Advertisement

ରାଜ୍ୟ

ଝାଡ଼ଖଣ୍ଡ ନିର୍ବାଚନ: ପ୍ରଚାରରେ କେନ୍ଦୁଝର ନେତାଝାଡ଼ଖଣ୍ଡ ନିର୍ବାଚନ: ପ୍ରଚାରରେ କେନ୍ଦୁଝର ନେତା

ଝାଡ଼ଖଣ୍ଡ ନିର୍ବାଚନ: ପ୍ରଚାରରେ କେନ୍ଦୁଝର ନେତା

କେନ୍ଦୁଝର,୧୦।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ୨ଟି ପର୍ଯ୍ୟାୟରେ ହେବ। ଆସନ୍ତା ୧୩ ଓ ୨୦ତାରିଖରେ ଝାଡ଼ଖଣ୍ଡ ନିର୍ବାଚନ ପାଇଁ ଭୋଟ ଗ୍ରହଣ କରାଯିବ। ୧୩…

2 months ago
ରବିଋତୁ ଫସଲ ପାଇଁ କୃଷକ ପାଇବେ ୯ ହଜାର କୋଟି ଟଙ୍କାର ଋଣରବିଋତୁ ଫସଲ ପାଇଁ କୃଷକ ପାଇବେ ୯ ହଜାର କୋଟି ଟଙ୍କାର ଋଣ

ରବିଋତୁ ଫସଲ ପାଇଁ କୃଷକ ପାଇବେ ୯ ହଜାର କୋଟି ଟଙ୍କାର ଋଣ

ନୂଆଦିଲ୍ଲୀ,୧୦ା୧୧: ରାଜ୍ୟରେ ଚଳିତ ୨୦୨୪-୨୫ ରବିଋତୁ ପାଇଁ ୯ ହଜାର କୋଟି ଟଙ୍କାର ଋଣ ପ୍ରଦାନ କରିବାକୁ ଯୋଜନା ରଖାଯାଇଛି ବୋଲି ରାଜ୍ୟ ସମବାୟ ବ୍ୟାଙ୍କ ପରିଚାଳନା…

2 months ago
ପରୀକ୍ଷା ଫଳ ପ୍ରକାଶରେ ବିଳମ୍ବ: କୁଳପତିଙ୍କ ସହ ଆଲୋଚନା କଲେ ଏମ୍‌ପିପରୀକ୍ଷା ଫଳ ପ୍ରକାଶରେ ବିଳମ୍ବ: କୁଳପତିଙ୍କ ସହ ଆଲୋଚନା କଲେ ଏମ୍‌ପି

ପରୀକ୍ଷା ଫଳ ପ୍ରକାଶରେ ବିଳମ୍ବ: କୁଳପତିଙ୍କ ସହ ଆଲୋଚନା କଲେ ଏମ୍‌ପି

କେନ୍ଦୁଝର,୧୦।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରସ୍ଥିତ ଧରଣୀଧର ବିଶ୍ୱବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ପରୀକ୍ଷା ଫଳ ପ୍ରକାଶରେ ଅହେତୁକ ବିଳମ୍ବ ହେଉଥିବା ପ୍ରସଙ୍ଗକୁ ନେଇ କେନ୍ଦୁଝର ଏମ୍‌ପି ଅନନ୍ତ ନାୟକ ବିଶ୍ବବିଦ୍ୟାଳୟର…

2 months ago
ଶ୍ରୀ ଅନ୍ନ ଅଭିଯାନ ଅଧୀନରେ ଶ୍ରେଷ୍ଠ ପ୍ରଦର୍ଶନକାରୀ ଜିଲା ଭାବେ କୋରାପୁଟ ପୁରସ୍କୃତଶ୍ରୀ ଅନ୍ନ ଅଭିଯାନ ଅଧୀନରେ ଶ୍ରେଷ୍ଠ ପ୍ରଦର୍ଶନକାରୀ ଜିଲା ଭାବେ କୋରାପୁଟ ପୁରସ୍କୃତ

ଶ୍ରୀ ଅନ୍ନ ଅଭିଯାନ ଅଧୀନରେ ଶ୍ରେଷ୍ଠ ପ୍ରଦର୍ଶନକାରୀ ଜିଲା ଭାବେ କୋରାପୁଟ ପୁରସ୍କୃତ

କୋରାପୁଟ,୧୦ା୧୧(ଅମିତାଭ ବେହେରା): ଭୁବନେଶ୍ୱରଠାରେ ରାଜ୍ୟ କୃଷି ବିଭାଗ ପକ୍ଷରୁ ରବିବାର ଶ୍ରୀ ଅନ୍ନ ପ୍ରଦର୍ଶନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସର୍ବୋଚ୍ଚ ମିଲେଟ(କ୍ଷୁଦ୍ର ଶସ୍ୟ) କଭରେଜ, ମିଲେଟ(କ୍ଷୁଦ୍ର) ଉତ୍ପାଦନ…

2 months ago
ଡମ୍ପର ଚଢ଼ାଇ ୨ ଜଣଙ୍କୁ ହତ୍ୟା ଅଭିଯୋଗଡମ୍ପର ଚଢ଼ାଇ ୨ ଜଣଙ୍କୁ ହତ୍ୟା ଅଭିଯୋଗ

ଡମ୍ପର ଚଢ଼ାଇ ୨ ଜଣଙ୍କୁ ହତ୍ୟା ଅଭିଯୋଗ

କେନ୍ଦୁଝର/ଆନନ୍ଦପୁର,୧୦ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ/ସୁଶାନ୍ତ ସାହୁ): କେନ୍ଦୁଝର ଜିଲା ଘଷିପୁରା ଥାନା ନଦିଆଁ ଗ୍ରାମରେ ରବିବାର ଅପରାହ୍ନରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ବ୍ୟକ୍ତି ଡମ୍ପର ଚଢ଼ାଇ…

2 months ago
କଟକ ଗଣବଳାତ୍କାର: ଆଉ ଜଣଙ୍କ ରହିଛି ସମ୍ପୃକ୍ତିକଟକ ଗଣବଳାତ୍କାର: ଆଉ ଜଣଙ୍କ ରହିଛି ସମ୍ପୃକ୍ତି

କଟକ ଗଣବଳାତ୍କାର: ଆଉ ଜଣଙ୍କ ରହିଛି ସମ୍ପୃକ୍ତି

କଟକ,୧୦।୧୧: କଟକ ଗଣବଳାତ୍କାର ଆଉ ଜଣଙ୍କ ସମ୍ପୃକ୍ତି ଥିବା ଡିସିପି ସୂଚନା ଦେଇଛନ୍ତି। ଆଉ ଜଣଙ୍କ ସମ୍ପୃକ୍ତି ନେଇ ପରିବାର ଲୋକେ ଜଣାଇଛନ୍ତି।ପୀଡ଼ିତା ପରିବାରକୁ ସମସ୍ତ ପ୍ରକାର…

2 months ago
ଓଡ଼ିଶାର ପ୍ରକୃତ ଇତିହାସ ଜାଣିବାକୁ ହେବ ଗବେଷଣାଓଡ଼ିଶାର ପ୍ରକୃତ ଇତିହାସ ଜାଣିବାକୁ ହେବ ଗବେଷଣା

ଓଡ଼ିଶାର ପ୍ରକୃତ ଇତିହାସ ଜାଣିବାକୁ ହେବ ଗବେଷଣା

ଭୁବନେଶ୍ୱର,୧୦।୧୧: ଓଡ଼ିଆ ବରପୁତ୍ରଙ୍କ ଓ ଓଡ଼ିଶାର ପ୍ରକୃତ ଇତିହାସ ଜାଣିବାକୁ ଗବେଷଣା ହେବ। ଏ ନେଇ ଆଇନ ମନ୍ତ୍ରୀ ପୃଥୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ସେ କହିଛନ୍ତି,…

2 months ago
ନନାଙ୍କ ପଞ୍ଚାୟତରେ ସୁରକ୍ଷିତ ନାହାନ୍ତି ମହିଳା: କାହିଁକି ଏମିତି କହିଲେ ଲେଖାଶ୍ରୀନନାଙ୍କ ପଞ୍ଚାୟତରେ ସୁରକ୍ଷିତ ନାହାନ୍ତି ମହିଳା: କାହିଁକି ଏମିତି କହିଲେ ଲେଖାଶ୍ରୀ

ନନାଙ୍କ ପଞ୍ଚାୟତରେ ସୁରକ୍ଷିତ ନାହାନ୍ତି ମହିଳା: କାହିଁକି ଏମିତି କହିଲେ ଲେଖାଶ୍ରୀ

ଭୁବନେଶ୍ୱର,୧୦।୧୧: ବାଲେଶ୍ୱର ନୀଳଗିରି ଲଜ୍ଜାକୁ ନେଇ ବଜେଡି ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର ଭାଜପା ଉପରେ ବର୍ଷିଛନ୍ତି । ପ୍ରେସମିଟ୍‌ କରି ସେ ଭାଜପା ସରକାରଙ୍କୁ ଟାର୍ଗେଟ କରିଛନ୍ତି।…

2 months ago
ସାକ୍ଷୀଗୋପାଳ ମନ୍ଦିରରେ ଅଁଳା ନବମୀ: ରାଧାପାଦ ଦର୍ଶନ କରୁଛନ୍ତି ଲକ୍ଷାଧିକ ଶ୍ରଦ୍ଧାଳୁସାକ୍ଷୀଗୋପାଳ ମନ୍ଦିରରେ ଅଁଳା ନବମୀ: ରାଧାପାଦ ଦର୍ଶନ କରୁଛନ୍ତି ଲକ୍ଷାଧିକ ଶ୍ରଦ୍ଧାଳୁ

ସାକ୍ଷୀଗୋପାଳ ମନ୍ଦିରରେ ଅଁଳା ନବମୀ: ରାଧାପାଦ ଦର୍ଶନ କରୁଛନ୍ତି ଲକ୍ଷାଧିକ ଶ୍ରଦ୍ଧାଳୁ

ସାକ୍ଷୀଗୋପାଳ,୧୦।୧୧: (କିଶୋର ମହାପାତ୍ର/ ପ୍ରଶାନ୍ତ କୁମାର ବାରିକ): କାର୍ତ୍ତିକ ମାସ ଶୁକ୍ଳ ପକ୍ଷ ନବମୀ ତିଥି ରବିବାର ସାକ୍ଷୀଗୋପାଳ ମନ୍ଦିରରେ ଅଁଳାନବମୀ ଉପଲକ୍ଷେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ…

2 months ago
ରାଜଧାନୀରେ ମାତିଲେ ଲୁଟେରା, ବୃଦ୍ଧ ଦମ୍ପତିଙ୍କୁ ଭିତରପଟୁ ତାଲା ପକାଇ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାରରାଜଧାନୀରେ ମାତିଲେ ଲୁଟେରା, ବୃଦ୍ଧ ଦମ୍ପତିଙ୍କୁ ଭିତରପଟୁ ତାଲା ପକାଇ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର

ରାଜଧାନୀରେ ମାତିଲେ ଲୁଟେରା, ବୃଦ୍ଧ ଦମ୍ପତିଙ୍କୁ ଭିତରପଟୁ ତାଲା ପକାଇ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର

ଭୁବନେଶ୍ୱର,୧୦ା୧୧: ରାଜଧାନୀରେ ପୁଣି ମାତିଲେ ଲୁଟେରା। ଝରକା ତାଡ଼ି ଭୁବନେଶ୍ୱର ଇନଫୋସିଟି ଶ୍ରୀଗଣେଶ ବିହାର ଅଞ୍ଚଳରେ ରହୁଥିବା ଅବସରପ୍ରାପ୍ତ କର୍ମଚାରୀ ବଂଶୀଧର ଗୌଡ଼ଙ୍କ ଘରେ ଲୁଟେରା କଳାକନା…

2 months ago