ରାଜ୍ୟ

ସକାଳ ୬ ରୁ ଦିନ୧ଟା ପର୍ଯ୍ୟନ୍ତ ଖୋଲିବ ପରିବା ଓ ଗ୍ରୋସରୀ ଦୋକାନ: ବାଇକ୍ ଓ ଚାରିଚକିଆ ଗାଡ଼ି ଉପରେ ରୋକ

ଭଦ୍ରକ ଅଫିସ,୭।୪ - ଏଣିକି ହାଟ, ପରିବା ମାର୍କେଟ୍ ଓ ଗ୍ରୋସେରୀ ଦୋକାନକୁ ଲୋକେ ଚାଲି ଚାଲି ଯିବେ । ବାଇକ୍ ଓ ଚାରିଚକିଆ ଧରି ମାର୍କେଟ୍‌କୁ…

4 years ago

ବିଶୋଧିତ ହେଲା ଏରେଇଁ ଅଞ୍ଚଳ

ଭଦ୍ରକ ଅଫିସ, ୭ା୪- ସୋମବାର ସକାଳୁ ତୃତୀୟ ଦିନରେ ଭଦ୍ରକ ଉପକଣ୍ଠ ଏରେଇଁ ଅଞ୍ଚଳକୁ ଅଗ୍ନିଶମ ବିଭାଗ ଦ୍ୱାରା ବିଶୋଧିତ କରାଯାଇଛି। ଜିଲା ଅଗ୍ନିଶମ ଅଧିକାରୀ ରମେଶ…

4 years ago

ମାସ୍କ ଓ ସାବୁନ ବଣ୍ଟନ

କୁଆମରା,୭ା୪(ଡି.ଏନ୍‌.ଏ.)- କରୋନା ମୁକାବିଲା ପାଇଁ ଗୋପବନ୍ଧୁ ନଗର ବ୍ଲକ ପଶୁଦା ପଞ୍ଚାୟତର ଅଛଡା ନବଜ୍ୟୋତି କିଶୋର କ୍ଲବ ପକ୍ଷରୁ ବିଭିନ୍ନ ଗ୍ରାମର ଲୋକଙ୍କୁ ସଚେତନ କରାଯିବା ସହ…

4 years ago

ମୁଖ୍ୟମନ୍ତ୍ରୀଙ୍କ ରିଲଫ ପାଣ୍ଠିକୁ ୨୫ ହଜାର ସହାୟତା

ବାରିପଦା ଅଫିସ, ୭ା୪- ମହାମାରୀ କରୋନା ମୁକାବିଲା ପାଇଁ ବାରିପଦାର ବାସିନ୍ଦା ତଥା ଓଡ଼ିଶା ପ୍ରଶାସନିକ ସେବାର ଅବସରପ୍ରାପ୍ତ ଅଧିକାରୀ ବୈଦ୍ୟନାଥ କର ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫାଣ୍ଡିକୁ…

4 years ago

୧୦୮ ଆମ୍ବୁଲାନ୍ସ ନ ଆସିବାରୁ ଯୁବକଙ୍କ ଜୀବନ ଗଲା

ବିଶୋଇ,୭ା୪(ଡି.ଏନ୍‌.ଏ.)- ବର୍ତ୍ତମାନ ଲକଡାଉନ ପରିସ୍ଥିତିରେ ଯାନବାହନ ଚଳାଚଳ ଉପରେ ସରକାର କଟକଣା କରିଥିବାବେଳେ ଆମ୍ବୁଲାନ୍ସ ଓ ଅନ୍ୟ ସ୍ବାସ୍ଥ୍ୟ ସେବା ଯୋଗାଉଥିବା ଯାନବାହନକୁ ୨୪ ଘଣ୍ଟା ସେବା…

4 years ago

ଭାଜପା ପକ୍ଷରୁ ଅସହାୟଙ୍କୁ ଖାଦ୍ୟ ପ୍ରଦାନ

ବାଲେଶ୍ୱର ଅଫିସ, ୭।୪-ଦେଶ କରୋନା ଭଳି ଭୟଙ୍କର ମହାମାରୀ ସହ ଲଢୁଥିବା ବେଳେ ବାଲେଶ୍ୱର ଏମ୍‌ପି ତଥା କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଓ ଜିଲା ଭାଜପା…

4 years ago

ଗ୍ରାମରେ ବ୍ଲିଚିଂ ପକାଇ ବିଶୋଧନ

ବାହାନଗା, ୭ା୪(ଡି.ଏନ୍‌.ଏ.)-ବିଶ୍ୱ ମହାମାରୀ କରୋନା ଭାଇରସକୁ ରୋକିବା ଲାଗି ସାରା ଭାରତରେ ଲକ୍‌ ଡାଉନ୍‌ ଚାଲିଥିବା ବେଳେ ବିଭିନ୍ନ ଗ୍ରାମରେ ତାର କଡା ମୁକାବିଲା କରିବା ସହିତ…

4 years ago

ରିଲିଫ ପାଣ୍ଠିକୁ ହଜାରେ ଟଙ୍କା ଦେଲେ ୫ମ ଶ୍ରେଣୀ ଛାତ୍ର

ସୋର, ୭ା୪(ଡି.ଏନ.ଏ.)-ସମଗ୍ର ବିଶ୍ୱ ଏବେ କରୋନା ଭୂତାଣୁ ବିରୋଧରେ ଲଢୁଛି। କରୋନା ପାଇଁ ବିଭିନ୍ନ ବ୍ୟକ୍ତିବିଶେଷ ଓ ସଙ୍ଗଠନ ପକ୍ଷରୁ ଆର୍ଥତ୍କ ସହାୟତା ପ୍ରଦାନ କରାଯାଉଛି। ଜଣେ…

4 years ago

ବ୍ରହ୍ମବରଦା ‘କଣ୍ଟେନମେଣ୍ଟ ଜୋନ’ ଘୋଷିତ

ଯାଜପୁର ଅଫିସ/ଯାଜପୁର ଟାଉନ,୬ା୪(ଡି.ଏନ.ଏ.) ଯାଜପୁର ଜିଲାର କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ରସୁଲପୁର ବ୍ଲକର ବ୍ରହ୍ମବରଦା ଗ୍ରାମ ଏବଂ ଏହାର ୩ କି.ମି. ପରିଧି ଅଞ୍ଚଳକୁ ପ୍ରଶାସନ…

4 years ago

ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ: ରାଜ୍ୟରେ ପଜିଟିଭ ସଂଖ୍ୟା ହେଲା ୪୦

ଭୁବନେଶ୍ୱର, ୬।୪(ବ୍ୟୁରୋ): ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୩୨ବର୍ଷୀୟ ଏହି ଆକ୍ରାନ୍ତ ଯୁବକ କେନ୍ଦ୍ରାପଡ଼ାର ବୋଲି ସୂଚନା ମିଳିଛି। ସେ ଗତ ୨୪…

4 years ago