ରାଜ୍ୟ

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ଆଜି ସନ୍ଧ୍ୟା ୮ଟାରୁ ୪୮ ଘଣ୍ଟା ଯାଏ ଭୁବନେଶ୍ୱର, ଭଦ୍ରକ ସମ୍ପୂର୍ଣ୍ଣ ସଟ୍‌ ଡାଉନ୍‌

ଭୁବନେଶ୍ୱର,୩।୪(ବ୍ୟୁରୋ): କରୋନା ମୁକାବିଲାକୁ ନେଇ ରାଜ୍ୟ ସରକାର ଶୁକ୍ରବାର ବଡ଼ ଘୋଷଣା କରିଛନ୍ତି। ରାଜଧାନୀରେ ୫ମ କରୋନା ରୋଗୀ ସଂକ୍ରମିତ ହେବାର କାରଣ ଜଣାପଡ଼ୁନଥିବାରୁ ଆଗାମୀ ୪୮ଘଣ୍ଟା…

4 years ago

ହସ୍ପିଟାଲରୁ ଡିସ୍‌ଚାର୍ଜ ହେଲେ ରାଜ୍ୟର ପ୍ରଥମ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୩ା୪(ବ୍ୟୁରୋ): ରାଜ୍ୟବାସୀଙ୍କ ପାଇଁ ଏକ ଭଲ ଖବର ଆସିଛି। କ୍ୟାପିଟାଲ ହସ୍ପିଟାଲରୁ ଶୁକ୍ରବାର ପୂର୍ବାହ୍ନରେ ରାଜ୍ୟର ପ୍ରଥମ କରୋନା ଆକ୍ରାନ୍ତ ଡିସ୍‌ଚାର୍ଜ ହୋଇଛନ୍ତି। ଏନେଇ ଟୁଇଟ୍‌ ଯୋଗେ…

4 years ago

ରେଭେନ୍‌ଶାରେ ଅନ୍‌ଲାଇନରେ ପାଠପଢ଼ା

କଟକ ଅଫିସ,୩।୪: ଅନ୍‌ଲାଇନରେ ଚାଲିଛି ପାଠପଢା। ଅଧ୍ୟାପକମାନେ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଛାତ୍ରୀଛାତ୍ରଙ୍କର କ୍ଲାସ ନେଉଛନ୍ତି। ସାରା ଦେଶରେ ଲକ୍‌ଡାଉନ ପାଇଁ ସମସ୍ତ ଶିକ୍ଷାନୁଷ୍ଠାନରେ ଏପ୍ରିଲ ୧୫…

4 years ago

୫ ପ୍ରତିଶତ ଲୋକ ଲକ୍‌ଡାଉନ୍‌ ନିୟମ ମାନୁନାହାନ୍ତି

ଭୁବନେଶ୍ୱର,୩।୪(ବ୍ୟୁରୋ): ଶୃଙ୍ଖଳିତ ଓ ବ୍ୟବସ୍ଥିତ ରହି ଲକ୍‌ଡାଉନ୍‌ର ଅବଶିଷ୍ଟ ସମୟକୁ ସଫଳ କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅନୁରୋଧ କରିଛନ୍ତି। ଲକ୍‌ଡାଉନ୍‌ର ପ୍ରଥମ ସପ୍ତାହରେ ହୋଇଥିବା…

4 years ago

ପୂର୍ବତଟ ରେଳପଥର ୨୬୧ କୋଚ୍‌ ହେବ ଆଇସୋଲେଶନ ସେଣ୍ଟର

ଭୁବନେଶ୍ୱର,୩।୪(ବ୍ୟୁରୋ): କରୋନା ଭାଇରସ୍‌ କୋଭିଡ୍‌-୧୯ ବିରୋଧରେ ଲଢେଇ ପାଇଁ ଭାରତୀୟ ରେଳପଥ ଯୁଦ୍ଧକାଳୀନ ଭିତ୍ତିରେ ପଦକ୍ଷେପ ଗ୍ରହଣ କରିଛି। ଅତ୍ୟାବଶ୍ୟକ ସାମଗ୍ରୀ ପରିବହନଠାରୁ ଆରମ୍ଭ କରି ଅସହାୟଙ୍କୁ…

4 years ago

ଓଡ଼ିଆଙ୍କ ସମସ୍ୟା ବୁଝିବାକୁ କର୍ନାଟକ, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ

ଭୁବନେଶ୍ୱର,୩।୪(ବ୍ୟୁରୋ): କରୋନା ଲକ୍‌ ଡାଉନ କାରଣରୁ କର୍ନାଟକ ଓ ମହାରାଷ୍ଟ୍ରରେ ଓଡିଆ ଲୋକମାନେ ଅଟକି ରହିଥିବାବେଳେ ସେମାନଙ୍କ ଉପଯୁକ୍ତ ଯତ୍ନ ନେବା ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

4 years ago

ଆହୁରି ୩ ସଂସ୍ଥାରେ ପରୀକ୍ଷା ପାଇଁ ଅନୁମତି ମାଗିଲା ରାଜ୍ୟ: ୫୦,୦୦୦ ନମୁନା ପରୀକ୍ଷା ପାଇଁ ପ୍ରସ୍ତୁତି

ଭୁବନେଶ୍ୱର,୩।୪(ବ୍ୟୁରୋ): ବ୍ୟାପକ ପରିମାଣରେ ବ୍ୟକ୍ତିବିଶେଷଙ୍କ ନମୁନା ପରୀକ୍ଷା ଦ୍ୱାରା ରାଜ୍ୟରେ କରୋନା ସମ୍ପର୍କିତ ସ୍ପଷ୍ଟ ଚିତ୍ର ମିଳିପାରିବ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ…

4 years ago

କରୋନା ମୁକାବିଲା: ସ୍ଥାନାନ୍ତର ହେଲେ ୯୮୯ କଏଦୀ

ଭୁବନେଶ୍ୱର,୩।୪(ବ୍ୟୁରୋ): ଓଡିଶା କାରାଗାର ନିର୍ଦ୍ଦେଶାଳୟ ପକ୍ଷରୁ କୋଭିଡ-୧୯ ମୁକାବିଲା ପାଇଁ ସ୍ବତନ୍ତ୍ର ପଦକ୍ଷେପ ଗ୍ରହଣ କରାଯାଇଛି। ରାଜ୍ୟର ୯୦ ଜେଲରେ ୧୮ ହଜାର ୧୨ ଜଣ କଏଦୀ…

4 years ago

ଶିଳ୍ପୀ, ବୁଣାକାରଙ୍କ ଉପରେ ଚଡ଼କ: ମୁଖ୍ୟମନ୍ତ୍ରୀ ଦୃଷ୍ଟି ଦେବାକୁ ଓଡିଶା ଶିଳ୍ପୀ ମହାସଂଘର ନିବେଦନ

ଭୁବନେଶ୍ୱର,୩।୪(ବ୍ୟୁରୋ): କରୋନା ଲାଗି ବହୁ ଲୋକ ରୋଜଗାର ହରାଇଥିବାବେଳେ ଅନେକ ବେଉସା ବୁଡିଯାଇଛି। ୨୧ଦିନିଆ ଲକ୍‌ଡାଉନ ରାଜ୍ୟ ଶିଳ୍ପୀ ଓ ବୁଣାକାରଙ୍କ ନିଦ ହଜାଇ ଦେଇଛି। ମାର୍ଚ୍ଚ…

4 years ago

କରୋନା ମୁକାବିଲା ପାଇଁ ଏକାଠି ହେବାକୁ ଆହ୍ବାନ

ନୂଆଦିଲ୍ଲୀ/ଭୁବନେଶ୍ୱର,୩।୪(ବ୍ୟୁରୋ): ମହାମାରୀ କରୋନା ମୁଣ୍ଡ ପରେ ମୁଣ୍ଡ ନେଇଚାଲିଛି। ଏହାର ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବ୍ୟାପୀ ୨୧ ଦିନିଆ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ସାମାଜିକ…

4 years ago