ରାଜ୍ୟ

ସୁରଟରୁ ୫୦ପ୍ରବାସୀଙ୍କୁ ଗଞ୍ଜାମ ଆଣି ଆସୁଥିବା ବସ୍‌ ନାଗପୁରରେ ଓଲଟିଲା: ୨ ଆହତ

ଛତ୍ରପୁର/ପୁରୁଷୋତ୍ତମପୁର,୩ା୫(ଡି.ଏନ୍‌.ଏ.): ସୁରଟରୁ ୫୦ ଜଣ ପ୍ରବାସୀ ଓଡ଼ିଆଙ୍କୁ ନେଇ ଗଞ୍ଜାମ ଆସୁଥିବା ବସ୍‌ ରବିବାର ସକାଳେ ମହାରାଷ୍ଟ୍ରର ନାଗପୁରଠାରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ଏଥିରେ ୨…

4 years ago

୧୫୨ ନଂ. କରୋନା ଆକ୍ରାନ୍ତଙ୍କ ଟ୍ରାଭେଲ ହିଷ୍ଟ୍ରି ପ୍ରକାଶ: ସାଙ୍ଗସାଥୀଙ୍କ ସହିତ ଖେଳିଛନ୍ତି ତାସ୍‌, କ୍ରିକେଟ୍‌

ରତ୍ନଗିରି,୩ା୫(ଡି.ଏନ୍‌.ଏ.): ଯାଜପୁର ଜିଲା ବରୀ ବ୍ଲକ ଅଧିନସ୍ଥ କଳାମାଟିଆ ପଞ୍ଚାୟତରେ ୧ ତାରିଖରେ ଚିହ୍ନଟ ହୋଇଥିବା ୧୫୨ ନଂ. କରୋନା ସଂକ୍ରମିତ ୨୮ ବର୍ଷୀୟ ଯୁବକଙ୍କ ଗସ୍ତସୂଚୀ…

4 years ago

କଳିଙ୍ଗା ଘାଟିରେ ପୁଣି ସୁରଟରୁ ପ୍ରବାସୀଙ୍କୁ ନେଇ ଫେରୁଥିବା ବସ୍‌ ଦୁର୍ଘଟଣାଗ୍ରସ୍ତ, ୫ ଆହତ

ଜି.ଉଦୟଗିରି, ୩।୫(ଡି. ଏନ୍‌.ଏ.): କନ୍ଧମାଳ ଜିଲା କାଲିଙ୍ଗା ଘାଟିରେ ରବିବାର ଦିନ ସକାଳ ୯ଟା ସମୟରେ ସୁରଟରୁ ପ୍ରବାସୀ ଓଡ଼ିଆ ମାନଙ୍କୁ ନେଇ ଫେରୁଥିବା ଏକ ବସ୍‌…

4 years ago

ଝାରସୁଗୁଡ଼ା ଦ୍ୱିତୀୟ କରୋନା ପଜିଟିଭ୍‌ ଲଖନ୍‌ପୁର ଅଞ୍ଚଳର, ୪୦ ବର୍ଷୀୟ ମହିଳା

ଝାରସୁଗୁଡା ଅଫିସ,୩।୫- ଝାରସୁଗୁଡା ଜିଲା ବ୍ରଜରାଜନଗର ମୁନିସିପାଲିଟି ଅଧୀନ ବୁଢ଼ୀଜାମ ଅଞ୍ଚଳକୁ ପଶ୍ଚିମବଙ୍ଗ ଅଞ୍ଚଳରୁ ଆସିଥିବା ଜଣେ ୧୮ ବର୍ଷିଆ ଯୁବତୀଙ୍କ ଗତ ବୁଧବାର କରୋନା ପଜିଟିଭ୍‌…

4 years ago

ବାଲେଶ୍ୱରରୁ ପୁଣି ଜଣେ ପଜିଟିଭ୍‌ ଚିହ୍ନଟ: ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଲା ୧୬୧

ଭୁବନେଶ୍ୱର,୩।୫(ବ୍ୟୁରୋ): ବାଲେଶ୍ୱରରେ ପୁଣି ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬୧ରେ ପହଞ୍ଚିଛି। ଏନେଇ ରବିବାର ଅପରାହ୍ନରେ ରାଜ୍ୟ…

4 years ago

କେରଳରୁ ଜଗନ୍ନାଥପୁର ଷ୍ଟେଶନରେ ପହଞ୍ଚିଲେ ୫୫୨ ପ୍ରବାସୀ: ୩ ଅସୁସ୍ଥ ହସ୍ପିଟାଲରେ ଭର୍ତ୍ତି, ସ୍ବାବ୍‌ ନମୁନା ସଂଗ୍ରହ

ଛତ୍ରପୁର, ୩।୫(ଡି.ଏନ୍‌.ଏ.)- ଗଞ୍ଜାମ ଜ଼ିଲା ଜଗନ୍ନାଥପୁର ଜଙ୍କଶନ ଷ୍ଟେଶନରେ ଏର୍ଣ୍ଣାକୁଲମ ଜଙ୍କଶନ - ଭୁବନେଶ୍ୱର ଶ୍ରମିକ ସ୍ପେଶିଆଲ ଟ୍ରେନ୍‌ ରବିବାର ସକାଳ ୫ଟା ୧୭ ମିନିଟ ରେ…

4 years ago

କେରଳରୁ ଖୋର୍ଦ୍ଧା ଷ୍ଟେଶନରେ ପହଞ୍ଚିଲେ ୫୯୩ ପ୍ରବାସୀ ଓଡ଼ିଆ: କରାଗଲା ସ୍କ୍ରିନିଂ, ଷ୍ଟାମ୍ପିଂ, ପଞ୍ଜୀକରଣ

ଜଟଣୀ,୩।୫(ଡି.ଏନ୍‌.ଏ.): କେରଳରୁ ପ୍ରବାସୀ ଓଡ଼ିଆଙ୍କୁ ନେଇ ସ୍ବତନ୍ତ୍ର ଟ୍ରେନ୍‌ ରବିବାର ପୂର୍ବାହ୍ନ ୮ଟା ୫୦ମିନିଟରେ ଖୋର୍ଦ୍ଧା ରୋଡ୍‌ ଷ୍ଟେଶନରେ ପହଞ୍ଚିଥିଲା। ଏହି ଷ୍ଟେଶନରେ ବିଭିନ୍ନ ଜିଲାର ୫୯୩ଜଣ…

4 years ago

ଭାରତୀୟ ସେନା ପକ୍ଷରୁ କରୋନା ଯୋଦ୍ଧାଙ୍କୁ ସମ୍ମାନ: ଭୁବନେଶ୍ୱର କିମ୍ସ କୋଭିଡ୍‌ ହସ୍ପିଟାଲରେ ସ୍ବାସ୍ଥ୍ୟକର୍ମୀଙ୍କ ଉପରେ ପୁଷ୍ପ ବର୍ଷା

ଭୁବନେଶ୍ୱର,୩।୫(ବ୍ୟୁରୋ): କରୋନା ସହ ଲଢ଼େଇରେ ପ୍ରମୁଖ ଭୂମିକା ଗ୍ରହଣ କରିଛନ୍ତି ସ୍ବାସ୍ଥ୍ୟକର୍ମୀ, ପୋଲିସ ଏବଂ ସ୍ବେଚ୍ଛାସେବୀମାନେ। ବିଶେଷକରି ସ୍ବାସ୍ଥ୍ୟକର୍ମୀମାନେ ପ୍ରତ୍ୟକ୍ଷ ଭାବେ ଏହି ଲଢ଼େଇକୁ ସାମ୍ନା କରୁଛନ୍ତି।…

4 years ago

ଅନନ୍ତ କୋଇଲା ଖଣିରେ ଦୁର୍ଘଟଣା: ଜଣେ କର୍ମଚାରୀ ମୃତ

ତାଳଚେର,୩।୫(ନି.ପ୍ର.): ଅନୁଗୋଳ ଜିଲାରେ ତାଳଚେରଠାରେ ଥିବା ଏମ୍‌ସିଏଲ୍‌ର ଅନନ୍ତ କୋଇଲା ଖଣିରେ ରବିବାର ଦୁର୍ଘଟଣା ଘଟିଛି। ଏଥିରେ ଜଣେ ଖଣି କର୍ମଚାରୀଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ…

4 years ago

ଚିନ୍ତା ବଢ଼ାଇଲେଣି ପ୍ରବାସୀ: ଗଞ୍ଜାମରେ ୨ ସୁରଟ ଫେରନ୍ତାଙ୍କୁ କରୋନା

ବ୍ରହ୍ମପୁର ଅଫିସ, ୩।୫- ଗଞ୍ଜାମରୁ ୨ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଜିଲାକୁ ମିଶାଇ ରାଜ୍ୟରେ ଏବେ ମୋଟ ୧୬ ଜିଲା ସଂକ୍ରମିତ ତାଲିକାରେ ସାମିଲ…

4 years ago