ରାଜ୍ୟ

ଯୁବ ପିଢିିଙ୍କୁ ଦିଅନ୍ତି ପରିବତ୍ତର୍ର୍ନର ବାର୍ତ୍ତା : ନୃତ୍ୟ ଓ ଅଭିନୟ କଳାରେ ପ୍ରବୀଣ ଗୁରୁ ଦାସ

  କେନ୍ଦୁଝର, ୧୭ା୩ (ସ୍ବ.ପ୍ର.)-ଦୀର୍ଘ ୨୦ ବର୍ଷର କଳା ସାଧନା ଭିତରେ ଅନେକ ଘାତ ପ୍ରତିଘାତ ମଧ୍ୟରେ ଆଗକୁ ବଢିଛନ୍ତି । ଜଣେ କଳାକାର ହେବା ଲାଗି…

5 years ago

ଖଲିପତ୍ର ଦେଲା ନୂଆ ଆଶାଭରସା

କେନ୍ଦୁଝର, ୧୭ା୩(ଡି.ଏନ.ଏ.)-ପ୍ଲାଷ୍ଟିକର ବ୍ୟବହାର ବନ୍ଦ ଲାଗି ସରକାରୀ କଟକଣା ପରେ ଶାଳପତ୍ରରୁ ପ୍ରସ୍ତୁତ ହେଉଥିବା ଖଲି ଚଉତିର ବ୍ୟବହାର ବଢ଼ିଛି। ବିଭିନ୍ନ ସରକାରୀ ବୈଠକ ଓ କର୍ମଶାଳାରେ…

5 years ago

ନିଆରା ‘ବୁଢ଼ା ସାର୍‌’ : ବିନା ପାରିଶ୍ରମିକରେ ୪୨ ବର୍ଷ ଶିକ୍ଷାଦାନ

ପଦ୍ମପୁର,୧୭।୩(ଡି.ଏନ.ଏ.)- ଭଦ୍ରକ ଜିଲା ସଦର ବ୍ଲକ ଅଧୀନ ଗୋରାମାଟି ଗଁ। ର ଜଣେ ନିଆରା ମଣିଷ ଗୋଲକ ପ୍ରସାଦ ପାଢ଼ୀ। ସ୍ଥାନୀୟ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘ…

5 years ago

ଅତୀତକୁ ଝୁରୁଛି ଶିବମାହାରା

ଆରଡ଼ି,୧୭।୩(ଡି.ଏନ.ଏ.)-ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିରେ ବାବା ଆଖଣ୍ଡଳମଣି ମନ୍ଦିରର ମାହାତ୍ମ୍ୟ ସର୍ବଜନବିଦିତ। ମନ୍ଦିର ବେଢ଼ାକୁ ଲାଗି ରହିଥିବା ପୁଷ୍କରିଣୀ ପୀଠର ଶୋଭାବର୍ଦ୍ଧନ କରୁଛି। ଭକ୍ତମାନେ ଏହାର…

5 years ago

ବେଆଇନ ବାଲି ଉଠାଣକୁ ଗ୍ରାମବାସୀଙ୍କ ବିରୋଧ

କପ୍ତିପଦା,୧୭ା୩(ଡି଼.ଏନ୍‌.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ ଅଧୀନ ସୋନ ନଦୀର ବିଶୋଳ ପଞ୍ଚାୟତ ନିକଟ ଏକ ବାଲି ଘାଟରୁ ଜେସିବି ଲଗାଇ ବେଆଇନ ଭାବେ ବାଲି ଉତ୍ତୋଳନ…

5 years ago

ପଲିଥିନ ତଳେ ଜୀବନ

କପ୍ତିପଦା,୧୭ା୩(ଡି.ଏନ୍‌.ଏ)- ସରକାର ଗରିବ ସୀମାରେଖା ତଳେ ଥିବା ହିତାଧିକାରୀଙ୍କୁ ଗ୍ରାମୀଣ ଗୃହ ନିର୍ମାଣ ଯୋଜନାରେ ପକ୍କା ଘର ପ୍ରଦାନ ପାଇଁ ନିୟମ କରିଛନ୍ତି ା ଯୋଗ୍ୟ ହିତାଧିକାରୀ…

5 years ago

ସାହସିକତା ଦେଖାଇଲେ ସକୁଲୁ

ସିମୁଳିଆ, ୧୭।୩(ଡି.ଏନ.ଏ.)-ଟିକେ ଡେରି ହୋଇଥିଲେ ଜଣେ ୩ବର୍ଷର ଶିଶୁଙ୍କୁ ଜୀବନ ଚାଲିଯାଇଥାନ୍ତି। ହେଲେ ସକୁଲୁ ସିଂ ନାମକ ଜଣେ ୨୬ବର୍ଷୀୟ ଯୁବକ ନିଜ ଜୀବନକୁ ବାଜି ଲଗାଇ…

5 years ago

ଆଦିବାସୀ ସଂସ୍କୃତିର ନିଆରା ଝଲକ ‘ଚଇତି ବଡ଼ାମ ପୂଜା’

ଔପଦା, ୧୭।୩(ଡି.ଏନ.ଏ.)-ଚଇତି ବଡାମ ପୂଜା ଲାଗି ବାଲେଶ୍ୱର ଜିଲା ଔପଦା ବ୍ଲକର ଆଦିବାସୀ ଅଧ୍ୟ୍ୟୁଷିତ ଗଡ଼ସାହି ଗ୍ରାମ ଉତ୍ସବମୁଖର ହୋଇପଡିଛି। ଏହି ଗ୍ରାମରେ ପାରମ୍ପରିକ ଭାବେ ଗତ…

5 years ago

‘କରତାଳି ଦିଏ ପ୍ରେରଣା’

ସିମୁଳିଆ, ୧୭ା୩(ସନ୍ତୋଷ କୁମାର ନାୟକ)-ପିଲାଦିନେ ସୁଲଳିତ କଣ୍ଠରେ ଗୀତ ବୋଲି ପାରୁଥିଲେ ପୂଜାରାଣୀ । ସ୍କୁଲରେ ପଢିବା ବେଳେ ବିଭିନ୍ନ କାର୍ଯ୍ୟକ୍ରମରେ ଗୀତ ବୋଲି ପ୍ରଶଂସା ପାଇଥିଲେ।…

5 years ago

୨୮ରେ ଅନୁଗୋଳ ଓକିଲ ସଂଘ ନିର୍ବାଚନ

ଅନୁଗୋଳ ଅଫିସ୍‌, ୧୭।୩- ଅନୁଗୋଳ ଓକିଲ ସଂଘର ବାର୍ଷିକ ନିର୍ବାଚନ ଚଳିତ ମାସ ୨୮ ତାରିଖରେ ଅନୁଷ୍ଠିତ ହେବ। ଗତ ୧୩ ତାରିଖରେ ଏ ନେଇ ସଂଘର…

5 years ago