Advertisement

ରାଜ୍ୟ

ଶିମିଳିପାଳରେ ମହାରାଷ୍ଟ୍ରର ଦ୍ୱିତୀୟ ମହାବଳ ବାଘୁଣୀଶିମିଳିପାଳରେ ମହାରାଷ୍ଟ୍ରର ଦ୍ୱିତୀୟ ମହାବଳ ବାଘୁଣୀ

ଶିମିଳିପାଳରେ ମହାରାଷ୍ଟ୍ରର ଦ୍ୱିତୀୟ ମହାବଳ ବାଘୁଣୀ

ବାରିପଦା,୧୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପରେ ମହାରାଷ୍ଟ୍ରର ଅନ୍ୟ ଏକ ମହାବଳ ବାଘୁଣୀ ‘ଗଙ୍ଗା’ ଗୁରୁବାର ରାତିରେ ପହଞ୍ଚତ୍ଛି। ସ୍ବତନ୍ତ୍ର ଟିମ୍‌ ଓ…

2 months ago
ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର: ଏହି ଅଭିନେତା ଶ୍ରେଷ୍ଠ ନାୟକରାଜ୍ୟ ଚଳଚ୍ଚିତ୍ର ପୁରସ୍କାର: ଏହି ଅଭିନେତା ଶ୍ରେଷ୍ଠ ନାୟକ

ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର: ଏହି ଅଭିନେତା ଶ୍ରେଷ୍ଠ ନାୟକ

ଭୁବନେଶ୍ୱର,୧୪।୧୧: ୨୦୨୦, ୨୧ ଏବଂ ୨୨ ପାଇଁ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା ହୋଇଛି। ୨୦ରେ ରଘୁ ସର୍ଦ୍ଦାର, ୨୧ରେ ପ୍ରତୀକ୍ଷା ଓ ଡାଲଚିନି , ୨୨ରେ…

2 months ago
ତିନିବର୍ଷ ପାଇଁ ଘୋଷଣା ହେଲା ରାଜ୍ୟ ଚଳଚିତ୍ର ପୁରସ୍କାର: ବାଜି ମାରିନେନେଲା ଏହି ଚାରି ସିନେମାତିନିବର୍ଷ ପାଇଁ ଘୋଷଣା ହେଲା ରାଜ୍ୟ ଚଳଚିତ୍ର ପୁରସ୍କାର: ବାଜି ମାରିନେନେଲା ଏହି ଚାରି ସିନେମା

ତିନିବର୍ଷ ପାଇଁ ଘୋଷଣା ହେଲା ରାଜ୍ୟ ଚଳଚିତ୍ର ପୁରସ୍କାର: ବାଜି ମାରିନେନେଲା ଏହି ଚାରି ସିନେମା

ଭୁବନେଶ୍ୱର,୧୪।୧୧: ସଂସ୍କୃତି ଭବନ ସମ୍ମିଳନୀ କକ୍ଷରେ ଗୁରୁବାର ଓଡ଼ିଶା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାରର ବିଜେତାମାନଙ୍କ ନାମ ଘୋଷଣା କରାଯାଇଛି। ଏକାସାଙ୍ଗରେ ତିନି ବର୍ଷ ପାଇଁ ପୁରସ୍କାର ଘୋଷଣା…

2 months ago
ଫେବୃଆରୀ ୨୧ରୁ ମାଟ୍ରିକ ପରୀକ୍ଷା: ପ୍ରକାଶ ପାଇଲା ସୂଚୀ, ଜାଣନ୍ତୁ କେଉଁ ଦିନ କ’ଣଫେବୃଆରୀ ୨୧ରୁ ମାଟ୍ରିକ ପରୀକ୍ଷା: ପ୍ରକାଶ ପାଇଲା ସୂଚୀ, ଜାଣନ୍ତୁ କେଉଁ ଦିନ କ’ଣ

ଫେବୃଆରୀ ୨୧ରୁ ମାଟ୍ରିକ ପରୀକ୍ଷା: ପ୍ରକାଶ ପାଇଲା ସୂଚୀ, ଜାଣନ୍ତୁ କେଉଁ ଦିନ କ’ଣ

ଭୁବନେଶ୍ୱର,୧୪।୧୧: ଫେବୃଆରୀ ୨୧ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା। ଏନେଇ ଗୁରୁବାର ମାଧ୍ୟମିକ ଶିକ୍ଷା ବୋର୍ଡ ପରୀକ୍ଷା ସୂଚୀ ପ୍ରକାଶ କରିଛି। ୨୧ ତାରିଖରେ ପ୍ରଥମ ଭାଷା…

2 months ago
ଏହି ଦିନଠୁ OSSTET ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ ରହିଛି…ଏହି ଦିନଠୁ OSSTET ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ ରହିଛି…

ଏହି ଦିନଠୁ OSSTET ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ ରହିଛି…

ଭୁବନେଶ୍ୱର,୧୪।୧୧: ଆସନ୍ତା ୧୯ ତାରିଖରୁ OSSTET -୨୦୨୪ ପାଇଁ ଯୋଗ୍ୟ ପ୍ରାର୍ଥୀମାନେ ଆବେଦନ କରିପାରିବେ। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ଗୁରୁବାର ବିଜ୍ଞପ୍ତି ପ୍ରକାଶ କରିଛି। ନଭେମ୍ବର…

2 months ago
ଗାଧୋଇବାକୁ ଆସି ପୋଖରୀରେ ବୁଡ଼ିଗଲେ ଦୁଇ ଭାଇ, କାନ୍ଦବୋବାଳିରେ ଫାଟିପଡୁଛି ଗାଁଗାଧୋଇବାକୁ ଆସି ପୋଖରୀରେ ବୁଡ଼ିଗଲେ ଦୁଇ ଭାଇ, କାନ୍ଦବୋବାଳିରେ ଫାଟିପଡୁଛି ଗାଁ

ଗାଧୋଇବାକୁ ଆସି ପୋଖରୀରେ ବୁଡ଼ିଗଲେ ଦୁଇ ଭାଇ, କାନ୍ଦବୋବାଳିରେ ଫାଟିପଡୁଛି ଗାଁ

କାମାକ୍ଷାନଗର,୧୪ା୧୧(ସୁଧୀର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଏକତାଳି ଗ୍ରାମରେ ଗୁୁରୁବାର ସକାଳେ ଏକ ଅଘଟଣ ଘଟିଯାଇଛି। ପୋଖରୀରେ ବୁଡ଼ି ଦୁଇ ସମ୍ପର୍କୀୟ ଭାଇଙ୍କ ମୃତ୍ୟୁ ହୋଇଛି।…

2 months ago
ଆସନ୍ତାକାଲିଠାରୁ ଐତିହାସିକ ବାଲିଯାତ୍ରା: ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀଆସନ୍ତାକାଲିଠାରୁ ଐତିହାସିକ ବାଲିଯାତ୍ରା: ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ଆସନ୍ତାକାଲିଠାରୁ ଐତିହାସିକ ବାଲିଯାତ୍ରା: ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

କଟକ,୧୪ା୧୧(ଶିଳ୍ପା ପ୍ରିୟଦର୍ଶିନୀ): ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାରଠାରୁ ଆରମ୍ଭ ହେବ ଐତିହାସିକ କଟକ ବାଲିଯାତ୍ରା। ଏନେଇ ସମସ୍ତ ପ୍ରସ୍ତୁତି ନେଇ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି କଟକ ଜିଲାପାଳ…

2 months ago
ଜୟନାରାୟଣଙ୍କ ଆଗୁଆ ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟଜୟନାରାୟଣଙ୍କ ଆଗୁଆ ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ

ଜୟନାରାୟଣଙ୍କ ଆଗୁଆ ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ

ଭୁବନେଶ୍ୱର/ସମ୍ବଲପୁର,୧୪ା୧୧: ଭାଜପା ବିଧାୟକ ଜୟନାରାୟଣ ମିଶ୍ରଙ୍କ ଆଗୁଆ ଆବେଦନକୁ ଖାରଜ କରିଦେଇଛନ୍ତି ସୁପ୍ରିମକୋର୍ଟ। ଜଣେ ମହିଳା ଆଇଆଇସିଙ୍କୁ ମାଡ଼ ଘଟଣାରେ ଜୟନାରାୟଣ କୋର୍ଟରେ ଆଗୁଆ ଜାମିନ ନିବେଦନ…

2 months ago
ଘାଟିରୁ ଜବତ ହେଲା ନିଖୋଜ କାଠ ବ୍ୟବସାୟୀଙ୍କ ମୃତଦେହ, ବଢ଼ିଲା ପୋଲିସର ଚିନ୍ତାଘାଟିରୁ ଜବତ ହେଲା ନିଖୋଜ କାଠ ବ୍ୟବସାୟୀଙ୍କ ମୃତଦେହ, ବଢ଼ିଲା ପୋଲିସର ଚିନ୍ତା

ଘାଟିରୁ ଜବତ ହେଲା ନିଖୋଜ କାଠ ବ୍ୟବସାୟୀଙ୍କ ମୃତଦେହ, ବଢ଼ିଲା ପୋଲିସର ଚିନ୍ତା

ପଟାଙ୍ଗି,୧୪ା୧୧(ଶରତ ଧଳ): ନିଖୋଜ କାଠ ବ୍ୟବସାୟୀଙ୍କ ମୃତଦେହ ଜବତ ନେଇ ପୋଲିସ ପାଇଁ ଚିନ୍ତା ବଢ଼ିଛି। ଏହିପରି ଘଟଣା ଘଟିଛି କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ…

2 months ago
ଖଟ ଉପରେ ଶୋଇଥିଲେ ବୃଦ୍ଧା, ଘରେ ପଶି ଝୁଣି ମାରିଦେଲା କୁକୁରଖଟ ଉପରେ ଶୋଇଥିଲେ ବୃଦ୍ଧା, ଘରେ ପଶି ଝୁଣି ମାରିଦେଲା କୁକୁର

ଖଟ ଉପରେ ଶୋଇଥିଲେ ବୃଦ୍ଧା, ଘରେ ପଶି ଝୁଣି ମାରିଦେଲା କୁକୁର

ଭୋଗରାଇ,୧୪ା୧୧(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ଜୟରାମପୁର ଗ୍ରାମରେ ଗୁରୁବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ଘରେ ୬୫ ବର୍ଷୀୟା ରୋଗାଗ୍ରସ୍ତା ବୃଦ୍ଧା…

2 months ago