ଭୁବନେଶ୍ୱର, ୧୩।୧୨(ବ୍ୟୁରୋ): ଓଡ଼ିଶା ଷ୍ଟିଭେଡର୍ସ ଲିମିଟେଡ୍ (ଓଏସ୍ଏଲ୍)ର ନିର୍ଦ୍ଦେଶକ ତଥା ଶିଳ୍ପପତି ମହିମାନନ୍ଦ ମିଶ୍ରଙ୍କ ପୁଅ ଚର୍ଚ୍ଚିତ ମିଶ୍ର ସୋମବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ରେ ହାଜର…
ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜଣେ ଗରିବ ଛାତ୍ରଙ୍କୁ ଡାକ୍ତରୀ ପଢ଼ିବା ପାଇଁ ସହଯୋଗର ହାତ ବଢ଼ାଇଛନ୍ତି। ଡାକ୍ତରୀ ପଢ଼ିବା ପାଇଁ ଅର୍ଥ ବାଧକ ସାଜିଥିଲା। ମୁଖ୍ୟମନ୍ତ୍ରୀଙ୍କୁ…
ଭୁବନେଶ୍ୱର,୧୩।୧୨(ବ୍ୟୁରୋ):ରାଜ୍ୟର କେନ୍ଦୁପତ୍ର ତୋଳାଳି ଓ ବନ୍ଧାଳିମାନଙ୍କର ଅସ୍ଥାୟୀ କେନ୍ଦୁପତ୍ର କର୍ମଚାରୀ ସଂଘ ସୋମବାର ନବୀନ ନିବାସଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି କୃତଜ୍ଞତା ଜଣାଇଛି। ଏହି ଅବସରରେ…
ଭୁବନେଶ୍ୱର,୧୩।୧୨(ବ୍ୟୁରୋ):ରାଜ୍ୟରେ ଶୀତର ପ୍ରକୋପ ହ୍ରାସ ପାଇଛି। ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲ୍ସିୟସ ବୃଦ୍ଧି ପାଇଛି। ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ୧୩ ଡିଗ୍ରୀ ଉପରେ ରହିଛି।…
ଭୁବନେଶ୍ୱର, ୧୩ା୧୨(ବ୍ୟୁରୋ):ହାତୀ-ମଣିଷ ବିବାଦ ଦିନକୁ ଦିନ ବଢ଼ିବାରେ ଲାଗିଛି। ରାଜ୍ୟରେ କେତେକ ସ୍ଥାନରେ ଏହା ମୁଣ୍ଡବ୍ୟଥାର କାରଣ ହୋଇଛି। ଏହି ବିବାଦ ମଧ୍ୟରେ ବି ଆମକୁ ମନେ…
ଉମରକୋଟ,୧୨ା୧୨(ସ୍ବ.ପ୍ର.): ଛତିଶଗଡ଼ର କାଙ୍କେରରୁ ଭୋଜିଖାଇ ଫେରୁଥିବା ୪ ଜଣଙ୍କୁ ଶନିବାର ରାତିରେ ଅପହରଣ କରାଯାଇଥିବା ସନ୍ଦେହ ଭୁଲ୍ ପ୍ରମାଣିତ ହୋଇଛି। ଅପହରଣ ନୁହେଁ ଏହା ଏକ ଦୁର୍ଘଟଣା…
ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ପରଲୋକରେ ପୂର୍ବତନ ଏମ୍ପି ମୋହନ ଜେନା। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୫ ବର୍ଷ…
କେନ୍ଦୁଝର,୧୨।୧୨(ସ୍ବ.ପ୍ର.): ସ୍ଥାନୀୟ ସରକାରୀ ମହିଳା ମହାବିଦ୍ୟାଳୟରେ ପରୀକ୍ଷାଫଳକୁ ନେଇ ଛାତ୍ରୀ ଅଶାନ୍ତି ଦେଖାଦେଇଛି। ଏହାର ପ୍ରତିବାଦରେ ସୋମବାର ଛାତ୍ରୀମାନେ କଲେଜ ଗେଟ୍ ଏବଂ କଲେଜ ସମ୍ମୁଖ ରାସ୍ତା…
ବାରିପଦା ଅଫିସ,୧୨।୧୨: ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ଡିଭିଜନରେ ଦନ୍ତାହାତୀର ଶିକାର ଓ ପ୍ରମାଣ ନଷ୍ଟ ଘଟଣାରେ ସୋମବାର ଉଚ୍ଚସ୍ତରୀୟ ତଦନ୍ତ ଆରମ୍ଭ ହୋଇଛି। ମୁଖ୍ୟ…
ଭୁବନେଶ୍ୱର,୧୨ା୧୨(ବ୍ୟୁରୋ): ସୋମବାର ବିଧାୟିକା ଭାବେ ଶପଥ ନେଇଛନ୍ତି ପଦ୍ମପୁରର ନବନିର୍ବାଚିତ ବିଧାୟିକା ବର୍ଷା ସିଂ ବରିହା। ଆଜି ପୂର୍ବାହ୍ନ ସାଢ଼େ ୧୧ଟାରେ ବିଧାନସଭାରେ ବାଚସ୍ପତି ବିକ୍ରମ କେଶରୀ…