ରାଜ୍ୟ

ରାଜସ୍ଥାନ କୋଟାରୁ ଝାରସୁଗୁଡ଼ାରେ ପହଞ୍ଚିଲେ ୭୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର

ଝାରସୁଗୁଡା ଅଫିସ,୩।୫- କରୋନା କଟକଣା ଯୋଗୁ ଝାରସୁଗୁଡା ଜିଲାର ୭୦ରୁ ଉର୍ଦ୍ଧ ଛାତ୍ରୀଛାତ୍ର ରାଜସ୍ଥାନ କୋଟାରେ ଫସି ରହିଥିଲେ। ସେମାନେ ୩ଟି ବସ୍‌ ଯୋଗେ ରବିବାର ଝାରସୁଗୁଡାରେ…

4 years ago

ଶୁଖିନି ଫନୀର କ୍ଷତ: ଅସଜଡ଼ା ଶିକ୍ଷାନୁଷ୍ଠାନ, ସଂଘର୍ଷ କରୁଛି ହୋଟେଲ ଶିଳ୍ପ; ପୁରୁଣା ରୂପକୁ ଫେରୁଛି ବାଲୁଖଣ୍ଡ

ପୁରୀ ଅଫିସ,୩।୫: ବାତ୍ୟା ଫନୀକୁ ବିତିଗଲା ବର୍ଷେ। ରାଜ୍ୟର ଉପକୂଳବର୍ତ୍ତୀ ଅଞ୍ଚଳ ସମେତ ୧୪ ଜିଲା ଫନୀଦ୍ୱାରା କ୍ଷତିଗ୍ରସ୍ତ ହୋଇଥିବା ବେଳେ ପୁରୀ, ଖୋର୍ଦ୍ଧା ଓ କଟକ…

4 years ago

ପ୍ରବାସୀଙ୍କ ସୁରକ୍ଷା ପାଇଁ ରଣନୀତି: ଷ୍ଟେଶନ, ସଙ୍ଗରୋଧ କେନ୍ଦ୍ରରେ ଅଧିକ ପୋଲିସ ମୁତୟନ ହେବେ

କଟକ ଅଫିସ,୩।୫: ବାହାର ରାଜ୍ୟରେ କାମ କରୁଥିବା ପ୍ରବାସୀ ଶ୍ରମିକଙ୍କ ଓଡ଼ିଶା ଫେରିବା ଆରମ୍ଭ ହୋଇଗଲାଣି। ସ୍ବତନ୍ତ୍ର ଟ୍ରେନ୍‌ ଏବଂ ବସ୍‌ରେ ସେମାନେ ଓଡ଼ିଶା ଫେରୁଛନ୍ତି। ଏହାକୁ…

4 years ago

ରାଜ୍ୟର ୧୪ ସହରରେ କମିଛି ପ୍ରଦୂଷଣ: ଭୁବନେଶ୍ୱର, ବ୍ରହ୍ମପୁରରେ ସର୍ବାଧିକ ୬୦ ପ୍ରତିଶତ ହ୍ରାସ

ଭୁବନେଶ୍ୱର, ୩।୫(ବ୍ୟୁରୋ): ଲକ୍‌ଡାଉନ୍‌ ଯୋଗୁ ଗାଡ଼ି ଚଳାଚଳ ଉପରେ କଟକଣା ଲାଗୁ କରାଯାଇଛି। ଫଳରେ ରାଜ୍ୟର ୧୪ ସହରରେ ଏବେ ବାୟୁ ପ୍ରଦୂଷଣ ମାତ୍ରା କମିଛି। କେତେକ…

4 years ago

୪ରୁ ଖୋଲିବ ହାଇକୋର୍ଟ: ଶୁଣାଣି କରିବେ ୫ ବିଚାରପତି

କଟକ ଅଫିସ, ୩।୫: ଆସନ୍ତା ୪ ତାରିଖ ଅର୍ଥାତ୍‌ ସୋମବାରଠାରୁ ଓଡ଼ିଶା ହାଇକୋର୍ଟ ପୂର୍ବଭଳି କାର୍ଯ୍ୟ କରିବ। ପୂର୍ବାହ୍ନ ୧୧ଟାରେ ବିଭିନ୍ନ ମାମଲାର ବିଚାର ହେବ। ୫…

4 years ago

ସେସୁର ମୋବାଇଲ ଆପ୍‌ ‘ସେସୁ କନେକ୍ଟ’ ଉନ୍ମୋଚିତ: ଘରେ ବସି ଡିଜିଟାଲ ମୋଡରେ ବିଲ ପଇଠ କରି ପାରିବେ ଉପଭୋକ୍ତା

ଭୁବନେଶ୍ୱର,୩।୫(ବ୍ୟୁରୋ): କରୋନା(କୋଭିଡ୍‌-୧୯) ସଂକ୍ରମଣ ଆଶଙ୍କାରେ କେନ୍ଦ୍ର ସରକାର ୩ ପର୍ଯ୍ୟାୟରେ ଲକ୍‌ଡାଉନ ଅବଧି ମେ ୧୭ ତାରିଖ ଯାଏ ବୃଦ୍ଧି କରିଛନ୍ତିି। ମାର୍ଚ୍ଚରୁ ମିଟର ରିଡିଂ କିମ୍ବା…

4 years ago

ବାହାର ରାଜ୍ୟ ଫେରନ୍ତାଙ୍କ ପାଇଁ ନିର୍ଦ୍ଦେଶାବଳୀ: ପୋର୍ଟାଲରେ ନାମ ପଞ୍ଜୀକରଣ ଜରୁରୀ

ଭୁବନେଶ୍ୱର,୩।୫(ବ୍ୟୁରୋ): ଲକ୍‌ଡାଉନ ଯୋଗୁ ଅନ୍ୟ ରାଜ୍ୟରେ ଥିବା ଶ୍ରମିକ, ତୀର୍ଥଯାତ୍ରୀ, ପର୍ଯ୍ୟଟକ, ଛାତ୍ରୀଛାତ୍ର ଏବଂ ଲୋକମାନେ ଓଡ଼ିଶାକୁ ଫେରିବା ଆରମ୍ଭ କରିଛନ୍ତିି। ସେମାନଙ୍କ ପାଇଁ ରାଜ୍ୟ ସରକାର…

4 years ago

ରଥଯାତ୍ରାକୁ ନେଇ ଅନିଶ୍ଚିତତା ବଢ଼ିଲା

ପୁରୀ ଅଫିସ,୩।୫: କରୋନା କଟକଣା ଭିତରେ କେମିତି ହେବ ରଥଯାତ୍ରା? ଏବର୍ଷ ବଡ଼ଦାଣ୍ଡରେ କାଳିଆ ସାଆନ୍ତଙ୍କ ରଥ ଗଡ଼ିବ ନା ରୁକୁଣା ରଥ ପରି ବନ୍ଦ ହୋଇଯିବ?…

4 years ago

ଜୁଲାଇ ୧ରୁ ଖୋଲିବ ଇଞ୍ଜିନିୟରିଂ କଲେଜ: ବାକି ଥିବା ପରୀକ୍ଷା ସହ ନାମଲେଖା ନେଇ ଚିଠି

ଭୁବନେଶ୍ୱର, ୩।୫(ବ୍ୟୁରୋ): ଦେଶର ସମସ୍ତ ଇଞ୍ଜିନିୟରିଂ କଲେଜ ଓ ପ୍ରଫେସନାଲ ଏଜୁକେଶନ ଇନ୍‌ଷ୍ଟିଚ୍ୟୁଟ୍‌ ଆସନ୍ତା ଜୁଲାଇ ୧ରୁ ଖୋଲିବ। ଏନେଇ ଅଲ୍‌ ଇଣ୍ଡିଆ କାଉନ୍‌ସିଲ ଫର୍‌ ଟେକ୍ନିକାଲ…

4 years ago

ସୀମା ଚେକ୍‌ ପଏଣ୍ଟରେ ସମନ୍ବିତ ପରିଚାଳନା, ଏସ୍‌ଓପି ଜାରି

ଭୁବନେଶ୍ୱର,୩।୫(ବ୍ୟୁରୋ): ଦେଶର ବିଭିନ୍ନ ଭାଗରେ ଅଟକି ରହିଥିବା ଓଡ଼ିଆ ମାନେ ରାଜ୍ୟକୁ ଫେରିବା ଆରମ୍ଭ କରିଛନ୍ତି। ସେମାନଙ୍କୁ ସମନ୍ବିତ ଢଙ୍ଗରେ ଫେରାଇ ଆଣିବା ପାଇଁ ରାଜ୍ୟ ସରକାର…

4 years ago