ରାଜ୍ୟ

ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି ପାଇଁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ: ଜାଣନ୍ତୁ କେମିତି କରିବେ ପଞ୍ଜୀକରଣ

ଭୁବନେଶ୍ୱର,୨୦।୯(ଅନିଲ ଦାସ):ଆସନ୍ତା ସେପ୍ଟେମ୍ବର ୨୩ ତାରିଖ ସୋମବାର ମୁଖ୍ୟମନ୍ତ୍ରୀ ବିଭିନ୍ନ ଜନ ଅଭିଯୋଗର ଶୁଣାଣି କରିବେ। ଜନ ଶୁଣାଣି ପାଇଁ ଗୁରୁବାରଠାରୁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ ହୋଇଛି।…

3 months ago

ସାହାରା ଜମାକାରୀଙ୍କ ପାଇଁ ଖୁସିଖବର: ଫେରସ୍ତ ରାଶି ସୀମା ୫୦ହଜାରକୁ ବୃଦ୍ଧି

ଭୁବନେଶ୍ୱର,୨୦ା୯(ଅନୁରାଧା ମହାରଣା):ସରକାର ସାହାରା ଗ୍ରୁପ୍‌ ସମବାୟ ସମିତିର କ୍ଷୁଦ୍ର ଜମାକାରୀଙ୍କୁ ଫେରସ୍ତ କରାଯିବାକୁ ଥିବା ଅର୍ଥ ରାଶିର ସୀମା ୧୦ହଜାର ଟଙ୍କାରୁ ୫୦ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି।…

3 months ago

ଫେରିଘାଟକୁ ଯୋଗାଇ ଦିଆଗଲା ପାୱାର ବୋଟ୍‌, ଦୁର୍ବିପାକ ବେଳେ କରିବ ସହାୟତା

ମହାକାଳପଡ଼ା,୨୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବହୁ ଚର୍ଚ୍ଚିତ ବାହାକୁଦ, ମୂଷାଡ଼ିଆ, ମହାନଦୀ ଫେରିଘାଟ ଜିଲାରେ ସର୍ବୋତ୍ତମ ରାଜସ୍ବ ନିଲାମ ହେଉଥିବା ଘାଟ। ଏହି…

3 months ago

ଭରତପୁର ଘଟଣା:ପୋଲିସକୁ ବଞ୍ଚାଇବାକୁ ଜୋର୍‌ଦାର ଉଦ୍ୟମ

ଭୁବନେଶ୍ୱର, ୨୦ା୯(ସୁନିତ୍‌ ମିଶ୍ର):ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଏବଂ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କ ପ୍ରତି କରାଯାଇଥିବା ନିର୍ଯାତନା ଓ ଅତ୍ୟାଚାର ଘଟଣାକୁ ଇତିମଧ୍ୟରେ ୫ଦିନ…

3 months ago

ମେଜରଙ୍କ ବାନ୍ଧବୀଙ୍କୁ ଗୁପ୍ତାଙ୍ଗ ଦେଖାଇଥିଲେ ଥାନା ଆଇଆଇସି

ଭୁବନେଶ୍ୱର,୨୦ା୯(ସୁନିତ୍‌ ମିଶ୍ର):ଭରତପୁର ଥାନାରେ ନିର୍ଯାତନା ଓ ଅତ୍ୟାଚାରର ଶିକାର ହୋଇଥିବା ଅଙ୍କିତା ପ୍ରଧାନ ଜାମିନରେ ମୁକୁଳିବା ପରେ ଗଣମାଧ୍ୟମ ଆଗକୁ ଆସି ମୁହଁ ଖୋଲିଛନ୍ତି। ଶନିବାର ବିଳମ୍ବିତ…

3 months ago

ଫରେଷ୍ଟ ଗାର୍ଡ ଚାକିରୀ କରାଇଦେବା ଆଳରେ ୧.୫୦ ଲକ୍ଷ ଠକେଇ

ଭୁବନେଶ୍ୱର,୧୯ା୯(ସୂର୍ଯ୍ୟକାନ୍ତ ବେହେରା): ସହିଦନଗର ଥାନା ଆଇଆଇସିଙ୍କ ପୁଅ କହି ଜଣେ ଅଭିଯୁକ୍ତ ଚାକିରି ଦେବା ନାଁରେ ଜଣେ ଆଶାୟୀଙ୍କଠାରୁ ୧.୫୦ ଲକ୍ଷ ଟଙ୍କା ଠକିନେଇଛନ୍ତି। ଏନେଇ ଠକେଇର…

3 months ago

ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୋହନ ସରକାରଙ୍କ ପ୍ରଥମ କାର୍ଯ୍ୟାନୁଷ୍ଠାନ, ବିଦା ହେଲେ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର,୧୯ା୯: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୋହନ ସରକାର। ଭାଜପା ସରକାରରେ କୌଣସି କର୍ମଚାରୀଙ୍କୁ ଦୁର୍ନୀତି ଅଭିଯୋଗରେ ବିଦା କରିବା ପ୍ରଥମ ଘଟଣା। ଅନୁଗୋଳ…

3 months ago

ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ ହାଇକୋର୍ଟରେ।…

3 months ago

ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍‌ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ ସରକାରଙ୍କୁ…

3 months ago

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ ଦେଲେ।…

3 months ago