ରାଜ୍ୟ

କଟକ ମହାନଗର ନିଗମ: ୫୧୭୪ ବଢ଼ିଲା ଭୋଟର ସଂଖ୍ୟା

କଟକ ଅଫିସ,୨୫ା୨: କଟକ ମହାନଗର ନିଗମ (ସିଏମ୍‌ସି) ପକ୍ଷରୁ ଚୂଡାନ୍ତ ଭୋଟର ତାଲିକା ବୁଧବାର ପ୍ରକାଶ ପାଇଛି। ପ୍ରାଥମିକ ଭୋଟର ତାଲିକାଠାରୁ ଚୂଡ଼ାନ୍ତ ତାଲିକାରେ ଭୋଟର ସଂଖ୍ୟା…

3 years ago

ଡାକ୍ତରାଣୀଙ୍କୁ ବିବାହ କରି ୨୩ ଲକ୍ଷ ଲୁଟିଥିଲେ ନକଲି ଡାକ୍ତର

ଭୁବନେଶ୍ୱର, ୨୫।୨(ବ୍ୟୁରୋ): ଅର୍ଥ ପାଇଁ ବିଭିନ୍ନ ରାଜ୍ୟର ୧୭ରୁ ଅଧିକ ମହିଳାଙ୍କୁ ବିବାହ ପରେ ଠକେଇ ଓ ପ୍ରତାରଣା କରି ଜେଲରେ ଥିବା ନକଲି ଡାକ୍ତର ରମେଶ…

3 years ago

ପଞ୍ଚାୟତ ନିର୍ବାଚନ ହିଂସାରେ ଶେଷ

ଭୁବନେଶ୍ୱର,୨୫।୨(ବ୍ୟୁରୋ): ହିଂସାରୁ ଆରମ୍ଭ ହେଲା। ହିଂସାରେ ସରିଲା। ପ୍ରଥମରୁ ଶେଷ ପର୍ଯ୍ୟାୟ ଯାଏ ବୁଥ୍‌ ଜବରଦଖଲ, ଗୋଷ୍ଠୀ ସଂଘର୍ଷ, ବୋମାମାଡ଼, ହତ୍ୟାକାଣ୍ଡ, ଖବରଦାତା, ପୋଲିସ, ବିଡିଓଙ୍କୁ ମାଡ଼,…

3 years ago

ଆଜିଠୁ ଖଣିମନ୍ତ୍ରୀମାନଙ୍କୁ ନେଇ ୨ଦିନିଆ ସମ୍ମିଳନୀ

ଭୁବନେଶ୍ୱର, ୨୫ା୨(ବ୍ୟୁରୋ): ବିଭିନ୍ନ ରାଜ୍ୟର ଖଣି ଓ ଇସ୍ପାତ ମନ୍ତ୍ରୀମାନଙ୍କୁ ନେଇ ଏକ ୨ଦିନିଆ ମନ୍ତ୍ରୀସ୍ତରୀୟ ସମ୍ମିଳନୀ ଓଡ଼ିଶାରେ ଅନୁଷ୍ଠିତ ହେବାକୁ ଯାଉଛି। ଭାରତ ସରକାରଙ୍କ ଇସ୍ପାତ…

3 years ago

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ୨୦ ବୋମାମାଡ଼

ବ୍ରହ୍ମଗିରି,୨୫।୨(ଡି.ଏନ୍‌.ଏ.): ରାଜନୈତିକ ବିବାଦ ଓ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବ୍ରହ୍ମଗିରି ଥାନା ଅନ୍ତର୍ଗତ ଦଣ୍ଡୁଆସିପଡ଼ା ଗ୍ରାମରେ ଗୁରୁବାର ପୁଣିଥରେ ଗୋଷ୍ଠୀ ସଂଘର୍ଷ ସହ ୨୦ରୁ ଊର୍ଦ୍ଧ୍ୱ ବୋମା…

3 years ago

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା: ପୂର୍ବତନ ଏଏସ୍‌ପି ତ୍ରିନାଥ ମିଶ୍ରଙ୍କ ଜାମିନ ଖାରଜ

କଟକ ଅଫିସ,୨୫ା୨: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ପୂର୍ବତନ ଅତିରିକ୍ତ ଏସ୍‌ପି ତ୍ରିନାଥ ମିଶ୍ରଙ୍କ ଜାମିନ ଆବେଦନ ଗୁରୁବାର ଭିଜିଲାନ୍ସ କୋର୍ଟରେ ଖାରଜ ହୋଇଯାଇଛି। ଫଳରେ…

3 years ago

ବମିଖାଲ ଓଭର ବ୍ରିଜ୍‌ ଭୁଶୁଡ଼ିବା ଘଟଣା: କଳାତାଲିକାଭୁକ୍ତ ରାୟକୁ କୋହଳ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୫।୨: ୨୦୧୭ ସେପ୍ଟେମ୍ବର ୧୦ରେ ଭୁଶୁଡ଼ି ପଡ଼ିଥିବା ଭୁବନେଶ୍ୱର ବମିଖାଲ ଓଭର ବ୍ରିଜ୍‌ର ନିର୍ମାଣକାରୀ ସଂସ୍ଥା ପଣ୍ଡା ଇନ୍‌ପ୍ରା ପ୍ରୋଜେକ୍ଟକୁ ସୁପ୍ରିମକୋର୍ଟରୁ ଗୁରୁବାର ଆଶ୍ୱସ୍ଥି ମିଳିଛି। ଏହି…

3 years ago

ଫସିିଛନ୍ତି ପଶ୍ଚିମ ଓଡ଼ିଶାର ୩୦ ଡାକ୍ତରୀ ଛାତ୍ରୀଛାତ୍ର

ସମ୍ବଲପୁର(ବ୍ୟୁରୋ)/ରାଉରକେଲା ଅଫିସ/ ଝାରସୁଗୁଡ଼ା ଅଫିସ/ଟିଟିଲାଗଡ଼, ୨୪ା୨(ଡି.ଏନ.ଏ.): ରୁଷିଆ ଓ ୟୁକ୍ରେନ ଭିତରେ ଆରମ୍ଭ ହୋଇଯାଇଛି ଯୁଦ୍ଧ। ୟୁକ୍ରେନରେ ଫସିରହିଥିବା ଭାରତୀୟଙ୍କ ପାଇଁ ବଢିଛି ଚିନ୍ତା। ଏହିକ୍ରମରେ ପଶ୍ଚିମ…

3 years ago

ପୌର ନିର୍ବାଚନ: ଅଡୁଆରେ ସରକାର

ଭୁବନେଶ୍ୱର,୨୪।୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଗୁରୁବାର ସରିଯାଇଛି। ତେବେ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହେଉଥିବା ବେଳେ ରାଜ୍ୟ ସରକାରଙ୍କ ପାଇଁ ଏବେ ଅଡୁଆ ବଢିଛି।…

3 years ago

ଶେଷ ପର୍ଯ୍ୟାୟରେ ୭୦ ପ୍ରତିଶତରୁ ଅଧିକ ମତଦାନ

ଭୁବନେଶ୍ୱର,୨୪।୨(ବ୍ୟୁରୋ): ରାଜ୍ୟରେ ଗୁରୁବାର ପଞ୍ଚମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି । ଶେଷ ପର୍ଯ୍ୟାୟରେ ସାରା ରାଜ୍ୟରେ ୭୦ ପ୍ରତିଶତରୁ ଅଧିକ ମତଦାନ ହୋଇଛି ବୋଲି ରାଜ୍ୟ…

3 years ago