ରାଜ୍ୟ

ଆଗକୁ ଆସୁଥିବା ଚତୁର୍ଥ ପର୍ଯ୍ୟାୟ ସରକାରଙ୍କ ପାଇଁ ଆହ୍ବାନ;ବାହାରେ ଫସିଥିବା ୫ ଲକ୍ଷ ଓଡ଼ିଆ ରାଜ୍ୟକୁ ଫେରିବେ, ଚିହ୍ନଟ କରି କ୍ୱାରାଣ୍ଟାଇନ୍‌ରେ ରଖିବାକୁ ହେବ: ବାଗ୍‌ଚୀ

ଭୁବନେଶ୍ୱର, ୨୨।୪(ବ୍ୟୁରୋ): ଇତିମଧ୍ୟରେ ରାଜ୍ୟ ସରକାର ୩ଟି ପର୍ଯ୍ୟାୟକୁ ସଫଳତାର ସହ ସାମ୍ନା କରିପାରିଛନ୍ତି। ପ୍ରଥମ ପର୍ଯ୍ୟାୟରେ ବାହାରୁ ଆସୁଥିବା ଲୋକଙ୍କ ପଞ୍ଜୀକରଣ କରାଯାଇଥିଲା। ଦ୍ୱିତୀୟ ପର୍ଯ୍ୟାୟରେ…

4 years ago

ପ୍ରଥମ ଥର ପାଇଁ ମାସ୍କ ପିନ୍ଧି ନଜର ଆସିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୨।୪(ବ୍ୟୁରୋ): କରୋନା ମୁକାବିଲା ଦିଗରେ ବ୍ୟାପକ ପଦକ୍ଷେପ ଗ୍ରହଣ କରୁଛନ୍ତି ରାଜ୍ୟ ସରକାର। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଭିନ୍ନ ସମୟରେ ଭିଡିଓ ବାର୍ତ୍ତା ମାଧ୍ୟମରେ…

4 years ago

ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୩କୁ ବୃଦ୍ଧି: ଯାଜପୁରରେ ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ, ପଶ୍ଚିମବଙ୍ଗରୁ ଫେରିଥିଲେ

ଭୁବନେଶ୍ୱର, ୨୨।୪(ବ୍ୟୁରୋ): ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ବ୍ୟକ୍ତିଜଣଙ୍କ ଯାଜପୁରର ୩୮ବର୍ଷୀୟ ଯୁବକ। ସେ ନିକଟରେ ପଶ୍ଚିମବଙ୍ଗରୁ ଫେରିଛନ୍ତି। ତେବେ ଏହାକୁ…

4 years ago

ସରପଞ୍ଚଙ୍କୁ ଶପଥ ପାଠ କରାଇଲେ ମୁଖ୍ୟମନ୍ତ୍ରୀ: ବାହାର ରାଜ୍ୟରୁ ଆସୁଥିବା ଓଡ଼ିଆଙ୍କ ଉପରେ ପଞ୍ଚାୟତସ୍ତରରେ ରଖିବେ ନଜର; କରାଇବେ ରେଜିଷ୍ଟ୍ରେଶନ, କ୍ୱାରାଣ୍ଟାଇନ୍‌ ବ୍ୟବସ୍ଥା

ଭୁବନେଶ୍ୱର, ୨୨।୪(ବ୍ୟୁରୋ): ରାଜ୍ୟରେ କରୋନାର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ୬,୭୮୯ ପଞ୍ଚାୟତର ସରପଞ୍ଚମାନଙ୍କୁ ଦାୟିତ୍ୱର ଶପଥପାଠ କରାଇଛନ୍ତି। ଅନ୍ୟ ରାଜ୍ୟରୁ ଗ୍ରାମକୁ ଆସୁଥିବା…

4 years ago

ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ସୂଚନା: ପୁଣି ସୁସ୍ଥ ହେଲେ ୨ କରୋନା ଆକ୍ରାନ୍ତ, ସମସ୍ତେ ଭୁବନେଶ୍ୱରର

ଭୁବନେଶ୍ୱର, ୨୨।୪(ବ୍ୟୁରୋ): ରାଜ୍ୟରେ ଆଉ ୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ବୁଧବାର ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ତେବେ…

4 years ago

ଟ୍ରକ୍‌, ଆମ୍ବୁଲାନ୍ସରେ ବେଆଇନ୍‌ ପ୍ରବେଶ କରୁଛନ୍ତି ଲୋକେ: ଜିଲାପାଳଙ୍କ ନିର୍ଦ୍ଦେଶ ପରେ ଗଞ୍ଜାମ ସୀମାନ୍ତରେ କଡ଼ାକଡ଼ି ଯାଞ୍ଚ

ଛତ୍ରପୁର, ୨୨।୪(ଡି.ଏନ୍‌.ଏ.)- କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଗଞ୍ଜାମ ଜିଲାର ବିଭିନ୍ନ ସୀମାରେ କରାଯାଉଥିବା ମିଳିତ ଯାଞ୍ଚ ବୁଧବାର ଷଷ୍ଠ ଦିନରେ ପହଁଚିଛି। ଆନ୍ଧ୍ର, ଖୋର୍ଦ୍ଧା,…

4 years ago

କରୋନା ଯୋଦ୍ଧାଙ୍କ ସୁରକ୍ଷା ଚିନ୍ତା: ଜି.ଉଦୟଗିରି ଏନ୍‌ଏସି ତରଫରୁ ସଫେଇ କର୍ମଚାରୀଙ୍କୁ ଦିଆଗଲା ପିପିଇ

ଜି.ଉଦୟଗିରି,୨୨।୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ଏନ୍‌ଏସି ତରଫରୁ ବୁଧବାର ସଫେଇ କର୍ମଚାରୀମାନଙ୍କୁ ବ୍ୟକ୍ତିଗତ ସୁରକ୍ଷା ପୋଷାକ(ପିପିଇ) ଯୋଗାଇ ଦିଆଯାଇଛି। କରୋନା ଯୁଦ୍ଧରେ ଏମାନେ ମଧ୍ୟ ଆଗ ଧାଡ଼ିର…

4 years ago

କର୍ତ୍ତବ୍ୟ ଆଗ: ୮ ମାସର ଗର୍ଭବତୀ ସତ୍ତ୍ୱେ ଡ୍ୟୁଟି କରୁଛନ୍ତି ଏସ୍‌ଆଇ ମମତା

କଟକ ଅଫିସ,୨୨।୪: କରୋନା (କୋଭିଡ-୧୯)ମୁକାବିଲା ପାଇଁ ଏବେ ସବୁଆଡ଼େ ଲକ୍‌ଡାଉନ। ଏହାକୁ କଡ଼ାକଡ଼ି ପାଳନ କରିବାରେ ମୁଖ୍ୟଭୂମିକା ଗ୍ରହଣ କରିଛି ପୋଲିସ ବିଭାଗ। ରାଜ୍ୟର ବିଭିନ୍ନ ସ୍ଥାନରେ…

4 years ago

ରାଜ୍ୟ ସରକାରଙ୍କ କୋଭିଡ ହେଲ୍ପ ଡେସ୍କ ଶୁଭାରମ୍ଭ: ହ୍ବାଟ୍‌ସଆପ୍‌ରେ ମିଳିପାରିବ କରୋନା ସମ୍ପର୍କିତ ସୂଚନା

ଭୁବନେଶ୍ୱର, ୨୨।୪(ବ୍ୟୁରୋ): କରୋନା ମହାମାରୀ ସହ ମୁକାବିଲା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି। ଏହି କ୍ରମରେ ଲୋକଙ୍କ ପାଖରେ କରୋନା ସମ୍ପର୍କିତ…

4 years ago

ବାସୁଦେବପୁରର ୯ ପଞ୍ଚାୟତ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା: ଲୋକଙ୍କୁ ଘରୁ ନ ବାହାରିକାକୁ ନିର୍ଦ୍ଦେଶ

ଭୁବନେଶ୍ୱର/ବାସୁଦେବପୁର ୨୨।୪(ବ୍ୟୁରୋ/ଡି.ଏନ୍‌.ଏ.): ଭଦ୍ରକ ଜିଲାରେ ପୁଣି ୩ କରୋନା ପଜିଟିଭ ମଙ୍ଗଳବାର ଚିହ୍ନଟ ହୋଇଛନ୍ତି। ଏହି ସମସ୍ତ ଆକ୍ରାନ୍ତ ଭଦ୍ରକ ଜିଲା ବାସୁଦେବପୁର ଅଞ୍ଚଳର ବୋଲି ଜଣାପଡ଼ିଛି।…

4 years ago