ଖେଳ

ଭାରତୀୟ କ୍ୟାମ୍ପରେ କରୋନାର ଏଣ୍ଟ୍ରି

ନୂଆଦିଲ୍ଲୀ, ୮ା୧୨: ଏସିଆନ ଚାମ୍ପିୟନଶିପ୍‌ରେ ଭାଗ ନେବାକୁ ଦକ୍ଷିଣ କୋରିଆରେ ଥିବା ଭାରତୀୟ ମହିଳା ହକି ଦଳର ଜଣେ ସଦସ୍ୟାଙ୍କର କୋଭିଡ୍‌ ଟେଷ୍ଟ ରିପୋର୍ଟ ପଜିଟିଭ୍‌ ଆସିଛି। ଏହି କାରଣରୁ ବାତିଲ କରିଦିଆଯାଇଛି ବୁଧବାର କୋରିଆ ବିପକ୍ଷରେ ଖେଳାଯିବାକୁ ଥିବା...

ଜାଡେଜା, ଅକ୍ଷରଙ୍କୁ ଟେଷ୍ଟ ଦଳରେ ମିଳିଲା ନାହିଁ ସ୍ଥାନ

ନୂଆଦିଲ୍ଲୀ,୮।୧୨: ସେଞ୍ଚୁରିଆନଠାରୁ ଆରମ୍ଭ ହେବାକୁ ଯାଉଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ଲାଗି ବିସିସିଆଇ ପକ୍ଷରୁ ବୁଧବାର ବିରାଟ କୋହଲିଙ୍କ ନେତୃତ୍ୱରେ ୧୮ ଜଣିଆ ଦଳ ଘୋଷଣା କରାଯାଇଛି। କୋହଲିଙ୍କୁ ଡେପୁଟି ଭାବେ ସହାୟତା କରିବେ ବରିଷ୍ଠ ଓପନର...

ରୋହିତଙ୍କୁ ଦିନିକିଆ ଦଳର ନେତୃତ୍ୱଭାର

ନୂଆଦିଲ୍ଲୀ,୮।୧୨: ଟି୨୦ ଫର୍ମାଟରେ ଟିମ୍‌ ଇଣ୍ଡିଆର ନେତୃତ୍ୱ ନେଉଥିବା ରୋହିତ ଶର୍ମାଙ୍କୁ ବୁଧବାର ଦିନିକିଆ ଦଳର ଅଧିନାୟକ ନିଯୁକ୍ତ କରାଯାଇଛି। ଏଥିସହ ବରିଷ୍ଠ ଓପନିଂ ବ୍ୟାଟରଙ୍କୁ ବରିଷ୍ଠ ମିଡଲ ଅର୍ଡର ବ୍ୟାଟର ଅଜିଙ୍କ୍ୟ ରାହାନେଙ୍କ ବଦଳରେ ଦିଆଯାଇଛି ଟେଷ୍ଟ ଫର୍ମାଟରେ...

ଟେଷ୍ଟ ଖେଳାଳିଙ୍କ ର଼୍ୟାଙ୍କିଙ୍ଗ୍‌ରେ ବଡ଼ ପରିବର୍ତ୍ତନ

ଦୁବାଇ,୮।୧୨: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ର ପରିସମାପ୍ତି ପରେ ବଡ଼ ଧରଣର ପରିବର୍ତ୍ତନ ପରିଲଖିତ ହୋଇଛି ଆଇସିସି ଟେଷ୍ଟ ଖେଳାଳିଙ୍କ ର଼୍ୟାଙ୍କିଙ୍ଗ୍‌ରେ। ମୁଖ୍ୟତଃ ଭାରତୀୟ ଦଳର ସିନିୟର ଅଫ୍‌ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ,...

ଦୁଇ ଦିନ ଖେଳାଇ ଦେଲାନି ବର୍ଷା, ତଥାପି ଜିତିଲା ପାକିସ୍ତାନ

ଢ଼ାକା,୮।୧୨: ପ୍ରଥମ ଦିନ ବର୍ଷା ବାଧକ ସାଜିବାରୁ ମାତ୍ର ୬.୨ ଓଭର ଖେଳ ସମ୍ଭବ ହୋଇପାରିଥିଲା। ଦ୍ୱିତୀୟ ଦିନ ସମାନ କାରଣରୁ ସମ୍ଭବ ହୋଇପାରି ନ ଥିଲା ଖେଳ। ବିଳମ୍ବରେ ତୃତିୟ ଦିନର ଖେଳ ଆରମ୍ଭ ହେଲା। ଏହାସତ୍ତ୍ୱେ ଢାକା...

୧୨୭ ବର୍ଷ ପରେ ପୁଣି କ୍ରିକେଟ୍‌ରେ ଘଟିଲା ଏମିତି

ବ୍ରିସବେନ୍‌,୮।୧୨: ଇଂଲଣ୍ଡ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଆଶେସ ସିରିଜ୍‌ର ପ୍ରଥମ ଟେଷ୍ଟ ୨୦୨୧-୨୨ ବ୍ରିସବେନର ଗାବାଠାରେ ଖେଳାଯାଉଛି । ଗାବାରେ ଇଂଲଣ୍ଡର ଅଧିନାୟକ ଜୋ ରୁଟ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। କିନ୍ତୁ ରୁଟଙ୍କ ନିଷ୍ପତ୍ତିକୁ...

ଯୁବତୀଙ୍କୁ ନିଜର ଅଶ୍ଲୀଳ ଫଟୋ ପଠାଇବା ଏହି କ୍ରିକେଟର୍‌ଙ୍କୁ ପଡିଥିଲା ମହଙ୍ଗା, ହରାଇଥିଲେ ସବୁକିଛି

ଅଷ୍ଟ୍ରେଲିଆ କ୍ରିକେଟର୍‌ ଟିମ୍‌ ପେନ୍‌ ଆଜି ୩୭ ତମ ଜନ୍ମଦିନ ପାଳନ କରୁଛନ୍ତି। ଷ୍ଟିଭ ସ୍ମିଥଙ୍କ ଅଧିନାୟକତ୍ୱରୁ ହଟାଇବା ପରେ ତାଙ୍କୁ ଅଷ୍ଟ୍ରେଲିଆର ଟେଷ୍ଟ ଦଳର ଅଧିନାୟକ କରାଯାଇଥିଲା। ସେ ଦଳକୁ ୨୦୧୯ରେ ଆଶେସ ସିରିଜ ଜିତାଇଥିଲେ। କିନ୍ତୁ ଅତୀତରେ...

୮୫ ବର୍ଷ ପରେ ଇତିହାସ ଦୋହରାଇଲେ ଏହି କ୍ରିକେଟର୍‌

ବ୍ରିସବେନ,୮।୧୨: ଇଂଲଣ୍ଡ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଆଶେସ ସିରିଜ ଆଜିଠାରୁ ଆରମ୍ଭ ହୋଇଛି। ବ୍ରିସବେନରେ ଇଂଲଣ୍ଡ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। କିନ୍ତୁ ତାଙ୍କ ନିଷ୍ପତ୍ତିକୁ ଅଷ୍ଟ୍ରେଲୀୟ ଦ୍ରୁତ ବୋଲର ମିଚେଲ ଷ୍ଟାର୍କ ଭୁଲ୍‌ ପ୍ରମାଣିତ...

ଦକ୍ଷିଣ ଆଫ୍ରିକା ଟେଷ୍ଟ ଦଳରେ ରବାଡା, ନର୍ଟଜେ

ଜୋହାନ୍ସବର୍ଗ,୭।୧୨: ଡିସେମ୍ବର ୨୬ ତାରିଖରୁ ଆରମ୍ଭ ହେବାକୁ ଯାଉଥିବା ଭାରତ ବିପକ୍ଷ ଘରୋଇ ୩ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ପାଇଁ ୨୧ ଜଣିଆ ଦଳ ଘୋଷଣା କରିଛି ଦକ୍ଷିଣ ଆଫ୍ରିକା। ଦଳରେ ସ୍ଥାନ ପାଇଛନ୍ତି ଦୁଇ ଘାତକ ପେସର...

ଆଗାମୀ ଆଇପିଏଲରୁ ନୂଆ ଅବତାରରେ ନଜର ଆସିବେ ଭଜି

ନୂଆଦିଲ୍ଲୀ,୭।୧୨: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଆଗାମୀ ସଂସ୍କରଣରୁ ଭିନ୍ନ ଅବତାରରେ ନଜର ଆସିବେ ପୂର୍ବତନ ଭାରତୀୟ ଅଫ୍‌ ସ୍ପିନର ହରଭଜନ ସିଂ। ତାଙ୍କୁ ସପୋର୍ଟ (କୋଚିଂ) ଷ୍ଟାଫ ସଦସ୍ୟ ଭାବେ ଦଳରେ ସାମିଲ କରିବା ପାଇଁ କିଛି ପ୍ରାଞ୍ଚାଇଜ...

ଦୁଇ ମାସ ପାଇଁ କ୍ରିକେଟରୁ ଦୂରେଇ ରହିବେ

ଅକଲାଣ୍ଡ,୭।୧୨: ନ୍ୟୁଜିଲାଣ୍ଡ ଦଳର ଅଧିନାୟକ କେନ ଓ୍ବିଲିୟମସନ କହୁଣୀ ଜନିତ ସମସ୍ୟା କାରଣରୁ ଆଗାମୀ ଦୁଇ ମାସ ପାଇଁ କ୍ରିକେଟରୁ ଦୂରେଇ ରହିବେ। ଫଳରେ ସେ ଜାନୁୟାରୀରୁ ଆରମ୍ଭ ହେବାକୁ ଥିବା ବାଂଲାଦେଶ ବିପକ୍ଷ ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ...

ପଡ଼ିଆରେ ନାଚିଲେ କୋହଲି

ମୁମ୍ବାଇ,୭।୧୨: ମୁମ୍ବାଇରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଇଥିବା ଟେଷ୍ଟ ମ୍ୟାଚରେ ଟିମ ଇଣ୍ଡିଆ କିୱି ଦଳକୁ ୩୭୨ ରନରେ ପରାସ୍ତ କରି ଏକ ଐତିହାସିକ ବିଜୟ ହାସଲ କରିଛି। ଦୁଇ ଦେଶ ମଧ୍ୟରେ ଖେଳାଯାଇଥିବା ଟେଷ୍ଟ ସିରିଜକୁ ୧-୦ରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri