ଖେଳ

ବିରାଟ କୋହଲିଙ୍କ ପ୍ରତିଦ୍ୱନ୍ଦୀ କିଏ ଜାଣନ୍ତି, ନିକେ କଲେ ଖୁଲାସା

ନୂଆଦିଲ୍ଲୀ,୩୦।୧: ସମସ୍ତ ତିନି ଫର୍ମାଟରେ ଭାରତୀୟ ଦଳର ଅଧିନାୟକତ୍ୱ ଛାଡିବା ପରେ ବିରାଟ କୋହଲି ଏକ ନୂଆ ଅବତାରରେ ନଜର ଆସିଛନ୍ତି। ସୋସିଆଲ ମିଡିଆରେ ନିଜର ଏକ ଫଟୋ ଶେୟାର କରି ସେ କାହା ସହ ସବୁବେଳେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି...

ସେମିଫାଇନାଲରେ ଭାରତ; ଫେବୃୟାରୀ ୨ରେ ଅଷ୍ଟ୍ରେଲିଆକୁ ଭେଟିବ

ଆଣ୍ଟିଗୁଆ, ୩୦।୧- ଭାରତ ଚଳିତ ଆଇସିସି ୧୯ ବର୍ଷରୁ କମ୍‌ କ୍ରିକେଟ ବିଶ୍ୱକପ ସେମିଫାଇନାଲରେ ପ୍ରବେଶ କରିଛି। ଶୁକ୍ରବାର ଅନୁଷ୍ଠିତ କ୍ୱାର୍ଟର ଫାଇନାଲରେ ଭାରତ ୫ ଉଇକେଟରେ ବାଂଲାଦେଶକୁ ପରାସ୍ତ କରିଛି। ବୋଲରଙ୍କୁ ସୁହାଉଥିବା ପିଚ୍‌ରେ ବାଂଲାଦେଶ ୩୭.୧ ଓଭରରେ...

ଅଧିନାୟକତ୍ୱ ପରେ ଦଳରୁ ବାହାର ହୋଇପାରନ୍ତି କୋହଲି ! ୩ ନଂ ସ୍ଥାନରେ ଖେଳିବା ପାଇଁ ଏହି ବ୍ୟାଟ୍ସମ୍ୟାନ୍‌ ପ୍ରସ୍ତୁତ

ନୂଆଦିଲ୍ଲୀ,୨୯।୧: ଭାରତୀୟ ଦଳର ତାରକା ବ୍ୟାଟ୍ସମ୍ୟାନ ତଥା ପୂର୍ବତନ ଅଧିନାୟକ ବିରାଟ କୋହଲି ବର୍ତ୍ତମାନ ତାଙ୍କ କ୍ୟାରିୟରର ସବୁଠାରୁ ଖରାପ ଫର୍ମ ଦେଇ ଗତି କରୁଛନ୍ତି। ପ୍ରାୟ ପ୍ରତ୍ୟେକ ସିରିଜରେ ଶତକ ହାସଲ କରୁଥିବା ବିରାଟ ଗତ ଦୁଇ ବର୍ଷ...

ଆଜି ବାଲାଂଦେଶ ବନାମ ଭାରତ

ଆଣ୍ଟିଗୁଆ,୨୯।୧: ଚଳିତ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଶନିବାର ଖେଳାଯିବାକୁ ଥିବା କ୍ୱାଟର ଫାଇନାଲ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ବାଂଲାଦେଶ । ଏହି ମ୍ୟାଚ୍‌ ଆଣ୍ଟିଗୁଆରେ ଭାରତୀୟ ସମୟ ୬.୩୦ରେ ଆରମ୍ଭ ହେବ । ଏହି ମହାମୁକାବିଲା ପୂର୍ବରୁ ଭାରତୀୟ...

‘ରୋହିତଙ୍କ ବ୍ୟତିତ ଅନ୍ୟ ବିକଳ୍ପ ନାହିଁ’

ନୂଆଦିଲ୍ଲୀ,୨୮।୧: ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷରେ ଖେଳାଯିବାକୁ ଥିବା ଘରୋଇ ସିରିଜ୍‌ରେ ଦିନିକିଆ- ଟି୨୦ ଅଧିନାୟକ ଭାବେ ଦାୟିତ୍ୱ ନିର୍ବାହ କରିବେ ରୋହିତ ଶର୍ମା। ନିକଟରେ ବିରାଟ କୋହଲି ଟେଷ୍ଟ ଅଧିନାୟକତ୍ୱ ଛାଡ଼ି ଥିବା ଯୋଗୁ ତାଙ୍କ ସ୍ଥାନରେ ରୋହିତଙ୍କୁ ଏହି ଦାୟିତ୍ୱ...

ଆଇସିସିର ବଡ଼ କାର୍ଯ୍ୟାନୁଷ୍ଠାନ: ବ୍ରେଣ୍ଡନ ଟେଲର୍‌ ସାଢ଼େ ୩ ବର୍ଷ ପାଇଁ ବ୍ୟାନ୍‌

ଦୁବାଇ,୨୮।୧: ଜିମ୍ବାୱେର ପୂର୍ବତନ ଅଧିନାୟକ ତଥା ଷ୍ଟାର ବ୍ୟାଟର ବ୍ରେଣ୍ଡନ ଟେଲର୍‌ଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛି ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି)। ଶୁକ୍ରବାର ସ୍ପଟ ଫିକ୍ସିଂ ମାମଲାରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଇ ଆଇସିସି ତାଙ୍କୁ ସାଢ଼େ ୩ ବର୍ଷ ପାଇଁ...

ଆଇପିଏଲ୍‌ରେ ବେବି ଡି ଭିଲିୟର୍ସ

ନୂଆଦିଲ୍ଲୀ,୨୮।୧: ଦକ୍ଷିଣ ଆଫ୍ରିକା କ୍ରିକେଟର୍‌ ଡେୱାଲ୍ଡ ବ୍ରେଭିସ ବେବି ଏବି ଡି ଭିଲିୟର୍ସ ଭାବରେ ଜଣାଶୁଣା। ସେ ଅଣ୍ଡର ୧୯ ବିଶ୍ୱକପ ଚମତ୍କାର ବ୍ୟାଟିଂ କରି ଚର୍ଚ୍ଚାକୁ ଆସିଥିଲେ। ଏଥର ଆଇପିଏଲ ୨୦୨୨ମେଗା ନିଲାମରେ ମଧ୍ୟ ସେ ସାମିଲ ହେବେ...

ବିଶ୍ୱର ପ୍ରଥମ ପୁରୁଷ ଆଖ୍ୟାଠୁ ହାତେ ଦୂରରେ

ମେଲବୋର୍ନ,୨୮।୧: ସ୍ପାନିଶ କିମ୍ବଦନ୍ତୀ ଟେନିସ ଖେଳାଳି ରାଫେଲ ନାଡାଲ ଇତିହାସ ରଚିବାଠାରୁ ହାତେ ଦୂରରେ ଅଛନ୍ତି। ତାଙ୍କ ପାଖରେ ବିଶ୍ୱର ପ୍ରଥମ ପୁରୁଷ ଭାବେ ୨୧ତମ ଗ୍ରାଣ୍ଡସ୍ଲାମ ଟାଇଟଲ ହାତେଇବାର ସୁଯୋଗ ରହିଛି। ଚଳିତ ଅଷ୍ଟ୍ରେଲିଆନ ଓପନରେ ଶୁକ୍ରବାର ଲାଭର...

ମୋଦିଙ୍କୁ ଭେଟିବାକୁ ଚାହିଁ ବସିଛନ୍ତି ଏହି ବିଦେଶୀ କ୍ରିକେଟର୍‌

ନୂଆଦିଲ୍ଲୀ,୨୮।୧: ଇଂଲଣ୍ଡର ପୂର୍ବତନ ଅଧିନାୟକ କେଭିନ ପିଟରସନ ଜାନୁୟାରୀ ୨୬ରେ ଭାରତ ସରକାର ତାଙ୍କୁ ପଠାଇଥିବା ଅଭିବାଦନକୁ ସୋସିଆଲ ମିଡିଆରେ ଶେୟାର କରି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେ କହିଛନ୍ତି, ପ୍ରଧାନମନ୍ତ୍ରୀଙ୍କ ଏହି ଅଙ୍ଗଭଙ୍ଗୀ ଏବଂ ଶବ୍ଦ ପାଇଁ...

‘ଶତକ କରିପାରୁ ନାହାନ୍ତି, ତ କ’ଣ ହୋଇଗଲା’

ନୂଆଦିଲ୍ଲୀ,୨୮।୧: ଦୁଇ ବର୍ଷ ହେଲା କ୍ୟାରିୟରର ୭୧ତମ ଶତକ ଅପେକ୍ଷାରେ ଥିବା ବିରାଟ କୋହଲିଙ୍କୁ ନିକଟରେ ପ୍ରବଳ ସମାଲୋଚିତ ହେବାକୁ ପଡ଼ିଛି। ତାଙ୍କ ସମାଲୋଚକଙ୍କୁ କଡ଼ା ଜବାବ ଦେଇଛନ୍ତି ସାଥି ଖେଳାଳି ମହମ୍ମଦ ଶାମି। “ବିରାଟ କୋହଲି ଶତକ କରିପାରୁ...

ପୂରା ଆଇପିଏଲ୍‌ ପାଇଁ ଉପଲବ୍ଧ ହେବେ ନାହିଁ ଇଂଲଣ୍ଡ ଖେଳାଳି

ମୁମ୍ବାଇ,୨୮।୧: ଆଇପିଏଲ୍‌ର ପରବର୍ତ୍ତୀ ସଂସ୍କରଣର ଶେଷ ଆଡ଼କୁ ଇଂଲଣ୍ଡ ଟେଷ୍ଟ ଖେଳାଳିଙ୍କୁ ସ୍ବଦେଶ ଫେରିବାକୁ ପଡ଼ିପାରେ। କାରଣ ସେହି ସମୟରେ ନ୍ୟୁଜିଲାଣ୍ଡ ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ ହେବାର ଅଛି। ସିରିଜ୍‌ର ପ୍ରଥମ ଟେଷ୍ଟ ଜୁନ ୨ ତାରିଖରୁ...

୪୧ ବର୍ଷରେ ବି କମିନି ଜଲଓ୍ବା: ମାରିଲେ ଧୂଆଁଧାର ଅର୍ଦ୍ଧଶତକ

ନୂଆଦିଲ୍ଲୀ,୨୮।୧: ଇଂଲଣ୍ଡର ପୂର୍ବତନ ଅଧିନାୟକ କେଭିନ ପିଟରସନ ହୁଏତ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଥିବେ, କିନ୍ତୁ ତାଙ୍କ ବ୍ୟାଟିଂ ଜଲଓ୍ବା ଏପର୍ଯ୍ୟନ୍ତ କମିନାହିଁ। ୪୧ ବର୍ଷ ବୟସରେ ମଧ୍ୟ ପିଟରସନ କିମ୍ବଦନ୍ତୀ କ୍ରିକେଟ ଲିଗରେ ଏସିଆ ଲାୟନ୍ସ ବିପକ୍ଷ ମ୍ୟାଚରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri