ରାଜ୍ୟ

ଖାଉଟି ସାମଗ୍ରୀ ବଣ୍ଟନରେ ଅନିୟମିତତା: ରିଟେଲର ନିଲମ୍ବିତ

ତିହିଡ଼ି,୪।୩(ଡି.ଏନ.ଏ.): ଭଦ୍ରକ ଜିଲା ତିହିଡ଼ି ବ୍ଲକ ଗୋବିନ୍ଦପୁର ପଞ୍ଚାୟତରେ ଖାଉଟି ସାମଗ୍ରୀ ବଣ୍ଟନରେ ଅନିୟମିତତା ଅଭିଯୋଗରେ ରିଟେଲର ମୁରଲୀଧର ମାଝୀଙ୍କୁ ଉପଜିଲାପାଳ ନିଲମ୍ବନ କରିଛନ୍ତି। ଉପଜିଲାପାଳଙ୍କ କାର୍ଯ୍ୟାଳୟ…

5 years ago

ଫକୀରମୋହନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବ: ‘ରାଜନୀତି, ପ୍ରଶାସନଠାରୁ ଶିକ୍ଷାନୁଷ୍ଠାନ ମୁକ୍ତ ରହୁ’

ବାଲେଶ୍ୱର ଅଫିସ,୪।୩: ବାଲେଶ୍ୱର ଜିଲା ରେମୁଣା ସ୍ଥିତ ବ୍ୟାସବିହାର ଠାରେ ଫକୀରମୋହନ ବିଶ୍ୱବିଦ୍ୟାଳୟର ଦଶମ ସମାବର୍ତ୍ତନ ଉତ୍ସବ ବୁଧବାର ପୂର୍ବାହ୍ନ ୧୦ଟା ସମୟରେ ପାଳିତ ହୋଇଯାଇଛି। ବିଶ୍ୱବିଦ୍ୟାଳୟ…

5 years ago

ମରଣଯନ୍ତା ପାଲଟିଛି ୪୯ନଂ ଜାତୀୟ ରାଜପଥ: ଦ୍ୱାରସୁଣୀ ଘାଟିରେ ବସ୍‌କୁ ଧକ୍କା ଦେଇ ଖସିପଡ଼ିଲା ଟ୍ରକ୍‌; ୨ ଗୁରୁତର, ୫ ଆହତ

ବାଙ୍ଗିରିପୋଷି,୪।୩(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲାର ବାଙ୍ଗିରିପୋଷି ଦେଇ ଯାଇଥିବା ୪୯ନଂ ଜାତୀୟ ରାଜପଥ ପାଲଟିଛି ମରଣଯନ୍ତା। କିଛିଦିନ ହେଲା ଏଠାରେ ଗୋଟିଏ ପରେ ଗୋଟିଏ ଦୁର୍ଘଟଣା ଘଟୁଥିବା ବେଳେ…

5 years ago

ଚାଲିଥିଲା କଂଗ୍ରେସ କର୍ମୀ ସମ୍ମିଳନୀ: ବିନ୍ଧିଲା ମହୁମାଛି

କୁଆଁରମୁଣ୍ଡା,୪।୩(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିକଟସ୍ଥ ଡାଇରେକ୍‌ଟର୍ସ ବଙ୍ଗଳାରେ ବୁଧବାର କଂଗ୍ରେସ କର୍ମୀ ସମ୍ମିଳନୀ ଆୟୋଜନ ହୋଇଥିଲା। ଏହି ସମୟରେ ନିକଟ ଜଙ୍ଗଲରୁ ମହୁମାଛି ଉଡ଼ିଆସି କେତେକ…

5 years ago

ଡରାଇଲାଣି ଘାତକ କରୋନା: ଆଡ୍‌ଭାଇଜରି ଜାରି କଲେ ଏସ୍‌ଆର୍‌ସି, ଜାଣନ୍ତୁ କ’ଣ କରିବେ/ନ କରିବେ

ଭୁବନେଶ୍ୱର,୪।୩(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏସ୍‌ଆର୍‌ସିଙ୍କ ପକ୍ଷରୁ ଆଡ୍‌ଭାଇଜରି ଜାରି କରାଯାଇଛି। ତଦନୁଯାୟୀ -କାର୍ଯ୍ୟକ୍ଷେତ୍ରକୁ ସ୍ବଚ୍ଛ, ପରିଷ୍କାର ରଖନ୍ତୁ। -ଡେସ୍କ, ଟେବୁଲ, ଟେଲିଫୋନ, କମ୍ପ୍ୟୁଟର, କି-ବୋର୍ଡଗୁଡ଼ିକୁ…

5 years ago

ହାତ ମିଳାଅନି, ଆଲିଙ୍ଗନ କରନି

ଭୁବନେଶ୍ୱର,୪।୩(ବ୍ୟୁରୋ): କରୋନା ମୁକାବିଲା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କାର୍ଯ୍ୟାଳୟ ପକ୍ଷରୁ ସମୀକ୍ଷା କରାଯାଇଛି। ଏନେଇ ସୂଚନା ଦେଇ ସ୍ବାସ୍ଥ୍ୟ ସଚିବ କହିଛନ୍ତି, ରାଜ୍ୟରେ କରୋନା ରକ୍ତ…

5 years ago

ମଧୁସୂଦନ ପାଢ଼ୀ ହେଲେ ପରିବହନ ସଚିବ

ଭୁବନେଶ୍ୱର,୪।୩(ବ୍ୟୁରୋ): ବରିଷ୍ଠ ଆଇଏଏସ୍‌ ଅଫିସର ମଧୁସୂଦନ ପାଢ଼ୀଙ୍କୁ ପରିବହନ ସଚିବ ଭାବେ ନିଯୁକ୍ତି ଦିଆଯାଇଛି। ଏଥିସହ ତାଙ୍କୁ ଚକବନ୍ଦୀ କମିଶନର ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି। ପୂର୍ବରୁ…

5 years ago

ଏପ୍ରିଲ ୧ରୁ ଶ୍ରୀମନ୍ଦିରରେ ପ୍ଲାଷ୍ଟିକ୍‌ ମନା, ପାନ ଖାଇ ଗଲେ ୫୦୦ ଜରିମାନା

ପୁରୀ ଅଫିସ,୪।୩: ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ବୁଧବାର ଛତିଶା ନିଯୋଗ ବୈଠକ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଆସନ୍ତା…

5 years ago

ଚିଟ୍‌ଫଣ୍ଡ ତଦନ୍ତ କମିଶନଙ୍କ ଶୁଣାଣି ବନ୍ଦ ନେଇ ଆନ୍ଦୋଳନକୁ ଓହ୍ଲାଇବ କଂଗ୍ରେସ: ସୁର

ଭୁବନେଶ୍ୱର,୪।୩(ବ୍ୟୁରୋ): ଚିଟ୍‌ଫଣ୍ଡ ତଦନ୍ତ କମିଶନଙ୍କ ଶୁଣାଣି ବନ୍ଦ ନେଇ ନୋଟିସ ଜାରି କରାଯିବା ପରେ କଂଗ୍ରେସ ପକ୍ଷରୁ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଏ ନେଇ ଦଳ…

5 years ago

ଏଯାବତ୍‌ ରାଜ୍ୟରେ କରୋନା ଆକ୍ରାନ୍ତ ନାହାନ୍ତି, ବନ୍ଦ ହେବନି ସ୍କୁଲ: ମନ୍ତ୍ରୀ

ଭୁବନେଶ୍ୱର,୪।୩(ବ୍ୟୁରୋ): ଚାଇନାରୁ ସୃଷ୍ଟ କରୋନା ସଂକ୍ରମଣ ଦିନକୁ ଦିନ କାୟା ମେଲାଇବାରେ ଲାଗିଛି। ଇତିମଧ୍ୟରେ ଭାରତରେ କରୋନା ଆକ୍ରାନ୍ତ ସଂଖ୍ୟା ୨୮ ଛୁଇଁଲାଣି। ରାଜ୍ୟରେ ୧୧୫ଜଣଙ୍କୁ ହୋମ…

5 years ago