ରାଜ୍ୟ

ଭିଜିଲାନ୍ସ ଜାଲରେ ଭେଡେନ ତହସିଲ ଅମିନ

ବରଗଡ଼ ଅଫିସ, ୧୮।୨- ବରଗଡ଼ ଜିଲା ଭେଡେନ ତହସିଲ ଅଫିସରେ କାର୍ଯ୍ୟରତ ଅମିନ ଲଲିତ ମେହେର ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ସେ ଜମି ଚିହ୍ନଟ(ଡିମାରକେଶନ) ପାଇଁ…

5 years ago

ପିଏମ୍‌ଜିଏସ୍‌ଓ୍ବାଇ ରାସ୍ତା ନିର୍ମାଣକୁ ନେଇ ବିଧାନସଭାରେ ଉଦ୍‌ବେଗ

ଭୁବନେଶ୍ୱର,୧୮।୨(ବ୍ୟୁରୋ): ୨୦୧୮-୧୯ ଆର୍ଥିକ ବର୍ଷରେ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା-୨(ପିଏମ୍‌ଜିଏସ୍‌ଓ୍ବାଇ)ରେ କେନ୍ଦ୍ର ସରକାର ୬୫୦ଟି ରାସ୍ତାର ଉନ୍ନତୀକରଣ ପାଇଁ ୧୬୧୫.୫୧ କୋଟି ଟଙ୍କା ଅନୁମୋଦନ କରିଛନ୍ତି। ସେଥିରୁ…

5 years ago

ଆଇପ୍ୟାଡ୍‌ରେ ଓଡ଼ିଶା ବଜେଟ: ବ୍ୟୟ ଅଟକଳ ୧.୫ ଲକ୍ଷ କୋଟି, ଜାଣନ୍ତୁ ପୂରା ଅପ୍‌ଡେଟ୍‌

ଭୁବନେଶ୍ୱର,୧୮।୨(ବ୍ୟୁରୋ): ୨୦୨୦-୨୧ ଆର୍ଥିକବର୍ଷ ପାଇଁ ରାଜ୍ୟ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ମଙ୍ଗଳବାର ବଜେଟ ଉପସ୍ଥାପନ କରୁଛନ୍ତି। ଚଳିତ ବଜେଟକୁ ବିନା କାଗଜପତ୍ରରେ କରାଯାଉଥିବା ବେଳେ ଆଇପ୍ୟାଡ୍‌ ମାଧ୍ୟମରେ…

5 years ago

ପଶ୍ଚିମ ଓଡ଼ିଶା ଓକିଲ ଆନ୍ଦୋଳନ ପ୍ରସଙ୍ଗ: କେସ୍‌ ସ୍ଥାନାନ୍ତର ପ୍ରତ୍ୟାହାର କରିବାକୁ ନରସିଂହଙ୍କ ଦାବି

ଭୁବନେଶ୍ୱର,୧୮।୨(ବ୍ୟୁରୋ): ପଶ୍ଚିମ ଓଡ଼ିଶା ଓକିଲ ଆନ୍ଦୋଳନ ଯୋଗୁ ସୁପ୍ରିମ କୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟ ସରକାର ସମସ୍ତ କେସ୍‌ଗୁଡ଼ିକୁ ଅନ୍ୟ କୋର୍ଟକୁ ସ୍ଥାନାନ୍ତର କରିଛନ୍ତି। ଏହା ଦ୍ୱାରା…

5 years ago

ଗେଷ୍ଟ ହାଉସ୍‌ରୁ ଯୁବତୀଙ୍କ ମୃତଦେହ ଉଦ୍ଧାର, ପ୍ରେମିକଙ୍କୁ ଅଟକ ରଖିଲା ସମୁଦ୍ରକୂଳ ପୋଲିସ

ପୁରୀ ଅଫିସ,୧୮।୨: ପୁରୀ ଚକ୍ରତୀର୍ଥ ରୋଡସ୍ଥିତ ଏକ ଗେଷ୍ଟ ହାଉସ୍‌ରୁ ମଙ୍ଗଳବାର ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ନୟାଗଡ଼ ଅଞ୍ଚଳର ବୋଲି ଜଣାପଡ଼ିଛି। ଘଟଣାସ୍ଥଳରେ…

5 years ago

ପରୀକ୍ଷା ଫି’ ବୃଦ୍ଧିକୁ ନେଇ ବୈସିଙ୍ଗା ମହାତ୍ମା ଗାନ୍ଧୀ ମହାବିଦ୍ୟାଳୟରେ ଛାତ୍ର ଅଶାନ୍ତି: ମୁଖ୍ୟ ଫାଟକରେ ତାଲା ପକାଇ ଧାରଣା

ବୈସିଙ୍ଗା, ୧୮।୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବୈସିଙ୍ଗା ମହାତ୍ମା ଗାନ୍ଧୀ ମହାବିଦ୍ୟାଳୟରେ ଯୁକ୍ତ ୩ କଳା ଓ ବିଜ୍ଞାନ ପାଠ୍ୟକ୍ରମ ଶେଷ ବର୍ଷ ବା ଷଷ୍ଠ ସେମିଷ୍ଟର ପରୀକ୍ଷା…

5 years ago

ବିଧାନସଭାରେ ଉଠିଲା ବେସରକାରୀ କଲେଜ ଅଧ୍ୟାପକଙ୍କୁ ସପ୍ତମ ବେତନ କମିଶନ ଦରମା ପ୍ରସଙ୍ଗ

ଭୁବନେଶ୍ୱର,୧୮।୨(ବ୍ୟୁରୋ): ସରକାରୀ କଲେଜ ଅଧ୍ୟାପକଙ୍କୁ ସପ୍ତମ ବେତନ କମିଶନ ଆଧାରରେ ଦରମା ମିଳୁଛି। ବେସରକାରୀ ଅନୁଦାନପ୍ରାପ୍ତ ଅଧ୍ୟାପକଙ୍କୁ ଏ ପର୍ଯ୍ୟନ୍ତ ସପ୍ତମ ବେତନ କମିଶନ ଦରମା ମିଳିଲା…

5 years ago

ବିଧାୟକଙ୍କୁ ସରକାରୀ କ୍ୱାର୍ଟର୍ସ ପ୍ରସଙ୍ଗ: ବିଧାନସଭାରେ ଗୀତ ଗାଇଲେ ବିଷ୍ଣୁ

ଭୁବନେଶ୍ୱର,୧୮।୨(ବ୍ୟୁରୋ): ଆମକୁ କେବେ ଘର ମିଳିବ? ଆବେଦନ କରିବାର ୭ ମାସ ହୋଇଗଲା। ଆଉ ୩ ମାସ ହେଲେ ପିଲା ଜନ୍ମ ନେବ। ଅତ୍ୟନ୍ତ ଅସ୍ବାସ୍ଥ୍ୟକର ପରିବେଶରେ…

5 years ago

ଓଡ଼ିଆ ଭାଷା ଓ ସଂସ୍କୃତି ସୁରକ୍ଷାକୁ ନେଇ ବିଧାନସଭାରେ କଂଗ୍ରେସର ହଟ୍ଟଗୋଳ

ଭୁବନେଶ୍ୱର,୧୮।୨(ବ୍ୟୁରୋ): ଓଡ଼ିଆ ଭାଷା ଓ ସଂସ୍କୃତିକୁ ନେଇ ବିଧାନସଭାରେ କଂଗ୍ରେସ ଦଳର ସଭ୍ୟମାନେ ମଙ୍ଗଳବାର ହଙ୍ଗାମା କରିଛନ୍ତି। ସେମାନେ ଅଭିଯୋଗ କରିଛନ୍ତି ଯେ, ଭାଷା ଓ ସଂସ୍କୃତି…

5 years ago

ଡି. ଲିଲିଙ୍କୁ ମିଳିଲା ଆଡ୍‌ମିଟ୍‌ କାର୍ଡ: ଧରିତ୍ରୀ, ଜିଲା ପ୍ରଶାସନକୁ ଜଣାଇଲେ ଧନ୍ୟବାଦ

ଗଞ୍ଜାମ,୧୮।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହୁମା ବୀରଭଦ୍ର ହାଇସ୍କୁଲ ଦଶମ ଶ୍ରେଣୀ ଛାତ୍ରୀ ଡି. ଲିଲି ରେଡ୍ଡୀ ଚଳିତ ବର୍ଷ ମାଟ୍ରିକ୍‌ ପରୀକ୍ଷା ପାଇଁ ଫର୍ମ ଫିଲଅପ କରିଥିଲେ…

5 years ago