ରାଜ୍ୟ

ବିଦେଶରୁ ଫେରିଲେ ୧୩୦, ବଢ଼ୁଛି କରୋନା ଭୟ

କେନ୍ଦ୍ରାପଡା ଅଫିସ, ୨୧ା୩: ଗତ ୪ ତାରିଖରୁ ଗୁରୁବାର ସୁଦ୍ଧା ମୋଟ ୧୦୦ ଜଣ ବ୍ୟକ୍ତି ବିଦେଶରୁ ଜିଲାକୁ ଫେରିଥିବା ବେଳେ ଶୁକ୍ରବାର ୩୦ ଜଣ କେନ୍ଦ୍ରାପଡା…

5 years ago

ବଢ଼ିଛି ମହିଳା ସଙ୍କୀତ୍ତର୍ର୍ର୍ନ ମଣ୍ଡଳୀର ଆଦୃତି

କେନ୍ଦୁଝର,୨୧।୩-ସମାଜରେ ଆଧ୍ୟାତ୍ମିକ ଭାବନା ସୃଷ୍ଟି କରିବା ସହ କିଛି ରୋଜଗାର କରି ପେଟ ପୋଷିବା ଲାଗି ମହିଳାମାନେ ଆଗଭର ହୋଇ ପାଲା, ସଙ୍କୀତ୍ତର୍ର୍ନ ଭଳି କାର୍ଯ୍ୟକୁ ଆଦରି…

5 years ago

ପାଇଖାନା ନିର୍ମାଣ ନଁ।ରେ ଅନିୟମିତତା

ପଦ୍ମପୁର,୨୧।୩(ଡି.ଏନ.ଏ.)-ପଞ୍ଚାୟତରେ ସ୍ବଚ୍ଛ ଭାରତ ଯୋଜନାରେ ପାଇଖାନା ନିର୍ମାଣରେ ଅନିୟମିତତା ହୋଇଥିବା ଘଟଣା ପଦାକୁ ଆସିଛି। ଏ ନେଇ ବିଡିଓ, ଜିଲାପାଳ ଓ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ନିକଟରେ ଲିଖିତ…

5 years ago

ଧାନ ମଣ୍ଡି ଅନିୟମିତତା, ୨ ସମ୍ପାଦକଙ୍କ ନାମରେ ଏତଲା

କେନ୍ଦ୍ରାପଡା ଅଫିସ, ୨୧ା୩: କେନ୍ଦ୍ରାପଡା ଜିଲାର ପଟ୍ଟାମୁଣ୍ଡାଇ ଓ ରାଜନଗର ବ୍ଲକରେ ଧାନ ମଣ୍ଡିରେ ସମବାୟ ସମିତି ସମ୍ପାଦକ ଅନିୟମିତତା ଘଟଣାରେ ୨ ସମ୍ପାଦକଙ୍କ ନାମରେ ଜିଲା…

5 years ago

ଓଟିରୋଡ ସମ୍ପ୍ରସାରଣ ଲାଗି ଜବରଦଖଲ ଉଚ୍ଛେଦ : ଭଙ୍ଗା ହେଲା ଲକ୍ଷ୍ମୀନାରାୟଣ ମନ୍ଦିର ନାଟମଣ୍ଡପ

ବାଲେଶ୍ୱର ଅଫିସ, ୨୧।୩-ବାଲେଶ୍ୱର ସହରର ମୁଖ୍ୟରାସ୍ତା ଓଟିରୋଡ୍‌ ସମ୍ପ୍ରସାରଣ ପାଇଁ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି। ଶୁକ୍ରବାର ଆଇଟିଆଇସ୍ଥିତ ଲକ୍ଷ୍ମୀନାରାୟଣ ମନ୍ଦିରର ତୋରଣ, ଗରୁଡ଼ଖମ୍ଭ ଓ ନାଟମଣ୍ଡପ…

5 years ago

ଆରତି ମାଉସୀଙ୍କ ‘ଭୋଜନାଳୟ’

ଭୋଗରାଇ, ୨୧।୩(ପ୍ରଦୀପ ଦାସ)-ବାଲେଶ୍ୱର ଜିଲା ଭୋଗରାଇ ଥାନା ସମ୍ମୁଖ ଭାଗରେ ରହିଛି ଏକ ଭୋଜନାଳୟ। ବାହାରେ ନାହଁ ଅନ୍ୟ ଭୋଜନାଳୟ ଭଳି କିଛି ଚାକଚକ୍ୟ। ନଡ଼ା ଛପର…

5 years ago

ସିଲ୍‌ ପରେ ଚିନିକଳର ସୁରକ୍ଷା ନାହିଁ

ନୟାଗଡ଼ ଅଫିସ,୨୧ା୩: ଗତ ୧୨ ତାରିଖରେ ନୟାଗଡ ପାଣିପୋଇଲାସ୍ଥିତ ଚିନିକଳରେ ଥିବା ଉପକରଣର ତଦାରଖ ଓ ଆକଳନ ମାଜିଷ୍ଟ୍ରେଟ ନୟାଗଡ ଉପଜିଲାପାଳ ଲଗ୍ନଜିତ ରାଉତ ଓ ନୟାଗଡ…

5 years ago

ରେଳପଥ ପାଇଁ ଉଜୁଡିବ ୩୨.୭୯୨ ହେକ୍ଟର ଜଙ୍ଗଲ: ଦଶପଲ୍ଲା ରେଞ୍ଜରେ ଚିହ୍ନଟ ପ୍ରକ୍ରିୟା ଶେଷ

ନୟାଗଡ଼ ଅଫିସ,୨୧ା୩: ଖୋର୍ଦ୍ଧା-ବଲାଙ୍ଗୀର ରେଳପଥ ନିର୍ମାଣ ଉଦ୍ଦେଶ୍ୟରେ ନୟାଗଡ଼ ବନଖଣ୍ଡ ଦଶପଲ୍ଲା ରେଞ୍ଜର ଅରାସାହି, କୁଞ୍ଜବନଗଡ, ନିଜ ଅନ୍ଧାରକୋଟ ରେଭିନ୍ୟୁ ଓ ରିଜର୍ଭ ଫରେଷ୍ଟର ୩୨.୭୯୨ ହେକ୍ଟର…

5 years ago

୪୪ ଛାତ୍ରାବାସରୁ ଘରକୁ ଯିବେ ୬୮୫୯ ପିଲା

ଅନୁଗୋଳ ଅଫିସ୍‌, ୨୧।୩ କରୋନା ଭୂତାଣୁ ସଂକ୍ରମଣ ଆଶଙ୍କାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଦ୍ୱାରା ପରିଚାଳିତ…

5 years ago

କୋଟିଏ ଟଙ୍କାର କଦଳୀ ଫସଲ ନଷ୍ଟ

ଛେଣ୍ଡିପଦା,୨୧।୩(ସ୍ବ.ପ୍ର.) ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଅଞ୍ଚଳର କଦଳୀ ଚାଷୀଙ୍କ ପାଇଁ କାଳ ହୋଇଛି କାଳବୈଶାଖୀ। ଗତ ଗୁରୁବାର ହୋଇଥିବା କାଳବୈଶାଖୀରେ ବ୍ଲକର ୫୦୦ରୁ ଊର୍ଦ୍ଧ୍ୱ ଚାଷୀଙ୍କ…

5 years ago