ରାଜ୍ୟ

ପ୍ରଧାନମନ୍ତ୍ରୀଙ୍କୁ ନବୀନଙ୍କ ପରାମର୍ଶ: ୩୦ ଯାଏ ଜାରି ରହୁ ଲକ୍‌ଡାଉନ

ଭୁବନେଶ୍ୱର,୧୨।୪(ବ୍ୟୁରୋ): କରୋନା ମୁକାବିଲା ପାଇଁ ସାମାଜିକ ଦୂରତା ନିୟମ ଅନୁପାଳନ ହେବା ଆବଶ୍ୟକ। ଏଥିପାଇଁ ଲକ୍‌ଡାଉନ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ତେଣୁ କରୋନା ଭୂତାଣୁ ସଂକ୍ରମଣ…

4 years ago

ପୁଣି ୪ କରୋନା ପଜିଟିଭ: ରାଜ୍ୟରେ ଆକ୍ରାନ୍ତ ସଂଖ୍ୟା ହେଲା ୫୪

ଭୁବନେଶ୍ୱର,୧୨।୪: (ବ୍ୟୁରୋ)- ରାଜ୍ୟରେ ପୁଣି ୪କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୫୪ରେ ପହଁଚିଛି।ଶନିବାର ୪ଜଣଙ୍କଠାରେ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବିଷୟରେ…

4 years ago

ଏଯାବତ୍‌ ୧୨ କରୋନା ଆକ୍ରାନ୍ତ ହୋଇଛନ୍ତି ସୁସ୍ଥ, ଆଗାମୀ ଦିନରେ ଅନ୍ୟ ରୋଗୀ ସୁସ୍ଥ ହେବା ଆଶା : ଶାଳିନୀ

ଭୁବନେଶ୍ୱର,୧୧।୪(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ସମ୍ପର୍କରେ ସ୍ବାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀ ଶାଳିନୀ ପଣ୍ଡିତ ଶନିବାର ଜନସାଧାରଣଙ୍କୁ ସୂଚନା ପ୍ରଦାନ କରିଛନ୍ତି। ସେ କହିଛନ୍ତି, ଓଡ଼ିଶା ପାଇଁ…

4 years ago

କରୋନା କବଳରେ ବିଶ୍ୱର ୨୧୦ ଦେଶ : ଲକ୍ଷେ ଟପିଲା ମୃତ୍ୟୁ ସଂଖ୍ୟା, ସଂକ୍ରମିତ ମାମଲାରେ ଭାରତର ସ୍ଥାନ ୨୧

ଭୁବନେଶ୍ୱର,୧୧।୪(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତିକୁ ନେଇ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ ପ୍ରତିଦିନ ସୂଚନା ପ୍ରଦାନ କରୁଛନ୍ତି। ଶନିବାର ମଧ୍ୟ…

4 years ago

କରୋନା ସହାୟତାରୁ ବଞ୍ଚିତ ୧୧ ହଜାର ଉଠାଦୋକାନୀ

ଭୁବନେଶ୍ୱର,୧୧ା୪(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲକ୍‌ଡାଉନ୍‌ ପାଇଁ ପ୍ରତ୍ୟେକ ଉଠାଦୋକାନୀଙ୍କୁ ୩ ହଜାର ଟଙ୍କା ଲେଖାଏଁ କରୋନା ସହାୟତା ଦେବା ପାଇଁ ଘୋଷଣା କରିଛନ୍ତି। ଏବେ ସୁଦ୍ଧା…

4 years ago

ରାଜ୍ୟର ୪୯, ୫୦ ନଂ ଆକ୍ରାନ୍ତଙ୍କ ତଥ୍ୟ ଜାରି କଲା ସ୍ବାସ୍ଥ୍ୟ ବିଭାଗ, ଅଛନ୍ତି ଜଣେ ମହିଳା

ଭୁବନେଶ୍ୱର,୧୧।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦ରେ ପହଞ୍ଚିଛି। ୪୯ ଓ ୫୦ ନମ୍ବର ଆକ୍ରାନ୍ତଙ୍କ ତଥ୍ୟ ଶନିବାର ସ୍ବାସ୍ଥ୍ୟ ବିଭାଗ ଜାରି କରିଛି। ଏହି ଦୁଇଜଣ…

4 years ago

ଲକ୍‌ ଡାଉନ୍‌ର ସାଥୀ ପାଲଟିଛି ରେଡିଓ

କେନ୍ଦୁଝର୧୧ା୪(ସ୍ବ.ପ୍ର): ଲକ୍‌ ଡାଉନ୍‌ ପାଇଁ ଗାଁ ଠାରୁ ଆରମ୍ଭ କରି ସହର ସବୁ ବନ୍ଦ। ଗ୍ରାମାଂଚଳରେ କାଁ ଭାଁ କେତେକ ଗ୍ରୋସରୀ ଦୋକାନ ଛାଡି ଦେଲେ ସବୁ…

4 years ago

ଶିକ୍ଷକଙ୍କ ନିଆରା ପ୍ରୟାସ: ଚିତ୍ରକଳାରେ ଦେଲେ କରୋନା ସଚେତନତା ବାର୍ତ୍ତା

ବରଗଡ଼ ଅଫିସ୍‌,୧୧।୪: କରୋନା(କୋଭିଡ୍‌-୧୯) ଭୂତାଣୁ ସାରା ବିଶ୍ୱରେ କାୟା ବିସ୍ତାର କରି ଚାଲିଛି । ଏହାକୁ ଦମନ କରିବା ପାଇଁ ଠୋସ୍‌ ଔଷଧ ଏପର୍ଯ୍ୟନ୍ତ ବାହାରି ପାରି…

4 years ago

ଶିତଳାପଲିରେ କୋଭିଡ ହସ୍ପିଟାଲ କାର୍ଯ୍ୟକ୍ଷମ ନେଇ ଗଞ୍ଜାମ ପ୍ରଶାସନକୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଛତ୍ରପୁର, ୧୧।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶିତଳାପଲିଠାରେ ଥିବା ଟାଟା ହସ୍ପିଟାଲକୁ କୋଭିଡ ହସ୍ପିଟାଲରେ ପରିଣତ କରାଯାଇଛି। ଗତ ଶୁକ୍ରବାରଠାରୁ ଏହା କାର୍ଯ୍ୟକ୍ଷମ ହୋଇଛି। ଏ ନେଇ ମୁଖ୍ୟମନ୍ତ୍ରୀ…

4 years ago

କରୋନା ମୁକାବିଲା ଚିନ୍ତା: ଦାରିଙ୍ଗବାଡ଼ି ପୋଲିସକୁ ସହଯୋଗ କରିବେ ସ୍ବେଚ୍ଛାସେବୀ

ଦାରିଙ୍ଗବାଡ଼ି,୧୧।୪(ଡି.ଏନ.ଏ.)- କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସ ପକ୍ଷରୁ କରୋନା ଭୁତାଣୁ ସଂକ୍ରମଣ ପ୍ରତିହତ କରିବା ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଇଛି । ଏଥିପାଇଁ ବିଭିନ୍ନ ସ୍ଥାନରେ ପୋଲିସ…

4 years ago