ରାଜ୍ୟ

ବଳାତ୍କାର ମାମଲାରେ ବିଏସ୍‌ଏଫ୍‌ ଅଧିକାରୀ ଗିରଫ

ଭୁବନେଶ୍ୱର,୨୫ା୨(ବ୍ୟୁରୋ): ଯୁବତୀଙ୍କୁ ବଳାତ୍କାର କରି ଏହାର ଭିଡିଓ ଦେଖାଇ ବ୍ଲାକ୍‌ମେଲ୍‌ କରିବା ଓ ୨୦ଲକ୍ଷ ଠକିନେବା ଅଭିଯୋଗରେ ସୋମବାର ଗିରଫ ହୋଇଛନ୍ତି ବିଏସ୍‌ଏଫ୍‌ ଡିଏସ୍‌ପି ସରୋଜ ମନୋଜ…

5 years ago

ରାଜ୍ୟର ପ୍ରଥମ କାଡାଭେରିକ ଟ୍ରାନ୍ସପ୍ଲାଣ୍ଟ ସଫଳ: ସୁସ୍ଥହୋଇ ଘରକୁ ଫେରିଲେ ଫିରୋଜ

କଟକ ଅଫିସ,୨୫ା୨: ରାଜ୍ୟର ପ୍ରଥମ କାଡାଭେରିକ୍‌ ଟ୍ରାନ୍ସପ୍ଲାଣ୍ଟ ବା ଜଣେ ମସ୍ତିଷ୍କ ମୃତ(ବ୍ରେନ୍‌ ଡେଡ୍‌) ବ୍ୟକ୍ତିଙ୍କ ଶରୀରରୁ କିଡ୍‌ନୀକୁ ନେଇ ଜଣେ ଜୀବିତଙ୍କ ଶରୀରରେ ପ୍ରତିରୋପଣ ଅସ୍ତ୍ରୋପଚାର…

5 years ago

ହାତୀ ଗଲା, ଭୟ ରହିଲା

ଭୁବନେଶ୍ୱର(ବ୍ୟୁରୋ)/ପିପିଲି(ସ୍ବ.ପ୍ର.)/ବଳଙ୍ଗା, ୨୫ା୨(ଡି.ଏନ୍‌.ଏ.): ଗତ ତିନିଦିନ ହେଲା ପୁରୀ ଜିଲାର ପିପିଲି, ନିମାପଡ଼ା, କଣାସ, ଡେଲାଙ୍ଗ ଏବଂ ଖୋର୍ଦ୍ଧା ଜିଲାର ଜଟଣୀ ବ୍ଲକ ଅଞ୍ଚଳରେ ଆତଙ୍କ ଖେଳାଇଥିବା ଦନ୍ତାହାତୀ…

5 years ago

‘ଶିଶୁପାଳଗଡ଼ ଗଡ଼ଖାଇର ହେବ ପୁନରୁଦ୍ଧାର’

ପୁରୁଣା ଭୁବନେଶ୍ୱର, ୨୫ା୨ (ଡି.ଏନ.ଏ.): ଐତିହ୍ୟ ସଂରକ୍ଷିତ ରଖିବା ନେଇ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ଯେତେ ଘୋଷଣା, ଯୋଜନା ପ୍ରସ୍ତୁତ କଲେ ମଧ୍ୟ ଜବରଦଖଲ…

5 years ago

ଏସ୍‌ସିବି ମେଡିକାଲରେ ଅବ୍ୟବସ୍ଥା: ସ୍ବାସ୍ଥ୍ୟ ସଚିବଙ୍କୁ ଚିଠି

କଟକ ଅଫିସ,୨୫ା୨: ଏସ୍‌ସିବି ମେଡ଼ିକାଲକୁ ବିଶ୍ୱସ୍ତରୀୟ କରିବା ପାଇଁ ରାଜ୍ୟ ସରକାର ଯୋଜନା କରୁଛନ୍ତି। ଏଥିପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରିବାକୁ ପ୍ରସ୍ତୁତ ହେଉଛନ୍ତି ରାଜ୍ୟ…

5 years ago

ଏବେ ଖାଇହେବ କୁକୁଡ଼ା ମାଂସ

ଭୁବନେଶ୍ୱର, ୨୫ା୨(ବ୍ୟୁରୋ): ଓୟୁଏଟି କୁକୁଡ଼ା ଫାର୍ମରେ ବାର୍ଡ-ଫ୍ଲୁ ଲାଗିଥିବା ପରିପ୍ରେକ୍ଷୀରେ ଲୋକମାନେ ଆଶଙ୍କା ମଧ୍ୟରେ କୁକୁଡ଼ା ମାଂସ ଓ ଅଣ୍ଡା ଖାଉନାହାନ୍ତି। କିନ୍ତୁ ଏଥିପାଇଁ କୌଣସି ଆଶଙ୍କା…

5 years ago

ଆଇଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ

ଭୁବନେଶ୍ୱର,୨୫ା୨(ବ୍ୟୁରୋ): ଓଡ଼ିଶା ପ୍ରଶାସନରେ କାର୍ଯ୍ୟରତ କେତେକ ଭାରତୀୟ ପ୍ରଶାସନିକ ସେବା(ଆଇଏଏସ୍‌) ଅଧିକାରୀସ୍ତରରେ ଛୋଟ ଧରଣର ଅଦଳବଦଳ କରାଯାଇଛି। ଏନେଇ ସୋମବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି…

5 years ago

ଗ୍ରୀନ ଏନର୍ଜି କରିଡରକୁ ଅନୁମୋଦନ କରୁନି କେନ୍ଦ୍ର

ଭୁବନେଶ୍ୱର,୨୫ା୨(ବ୍ୟୁରୋ): ପାରମ୍ପରିକ ଶକ୍ତି ଉତ୍ସର ଭବିଷ୍ୟତ ବେଳକୁ ବେଳ ଅନିଶ୍ଚିତତା ଆଡକୁ ଗତି କରୁଥିବା ବେଳେ ରାଜ୍ୟ ସରକାର ଅଣପାରମ୍ପରିକ ଶକ୍ତି ଉତ୍ସଗୁଡିକର ବିନିଯୋଗ ଦିଗରେ ପଦକ୍ଷେପ…

5 years ago

ବିଏସ୍‌କଓ୍ବୋଇ ସହ ଆୟୁଷ୍ମାନର ମିଶ୍ରଣ ନିଷ୍ପତ୍ତି ବିଚାରାଧୀନ: ମନ୍ତ୍ରୀ

ଭୁବନେଶ୍ୱର,୨୫ା୨(ବ୍ୟୁରୋ): ଓଡ଼ିଶା ସରକାରଙ୍କ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା(ବିଏସ୍‌କେୱାଇ) ସହ ଆୟୁଷ୍ମାନ ଯୋଜନାର ମିଶ୍ରଣ ପ୍ରସଙ୍ଗ ଏବେ ବି ବିଚାରାଧୀନ ରହିଛି। ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ…

5 years ago

ବହୁଚର୍ଚ୍ଚିତ ୧୯୯୯ ବାରଙ୍ଗ ଗଣବଳାତ୍କାର ମାମଲା:ଆଜୀବନ କଏଦୀ ପଦିଆଙ୍କ ମୃତ୍ୟୁ

ଭୁବନେଶ୍ୱର,୨୫ା୨(ବ୍ୟୁରେ): ବହୁଚର୍ଚ୍ଚିତ ୧୯୯୯ ବାରଙ୍ଗ ଗଣବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଝାରପଡ଼ା ଜେଲ୍‌ରେ ଆଜୀବନ ସଜା କାଟୁଥିବା ଅନ୍ୟତମ ଅଭିଯୁକ୍ତ କଟକ ନୂଆବଜାରର ପ୍ରଦୀପ କୁମାର…

5 years ago