Advertisement

ରାଜ୍ୟ

ପଡୋଶୀ ଆନ୍ଧ୍ରପ୍ରଦେଶରେ ବ୍ୟାପିଲା ବାର୍ଡ଼ ଫ୍ଲୁ, ଓଡିଶା ପାଇଁ ସତର୍କ ଘଣ୍ଟିପଡୋଶୀ ଆନ୍ଧ୍ରପ୍ରଦେଶରେ ବ୍ୟାପିଲା ବାର୍ଡ଼ ଫ୍ଲୁ, ଓଡିଶା ପାଇଁ ସତର୍କ ଘଣ୍ଟି

ପଡୋଶୀ ଆନ୍ଧ୍ରପ୍ରଦେଶରେ ବ୍ୟାପିଲା ବାର୍ଡ଼ ଫ୍ଲୁ, ଓଡିଶା ପାଇଁ ସତର୍କ ଘଣ୍ଟି

ଭୁବନେଶ୍ୱର,୨୮ା୩: ପଡୋଶୀ ଆନ୍ଧ୍ରପ୍ରଦେଶରେ ଆଠଟି ସ୍ଥାନରେ ବାର୍ଡ଼ ଫ୍ଲୁର ପ୍ରକୋପ ଦେଖାଦେଇଛି। ଶୁକ୍ରବାର ବିଶ୍ୱ ପଶୁ ସ୍ୱାସ୍ଥ୍ୟ ସଂଗଠନ କହିଛି ଯେ, ଫାର୍ମ ଏବଂ କୁକୁଡ଼ାରେ H5N1…

19 hours ago
୨୦୨୪ ପରଠାରୁ ST, SC ଲୋକଙ୍କ ଉପରେ ୨୪୮୩ଟି ଅତ୍ୟାଚାର ଜନିତ ମାମଲା ରୁଜୁ୨୦୨୪ ପରଠାରୁ ST, SC ଲୋକଙ୍କ ଉପରେ ୨୪୮୩ଟି ଅତ୍ୟାଚାର ଜନିତ ମାମଲା ରୁଜୁ

୨୦୨୪ ପରଠାରୁ ST, SC ଲୋକଙ୍କ ଉପରେ ୨୪୮୩ଟି ଅତ୍ୟାଚାର ଜନିତ ମାମଲା ରୁଜୁ

ଭୁବନେଶ୍ୱର,୨୮ା୩: ଜୁନ୍ ୨୦୨୪ ପରଠାରୁ ଓଡ଼ିଶାର ବିଭିନ୍ନ ଥାନାରେ ଅନୁସୂଚିତ ଜନଜାତି (ଏସ୍ ଟି) ଏବଂ ଅନୁସୂଚିତ ଜାତି (ଏସ୍ ସି) ଲୋକଙ୍କ ଉପରେ ଅତ୍ୟାଚାର ଜଡିତ…

19 hours ago
ଭିଜିଲାନ୍ସ ଜାଲରେ ତହସିଲ କିରାଣି, ଜାରି ରହିଛି ଚଢ଼ାଉଭିଜିଲାନ୍ସ ଜାଲରେ ତହସିଲ କିରାଣି, ଜାରି ରହିଛି ଚଢ଼ାଉ

ଭିଜିଲାନ୍ସ ଜାଲରେ ତହସିଲ କିରାଣି, ଜାରି ରହିଛି ଚଢ଼ାଉ

ବଇଣ୍ଡା,୨୮ା୩(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଆଠମଲ୍ଲିକ ତହସିଲ କାର୍ଯାଳୟରେ ଶୁକ୍ରବାର ଅନୁଗୋଳ ଭିଜିଲାନ୍ସ ଟିମ୍‌ ଚଢ଼ାଉ କରିଛି। ଲାଞ୍ଚ ନେଉଥିବା ବେଳେ ଆଠମଲ୍ଲିକ ତହସିଲ ଅଫିସର କିରାଣି…

19 hours ago
୧୦,୦୦୦ ଶିକ୍ଷକଙ୍କୁ ଦିଆଯିବ ନିଯୁକ୍ତି: ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ଘୋଷଣା୧୦,୦୦୦ ଶିକ୍ଷକଙ୍କୁ ଦିଆଯିବ ନିଯୁକ୍ତି: ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ଘୋଷଣା

୧୦,୦୦୦ ଶିକ୍ଷକଙ୍କୁ ଦିଆଯିବ ନିଯୁକ୍ତି: ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ଘୋଷଣା

ଭୁବନେଶ୍ୱର,୨୮ା୩: ରାଜ୍ୟର ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ ​​କରିବା ପାଇଁ ଏକ ପଦକ୍ଷେପ ସ୍ୱରୂପ, ଓଡିଶାର ସ୍କୁଲ ଏବଂ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗୋଣ୍ଡ ଶୁକ୍ରବାର ଘୋଷଣା କରିଛନ୍ତି…

19 hours ago
କଟକ ବୈଶାଖୀ ବାଣିଜ୍ୟ ମେଳା ଆରମ୍ଭ: ଏପ୍ରିଲ ୬ ଯାଏ ଚାଲିବକଟକ ବୈଶାଖୀ ବାଣିଜ୍ୟ ମେଳା ଆରମ୍ଭ: ଏପ୍ରିଲ ୬ ଯାଏ ଚାଲିବ

କଟକ ବୈଶାଖୀ ବାଣିଜ୍ୟ ମେଳା ଆରମ୍ଭ: ଏପ୍ରିଲ ୬ ଯାଏ ଚାଲିବ

କଟକ,୨୮୩(କାର୍ତ୍ତିକ ସାହୁ): ସାଧବ ପୁଅମାନେ କାର୍ତ୍ତିକ ମାସରେ ବିଦେଶକୁ ବାଣିଜ୍ୟ କରିବା ପାଇଁ ଯାଉଥିଲେ। ସେମାନେ ବିଦେଶରୁ ବାଣିଜ୍ୟ ସାରି ଫେରିବା ପରେ ବାଲିଯାତ୍ରା ପଡ଼ିଆରେ ବୈଶାଖ…

20 hours ago
ବାଇକ୍‌ ଦୁର୍ଘଟଣାରେ ଜଣଙ୍କ ଜୀବନ ଗଲା, ଜଣେ ଆହତବାଇକ୍‌ ଦୁର୍ଘଟଣାରେ ଜଣଙ୍କ ଜୀବନ ଗଲା, ଜଣେ ଆହତ

ବାଇକ୍‌ ଦୁର୍ଘଟଣାରେ ଜଣଙ୍କ ଜୀବନ ଗଲା, ଜଣେ ଆହତ

ତୁମୁଡ଼ିବନ୍ଧ,୨୮ା୩(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ଓ ରାୟଗଡ଼ା ଜିଲା ସଂଯୋଗ କରୁଥିବା ଝିରିପାଣିଠାରୁ ଅମ୍ବାଦୋଳା ରାସ୍ତାର ବର ଗାଁ ଘାଟି ତଳେ ଏକ ବାଇକ୍‌ ଦୁର୍ଘଟଣାରେ…

20 hours ago
ଏମ୍‌ପିଙ୍କ ପରେ ଉଠିଲା ବିଧାୟକଙ୍କ ଦରମା ବୃଦ୍ଧି ଦାବିଏମ୍‌ପିଙ୍କ ପରେ ଉଠିଲା ବିଧାୟକଙ୍କ ଦରମା ବୃଦ୍ଧି ଦାବି

ଏମ୍‌ପିଙ୍କ ପରେ ଉଠିଲା ବିଧାୟକଙ୍କ ଦରମା ବୃଦ୍ଧି ଦାବି

ଭୁବନେଶ୍ୱର,୨୮।୩: ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନର ଶୁକ୍ରବାର ଗୃହର ଶୂନ୍ୟକାଳରେ ବିଧାୟକଙ୍କ ଦରମା ବୃଦ୍ଧି ଦାବି କରାଯାଇଛି। ବିରୋଧୀ ଏବଂ ଶାସକ ଦଳର ବିଧାୟକମାନେ ଦରମା ବୃଦ୍ଧି…

20 hours ago
ଡା.ଦେବେନ୍ଦ୍ର ପ୍ରଧାନ: ନିଜ ପାଇଁ ନୁହେଁ, ଅନ୍ୟ ପାଇଁ ବଞ୍ଚୁଥିଲେଡା.ଦେବେନ୍ଦ୍ର ପ୍ରଧାନ: ନିଜ ପାଇଁ ନୁହେଁ, ଅନ୍ୟ ପାଇଁ ବଞ୍ଚୁଥିଲେ

ଡା.ଦେବେନ୍ଦ୍ର ପ୍ରଧାନ: ନିଜ ପାଇଁ ନୁହେଁ, ଅନ୍ୟ ପାଇଁ ବଞ୍ଚୁଥିଲେ

ସନ୍ଥ କବି ଭୀମ ଭୋଇଙ୍କ ଦ୍ବାରା ଲିଖିତ ଏହି ବାଣୀକୁ ଦିବଂଗତ ସମାଜସେବୀ ତଥା କେନ୍ଦ୍ରମନ୍ତ୍ରୀ ଡ. ଦେବେନ୍ଦ୍ର ପ୍ରଧାନ ନିଜ ଜୀବନର ବ୍ରତ କରି ନେଇଥିଲେ।…

21 hours ago
ଛପର ଫାଡ଼ିଦେଲେ ଭଗବାନ: ଦିନ ମଜୁରିଆରୁ କୋଟିପତି ହେଲେ ଓଡ଼ିଆ ଯୁବକଛପର ଫାଡ଼ିଦେଲେ ଭଗବାନ: ଦିନ ମଜୁରିଆରୁ କୋଟିପତି ହେଲେ ଓଡ଼ିଆ ଯୁବକ

ଛପର ଫାଡ଼ିଦେଲେ ଭଗବାନ: ଦିନ ମଜୁରିଆରୁ କୋଟିପତି ହେଲେ ଓଡ଼ିଆ ଯୁବକ

କେନ୍ଦୁଝର,୨୮।୩: ସତରେ ଭଗବାନ ଯେତେବେଳେ ଦିଅନ୍ତି ଛପର ଫାଡ଼ି ଦିଅନ୍ତି। ରାତା ରାତି ବଦଳି ଯାଏ ଭାଗ୍ୟ। କେନ୍ଦୁଝର ଜିଲା ଚମ୍ପୁଆ ଥାନା ଅନ୍ତର୍ଗତ ରେଭେନସାପୁର ଗ୍ରାମର…

21 hours ago
ପୁଣି ଖୋଲିବ ରାଜ୍ୟରେ ବନ୍ଦ ହୋଇପଡ଼ିଥିବା ସ୍କୁଲପୁଣି ଖୋଲିବ ରାଜ୍ୟରେ ବନ୍ଦ ହୋଇପଡ଼ିଥିବା ସ୍କୁଲ

ପୁଣି ଖୋଲିବ ରାଜ୍ୟରେ ବନ୍ଦ ହୋଇପଡ଼ିଥିବା ସ୍କୁଲ

ଭୁବନେଶ୍ୱର,୨୮ା୩: ଶୁକ୍ରବାର ବିଧାନସଭାରେ ମିଶ୍ରଣ ପରେ ବନ୍ଦ ହୋଇଥିବା ସ୍କୁଲ ଖୋଲିବା ପ୍ରସଙ୍ଗରେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ତାଙ୍କ ଉତ୍ତର ରଖିଛନ୍ତି। ସିଡ୍ୟୁଲ ଏରିଆରେ ସର୍ବନିମ୍ନ…

22 hours ago