅଧିକ ମ୍ୟାଚ୍‌ ବିଶିଷ୍ଟ ଟି୨୦ ଦ୍ୱିପାକ୍ଷୀକ ସିରିଜ୍‌ ଇତିହାସରେ ଏହା ଭାରତର...

ଟିମ୍‌ ଇଣ୍ଡିଆର କ୍ଲିନ ସୁଇପ୍‌

କୋଲକାତା,୨୧।୧୧: ରୋହିତ ଶର୍ମାଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ପ୍ରଥମ ଦ୍ୱିପାକ୍ଷିକ ସିରିଜ୍‌ରେ ହିଁ କ୍ଲିନସୁଇପ୍‌ ହାସଲ କରିଛି। ତାହା ପୁଣି ଟି୨୦ ବିଶ୍ୱକପ୍‌ର ଉପବିଜେତା ନ୍ୟୁଜିଲାଣ୍ଡ ବିପକ୍ଷରେ। ରବିବାର ଐତିହାସିକ ଇଡେନ ଗାର୍ଡେନ୍ସରେ ଖେଳାଯାଇଥିବା ତୃତୀୟ ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆ...

ରୋହିତଙ୍କ ଛଡ଼ା ସବୁ ଫେଲ୍‌

କୋଲକାତା,୨୧।୧୧: ଐତିହାସିକ ଇଡେନ ଗାର୍ଡେନ୍ସରେ ଚାଲିଥିବା ନ୍ୟୁଜିଲାଣ୍ଡ ବିପକ୍ଷ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ରୋହିତ ଶର୍ମାଙ୍କୁ ଛାଡ଼ି ଦେଲେ ଫେଲ୍‌ ମାରିଛନ୍ତି ପ୍ରତ୍ୟେକ ଭାରତୀୟ ବ୍ୟାଟର। ରୋହିତ ୩୧ ବଲରେ ୫୬ ରନ୍‌ର ଇନିଂସ ଖେଳିଥିଲେ। ତାଙ୍କ...

ଅନ୍ତର୍ଜାତୀୟ ଟି୨୦ରେ ପୂରଣ କଲେ ୧୫୦ ଛକା

କୋଲକାତା,୨୧।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଭାରତୀୟ ଦଳର ଅଧିନାୟକ ରୋହିତ ଶର୍ମା ଏକ ସ୍ବତନ୍ତ୍ର ରେକର୍ଡର ଅଧିକାରୀ ହୋଇଛନ୍ତି। ମ୍ୟାଚ୍‌ରେ ରୋହିତ ୩୧ ବଲରେ ୫୬ ରନ୍‌ର ବିସ୍ଫୋରକ ଅର୍ଦ୍ଧଶତକୀୟ ପାଳି ଅବସରରେ ୩...

ଦୁଇ ପରିବର୍ତ୍ତନ ସହ ଓହ୍ଲାଇଲା ଟିମ୍‌ ଇଣ୍ଡିଆ

କୋଲକାତା,୨୧।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ଟି୨୦ ସିରିଜ୍‌ର ପୂର୍ବ ଦୁଇ ମ୍ୟାଚ୍‌ ଭଳି ତୃତୀୟ ମୁକାବିଲାରେ ମଧ୍ୟ ଟିମ୍‌ ଇଣ୍ଡିଆ ଅଧିନାୟକ ରୋହିତ ଶର୍ମା ଟସ୍‌ ଜିତିଛନ୍ତି। କିନ୍ତୁ ଏଥର ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ମ୍ୟାଚ୍‌ ଲାଗି...

ବ୍ୟାଟରଙ୍କ ଉପରକୁ ବଲ ଫୋପାଡ଼ିବା ପଡ଼ିଲା ମହଙ୍ଗା

ଢାକା,୨୧।୧୧: ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌ରେ ପାକିସ୍ତାନ ପେସର ଶାହୀନ ଶାହା ଆଫ୍ରିଦୀଙ୍କ ଥ୍ରୋରେ ଆହତ ହୋଇଥିଲେ ବାଂଲାଦେଶ ବ୍ୟାଟର ଅଫିଫ ହୋସେନ। ମ୍ୟାଚ୍‌ ପରେ ଏଭଳି ଆଚାରଣ ଲାଗି ଅଫିଫଙ୍କୁ ବ୍ୟକ୍ତିଗତ ଭାବେ କ୍ଷମା...

‘କୁମିନ୍ସଙ୍କୁ ନେତୃତ୍ୱ ଦେବାର ସମୟ ଆସିଯାଇଛି’

ମେଲବୋର୍ନ,୨୧।୧୧: ପେସର ପାଟ କୁମିନ୍ସଙ୍କୁ ଅଷ୍ଟ୍ରେଲିଆ ଟେଷ୍ଟ ଦଳର ନେତୃତ୍ୱ ଦେବାର ସମୟ ଆସିଯାଇଛି। ଏଭଳି କହିଛନ୍ତି ଅଷ୍ଟ୍ରେଲିଆର କିମ୍ବଦନ୍ତୀ ଲେଗ୍‌ ସ୍ପିନର ଶେନ ଓ୍ବର୍ନ। ଶୁକ୍ରବାର ଟେଷ୍ଟ ଦଳର ଅଧିନାୟକ ପଦରୁ ଇସ୍ତଫା ଦେଇଛନ୍ତି ଉଇକେଟକିପର ଟିମ୍‌ ପେନ।...

ସ୍ତ୍ରୀଙ୍କ ସହ ଫଟୋ ଶେୟାର କରି ହୃଦୟ ଛୁଆଁ କଥା କହିଲେ କୋହଲି

ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ଏବଂ କ୍ରିକେଟର ବିରାଟ କୋହଲିଙ୍କୁ ପାଓ୍ବାରଫୁଲ୍‌ କପଲ୍‌ ଆଖ୍ୟା ଦିଆଯାଇଛି। ଉଭୟ ପ୍ରାୟତଃ ପରସ୍ପର ପ୍ରତି ଥିବା ପ୍ରେମକୁ ପ୍ରକାଶ କରିବାକୁ ଦ୍ୱିଧା କରନ୍ତି ନାହିଁ। ଅନୁଷ୍କା ବିରାଟଙ୍କ ସହ ସର୍ବଦା ଦୃଢ଼ ଭାବରେ...

ଡେବ୍ୟୁ ଟେଷ୍ଟରେ ମୁଣ୍ଡରେ ଲାଗିଲା ବଲ୍‌: ହସ୍ପିଟାଲ୍‌ରେ ଏହି କ୍ରିକେଟର୍‌

ଗଲ,୨୧।୧୧: ୱେଷ୍ଟଇଣ୍ଡିଜ ଦଳ ୨ ଟେଷ୍ଟ ସିରିଜ ପାଇଁ ଶ୍ରୀଲଙ୍କା ଗସ୍ତରେ ଯାଇଛନ୍ତି। ସିରିଜର ପ୍ରଥମ ଟେଷ୍ଟ ଦୁଇ ଦେଶ ମଧ୍ୟରେ ଆଜିଠାରୁ ଗଲରେ ଆରମ୍ଭ ହୋଇଛି । କିନ୍ତୁ ପ୍ରଥମ ଦିନରେ ପଡ଼ିଆରେ ଏକ ବଡ଼ ଦୁର୍ଘଟଣା ଘଟିଛି।...

ସମୁଦ୍ର ମଝିରେ ଗର୍ଲଫେଣ୍ଡଙ୍କୁ ମୁଦି ପିନ୍ଧାଇଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୨୧।୧୧: ଟି -୨୦ ବିଶ୍ୱକପ ୨୦୨୧ ଶେଷ ହୋଇଛି। ଏହାର କିଛି ଦିନ ପରେ ଇଂଲଣ୍ଡ କ୍ରିକେଟର ସାମ ବିଲିଙ୍ଗସ ତାଙ୍କ ଗର୍ଲଫ୍ରେଣ୍ଡ ସାରା କେଣ୍ଟଲିଙ୍କ ସହ ନିର୍ବନ୍ଧ ଶେଷ କରିଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷରେ ଟି -୨୦ ବିଶ୍ୱକପର ସେମିଫାଇନାଲ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri