ରାଜ୍ୟ

ସ୍ବର୍ଗଦ୍ୱାରରୁ ଜବରଦଖଲ ଉଚ୍ଛେଦ ଆରମ୍ଭ

ପୁରୀ ଅଫିସ, ୨୪।୨: ପୁରୀ ସ୍ବର୍ଗଦ୍ୱାରରୁ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ସୋମବାର ପୂର୍ବାହ୍ନରେ ପୌରସଂସ୍ଥା ପକ୍ଷରୁ ଏହି ଉଚ୍ଛେଦ କରାଯାଉଛି। ସମୂଦ୍ର କୂଳ ପାର୍ଶ୍ୱରେ…

5 years ago

ବିଜେଡି ନେତ୍ରୀଙ୍କ ଆତ୍ମହତ୍ୟା ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜି

କଟକ ଅଫିସ,୨୪।୨: ବ୍ରହ୍ମପୁର ଏସ୍‌ପିଙ୍କ କାର୍ଯ୍ୟାଳୟ ପରିସରରେ ବିଜେଡି ନେତ୍ରୀ ମିନାକ୍ଷୀ ମିଶ୍ର ଗତ ୧୨ ତାରିଖରେ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରର ଏକ…

5 years ago

ବଣାଇମୁଣ୍ଡା ହାଇସ୍କୁଲରୁ ହିନ୍ଦୀ ପ୍ରଶ୍ନପତ୍ର ଭାଇରାଲ

ପାଟଣାଗଡ଼, ୨୪।୨(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ବ୍ଲକ ବଣାଇମୁଣ୍ଡା ହାଇସ୍କୁଲରୁ ସୋମବାର ମାଟ୍ରିକ ହିନ୍ଦୀ ପ୍ରଶ୍ନପତ୍ର ଭାଇରାଲ ହୋଇଛି। ସୋମବାର ହିନ୍ଦୀ/ସଂସ୍କୁତ ପରୀକ୍ଷା ଚାଲିଥିଲା। ବଣାଇମୁଣ୍ଡା ହାଇସ୍କୁଲ…

5 years ago

ପିପିଲିରେ ଉପଦ୍ରବ ଘଟାଇବା ପରେ ଭୁବନେଶ୍ୱରରେ ପହଞ୍ଚିଲା ଦନ୍ତା

ଭୁବନେଶ୍ୱର, ୨୪।୨(ବ୍ୟୁରୋ): ପୁରୀ ଜିଲା ପିପିଲି ଓ ବଳଙ୍ଗା ଅଞ୍ଚଳରେ ଗତ ୩ ଦିନ ଧରି ତାଣ୍ଡବ ରଚିଥିବା ଦନ୍ତା ଏବେ ଭୁବନେଶ୍ୱରରେ। ରବିବାର ରାତିରେ ପିପିଲିରୁ…

5 years ago

ଶାରୀଶୁଆ ପଥର ଖଣିରେ ଏସ୍‌ଟିଏଫ୍‌ ଚଢ଼ାଉ

ଖଇରା, ୨୪ା୨ଭୁବନେଶ୍ୱର,(ବ୍ୟୁରୋ): ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲଙ୍କ ରୋକ୍‌ ପରେ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି ହୋଇଥିଲା। ଏହାସତ୍ତ୍ୱେ ବାଲେଶ୍ୱର ଜିଲା ଖଇରା ତହସିଲ୍‌ ଅଧୀନ ଶାରୀଶୁଆ ପାହାଡ଼ରେ…

5 years ago

ତିତ୍‌ଲିର ବର୍ଷେ ପରେ ବି ନିର୍ମାଣ ହୋଇପାରୁନି ରାସ୍ତା

ପାରଳାଖେମୁଣ୍ଡି,୨୪ା୨(ସ୍ବ.ପ୍ର.) ଗଜପତି ଜିଲା ରାୟଗଡ଼ ବ୍ଲକ୍‌ ଅଧୀନ କଇଁପୁର-ତୁମ୍ବ ରାସ୍ତାଟି ତିତ୍‌ଲି ପର ବନ୍ୟାରେ ଧୋଇ ହୋଇଯାଇଛି। ହେଲେ ତିତ୍‌ଲିକୁ ଇତିମଧ୍ୟରେ ୧ବର୍ଷ ୪ମାସ ବିତିଯାଇଥିଲେ ମଧ୍ୟ ନୂତନ…

5 years ago

ବିପଦସଙ୍କୁଳ ଅବସ୍ଥାରେ ବିଦ୍ୟୁତ୍‌ ଖୁଣ୍ଟି, ତାର: ଦୁର୍ଘଟଣାକୁ ଆମନ୍ତ୍ରଣ କରୁଛି ଓ୍ବେସ୍କୋ

ରାଉରକେଲା ଅଫିସ, ୨୪।୨- ଷ୍ଟିଲ ସିଟି ସ୍ମାର୍ଟ ସିଟି ମାନ୍ୟତା ପାଇଲା। ହେଲେ ରାଉରକେଲାରେ ବିଦ୍ୟୁତ୍‌ ଯୋଗାଣ ବ୍ୟବସ୍ଥା ଯେମିତିକୁ ସେମିତି ପୁରୁଣାକାଳିଆ ଢଙ୍ଗରେ ଚାଲିଛି। ସହରର…

5 years ago

୪ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର: ଅଭିଯୁକ୍ତ ଗିରଫ

ବାସୁଦେବପୁର,୨୪।୨(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକ କିଷ୍ମତକୃଷ୍ଣପୁର ଅଞ୍ଚଳର ଜଣେ ୪ ବର୍ଷୀୟା ଶିଶୁକନ୍ୟାଙ୍କୁ ରବିବାର ସକାଳେ ବଳାତ୍କାର କରାଯାଇଛି। ପୀଡ଼ିତାଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବାସୁଦେବପୁର…

5 years ago

ନିମ୍ନମାନର ରାସ୍ତା କାମ, ଉଠିଯାଉଛି ପିଚୁ

ଭଦ୍ରକ ଅଫିସ,୨୪।୨-ଗ୍ରାମ୍ୟ ଉନ୍ନୟନ ବିଭାଗରେ ସ୍ବଚ୍ଛତାକୁ ନେଇ ବିବାଦ ଲାଗିରହିଛି। ମାସକ ତଳେ ବିଭାଗର ଜଣେ ଡାଟାଏଣ୍ଟ୍ରି ଅପରେଟର ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ି ଗିରଫ…

5 years ago

ବନ୍ଧୁକ ମୁନରେ ଡକାୟତି

କଟକ ଅଫିସ,୨୩।୨: ଜଗତପୁର ଥାନା ଅନ୍ତର୍ଗତ କେନାଲ ରୋଡ଼ ଘରୁ ଶନିବାର ବିଳମ୍ବିତ ରାତିରେ ଡକାୟତି ହୋଇଛି। ଡକାୟତିର ଶିକାର ହୋଇଥିବା ସୁଧାଂଶୁ କୁମାର ନାୟକ ଏନେଇ…

5 years ago