ଖେଳ

୧୪୩୬ କିମି ଚାଲି ଚାଲି ରାଞ୍ଚିରେ ପହଞ୍ଚିଲେ ଏହି ଯୁବକ: ଧୋନୀଙ୍କୁ ଭେଟି କହିଲେ…

ରାଞ୍ଚି,୧୮।୧୧:ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ କୋଟି କୋଟି ପ୍ରଶଂସକ ଅଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟ୍‌ରୁ ଅବସର ଦେଇସାରିଥିଲେ ମଧ୍ୟ ତାଙ୍କ କ୍ରେଜ୍‌ କମିନାହିଁ। ନିକଟରେ ତାଙ୍କର ଜଣେ ନିଆରା ପ୍ରଶଂସକଙ୍କୁ ଦେଖିବାକୁ ମିଳିଥିଲା। ଧୋନୀଙ୍କ...

ସ୍ତ୍ରୀଙ୍କୁ ‘ସ୍ବତନ୍ତ୍ର ଉପହାର’ ଦେଲେ ସୂର୍ଯ୍ୟକୁମାର

ଜୟପୁର,୧୮।୧୧: ଭାରତୀୟ କ୍ରିକେଟର ନୂଆ ଯୁଗ ବିଜୟରୁ ଆରମ୍ଭ ହୋଇଥିଲା। ଟି -୨୦ ବିଶ୍ୱକପ୍‌ର ଖରାପ ପ୍ରଦର୍ଶନର ଦୁଃଖକୁ ଭୁଲି ନୂଆ କୋଚ ରାହୁଲ ଦ୍ରାବିଡ଼ ଏବଂ ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତ ଏକ ବିଜୟରୁ ଆରମ୍ଭ ହୋଇଥିଲା।...

ରୋହିତ ଶର୍ମା କଲେ ଏମିତି କାମ, ପ୍ରଶଂସକ ଆଶ୍ଚର୍ଯ୍ୟ: ଦେଖନ୍ତୁ ଭିଡିଓ

ଜୟପୁର,୧୮।୧୧: ରୋହିତ ଶର୍ମା ଟି -୨୦ ଅଧିନାୟକ ଭାବରେ ପ୍ରଥମ ମ୍ୟାଚରେ ଭାରତ ନ୍ୟୁଜିଲାଣ୍ଡ ବିପକ୍ଷରେ ୫ ଉଇକେଟ୍‌ରେ ଜିତିଥିଲା। ଏହାସହ ତିନି ମ୍ୟାଚ ବିଶିଷ୍ଟ ଟି -୨୦ ସିରିଜରେ ଭାରତ ୧-୦ରେ ଅଗ୍ରଣୀ ହାସଲ କରିଛି। ଏହି ମ୍ୟାଚ...

ଇତିହାସ ରଚିଲା ଭାରତ

ଜୟପୁର,୧୮।୧୧: ରୋହିତ ଶର୍ମା ଟି -୨୦ ଅଧିନାୟକ ଭାବରେ ପ୍ରଥମ ମ୍ୟାଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଚମତ୍କାର ବିଜୟ ହାସଲ କରିଥିଲେ। ବୁଧବାର ଜୟପୁରରେ ଖେଳାଯାଇଥିବା ଏହି ମ୍ୟାଚରେ ଭାରତ ନ୍ୟୁଜିଲାଣ୍ଡକୁ ୫ ଉଇକେଟରେ ପରାସ୍ତ କରି ତିନି ମ୍ୟାଚ ବିଶିଷ୍ଟ...

ପନ୍ତଙ୍କ ପାଇଁ ଶୁଭ ୧୭ ନମ୍ବର

ଜୟପୁର,୧୮।୧୧:ଅଧିନାୟକ ରୋହିତ ଶର୍ମା ଏବଂ ସୂର୍ଯ୍ୟକୁମାର ଯାଦବଙ୍କ ଚମତ୍କାର ଇନିଂସ ଆଧାରରେ ପ୍ରଥମ ଟି -୨୦ ମ୍ୟାଚରେ ଭାରତୀୟ ଦଳ ନ୍ୟୁଜିଲାଣ୍ଡକୁ ୫ ଉକେଟରେ ପରାସ୍ତ କରିଛି। ରିଷଭ ପନ୍ତ ଚୌକା ମାରି ଭାରତକୁ ବିଜୟ ପ୍ରଦାନ କରିଥିଲେ। ୨୪...

ଘରେ ବି ସଂଘର୍ଷ କରୁଛି ଟିମ୍‌ ଇଣ୍ଡିଆ

ଜୟପୁର,୧୭।୧୧: ଟି୨୦ ବିଶ୍ୱକପ୍‌ରେ ନୈରାଶ୍ୟଜନକ ପ୍ରଦର୍ଶନ କରିଥିବା ଟିମ୍‌ ଇଣ୍ଡିଆ ସ୍ବଦେଶ ଫେରିବା ପରେ ମଧ୍ୟ ସଂଘର୍ଷ କରୁଛି। ଅବଶ୍ୟ ବୁଧବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡକୁ ୫ ଉଇକେଟରେ ହରାଇ ଦେଇଛି ଭାରତ। କିନ୍ତୁ ୧୬୫ ରନ୍‌ର ପିଛା କରୁଥିବା...

ଟିମ୍‌ ଇଣ୍ଡିଆର ଧୂରନ୍ଦରଙ୍କ ଆଗରେ ୧୬୫ ରନ୍‌ର ଟାର୍ଗେଟ

ଜୟପୁର,୧୭।୧୧: ରୋହିତ ଶର୍ମାଙ୍କ ନେତୃତ୍ୱାଧୀନ ଟିମ୍‌ ଇଣ୍ଡିଆକୁ ନ୍ୟୁଜିଲାଣ୍ଡ ବିପକ୍ଷରେ ବିଜୟ ଅଭିଯାନ ଆରମ୍ଭ କରିବା ଲାଗି ୧୬୫ ରନ୍‌ ଦରକାର। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭ୍ରମଣକାରୀ ଦଳ ୨୦ ଓଭରରେ ୬ ଉଇକେଟ ହରାଇ ୧୬୪...

ଭେଙ୍କଟଶଙ୍କୁ ମିଳିଲା ପଦାର୍ପଣ ସୁଯୋଗ

ଜୟପୁର,୧୭।୧୧: ଏଠାରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ଟସ୍‌ ଜିତି ନୂଆ ଅଧିନାୟକ ରୋହିତ ଶର୍ମା ପ୍ରଥମେ ଫିଲ୍ଡିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଭଲ ପିଚ୍‌ ଓ କାକରକୁ ଦୃଷ୍ଟିରେ ଏଭଳି ନିଷ୍ପତ୍ତି ନେଇଥିବା...

ଅଷ୍ଟ୍ରେଲିଆରେ ଇତିହାସ ରଚିଲେ ମନ୍ଧାନା

କୁଇନ୍ସଲାଣ୍ଡ,୧୭।୧୧: ମହିଳା ବିଗ୍‌ ବାଶ ଲିଗ୍‌ (ଡବ୍ଲ୍ୟୁବିବିଏଲ୍‌)ରେ ପ୍ରଥମ ଭାରତୀୟ ଖେଳାଳି ଭାବେ ଶତକ ହାସଲ କରିଛନ୍ତି ସ୍ମ୍ରିତି ମନ୍ଧାନା। କୁଇନ୍ସଲାଣ୍ଡର ହାରପ ପାର୍କଠାରେ ବୁଧବାର ସିଡ୍‌ନୀ ଥଣ୍ଡର ଓ ମେଲବୋର୍ନ ରେନେଗାଡେସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍‌ରେ ଭାରତୀୟ ଓପନର...

ତଳକୁ ଖସିଲା ରାହୁଲଙ୍କ ମାନ୍ୟତା

ଦୁବାଇ,୧୭।୧୧: ଅନ୍ତର୍ଜାତୀୟ ଟି୨୦ ବ୍ୟାଟରଙ୍କ ତାଲିକାରେ ଭାରତୀୟ ଓପନର ଲୋକେଶ ରାହୁଲ ଗୋଟିଏ ସ୍ଥାନ ତଳକୁ ଖସିଛନ୍ତି। ପୂର୍ବରୁ ୫ମରେ ଥିବା ରାହୁଲ ଏବେ ୬ଷ୍ଠ ସ୍ଥାନକୁ ଖସିଥିବା ବେଳେ ପୂର୍ବ ଭଳି ୮ମ ସ୍ଥାନ ବଜାୟ ରଖିଛନ୍ତି ବିରାଟ...

ଭାରତ ଚାମ୍ପିୟନ୍‌ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ କି, ଖେଳ ମନ୍ତ୍ରୀ କହିଲେ..

ନୂଆଦିଲ୍ଲୀ,୧୭।୧୧:ଆସନ୍ତା ୧୦ ବର୍ଷ ପାଇଁ ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଏକ ବ୍ୟସ୍ତବହୁଳ କାର୍ଯ୍ୟସୂଚୀ ଘୋଷଣା କରିଛି। ୨୦୨୫ ଚାମ୍ପିଅନ୍ସ ଟ୍ରଫି ପାକିସ୍ତାନରେ ଆୟୋଜିତ ହେବ। ଆଇସିସି ଟୁର୍ନାମେଣ୍ଟ ଆୟୋଜନ କରୁଥିବା ପାକିସ୍ତାନ ଏକ ପ୍ରମୁଖ ଆଲୋଚନାର ବିଷୟ ଏବଂ...

ଗାଙ୍ଗୁଲିଙ୍କୁ ମିଳିଲା ବଡ଼ ପଦବୀ

ନୂଆଦିଲ୍ଲୀ,୧୭।୧୧: ବିସିସିଆଇ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲିଙ୍କୁ ଆଇସିସି ପକ୍ଷକୁ ବଡ଼ ପଦବୀରେ ନିଯୁକ୍ତ କରାଯାଇଛି। ତାଙ୍କୁ ଆଇସିସି ପୁରୁଷ କ୍ରିକେଟ୍‌ କମିଟିର ଚେୟାରମ୍ୟାନ୍‌ ଭାବେ ବୁଧବାର ନିଯୁକ୍ତ କରାଯାଇଛି। ଆଇସିସି ପକ୍ଷରୁ ଟୁଇଟ୍‌ ଯୋଗେ ଏହି ସୂଚନା ଦିଆଯାଇଛି। ଫଳରେ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri