ରାଜ୍ୟ

ମଧ୍ୟାହ୍ନଭୋଜନ ପାଇଁ ଛାତ୍ରୀଛାତ୍ରଙ୍କୁ ମିଳିବ ରାଶନ

ଭୁବନେଶ୍ୱର, ୨୨।୩(ବ୍ୟୁରୋ): କରୋନା ସଂକ୍ରମଣକୁ ମୁକାବିଲା କରିବା ପାଇଁ ବିଦ୍ୟାଳୟଗୁଡ଼ିକୁ ବନ୍ଦ କରିଦିଆଯାଇଛି। ବିଦ୍ୟାଳୟ ବନ୍ଦ ଥିବାରୁ ଛାତ୍ରୀଛାତ୍ରଙ୍କୁ ମଧ୍ୟାହ୍ନ ଭୋଜନ ଦିଆଯାଇପାରୁନାହିଁ। ଏଭଳିସ୍ଥିତିରେ ଛାତ୍ରୀଛାତ୍ରଙ୍କୁ କିପରି…

5 years ago

ଖାଁ ଖାଁ ଶ୍ରୀମନ୍ଦିର: ଏକା ଏକା ବସିଛନ୍ତି ମହାପ୍ରଭୁ, ଶ୍ରୀଅଙ୍ଗକୁ ଅଣ୍ଟୁନି ତୁଳସୀ, ଫୁଲ

ପୁରୀ ଅଫିସ,୨୨।୩: ଶ୍ରୀଜଗନ୍ନାଥ ଭକ୍ତ ବତ୍ସଳ ପୁଣି ଭାବର ଠାକୁର। ହେଲେ ଆଜି ଭକ୍ତ ନାହାନ୍ତି, ଏକା ଏକା ରତ୍ନସିଂହାନରେ ବସିଛନ୍ତି ମହାପ୍ରଭୁ। ନୀତିକାନ୍ତି ଚାଲିଛି, ସେବକମାନେ…

5 years ago

ହସ୍ପିଟାଲ ଆଇସୋଲେଶନରେ ୨୩, ଦୁଇ ଆକ୍ରାନ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର

ଭୁବନେଶ୍ୱର, ୨୨।୩(ବ୍ୟୁରୋ): ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୭୦ଜଣଙ୍କ ନମୁନା ପରୀକ୍ଷା ପାଇଁ ପଠାଯାଇଛି। ସେଥିମଧ୍ୟରୁ ୬୯ଟି ରିପୋର୍ଟ ଆସିଥିବାବେଳେ ଗୋଟିଏ ରିପୋର୍ଟ ଆସିନାହିଁ। ଆସିଥିବା ରିପୋର୍ଟ ମଧ୍ୟରୁ…

5 years ago

ପୁଣି କମିଲା ବସ୍‌ ଭଡ଼ା: କିଲୋମିଟର ପିଛା ୧, ୨ ପଇସା

ଭୁବନେଶ୍ୱର,୨୨।୩(ବ୍ୟୁରୋ): ଗତ କିଛିଦିନ ହେବ ଡିଜେଲ ଓ ପେଟ୍ରୋଲ ଦର ଲଗାତର ହ୍ରାସ ପାଇବାରେ ଲାଗିଛି। ଏଥିଯୋଗୁ ରାଜ୍ୟରେ ବସ୍‌ଭଡ଼ା କମିଛି। ଏ ନେଇ ଶନିବାର ରାଜ୍ୟ…

5 years ago

କରୋନା: ସ୍ବଚ୍ଛତା ହିଁ ପ୍ରତିଷେଧକ

କରୋନା ଏକ ଆର୍‌ଏନ୍‌ଏ ଭୂତାଣୁ, ଏଚ୍‌ଆଇଭି ଭଳି। ଏହିପରି ଭୂତାଣୁ ଶରୀରର ପ୍ରତିରୋଧକ ଶକ୍ତିକୁ ଅକାମୀ କରି କାୟା ବିସ୍ତାର କରେ ଓ ମଣିଷର ଶ୍ୱାସକ୍ରିୟାକୁ କବଳିତ…

5 years ago

ପରମ୍ପରା ଉପରେ କରୋନା ଅଙ୍କୁଶ

ସର୍ବଧର୍ମ ସମନ୍ବୟର ପ୍ରତୀକ ବରାହ-ବିରଜା କ୍ଷେତ୍ରର ସଂସ୍କୃତି, ପରମ୍ପରା ଓ ଐତିହାସିକ ପୀଠଗୁଡ଼ିକର ଅନେକ ପ୍ରସିଦ୍ଧ କାର୍ଯ୍ୟକ୍ରମ ଉପରେ କରୋନା ଅଙ୍କୁଶ ଲାଗିଛି। ଫଳରେ ଚଳିତ ବର୍ଷ…

5 years ago

ସଂକ୍ରମଣ ବ୍ୟାପିଲେ ସମ୍ଭାଳି ହେବନାହିଁ: ଏଥିଲାଗି ଜନତା କର୍ଫ୍ୟୁ ଗୋଟିଏ ଦିନ, ଲକ୍‌ଡାଉନ୍‌ ସାତ ଦିନ

ଭୁବନେଶ୍ୱର,୨୧।୩(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ‘ଜନତା କର୍ଫ୍ୟୁ’ ପାଇଁ ଆହ୍ବାନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ରବିବାରଠାରୁ ଲକ୍‌ଡାଉନ୍‌ ପାଇଁ ଘୋଷଣା କରିଛନ୍ତି। ଉଭୟଙ୍କ…

5 years ago

କରୋନାକୁ ନକ୍‌ ଡାଉନ୍‌ ପାଇଁ ଲକ୍‌ ଡାଉନ୍‌: ବାଗ୍‌ଚୀ

ଭୁବନେଶ୍ୱର,୨୧।୩(ବ୍ୟୁରୋ): କରୋନା ସହ ଦୀର୍ଘ ୬ ମାସର ଯୁଦ୍ଧ। ଆହୁରି ୧୭୨ ଦିନ ବାକି। କରୋନା ଭାଇରସ୍‌କୁ ନକ୍‌ ଡାଉନ୍‌ ପାଇଁ ଲକ୍‌ ଡାଉନ୍‌ କରିବା ଲାଗି…

5 years ago

ଘରେ ରୁହନ୍ତୁ, ସୁରକ୍ଷିତ ରୁହନ୍ତୁ; କଟକଣା ଉଲ୍ଲଂଘନ କଲେ କାର୍ଯ୍ୟାନୁଷ୍ଠାନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୩(ବ୍ୟୁରୋ): ସାଢ଼େ ୪ କୋଟି ଓଡ଼ିଆ ମୋ ପରିବାର। ପ୍ରତିଟି ଓଡ଼ିଶାବାସୀଙ୍କ ଜୀବନ ମୋ ପାଇଁ ମୂଲ୍ୟବାନ। ସେମାନଙ୍କର ସୁରକ୍ଷା ମୋର ବଡ଼ ଦାୟିତ୍ୱ। ରାଜ୍ୟ ସରକାରଙ୍କ…

5 years ago

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ମାର୍ଚ୍ଚ ୨୨ରୁ ୨୯ ଯାଏ ୫ ଜିଲା ସମ୍ପୂର୍ଣ୍ଣ ‘ଲକ୍‌ଡାଉନ୍‌’

ଭୁବନେଶ୍ୱର, ୨୧।୩(ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ପ୍ରତିକାରମୂଳକ ବ୍ୟବସ୍ଥା ସ୍ବରୂପ ମାର୍ଚ୍ଚ ୨୨ରୁ ୨୯ତାରିଖ ପର୍ଯ୍ୟନ୍ତ ୫ଟି ଜିଲାକୁ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି।…

5 years ago