ରାଜ୍ୟ

ଯାଜପୁର: ବ୍ରହ୍ମବରଦାରୁ ଉଠିଲା ସଟ୍‌ଡାଉନ୍‌, ଲକ୍‌ଡାଉନ୍‌ ବଳବତ୍ତର; ଖୋଲିଲା କିଛି ଅତ୍ୟାବଶ୍ୟକୀୟ ସାମଗ୍ରୀ ଦୋକାନ

ରସୁଲପୁର,୧୩ା୪(ଡି.ଏନ୍‌.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ବ୍ରହ୍ମବରଦା ଅଞ୍ଚଳରେ ପ୍ରଥମ କରୋନା ରୋଗୀ ଚିହ୍ନଟ ହୋଇଥିଲେ। ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ବ୍ରହ୍ମବରଦା ଅଞ୍ଚଳର ୩କିମି ପରିଧି…

4 years ago

ରାଜ୍ୟବାସୀଙ୍କୁ ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩ା୪(ବ୍ୟୁରୋ): ଆଜି ହେଉଛି ପଣାସଂକ୍ରାନ୍ତି ବା ଓଡ଼ିଆ ନବବର୍ଷ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଟୁଇଟ୍‌ କରି ଶୁଭେଚ୍ଛା ଜଣାଇଛନ୍ତି। ଏହି ବାର୍ତ୍ତାରେ ସେ…

4 years ago

ଖୋର୍ଦ୍ଧା: ୩୬ ମନ୍ଦିରରେ ୧୪୪ ଧାରା, ଜରିପୁଟ ସଙ୍କଟମୋଚନ ମନ୍ଦିରରେ ୧୦ଦିନ କଟକଣା

ଖୋର୍ଦ୍ଧା ଅଫିସ,୧୩ା୪: ଖୋର୍ଦ୍ଧା ଜିଲାର ୩୬ଟି ମନ୍ଦିର ଓ ଶୈବପୀଠରେ ୧୪୪ ଧାରା ଜାରି କରାଯାଇଛି। ସୋମବାର ମହାବିଷୁବ ସଂକ୍ରାନ୍ତି ଓ ହନୁମାନ ଜୟନ୍ତୀ ଥିବାରୁ ସମ୍ପୃକ୍ତ…

4 years ago

ଆଜି ମହାବିଷୁବ ସଂକ୍ରାନ୍ତି, ଓଡ଼ିଆ ନବବର୍ଷ: ମନ୍ଦିରରେ ନାହିଁ ଭକ୍ତଙ୍କ ଭିଡ଼

ଭୁବନେଶ୍ବର,୧୩ା୪(ବ୍ୟୁରୋ) : ଆଜି ହେଉଛି ମହାବିଷୁବ ସଂକ୍ରାନ୍ତି ବା ହନୁମାନ ଜୟନ୍ତୀ। ଏଥିସହିତ ଓଡ଼ିଆ ନବବର୍ଷ ମଧ୍ୟ। ମାତ୍ର କରୋନା ମୁକାବିଲା ପାଇଁ ଚାଲିଥିବା ଲକ୍‌ଡାଉନ୍‌ ଯୋଗୁ…

4 years ago

ମାସ୍କ ନ ପିନ୍ଧି ଜରିମାନା ଗଣିଲେ ୧୬୦ଜଣ

ଭୁବନେଶ୍ୱର,୧୩ା୪(ବ୍ୟୁରୋ): କରୋନାକୁ ନେଇ ଯେତେ କଟକଣା, ସେତେ ଧରାପଡୁଛନ୍ତି ଅମାନିଆ। ତେବେ ପ୍ରଥମଥର ପାଇଁ ମାସ୍କ ନ ପିନ୍ଧି ଜରିମାନା ଗଣିଛନ୍ତି ୧୬୦ଜଣ। ମାସ୍କ ବାଧ୍ୟତାମୂଳକ କରାଯାଇଥିଲେ…

4 years ago

‘ହାତପାଆନ୍ତାରେ ସହାୟତା ପହଞ୍ଚାଇବାକୁ ପ୍ରାଥମିକତା’

ଭୁବନେଶ୍ୱର,୧୩ା୪(ବ୍ୟୁରୋ): ରାଜ୍ୟର ୧୯,୦୫୯ ପରିବାରର ୫୧,୭୭୬ ଜଣଙ୍କୁ ଗତ ମାର୍ଚ୍ଚ ୨୧ରୁ ଏପ୍ରିଲ ୧୧ ତାରିଖ ମଧ୍ୟରେ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇଛି। ସେହିଭଳି…

4 years ago

ଡାକ୍ତର, ସ୍ବାସ୍ଥ୍ୟକର୍ମୀଙ୍କୁ ସୁରକ୍ଷା ଯୋଗାଇ ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୩ା୪(ବ୍ୟୁରୋ): କରୋନା(କୋଭିଡ୍‌-୧୯) ମହାମାରୀ ସମଗ୍ର ବିଶ୍ୱକୁ କବଳିତ କରିଛି। ଦେଶରେ ଏହି ମାରାତ୍ମକ ରୋଗ ବେଳକୁବେଳ ଭୟଙ୍କର ହେବାରେ ଲାଗିଛି। ଏହି ରୋଗର ଚିକିତ୍ସା କରିବା ସହିତ…

4 years ago

ଏମ୍‌ଏସ୍‌ଏମ୍‌ଇ: ସ୍ବାସ୍ଥ୍ୟ ସାମଗ୍ରୀ ଉତ୍ପାଦନ ଉପରେ ଗୁରୁତ୍ୱ

ଭୁବନେଶ୍ୱର,୧୩ା୪(ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମଣ ବିଶ୍ୱ ଅର୍ଥନୀତି ଉପରେ ଗଭୀର ପ୍ରଭାବ ପକାଇଛି। ବୃହତ୍‌ ଶିଳ୍ପ ଉତ୍ପାଦନ ବନ୍ଦ ରହିଛି। ସ୍ବାସ୍ଥ୍ୟ ସମ୍ବନ୍ଧୀୟ ସାମଗ୍ରୀକୁ ବାଦ୍‌ ଦେଇ…

4 years ago

୯ ଜିଲାକୁ ବ୍ୟାପିଛି କରୋନା

ଭୁବନେଶ୍ୱର,୧୩ା୪(ବ୍ୟୁରୋ): ରାଜ୍ୟରେ ଏବେ ୯ ଜିଲାକୁ କରୋନା ଭୂତାଣୁ ‘କୋଭିଡ୍‌-୧୯’ ଡେଇଁଲାଣି। ରବିବାର ସନ୍ଧ୍ୟାସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖା ୫୪ଜଣ ରହିଥିବାବେଳେ ଏମାନଙ୍କ ଘର ଖୋର୍ଦ୍ଧା, ପୁରୀ,…

4 years ago

୪୦ ଡିଗ୍ରୀରେ ୧୦ ସହର, ଦୁଇଦିନ ଝଡ଼ତୋଫାନ

ଭୁବନେଶ୍ୱର,୧୩।୪(ବ୍ୟୁରୋ): ସାରା ରାଜ୍ୟରେ ଏବେ ପ୍ରବଳ ଖରା। ତାତି ସାଙ୍ଗକୁ ଝାଞ୍ଜି ପବନ ଲୋକଙ୍କୁ ଅସ୍ତବ୍ୟସ୍ତ କରିଦେଉଛି। ରବିବାର ୧୦ ସହରରେ ତାପମାତ୍ରା ୪୦ ଡିଗ୍ରୀ ଛୁଇଁଛି।…

4 years ago