ରାଜ୍ୟ

ଘରକୁ ଫେରିବେ ଫସି ରହିଥିବା ଓଡ଼ିଆ: କର୍ଣ୍ଣାଟକ-ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ସହ ନବୀନଙ୍କ ଆଲୋଚନା

ଭୁବନେଶ୍ୱର, ୨।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଭିଡିଓ କନ୍‌ଫରେନ୍ସିଂ ଜରିଆରେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବି.ଏସ୍‌.ୟେଦୁୟୁରପ୍ପା ଏବଂ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇ.ଏସ୍‌. ଜଗମୋହନ ରେଡ୍ଡିୀଙ୍କ ସହ କଥା…

4 years ago

ଖୋର୍ଦ୍ଧା ଷ୍ଟେଶନରେ ପହଞ୍ଚିବେ କେରଳରୁ ଫେରୁଥିବା ପ୍ରବାସୀ ଓଡ଼ିଆ, ଅଧିକାରୀ କଲେ ସମୀକ୍ଷା

ଜଟଣୀ,୨।୫(ଡି.ଏନ୍‌.ଏ.): କେରଳରୁ ଆସୁଥିବା ପ୍ରବାସୀ ଓଡ଼ିଆ ସ୍ବତନ୍ତ୍ର ଟ୍ରେନରେ ଶନିବାର ରାତିରେ ଖୋର୍ଦ୍ଧା ରୋଡ୍‌ ଷ୍ଟେଶନରେ ପହଞ୍ଚିବେ। ଗଞ୍ଜାମ ଓ କୋରାପୁଟ ଜିଲାକୁ ଛାଡ଼ି ଅନ୍ୟ ଜିଲାର…

4 years ago

ବ୍ରଜରାଜନଗର କଣ୍ଟେନ୍‌ମେଣ୍ଟ ଜୋନ୍‌ରେ ପ୍ରଶାସନ ନିର୍ଦ୍ଦେଶକୁ ମାନୁନାହାନ୍ତି ଲୋକେ: ଅମାନିଆଙ୍କୁ ଆମ୍ବୁଲାନ୍ସରେ ଉଠାଇ ନେଉଛି ପୋଲିସ

ଝାରସୁଗୁଡ଼ା ଅଫିସ,୨।୫- ଝାରସୁଗୁଡା ଜିଲା ବ୍ରଜରାଜନଗର ମୁନିସିପାଲିଟି ଅଧୀନ ବୁଢ଼ୀଜାମରେ ଗତ ବୁଧବାର ଜଣେ ଯୁବତୀଙ୍କୁ କରୋନା ପଜିଟିଭ୍‌ ହୋଇଥିବା ଜଣାପଡିଥିଲା। ଏହାପରେ ଜିଲା ପ୍ରଶାସନ ପକ୍ଷରୁ…

4 years ago

ଯାଜପୁରର ୨ ନୂଆ ଆକ୍ରାନ୍ତ କୋଲକାତା ଫେରନ୍ତା: ସମସ୍ତେ ବରୀ ବ୍ଲକ ଅଞ୍ଚଳର, ଲକ୍ଷଣ ନ ଥିଲା

ଭୁବନେଶ୍ୱର (ବ୍ୟୁରୋ)/ ବରି(ସ୍ବ.ପ୍ର.)/ରତ୍ନଗିରି(ଡି.ଏନ୍‌.ଏ.), ୨।୫: ଯାଜପୁରରେ ଚିହ୍ନଟ ହୋଇଥିବା ୨ ନୂଆ ଆକ୍ରାନ୍ତଙ୍କ ବିଷୟରେ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଉଭୟ…

4 years ago

ଯାନ୍ତ୍ରୀକ ତ୍ରୁଟି ଯୋଗୁ ଓପିଜିସିର ପ୍ରଥମ ୟୁନିଟ୍‌ ବନ୍ଦ, ୨୧୦ ମେଗାଓ୍ବାଟ୍‌ ବିଦ୍ୟୁତ୍‌ ଉତ୍ପାଦନ ବାଧାପ୍ରାପ୍ତ

ଲଖନପୁର,୨।୫(ଡି.ଏନ୍‌.ଏ.)-ଓଡିଶା ବିଦ୍ୟୁତ୍‌ ଉତ୍ପାଦନ ନିଗମ(ଓପିଜିସି)ର ବନହରପାଲି ସ୍ଥିତ ଇବ୍‌ ତାପଜ ବିଦ୍ୟୁତ୍‌ କେନ୍ଦ୍ରରେ ୪ଟି ୟୁନିଟ୍‌ ରହିଛି। ଏଥିମଧ୍ୟରୁ ୧ମ ୟୁନିଟ୍‌ରେ ଯାନ୍ତ୍ରୀକ ତ୍ରୁଟି ଦେଖାଦେବା ଫଳରେ…

4 years ago

CORONAVIRUS UPDATE: ଯାଜପୁରରୁ ଆଉ ୨ ପଜିଟିଭ୍‌ ଚିହ୍ନଟ, ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୧୫୬କୁ ବୃଦ୍ଧି

ଭୁବନେଶ୍ୱର, ୨।୫(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହି କ୍ରମରେ ଶନିବାର ଅପରାହ୍ନରେ ଯାଜପୁରରୁ ଆଉ ୨ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ…

4 years ago

ଗ୍ରୀନ୍‌ ଜୋନ୍‌ରେ ଦୋକାନ ଖୋଲିଲେ ବଢ଼ିବ ଚାହିଦା: ମଦ କାରଖାନା ଖୋଲିବାକୁ ଅନୁମତି ମାଗିଲେ ଅବକାରୀ କମିଶନର

କଟକ ଅଫିସ,୨।୫- ଗ୍ରୀନ ଜୋନରେ ଥିବା ଅଞ୍ଚଳ ଗୁଡିକରେ ମଦ ଦୋକାନ ଖୋଲିବାକୁ ଅନୁମତି ପ୍ରଦାନ କରିଛନ୍ତି କେନ୍ଦ୍ର ଗୃହ ମନ୍ତ୍ରଣାଳୟ। ପ୍ରାୟ ଦେଢ଼ ମାସ ହେଲା…

4 years ago

କରୋନା ପଜିଟିଭ୍‌ ଆସିବା ପରେ ବଲାଙ୍ଗୀରର ୨୧ ଗ୍ରାମ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା: ଲିଖିରିଆରୁ ଆରମ୍ଭ ହେଲା ସାନିଟାଇଜେଶନ୍‌

ବଲାଙ୍ଗୀର ଅଫିସ/ଗୁଡଭେଲା,୨ା୫(ଡି.ଏନ.ଏ.)- ବଲାଙ୍ଗୀର ଜିଲା ଗୁଡଭେଲା ବ୍ଳକ ରୁଷୁଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ ଲିଖିରିଆ ଗାଁର ଦୁଇଜଣ ଯୁବକଙ୍କ ସ୍ବାବ ଟେଷ୍ଟ ଶୁକ୍ରବାର ପଜିଟିଭ୍‌ ଚିହ୍ନଟ ହେବା ପରେ…

4 years ago

ବେଆଇନ ଭାବେ ଗଞ୍ଜାମରେ ପ୍ରବେଶ କରୁଛନ୍ତି ଲୋକେ: ଏନ୍‌ଏଚ୍‌-୧୬, ସୀମାନ୍ତରେ ଯାଞ୍ଚ କରୁଛି ଟିମ୍‌

ଛତ୍ରପୁର, ୨।୫(ଡି.ଏନ୍‌.ଏ.)- କରୋନା ଜାରି ରହିଥିବା ଲକ୍‌ଡାଉନ୍‌ ସତ୍ତ୍ୱେ ଲୋକେ ବିଭିନ୍ନ ଗାଡିରେ ବେଆଇନ ଭାବେ ଗଞ୍ଜାମ ଜ଼ିଲାକୁ ପ୍ରବେଶ କରିବାରେ ଲାଗିଛନ୍ତି। ଅପରପକ୍ଷରେ କରୋନା ସଂକ୍ରମଣକୁ…

4 years ago

ସୁରାଟରୁ ଫେରିଲେ ୪୫ ପ୍ରବାସୀ ଓଡ଼ିଆ

ଭଦ୍ରକ ଅଫିସ,୨।୫: ଭଦ୍ରକରେ ଶନିବାର ଭୋର ୩ଟାରୁ ପ୍ରଥମ ପ୍ରବାସୀ ଓଡ଼ିଆ ଆସି ପହଞ୍ଚିଛନ୍ତି। ନିଜ ଖର୍ଚ୍ଚରେ ଦୀର୍ଘ ୩ ଦିନର ବସ୍‌ ଯାତ୍ରା ପରେ ଆସି…

4 years ago