ରାଜ୍ୟ

ସୋମନାଥ ପରିଡ଼ାଙ୍କୁ ଆଜୀବନ ଜେଲ

ଭୁବନେଶ୍ୱର,୨୬ା୨(ବ୍ୟୁରୋ): ସ୍ତ୍ରୀ ଉଷାଶ୍ରୀଙ୍କୁ ହତ୍ୟା ପରେ ୩ଶହ ଖଣ୍ଡ କରି କାଟିଥିଲେ ଅବସରପ୍ରାପ୍ତ ସେନା ଡାକ୍ତର ତଥା ଲ୍ୟୁଟନାଣ୍ଟ କଲୋନେଲ ସୋମନାଥ ପରିଡ଼ା। ନୟାପଲ୍ଲୀ ଥାନା ଅନ୍ତର୍ଗତ…

5 years ago

ବିପଦପୂର୍ଣ୍ଣ ଅବସ୍ଥାରେ ଘାଟି ରାସ୍ତା

କେନ୍ଦୁଝର,୨୬ା୨(ସ୍ବ.ପ୍ର.)-କେନ୍ଦୁଝର ଜିଲାର ଘଟଗାଁ ବ୍ଲକ ନୁଦୁରପଡାଠାରୁ ଖରବା ଦେଇ ତେଲକୋଇ ବ୍ଲକର କାଳିଆହୋତା ପର୍ଯ୍ୟନ୍ତ ବଣଜଙ୍ଗଲ ଓ ପର୍ବତମାଳା ଦେଇ ଦୀର୍ଘ ପ୍ରାୟ ୫୦ କି.ମି. ରାସ୍ତାର…

5 years ago

ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜିଙ୍କ ନିକଟରେ ଦୁର୍ଦ୍ଦାନ୍ତ ମାଓବାଦୀଙ୍କ ଆତ୍ମସମର୍ପଣ, ଘୋଷଣା ହୋଇଥିଲା ୫ ଲକ୍ଷର ପୁରସ୍କାର ରାଶି

ମାଲକାନଗିରି,୨୫।୨(ଡି.ଏନ୍‌.ଏ.)- ମାଲକାନଗିରି ଜିଲା ପୋଲିସ କାର୍ଯ୍ୟାଳୟଠାରେ ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି ସଫିନ୍‌ ଅହମ୍ମଦ କେଙ୍କ ନିକଟରେ ଆଜି ଜଣେ ଦୁର୍ଦ୍ଦାନ୍ତ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ସେ ହେଲେ…

5 years ago

ମାର୍ଚ୍ଚ ୩୧ ଯାଏ ଧାନ କିଣା ହେବ, ଯୋଗାଣ ମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଲେ ବାଚସ୍ପତି

ଭୁବନେଶ୍ୱର,୨୫।୨(ବ୍ୟୁରୋ): ଧାନକିଣାକୁ ନେଇ ଗତ ଦୁଇଦିନ ଧରି ବିଧାନସଭାକୁ ବିରୋଧୀ ଦଳ ଅଚଳ କରି ରଖିଥିଲେ। ବାଚସ୍ପତି ଏହି ସମସ୍ୟାର ସମାଧାନ ପାଇଁ ସର୍ବଦଳୀୟ ବୈଠକ ଡାକିଥିଲେ।…

5 years ago

ଦଶବର୍ଷରେ ୧୭,୧୨୪ ହେକ୍ଟର ଜଙ୍ଗଲ ଜମି ବରବାଦ

ଭୁବନେଶ୍ୱର,୨୫।୨(ବ୍ୟୁରୋ): ଖଣି, ଶିଳ୍ପ, ଜଳସେଚନ, ରାସ୍ତା ଏବଂ ରେଳପଥ ନିର୍ମାଣ ଲାଗି ରାଜ୍ୟର ୧୮ଟି ଜିଲାରେ ଗତ ଦଶ ବର୍ଷରେ ୧୭୧୨୪.୭୧୩ ହେକ୍ଟର ଜଙ୍ଗଲ ଜମି ନଷ୍ଟ…

5 years ago

ରଣଝାଲି ଗ୍ରାମରେ ପାନୀୟ ଜଳ ସଙ୍କଟ: ହାଣ୍ଡି ମାଠିଆ ଧରି ବ୍ଲକ କାର୍ଯ୍ୟାଳୟ ଘେରାଉ କଲେ ମହିଳା

ପୁରୁଷୋତ୍ତମପୁର,୨୫।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ରଣଝାଲି ଗ୍ରାମର ୪ ଓ ୫ ନଂ ୱାର୍ଡରେ ପାନୀୟଜଳର ଘୋର ଅଭାବ ଦେଖାଦେଇଛି। ଏ ନେଇ ଦୀର୍ଘଦିନ…

5 years ago

ଭିଜିଲାନ୍ସ ଜାଲରେ ବଡ଼ବିଲ ସହକାରୀ ରାଜସ୍ବ ନିରୀକ୍ଷକ: ଜମି ଚିହ୍ନଟ ପାଇଁ ଲାଞ୍ଚ ନେବା ବେଳେ ଧରାପଡ଼ିଲେ

ବଡ଼ବିଲ,୨୫।୨(ସ୍ବ.ପ୍ର.)- କେନ୍ଦୁଝର ଜିଲା ବଡ଼ବିଲସ୍ଥିତ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରେ ମଙ୍ଗଳବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। କାରାକୋହ୍ଲ ଅଞ୍ଚଳର ଜାକ୍ରିଏସ କିସପଟା ନାମକ ବ୍ୟକ୍ତିଙ୍କ ଜମି…

5 years ago

ବିଧାନସଭାରେ ପୁଣି ଧାନ ତାତି, ଗୃହ ମୁଲତବୀ, ବିରୋଧୀଙ୍କ ହଟ୍ଟଗୋଳ

ଭୁବନେଶ୍ୱର, ୨୫।୨(ବ୍ୟୁରୋ): ଚାଷୀଙ୍କଠାରୁ ଧାନ ସଂଗ୍ରହକୁ ନେଇ ବିଧାନସଭାରେ ପୁଣି ହଙ୍ଗାମା ହୋଇଛି। ଏହି ପ୍ରସଙ୍ଗରେ ବିରୋଧୀ ଦଳ ସୋମବାର ଗୃହକୁ ଅଚଳ କରିଥିବା ବେଳେ ମଙ୍ଗଳବାର…

5 years ago

ରାଜ୍ୟରେ ଲଗାଣ ବର୍ଷା: ଆଉ ୩୬ ଘଣ୍ଟା ବର୍ଷିବ, ସତର୍କ ରହିବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର, ୨୫।୨(ବ୍ୟୁରୋ): ଛତିଶଗଡ଼ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ସମଗ୍ର ରାଜ୍ୟରେ ମେଘୁଆ ପାଗ ସହିତ ଝିପି ଝିପି…

5 years ago

ଆଧୁନିକୀକରଣ କାର୍ଯ୍ୟ ଯୋଗୁ ପ୍ରଭାବିତ ହେବ ଟ୍ରେନ୍‌ ଚଳାଚଳ

ଭୁବନେଶ୍ୱର,୨୫ା୨(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ରେଳପଥର ଦାନାପୁର ରେଳମଣ୍ଡଳ ଅନ୍ତର୍ଗତ କିଉଲ ଷ୍ଟେଶନଠାରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ଯୋଗୁଁ ପୂର୍ବତଟ ରେଳପଥକୁ ଆସୁଥିବା ଏବଂ ଏହାର ପରିସୀମାରୁ…

5 years ago