ଭୁବନେଶ୍ୱର,୧୭।୫(ବ୍ୟୁରୋ): ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୫ ନୁହେଁ ବରଂ ୪। ଏନେଇ ରବିବାର ଅପରାହ୍ନରେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ ଦିଆଯାଇଛି। ଆଜି ଘୋଷିତ…
ଭୁବନେଶ୍ୱର,୧୭।୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ‘ଅମ୍ଫନ୍’ ଧିରେ ଧିରେ ସ୍ଥଳଭାଗ ମୁହାଁ ହେଉଛି। ଏହା ଏବେ ସିଭିୟର ସାଇକ୍ଲୋନିକ୍ ଷ୍ଟର୍ମରେ ପରିଣତ ହୋଇଛି। ଆସନ୍ତା ୨୦ ତାରିଖ ଅପରାହ୍ନରୁ…
ଭୁବନେଶ୍ୱର,୧୭।୫(ବ୍ୟୁରୋ): ଟ୍ରେନ୍ରେ ପାଇଥିବା ଏକ ପର୍ସ୍କୁ ଫେରାଇ ସଚ୍ଚୋଟପଣିଆ ଦେଖାଇଛନ୍ତି ୩ଜଣ ଟିଟିଇ। ଉକ୍ତ ପର୍ସଟି ଜଣେ ମହିଳା ଯାତ୍ରୀଙ୍କର ହୋଇଥିବାବେଳେ ସେଥିରେ ୨୨ ହଜାର ଟଙ୍କା…
କଟକ ଅଫିସ,୧୭।୫: ରେଡ୍ ଜୋନରେ ରହୁଥିବା ବିଦ୍ୟାର୍ଥୀଙ୍କୁ କ୍ୟାମ୍ପସ ଭିତରକୁ ପ୍ରବେଶ ମନା। ସ୍ଥିତି ଆୟତାଧିନ ନ ହେଲା ଯାଏଁ ସେମାନେ ବିଶ୍ୱବିଦ୍ୟାଳୟ ଭିତରକୁ ଆସିପାରିବେ ନାହିଁ।…
ଭୁବନେଶ୍ୱର, ୧୭।୫(ବ୍ୟୁରୋ): କରୋନା କଟକଣା ଓ ଲକ୍ଡାଉନ୍ ସମୟରେ ସାଇକେଲର ଆବଶ୍ୟକତା ବଢ଼ିଯାଇଛି। ଏହାକୁ ଦୃଷ୍ଟିରେ ରଖି ବିଏମ୍ସି ଆସନ୍ତା ସୋମବାରଠାରୁ ପୁଣି ‘ମୋ ସାଇକେଲ’ ସେବା…
କଟକ ଅଫିସ,୧୭।୫: ରାଜ୍ୟରେ ପ୍ରାଥମିକ ଶିକ୍ଷାର ମୂଳଦୁଆ ସଜାଡ଼ିବା ପାଇଁ ଅଣ୍ଟା ଭିଡ଼ିଛନ୍ତି ଗୋଟିଏ ଯୁବଗୋଷ୍ଠୀ। ୧୨ ଜଣଙ୍କୁ ନେଇ ଗଠିତ ହୋଇଥିବା କଟକର ଏହି ଅନୁଷ୍ଠାନ…
ଭୁବନେଶ୍ୱର, ୧୭।୫(ବ୍ୟୁରୋ): ଖୁବ୍ଶୀଘ୍ର ରାଜ୍ୟର ଆଉ ୫ ସ୍ଥାନରେ କୋଭିଡ୍ ପରୀକ୍ଷା ଆରମ୍ଭ ହେବ। ୨୩ ତାରିଖରୁ କୋରାପୁଟ ଓ ବଲାଙ୍ଗୀର ମେଡିକାଲ୍ କଲେଜରେ କରୋନା ନମୁନା…
ଭୁବନେଶ୍ୱର, ୧୭।୫(ବ୍ୟୁରୋ): ଆସନ୍ତା ୨୦ ତାରିଖରୁ ଆରମ୍ଭ ହେବ ମାଟ୍ରିକ ଖାତା ଦେଖା। ୬୦ଟି ମୂଲ୍ୟାୟନ କେନ୍ଦ୍ରରେ ପରୀକ୍ଷା ଖାତା ଦେଖାହେବ ବୋଲି ନିଷ୍ପତ୍ତି ନିଆଯାଇଥିଲା। ତେବେ…
ଭଦ୍ରକ ଅଫିସ, ୧୭।୫- ରବିବାର ଭଦ୍ରକ ଜିଲାରେ ୨୮ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୪ ଛୁଇଁଥିବା…
ବରଗଡ଼ ଅଫିସ,୧୭।୫- ବରଗଡ଼ ଜିଲା ମେଲଛାମୁଣ୍ଡା ଥାନା ଅନ୍ତର୍ଗତ ତେଲମହୁଲ ଗାଁକୁ ରବିବାର ସକାଳୁ ଦିନକ ପାଇଁ ସଟ ଘୋଷଣା କରାଯାଇଛି । ସ୍ଥାନୀୟ ସରପଞ୍ଚ ସୁନୀତା…