ରାଜ୍ୟ

ଦୁର୍ଘଟଣାରେ ସାମ୍ବାଦିକଙ୍କ ମୃତ୍ୟୁ

ଭୁବନେଶ୍ୱର,୬।୩(ବ୍ୟୁରୋ): ଖଣ୍ଡଗିରିରେ ଶନିବାର ରାତିରେ ଏକ ସଡ଼କ ଦୁର୍ଘଟଣାରେ ଜଣେ ସାମ୍ବାଦିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଜିତେନ୍ଦ୍ର ପ୍ରସାଦ ଦାସ (୪୨)। ତାଙ୍କ ଘର କେନ୍ଦ୍ରାପଡ଼ା…

3 years ago

ଖର୍ଚ୍ଚ ପାଇଁ ତରବର

ଭୁବନେଶ୍ୱର,୫ା୩(ବ୍ୟୁରୋ) ୨୦୨୧-୨୨ ଆର୍ଥିକ ବର୍ଷ ଶେଷ ହେବାକୁ ବସିବସିଥିବାବେଳେ ଅନେକ ବିଭାଗ ବଜେଟ ଅର୍ଥ ଖର୍ଚ୍ଚ କରିବାରେ ସକ୍ଷମ ହୋଇନାହାନ୍ତି। ଏପରି କି କେତେକ ବିଭାଗ ୪୦%…

3 years ago

ଟିକେଟକୁ ନେଇ କନ୍ଦଳ ତେଜୁଛି

ଭୁବନେଶ୍ୱର, ୬।୩ (ବ୍ୟୁରୋ): ପୌର ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ ପାଇଁ ଆଉ ମାତ୍ର ୨ଦିନ ସମୟ ରହିଛି। ତେବେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ରେ…

3 years ago

ଗ୍ରାହକଙ୍କ ଚାହିଦା ସର୍ବୋଚ୍ଚ ପ୍ରାଥମିକତା

ଅନେକ ବାଧାବିଘ୍ନ ଅତିକ୍ରମ କରି ୯୦ ଦଶକରେ ଭୁବନେଶ୍ୱର ମାଷ୍ଟର କ୍ୟାଣ୍ଟିନରେ ଆରମ୍ଭ କରିଥିଲେ ‘ଗ୍ରୀନ୍‌ ଚିଲିଜ୍‌’। ଦୃଢ଼ ଇଚ୍ଛାଶକ୍ତି ତଥା ଅକ୍ଳାନ୍ତ ପରିଶ୍ରମ ବଳରେ ସେହି…

3 years ago

ବିପର୍ଯ୍ୟୟ ମୁକାବିଲା ଶିକ୍ଷା ଘୋଷଣାରେ ସୀମିତ

ଭୁବନେଶ୍ୱର,୬।୩(ବ୍ୟୁରୋ): ପ୍ରତ୍ୟେକ ବର୍ଷ ଓଡ଼ିଶା ବନ୍ୟା, ବାତ୍ୟା, ମରୁଡ଼ି ଭଳି ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ଗତ ୨ ବର୍ଷ ହେବ ସମଗ୍ର ବିଶ୍ୱ ସହିତ ଓଡ଼ିଶା…

3 years ago

ଭୁଶୁଡ଼ିଲା ନିର୍ମାଣାଧୀନ ବ୍ରିଜ୍‌

ବୌଦ୍ଧ,୫ା୩(ଡି.ଏନ୍‌.ଏ.): ପଶ୍ଚିମ ଓଡ଼ିଶାର ଜୀବନ ରେଖା କୁହାଯାଉଥିବା ଖୋର୍ଦ୍ଧା-ବଲାଙ୍ଗୀର ରେଳପ୍ରକଳ୍ପ କାର୍ଯ୍ୟ ଜାରି ରହିଛି। ବୌଦ୍ଧ ଜିଲା ଦେଇ ୧୧୦ କି.ମି. ପରିବ୍ୟାପ୍ତ ଏହି ରେଳପଥ ଯିବାକୁ…

3 years ago

୬ କର୍ପୋରେଟର ପ୍ରାର୍ଥୀଙ୍କ ନାମ ଚୂଡାନ୍ତ କଲା ସିପିଆଇ(ଏମ୍‌)

ଭୁବନେଶ୍ୱର,୫।୩(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ନିର୍ବାଚନ ପାଇଁ ୬ଜଣ କର୍ପୋରେଟର ପ୍ରାର୍ଥୀଙ୍କ ନାମ ଚୂଡ଼ାନ୍ତ କରିଛି ସିପିଆଇ(ଏମ୍‌)। ସେମାନେ ହେଲେ ୱାର୍ଡ ନଂ. ୫ ପାଇଁ ବିମଳୀ…

3 years ago

ଡ. ସୁନୀତି ମୁଣ୍ଡ୍‌ ଭାଜପାର ମେୟର ପ୍ରାର୍ଥୀ

ଭୁବନେଶ୍ୱର,୫ା୩(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ ନିର୍ବାଚନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା ଜାରି ରହିଛି। ପୂର୍ବରୁ କଂଗ୍ରେସ ଏବଂ ବିଜେଡି ପ୍ରାର୍ଥୀଙ୍କ ନାମ ଘୋଷଣା କରିସାରିଥିବା ବେଳେ…

3 years ago

ନଦୀକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ୪ ନାବାଳିକା

ରାଉରକେଲା ଅଫିସ,୫ା୩: ରାଉରକେଲାସ୍ଥିତ ପାନପୋଷ ବ୍ରାହ୍ମଣୀ ଘାଟିରେ ଗାଧୋଇବାକୁ ଯାଇ ୪ ନାବାଳିକା ବୁଡ଼ି ଯାଇଛନ୍ତି। ପାଟି ଶୁଣି ନିକଟରେ ଥିବା ସ୍ଥାନୀୟ କିଛି ଲୋକ ଦୌଡ଼ି…

3 years ago

ଘରେ ପଶି ଆଖିବୁଜା ଗୁଳି ଚଳାଇଲେ, ସ୍ବାମୀ ମୃତ; ସ୍ତ୍ରୀ-ପୁଅ ଆହତ

ମହାକାଳପଡ଼ା,୫ା୩(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅନ୍ତର୍ଗତ ଅଳାଇଲୋ ପଞ୍ଚାୟତ ବବକରପୁର ଗ୍ରାମର ଅରବିନ୍ଦ ମିଶ୍ରଙ୍କ ଘରେ ଶନିବାର ଅପରାହ୍ନର ଦୁଇ ଦୁର୍ବୃତ୍ତ ଅତର୍କିତ ଗୁଳି ଚାଳନା…

3 years ago