ଖେଳ

ନେତୃତ୍ୱ ଛାଡିବା ପଛର କାରଣ କହିଲେ

ଦୁବାଇ, ୯।୧୧: ଚଳିତ ଟି୨୦ କ୍ରିକେଟ ବିଶ୍ୱକପରେ ନାମ୍ବିଆ ବିପକ୍ଷରେ ବିଜୟ ସହ ଭାରତର ଅଭିଯାନ ଶେଷ ହୋଇଛି। ଏଥିସହ ଅଧିନାୟକ ଭାବେ ବିରାଟ କୋହଲି ମଧ୍ୟ ଶେଷ ମ୍ୟାଚ ଖେଳିଛନ୍ତି। ”ଟି୨୦ ଅଧିନାୟକ ପଦ ଛାଡ଼ି ମୁଁ ଆଶ୍ୱସ୍ତ।...

ଓଡ଼ିଆ ସମାଜସେବୀଙ୍କୁ ପ୍ରଶଂସାରେ ପୋତି ପକାଇଲେ କ୍ରିକେଟର୍‌ ଭିଭିଏସ୍‌ ଲକ୍ଷ୍ମଣ

ନୂଆଦିଲ୍ଲୀ,୯।୧୧: ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଖେଳାଳି ଭିଭିଏସ୍‌ ଲକ୍ଷ୍ମଣ ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ପ୍ରାୟତଃ ସେ ନିଃସ୍ବାର୍ଥପର ଭାବେ ଲୋକଙ୍କ ସେବା କରୁଥିବା କିଛି ଅସାଧାରଣ ବ୍ୟକ୍ତିଙ୍କ କାର୍ଯ୍ୟ ଦେଖି ସୋସିଆଲ ମିଡିଆରେ ସେମାନଙ୍କୁ ପ୍ରଶଂସା କରିବାକୁ...

ଶେଷ ମ୍ୟାଚ ଜିତିଲା ଭାରତ

ଦୁବାଇ,୮।୧୧: ସେମିଫାଇନାଲରୁ ବାଦ୍‌ ପଡ଼ିଥିବା ଭାରତ ଚଳିତ ଟି୨୦ ବିଶ୍ୱକପର ଶେଷ ମ୍ୟାଚରେ ବିଜୟ ସହ ଅଭିଯାନ ଶେଷ କରିଛି। ସ୍ଥାନୀୟ ଇଣ୍ଟରନ୍ୟାସନାଲ କ୍ରିକେଟ ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା ସୁପର-୧୨ର ଶେଷ ଲିଗ ମ୍ୟାଚରେ ଭାରତ ୯ ଉଇକେଟରେ ନାମ୍ବିଆକୁ...

୧୩୨ରେ ଅଟକିଲା ନାମ୍ବିଆ

ଦୁବାଇ,୮।୧୧: ସ୍ଥାନୀୟ ଇଣ୍ଟରନ୍ୟାସନାଲ କ୍ରିକେଟ ଷ୍ଟାଡିୟମରେ ସୋମବାର ନାମ୍ବିଆ ବିପକ୍ଷ ମ୍ୟାଚରେ ଅଧିନାୟକ ବିରାଟ କୋହଲି ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ। ନାମ୍ବିଆ ବ୍ୟାଟିଂ କରିବାକୁ ଆସି ୨୦ ଓଭରରେ ୮ ଉଇକେଟ ହରାଇ ୧୨୩ ରନ୍‌ କରିଛି।...

ଶେଷ ମ୍ୟାଚରେ ଟସ୍‌ ଜିତିଲେ

ଦୁବାଇ,୮।୧୧: କ୍ୟାପଟେନ କୋହଲି ଟି୨୦ ଫର୍ମାଟର ଶେଷ ମ୍ୟାଚରେ ଟସ୍‌ ଜିତିଛନ୍ତି। ସ୍ଥାନୀୟ ଇଣ୍ଟରନ୍ୟାସନାଲ କ୍ରିକେଟ ଷ୍ଟାଡିୟମରେ ସୋମବାର ଖେଳାଯିବାକୁ ଥିବା ସୁପର-୧୨ର ଶେଷ ଲିଗ ମ୍ୟାଚରେ ଅଧିନାୟକ ବିରାଟ କୋହଲି ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ। ଫଳରେ...

ଅନ୍ତିମ ଥର ଟି୨୦ ଖେଳିବାକୁ ଯାଉଛନ୍ତି କ୍ୟାପଟେନ କୋହଲି

ନୂଆଦିଲ୍ଲୀ,୮।୧୧: ଟି୨୦ ବିଶ୍ୱକପ ପରେ ବିରାଟ କୋହଲି ଛୋଟିଆ ଫର୍ମାଟରୁ ଅଧିନାୟକ ଭାବେ ଅବସର ନେବାକୁ ଯାଉଛନ୍ତି। କ୍ୟାପଟେନ ଭାବେ କୋହଲି ସୋମବାର ନାମ୍ବିଆ ବିପକ୍ଷରେ ତାଙ୍କର ଶେଷ ମ୍ୟାଚ ଖେଳିବେ। ଟି-୨୦ ଅନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ରନ୍‌ର ରେକର୍ଡ...

ଟି-୨୦ ଓ୍ବାଲର୍‌ଡ କପ୍‌ରୁ ଭାରତ ବାହାର, ବିଜ୍ଞାପନ ଆୟରେ ୧ ହଜାର କୋଟି କ୍ଷତି ହେବା ଆଶଙ୍କା…

ନୂଆଦିଲ୍ଲୀ,୮।୧୧: ଯାହା ଆଶଙ୍କା କରାଯାଉଥିଲା ତାହା ଘଟିଲା। ଟିମ ଇଣ୍ଡିଆ ଟି -୨୦ ବିଶ୍ୱକପ୍‌ ସେମିଫାଇନାଲରେ ପ୍ରବେଶ କରିପାରି ନାହିଁ। ଭାରତୀୟ ପ୍ରଶଂସକମାନେ ଏହା ଦ୍ୱାରା କେବଳ ନିରାଶ ନୁହଁନ୍ତି, ମ୍ୟାଚର ବିଜ୍ଞାପନ ସ୍ଲଟ କିଣୁଥିବା ଏବଂ ବିକ୍ରୟ କରୁଥିବା...

ଭାରତୀୟ ପ୍ରଶଂସକଙ୍କ ମଜା ଉଡାଇଲା କ୍ରିକେଟ ପାକିସ୍ତାନ, ଟୁଇଟ୍‌ କରି ପଚାରିଲା ଏମିତି ପ୍ରଶ୍ନ

ନୂଆଦିଲ୍ଲୀ,୮।୧୧: ଟି -୨୦ ବିଶ୍ୱକପ ୨୦୨୧ରେ ସେମିଫାଇନାଲରୁ ବାଦ୍‌ ପଡିଛି ଭାରତ। ଆଫଗାନିସ୍ତାନ ବିପକ୍ଷରେ ନ୍ୟୁଜିଲାଣ୍ଡ ଜିତିବା ମାତ୍ରେ ଭାରତ ସେମିଫାଇନାଲ ଖେଳିବା ଆଶା ଭାଙ୍ଗିଯାଇଛି। ଯଦି ଆଫଗାନିସ୍ତାନ ନ୍ୟୁଜିଲାଣ୍ଡକୁ ପରାସ୍ତ କରିଥାନ୍ତା, ତା’ହେଲେ ଭାରତୀୟ ଦଳ ନାମ୍ବିଆକୁ ପରାସ୍ତ...

କ୍ରିକେଟ ଚୟନ ସ୍କାମ ରାଡାରରେ କ୍ରୀଡା ସଂସ୍ଥା-ଅଧିକାରୀ-ପୂର୍ବତନ ଆଇପିଏଲ ଖେଳାଳି…

ନୂଆଦିଲ୍ଲୀ,୮।୧୧: କ୍ରିକେଟ ଚୟନ ସ୍କାମ ରାଡାରରେ କ୍ରୀଡା ସଂସ୍ଥା, ଅଧିକାରୀ, ପୂର୍ବତନ ଆଇପିଏଲ ଖେଳାଳି ରହିଛନ୍ତି। ଜୁଲାଇ ୯ ରେ ୟୁପି ଖେଳାଳି ଅନସୁଲ ରାଜଙ୍କ ପକ୍ଷରୁ ଦାଖଲ କରିଥିବା ତାଙ୍କ ଅଭିଯୋଗରେ ଗୁରୁଗାଓଁ ସ୍ଥିତ ସିକ୍ୟୁରିଟି କର୍ପୋରେଟ ମ୍ୟାନେଜମେଣ୍ଟର...

ଭାରତ ଟୁର୍ନାମେଣ୍ଟରୁ ବାଦ୍‌ ପଡିବା ପରେ ସେହ୍ବାଗ ଛାଡିଲେ ଏମିତି ଫଟୋ, ହସି ହସି ଗଡିଲେ ୟୁଜର୍ସ

ନୂଆଦିଲ୍ଲୀ,୮।୧୧: ଭାରତୀୟ କ୍ରିକେଟ ଦଳ ଆଇସିସି ଟି -୨୦ ବିଶ୍ୱକପରୁ ବାଦ ପଡିଛି। ରବିବାର ଆଫଗାନିସ୍ତାନ ବିପକ୍ଷରେ ନ୍ୟୁଜିଲାଣ୍ଡର ବିଜୟ ସହ ସେମିଫାଇନାଲରେ ପ୍ରବେଶ କରିବାରେ ଭାରତର ଆଶା ଶେଷ ହୋଇଛି। ନ୍ୟୁଜିଲାଣ୍ଡର ପରାଜୟ ଭାରତର ସେମିଫାଇନାଲ ଆଶାକୁ ବଞ୍ଚାଇ...

ଟି-୨୦ ବିଶ୍ୱକପ୍‌ରେ ଭାରତ ଫେଲ୍‌ ମାରିବାର ୫ଟି ପ୍ରମୁଖ କାରଣ

ଦୁବାଇ,୭।୧୧: ଟି -୨୦ ବିଶ୍ୱକପରେ ଟିମ ଇଣ୍ଡିଆର ପ୍ରଦର୍ଶନ ଅତ୍ୟନ୍ତ ଖରାପ ଥିଲା। ଭାରତ ସେମିଫାଇନାଲ ଦୌଡ଼ରୁ ମଧ୍ୟ ବାଦ୍‌ ପଡିଛି। ପ୍ରାରମ୍ଭରେ ଲଗାତାର ଦୁଇଟି ମ୍ୟାଚ ହାରିଯିବା ପରେ ତାଙ୍କର ଆଶା ଧୂଳୀସାତ୍‌ ହୋଇଥିଲା। ଟୁର୍ନାମେଣ୍ଟ ଆରମ୍ଭରୁ ଶକ୍ତିଶାଳୀ...

୬ ବର୍ଷର ରେକର୍ଡ ଭାଙ୍ଗିଲେ ଏହି କ୍ରିକେଟର୍‌

ଦୁବାଇ,୭।୧୧: ପାକିସ୍ତାନ କ୍ରିକେଟ ଦଳର ତାରକା ଓପନର୍‌ ତଥା ଉଇକେଟ କିପର ମହମ୍ମଦ ରିଜୱାନ ଏକ ବଡ଼ ରେକର୍ଡ କରିଛନ୍ତି। ସେ ସ୍କଟଲ୍ୟାଣ୍ଡ ବିପକ୍ଷରେ ଏକ ବଡ଼ ଇନିଂସ ଖେଳି ନ ପାରି ୧୯ ବଲରେ ୧୫ ରନରେ ଆଉଟ୍‌...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri