ରାଜ୍ୟ

ସ୍ବାସ୍ଥ୍ୟକର୍ମୀଙ୍କୁ ପାସ୍‌ ଅନାବଶ୍ୟକ: ପରିଚୟପତ୍ର ଦେଖାଇ ହସ୍ପିଟାଲ ଯାଇପାରିବେ

ଭୁବନେଶ୍ୱର,୨୪।୩(ବ୍ୟୁରୋ): କରୋନା ସଂକ୍ରମଣକୁ ରୋକିବା ଲାଗି କରାଯାଇଥିବା ଲକ୍‌ଡାଉନ୍‌ ସମୟରେ ଗାଡ଼ିମୋଟର ଯାତାୟାତ ଉପରେ କଟକଣା ଲଗାଯାଇଛି। ନିହାତି ଯିବାର ଆବଶ୍ୟକତା ଥିବା ବ୍ୟକ୍ତିଙ୍କୁ ପାସ୍‌ ଦିଆଯିବ…

5 years ago

ପରିବାରର ନାମରେ ଶପଥ କରନ୍ତୁ,ଜରୁରୀ କାମ ନ ଥିଲେ ଘରୁ ବାହାରିବେ ନାହିଁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୩(ବ୍ୟୁରୋ): ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ୧୪ ଜିଲାକୁ ସମ୍ପୂର୍ଣ୍ଣ ତାଲାବନ୍ଦ ବା ଲକ୍‌ଡାଉନ୍‌ କରିବାକୁ ରାଜ୍ୟ ସରକାର ଘୋଷଣା କରିଛନ୍ତି। ଏହାସତ୍ତ୍ୱେ କିଛି ଲୋକେ…

5 years ago

ଖାଉଟି ବଣ୍ଟନକେନ୍ଦ୍ରକୁ ଆସିବେନି ହିତାଧିକାରୀ: ଘରେ ପହଞ୍ଚିବ ଭତ୍ତା, ଗହମ, ଚାଉଳ

ଭୁବନେଶ୍ୱର,୨୪।୩(ବ୍ୟୁରୋ): କରୋନା ଭୂତାଣୁର ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସାମାଜିକ ନିରାପତ୍ତା ଯୋଜନାରେ ଥିବା ସମସ୍ତ ହିତାଧିକାରୀଙ୍କୁ ଭତ୍ତା, ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନା ଏବଂ…

5 years ago

କରୋନା ପ୍ରଭାବ: ରାଜ୍ୟର ସମସ୍ତ ଆହାର କେନ୍ଦ୍ର, ପାର୍କ ବନ୍ଦ

ଭୁବନେଶ୍ୱର, ୨୪।୩(ବ୍ୟୁରୋ): ରାଜ୍ୟରେ ଥିବା ସମସ୍ତ ଆହାର କେନ୍ଦ୍ରକୁ ମାର୍ଚ୍ଚ ୨୯ ରାତି ୯ଟା ପର୍ଯ୍ୟନ୍ତ ବନ୍ଦ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। କେବଳ…

5 years ago

କରୋନା ସଚେତନତା ଗୀତ ଗାଇ ପୁଣି ଚର୍ଚ୍ଚାରେ ଦୁଇ ଭାଇ ଶାନ୍ତି, ଜ୍ୟୋତି

ଜୟପୁର, ୨୪।୩(ନି.ପ୍ର.) ‘ମଦ ପିଇବି ନାଇଁ, ନାଇଁ ନାଇଁ ନାଇଁ ପିଇବି ନାଇଁ’ ଦୁରଦର୍ଶନରେ ପ୍ରସାରିତ ହେଉଥିବା ଏହି ଗୀତ ୯୦ ଦଶକରେ ବେଶ୍‌ ଲୋକପ୍ରିୟ ହୋଇଥିଲା।…

5 years ago

କରୋନା ସଚେତନତା: ସମସ୍ତ ନିର୍ମାଣ କାର୍ଯ୍ୟ ବନ୍ଦ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୨୪।୩(ବ୍ୟୁରୋ): କରୋନା (କୋଭିଡ-୧୯)କୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ତୁରନ୍ତ ସମସ୍ତ ପ୍ରକାର ନିର୍ମାଣ କାର୍ଯ୍ୟ ବନ୍ଦ କରିବା ପାଇଁ ନିର୍ଦ୍ଦେଶନାମା ଜାରି କରିଛନ୍ତି। କେବଳ…

5 years ago

ହୋମ କ୍ବାରାଣ୍ଟାଇନ୍‌ରେ ୧୪ ଶିଷ୍ୟଙ୍କ ସହ ଶଙ୍କରାଚାର୍ଯ୍ୟ

ପୁରୀ ଅଫିସ, ୨୪।୩: ପୁରୀ ଗୋବର୍ଦ୍ଧନ ମଠର ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀ ମହାରାଜ ହୋମ କ୍ବାରାଣ୍ଟାଇନରେ ରହିଛନ୍ତି। ଶଙ୍କରାଚାର୍ଯ୍ୟ ସୋମବାର ସନ୍ଧ୍ୟାରେ ବିମାନ ଯୋଗେ ଦିଲ୍ଲୀରୁ…

5 years ago

ଘରେ ପହଞ୍ଚି ପାରିଲେନି: ଦୁର୍ଘଟଣାରେ ସ୍ବାମୀ ମୃତ, ସ୍ତ୍ରୀ ଓ ୨ ଶିଶୁ ଗୁରୁତର

ଛେଣ୍ଡିପଦା, ୨୪।୩(ସ୍ବ.ପ୍ର.): ଅନୁଗୋଳ ଜିଲା ଜରପଡ଼ା ଥାନା ଅଞ୍ଚଳ ଦେଇଯାଇଥିବା ୫୫ନଂ. ଜାତୀୟ ରାଜପଥ ତୁକୁଡା ମୁଣ୍ଡାସାହି ନିକଟରେ ମଙ୍ଗଳବାର ଭୋର୍‌ ସମୟରେ ଏକ ଦୁଃଖଦ ଦୁର୍ଘଟଣା…

5 years ago

ମହାପ୍ରଭୁଙ୍କ ଟଙ୍କା ଜମାକୁ ନେଇ ସସ୍‌ପେନ୍ସ

ପୁରୀ ଅଫିସ, ୨୩।୩: ୟେସ୍‌ ବ୍ୟାଙ୍କରୁ ଫେରିଥିବା ମହାପ୍ରଭୁଙ୍କ ଟଙ୍କାକୁ ନେଇ ପୁଣି କଳ୍ପନା ଜଳ୍ପନା ପ୍ରକାଶ ପାଇଛି। ୟୁନିୟନ ବ୍ୟାଙ୍କରେ ମହାପ୍ରଭୁ ଶ୍ରୀଜନ୍ନାଥଙ୍କ ଟଙ୍କା ରହିବା…

5 years ago

ଓଲଟିଲା ଟ୍ରକ୍‌: ବର୍ତ୍ତିଲେ ଡ୍ରାଇଭର, ହେଲ୍‌ପର

ବଅଁରପାଳ, ୨୪।୩(ଡି.ଏନ.ଏ.): ନାଲ୍‌କୋ ଥାନା କୁଲାଡ଼ ଥର୍ମାଲ ରାସ୍ତାର ବଳରାମପ୍ରସାଦ କେନ୍ଦୁଢ଼ିପ ସାହି ନିକଟରେ ମଙ୍ଗଳବାର ଏକ ଟ୍ରକ୍‌ ଓଲଟି ପଡ଼ିଛି। ତେବେ ଟ୍ରକ୍‌ ଡ୍ରାଇଭର ଏବଂ…

5 years ago